ରାଜ୍ୟ

ମତ୍ସ୍ୟଜୀବୀ ପରିବାରଙ୍କୁ ୨୨ କୋଟିର ଜୀବିକା ସହାୟତା

ଭୁବନେଶ୍ୱର,୧।୩(ଅସମାପିକା ସାହୁ):ଅଲିଭ୍‌ ରିଡ୍‌ଲେ କଇଁଛର ସୁରକ୍ଷା ନିମନ୍ତେ ମାଛଧରା କଟକଣା ଯୋଗୁ ପ୍ରଭାବିତ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କୁ ରାଜ୍ୟ ଯୋଜନାରେ ଜୀବିକା ସହାୟତା ପ୍ରଦାନ କରାଯାଇଛି। ଗୁରୁବାର କୃଷି ଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ…

ବାଘୁଣୀ ସାରା ଅସୁସ୍ଥ

ବାରଙ୍ଗ,୧।୩ଲିଙ୍ଗରାଜରାଉତ):ପ୍ରାଣୀଉଦ୍ୟାନ ନନ୍ଦନକାନନର ବାଘ ସଫାରୀରେ ରହୁଥିବା ବାଘୁଣୀ ସାରା ଆଉ ଚଲାବୁଲା କରିପାରୁନି। ଗତ କିଛିଦିନ ହେବ ସେ ଅସୁସ୍ଥ ରହିଥିବାବେଳେ ଗୁରୁବାର ତଳେ ପଡ଼ିଯାଇଛି। ଦାୟିତ୍ୱରେ ଥିବା କର୍ମଚାରୀ ତାକୁ ଉଠାଇବାକୁ ଚେଷ୍ଟା କରି ବିଫଳ ହୋଇଥିବା ଜଣାପଡ଼ିଛି। ଏହି…

ସଡ଼କ ଦୁର୍ଘଟଣା: ବର୍ଷକରେ ୫୬୦୦ ମୃତ୍ୟୁ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର):ଓଡ଼ିଶାରେ ୨୦୨୩ରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୫୬୦୦ ଜଣଙ୍କ ମୃତ୍ୟୁ ଘଟିଛି, ଯାହାଙ୍କ ମଧ୍ୟରୁ ୭୦% ହେଉଛନ୍ତି ଯୁବବର୍ଗ । ତେଣୁ ବିଭିନ୍ନ ପଞ୍ଚାୟତିରାଜ ପ୍ରତିଷ୍ଠାନର ସଦସ୍ୟ ଯଥା ସରପଞ୍ଚ ଆଦିଙ୍କୁ ସଂଶ୍ଲିଷ୍ଟ କରି ଗ୍ରାମ୍ୟସ୍ତରରେ ସଚେତନତା କାର୍ଯ୍ୟକ୍ରମ କରିବାକୁ…

ବିଜେଡି ଲୋକଙ୍କ ଟଙ୍କା ଲୋକଙ୍କୁ ବାଣ୍ଟି ନିର୍ବାଚନୀ ଲଲିପପ୍‌ ଧରାଉଛି: କଂଗ୍ରେସ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର):ରାଜ୍ୟରେ ଲୋକଙ୍କ ଆୟ ବଢୁ ନ ଥିବାବେଳେ ଖର୍ଚ୍ଚ ୩ ଗୁଣା ହେଲାଣି। ବିଭିନ୍ନ ବିଭାଗରେ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ପଦବୀ ଖାଲି ପଡ଼ିଥିବାବେଳେ ରାଜ୍ୟ ସରକାର ସେଗୁଡ଼ିକ ପୂରଣ ନ କରି ଶିକ୍ଷିତ ଯୁବତୀଯୁବକଙ୍କୁ ନିର୍ବାଚନ ସମୟରେ ନୂଆ…

ଭାଜପା କର୍ମୀଙ୍କ ଉପରେ ଗାଡ଼ି ଚଢ଼ାଇଥିବା ପ୍ରଶାନ୍ତଙ୍କୁ କୋଳେଇ ନେଲା ଭାଜପା: ବିଜେଡି

ଭୁବନେଶ୍ୱର,୧ା୩(ଅନିଲ ଦାସ):ପ୍ରଶାନ୍ତ ଜଗଦ୍ଦେବ ଯିଏକି ଭାଜପା କର୍ମୀଙ୍କ ଉପରେ ଗାଡ଼ି ଚଢ଼ାଇ ମାରିବାକୁ ଉଦ୍ୟମ କରିବା ସହ ୨ଟି ଆପରାଧିକ ମାମଲାରେ ଜେଲ ଯାଇଥିଲେ, ଯାହାଙ୍କ ବିରୋଧରେ ଓଡ଼ିଶା ଭାଜପାର ନେତା ଓ କର୍ମୀ ଗଳାଫଟାଇ ଚିତ୍କାର କରୁଥିଲେ, ଆଜି କିଭଳି…

