ଓଡ଼ିଶାରେ ଚିତାବାଘ ସଂଖ୍ୟାରେ ଉଲ୍ଲେଖନୀୟ ହ୍ରାସ: ରିପୋର୍ଟ
ଭୁବନେଶ୍ୱର,୧ା୩: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ ଓଡ଼ିଶାରେ ଚିତାବାଘ ଜନସଂଖ୍ୟା ଯଥେଷ୍ଟ ହ୍ରାସ ପାଇଛି। ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ରିପୋର୍ଟରେ ୨୦୨୨ ମସିହାରେ ଓଡ଼ିଶାର ଚିତାବାଘ ଜନସଂଖ୍ୟା ୫୬୮ ରେ ପହଞ୍ଚିଛି।…
ଏହି ଦିନ ମିଳିବ କାଳିଆ ଟଙ୍କା
ଭୁବନେଶ୍ୱର,୧।୩: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । କାଳିଆ ଯୋଜନାକୁ ନେଇ ବଡ ଘୋଷଣା କରାଯିବା ପରେ ଏବେ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଉପକୃତ ହେବେ। କାଳିଆ ଯୋଜନାକୁ ନେଇ ନିକଟରେ ରାଜ୍ୟ କ୍ୟାବିନେଟ୍ରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଥିଲା ।…
ଆଇପିଏସ୍ ଅଫିସର ସ୍ତରରେ ଅଦଳବଦଳ: ପୂର୍ବାଞ୍ଚଳ ଆଇଜି ହେଲେ ଦୀପକ କୁମାର
ଭୁବନେଶ୍ୱର,୧ା୩(ଅନିଲ ଦାସ): ରାଜ୍ୟ ସରକାର ଆଇପିଏସ୍ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ଶୁକ୍ରବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଉତ୍ତର-କେନ୍ଦ୍ରାଞ୍ଚଳ ଆଇଜି ତଥା ଅନୁଗୋଳ ପୋଲିସ ଟ୍ରେନିଂ କଲେଜ…
Photo: ଉଦଘାଟନ ହେଲା ନବନିର୍ମିତ ଭୀମ୍ରାଓ ଆମ୍ବେଡକର ବସ୍ ଟର୍ମିନାଲ, ଦେଖନ୍ତୁ କ’ଣ ରହିଛି ନୂଆ ସୁବିଧା ସୁଯୋଗ
ଭୁବନେଶ୍ୱର,୧ା୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭୁବନେଶ୍ୱର ବରମୁଣ୍ଡାଠାରେ ନବନିର୍ମିତ ବାବା ସାହେବ ଭୀମ୍ରାଓ ଆମ୍ବେଡକର ବସ୍ ଟର୍ମିନାଲର ଶୁଭ ଉଦ୍ଘାଟନ କରିଛନ୍ତି। ବରମୁଣ୍ଡା ବସ୍ ଷ୍ଟାଣ୍ଡ ଭାବେ ପୂର୍ବରୁ ପରିଚିତ ଥିବା ଏହି ବସ୍ ଷ୍ଟାଣ୍ଡ ଓଡିଶାର ଏକ ବ୍ୟସ୍ତବହୁଳ…
ରାଜ୍ୟରେ ହେବ କି ମେଣ୍ଟ ସରକାର: ଓଡ଼ିଶାରେ ଡବଲ ଇଞ୍ଜିନ ସରକାର କାହିଁକି କହିଲେ…
ଭୁବନେଶ୍ୱର,୧।୩: ଆଗାମୀ ନିର୍ବାଚନରେ ବିଜେଡି-ଭାଜପା ମେଣ୍ଟ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଶୁକ୍ରବାର ରାଜ୍ୟ ଭାଜପା ସହ ପ୍ରଭାରୀ ଲତା ଉସେଣ୍ଡି ମେଣ୍ଟ ଚର୍ଚ୍ଚାକୁ ନେଇ ବୁଲେଇ ବଙ୍କେଇ କହିଛନ୍ତି। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେବ ବୋଲି ସେ…
ପ୍ରବଳ ଖରାକୁ ଦେଖି ଗଣଶିକ୍ଷା ବିଭାଗର ନୂଆ ନିୟମ: ଜାଣନ୍ତୁ…
ଭୁବନେଶ୍ୱର,୧।୩: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଲାଣି। ଏହାକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗର ନୂଆ ଗାଇଡ୍ଲାଇନ ଜାରି କରିଛି। ଅତ୍ୟଧିକ ଖରା ହେବାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚେତନତା ମୂଳକ ପଦକ୍ଷେପ ନେଇଛି। ପ୍ରତ୍ୟେକ ବିଦ୍ୟାଳୟ, କଲେଜ…