ମୁଁ ଦୁଇ କୁଳକୁ ହିତା: ଶ୍ରୀମୟୀ

ଖୋର୍ଦ୍ଧା,୧ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ବିଜେଡିରୁ ଆଶାୟୀ ଶ୍ରୀମୟୀ ମିଶ୍ର ଗୁରୁବାର ଖୋର୍ଦ୍ଧାରେ ବାଇକ୍‌ ଶୋଭାଯାତ୍ରା ମାଧ୍ୟମରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ଶୋଭାଯାତ୍ରା ମୁକୁନ୍ଦପ୍ରସାଦ ମେଳଣ ପଡ଼ିଆଠାରୁ ବାହାରି ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପରିକ୍ରମା କରିଥିଲା। ବିଧାୟକ ଜ୍ୟୋତିରୀନ୍ଦ୍ରନାଥ ମିତ୍ର, ପର୍ଯ୍ୟବେକ୍ଷକ…

ମାତୃଭାଷାରେ ଶିକ୍ଷାରୁ ପିଲାଙ୍କ ବିକାଶ: ରାଷ୍ଟ୍ରପତି

ଭୁବନେଶ୍ୱର,୧ା୩(ଅସମାପିକା ସାହୁ):ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ। ସେ କହିଥିଲେ, ମା’ଠାରୁ ବଳି ବଡ଼ ଆଉ କେହି ସଂସାରରେ ନାହିଁ। ମାତୃଭୂମି ମଧ୍ୟ…

ଆଜି ଆଇଆଇଏମ୍‌ ସମ୍ବଲପୁରରେ ୧୦୦ କ୍ୟୁବ୍‌ ଷ୍ଟାର୍ଟଅପ୍‌ର ଶୁଭାରମ୍ଭ କରିବେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧ା୩(ସୁନିତ୍‌ ମିଶ୍ର):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଓ ଶନିବାର ସମ୍ବଲପୁର ଗସ୍ତରେ ରହିବେ। ସେ ଆଇଆଇଏମ୍‌ ୧୦୦ କ୍ୟୁବ୍‌ ଷ୍ଟାର୍ଟଅପ୍‌ର ଶୁଭାରମ୍ଭ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଶୁକ୍ରବାର ସେ ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ଏନ୍‌ଏସ୍‌ଡିସି ଏବଂ ବଜାଜ୍‌…

୨୦୦୦ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ର ଶୁଭାରମ୍ଭ

ଭୁବନେଶ୍ୱର,୧ା୩(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ୬୭୯୮ଟି ଗ୍ରାମ ପଞ୍ଚାୟତ ମଧ୍ୟରୁ ୪୩୭୩ ପଞ୍ଚାୟତରେ ବ୍ୟାଙ୍କ ଶାଖା ନ ଥିଲା। ୨୦୨୩ ନଭେମ୍ବରରେ ପ୍ରଥମ…

୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର

ଭୁବନେଶ୍ୱର,୧ା୩(ଅନିଲ ଦାସ):ରାଜ୍ୟର ସହର ବିକାଶ ଇତିହାସରେ ଏକ ନୂଆ ମାଇଲଖୁଣ୍ଟ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫-ଟି ଉପକ୍ରମରେ ସହରବାସୀଙ୍କ ପାଇଁ ପିଇବା ପାଣି, ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌, ସ୍ବେରେଜ ବ୍ୟବସ୍ଥା, ଅନେକ ନାଗରିକ ସେବା ସହିତ ବସ୍ତିବାସିନ୍ଦାଙ୍କୁ…

ଓଡ଼ିଶାରେ କମୁଛି କଲରାପତରିଆ ବାଘଙ୍କ ସଂଖ୍ୟା

ଭୁବନେଶ୍ୱର,୧ା୩(ଅସମାପିକା ସାହୁ):ରାଜ୍ୟରେ କଲରାପତରିଆ ବାଘଙ୍କ ସଂଖ୍ୟା ହ୍ରାସ ପାଇଛି। ଦେଶରେ ହୋଇଥିବା କଲରାପତରିଆ ଗଣନା ରିପୋର୍ଟ-୨୦୨୨ରୁ ଏହି ତଥ୍ୟ ସାମନାକୁ ଆସିଛି। ଗତ ୪ବର୍ଷରେ ୧୯୨ଟି କଲରପତରିଆ ବାଘ କମିଥିବା ଜଣାପଡ଼ିଛି। ରିପୋର୍ଟ ଅନୁସାରେ ୨୦୧୮ରେ ହୋଇଥିବା କଲରାପତରିଆ ଗଣନା ବେଳେ…

ପୁରୀ, ଭୁବନେଶ୍ୱର, କଟକ ଲୋକ ସଭା ପ୍ରାର୍ଥୀ ବଦଳାଇପାରେ ବିଜେଡି

ଭୁବନେଶ୍ୱର,୨୯।୨(ସୁନିତ୍‌ ମିଶ୍ର): ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଆସନ୍ତା ୧୫ ଦିନ ମଧ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଯାଇପାରେ। ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ଟିକେଟବଣ୍ଟା ଓ ଦଳବଦଳ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?