ଅଙ୍ଗ ଦାନ କରି ଦୁଇ ଜୀବନ ବଞ୍ଚାଇଲେ କେନ୍ଦ୍ରାପଡ଼ାର ୧୮ ବର୍ଷୀୟ ଯୁବକ
ଭୁବନେଶ୍ୱର,୧ା୩: ମସ୍ତିଷ୍କ ଟ୍ୟୁମରରେ ପୀଡିତ ଜଣେ ୧୮ ବର୍ଷୀୟ ଯୁବକ ଦୁଇ ଜଣଙ୍କୁ ନିଜର ଅଙ୍ଗ ଦାନ କରି ସେମାନଙ୍କୁ ନୂଆ ଜୀବନ ଦେଇଛନ୍ତି। କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ରମେଶ ଦାସଙ୍କ ପୁଅ ଓମ ଶିବୁ କଟକସ୍ଥିତ ଏସସିବି ମେଡିକାଲ…
୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ପ୍ରସ୍ତୁତି ତଦାରଖ କଲେ ମୁଖ୍ୟ ସଚିବ
ଭୁବନେଶ୍ୱର,୧।୩(ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ସେଦିନ ପ୍ରଧାନମନ୍ତ୍ରୀ ତେଲଙ୍ଗାନା ରାଜ୍ୟରୁ କାର୍ଯ୍ୟକ୍ରମ ସାରି ସ୍ବତନ୍ତ୍ର ବାୟୁସେନା ବିମାନ ଯୋଗେ ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିବେ। ସେଠାରୁ ସେ ସ୍ବତନ୍ତ୍ର…
ପଦ୍ମ ଧରିଲେ ବିଜେଡିର ଟାଣୁଆ ନେତା ଜଗନ୍ନାଥ
ରାୟଗଡ଼ା,୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଶିକ୍ଷିତ ତଥା ଟାଣୁଆ ବିଜେଡି ନେତା ଭାବେ ପରିଚିତ ଜଗନ୍ନାଥ ନୁଣ୍ଡୃକା ଶୁକ୍ରବାର ଭାଜପାରେ ଯୋଗଦେଇଛନ୍ତି। ଜଗନ୍ନାଥ ନୁଣ୍ଡୃକା ଭୁବନେଶ୍ୱରଠାରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଜଗନ୍ନାଥଙ୍କ ଭାଜପାରେ ଯୋଗଦାନ ପରେ ବିଷମକଟକ ନିର୍ବାଚନମଣ୍ଡଳୀରେ…
ହାତଗଣ୍ଠି ବଦଳରେ ପଡ଼ିଲା ହାତକଡ଼ି: ବିବାହ ବେଦିରୁ ବରକୁ ଉଠାଇନେଲା ପୋଲିସ
ଭୁବନେଶ୍ୱର,୧।୩: ହାତଗଣ୍ଠି ବଦଳରେ ପଡ଼ିଲା ହାତକଡ଼ି। ବରକୁ ବିବାହ ବେଦିରୁ ଉଠାଇନେଲା ପୋଲିସ। ଏଭଳି ଅଭାବନୀୟ ଘଟଣା ଘଟିଛି ଭୁବନେଶ୍ୱରରେ। ଭୁବନେଶ୍ୱର କମିଶନ୍ରେଟ ପୋଲିସ ପ୍ରଥମ ସ୍ତ୍ରୀଙ୍କ ଅଭିଯୋଗରେ ବରକୁ ଉଠାଇ ନେଇଛି। ଜିତେନ୍ଦ୍ର ସ୍ବାଇଁ ନାମକ ଜଣେ ଯୁବକ ସେ…
ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ବନ୍ଧା ହେଲେ ବୃଦ୍ଧ
ତିହିଡି,୧।୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଞ୍ଚଳର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପା ଗୁରୁବାର ଏନେଇ ତିହିଡ଼ି ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (ନଂ.୮୦/୨୪)…
ବାବାସାହେବ ଭୀମରାଓ ଆମ୍ବେଡକର ବସ୍ ଟର୍ମିନାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୩: ବହୁ ପ୍ରତିକ୍ଷିତ ନବନିର୍ମିତ ବାବାସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ବରମୁଣ୍ଡାଠାରେ ପ୍ରାୟ ୨୧୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ବସ୍ ଷ୍ଟାଣ୍ଡରେ ଏୟାରପୋର୍ଟ ଭଳି ସୁବିଧା ସୁଯୋଗ ରହିଛି।…

