ରାଜ୍ୟ

୬ଜଣଙ୍କୁ ମିଳିବ ‘ସଙ୍ଗୀତ ନାଟକ ଅକାଦେମୀ ଫେଲୋଶିପ୍‌’

ଭୁବନେଶ୍ୱର, ୨୯।୨ (ବନ୍ଦନା ସେଠୀ)କେନ୍ଦ୍ର ସଙ୍ଗୀତ ନାଟକ ଅକାଦେମୀ ପକ୍ଷରୁ ‘ସଙ୍ଗୀତ ନାଟକ ଅକାଦେମୀ ଫେଲୋଶିପ୍‌’ (ଅକାଦେମୀ ରତ୍ନ) ସହ ଅକାଦେମୀ ପୁରସ୍କାର ଏବଂ ଉସ୍ତାଦ ବିସ୍‌ମିଲ୍ଲା ଖାନ୍‌ ଯୁବ ପୁରସ୍କାର ଘୋଷଣା କରାଯାଇଛି। କଳା କ୍ଷେତ୍ରରେ ଉତ୍କର୍ଷତା ପାଇଁ ୬ଜଣ…

ରେଙ୍ଗାଲିରେ ଅଟକିବ ‘ସମଲେଶ୍ୱରୀ’, ଲୋଇସିଂହା, ମୁରିବାହାଲରେ ‘ପୁରୀ-ଦୁର୍ଗ ଏକ୍ସପ୍ରେସ୍‌’

ଭୁବନେଶ୍ୱର,୨୯।୨(ଅନୁରାଧା ମହାରଣା)ସମଲେଶ୍ୱରୀ ଏକ୍ସପ୍ରେସ୍‌ ଏବଂ ପୁରୀ ଦୁର୍ଗ ଏକ୍ସପ୍ରେସ୍‌ ପରୀକ୍ଷାମୂଳକ ଭାବେ ନିର୍ଦ୍ଧାରିତ ଷ୍ଟେଶନରେ ରହଣି କରିବ। ୧୮୦୦୫ ହାଓଡ଼ା-ଜଗଦଳପୁର ସମଲେଶ୍ୱରୀ ଏକ୍ସପ୍ରେସ୍‌ ଗୁରୁବାରଠାରୁ ଏବଂ ୧୮୦୦୬ ଜଗଦଲପୁର-ହାଓଡ଼ା ସମଲେଶ୍ୱରୀ ଏକ୍ସପ୍ରେସ ୨୯ ତାରିଖରୁ ରେଙ୍ଗାଲି ଷ୍ଟେଶନରେ ଅଟକିବ। ହାଓଡ଼ାରୁ ଛାଡୁଥିବା…

ବିଲ୍‌ ଗେଟ୍‌ସଙ୍କୁ ‘କିସ୍‌ ହ୍ୟୁମାନିଟାରିଆନ ସମ୍ମାନ’

ଭୁବନେଶ୍ୱର,୨୯।୨(ଅନୁରାଧା ମହାରଣା)ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ତଥା ବିଲ୍‌ ଆଣ୍ଡ୍‌ ମିଲିଣ୍ଡା ଗେଟ୍‌ସ ଫାଉଣ୍ଡେଶନର ସହ-ଅଧ୍ୟକ୍ଷ ବିଲ୍‌ ଗେଟସଙ୍କୁ ସମ୍ମାନଜନକ ‘କିସ୍‌ ହ୍ୟୁମାନିଟାରିଆନ ସମ୍ମାନ ୨୦୨୩’ ଦିଆଯାଇଛି। ଭୁବନେଶ୍ୱରରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ…

୧୩୩ ନୂତନ ପ୍ରାଣୀ ସେବା ଯାନ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୨(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୩୩ ନୂତନ ପ୍ରାଣୀ ଚିକିତ୍ସା ସେବା ଯାନ ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ ହୋଇଛି। ଏଥିପାଇଁ ୨୧ କୋଟି ୨୮ ଲକ୍ଷ ଟଙ୍କା ବ୍ୟୟ କରାଯାଇଛି।…

ବଦଳିଲେ ୩ ଜିଲାପାଳ

ଭୁବନେଶ୍ୱର,୨୯ା୨(ଅନିଲ ଦାସ)ରାଜ୍ୟ ସରକାର ଆଇଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୩ ଜିଲାର ଜିଲାପାଳଙ୍କୁ ବଦଳି କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ମୟୂରଭଞ୍ଜ ଜିଲାପାଳ ଆଶିଷ ଠାକ୍‌ରେଙ୍କୁ ବାଲେଶ୍ୱର ଜିଲାପାଳ ଭାବେ ବଦଳି…

ଜାଗା ମିଶନ, ମୁକ୍ତା ଯୋଜନାର କାର୍ଯ୍ୟକାରିତା ବୁଲି ଦେଖିଲେ ବିଲ୍‌ ଗେଟ୍ସ

ଭୁବନେଶ୍ୱର,୨୯।୨(ସୁନିତ୍‌ ମିଶ୍ର)ବିଲ୍‌ ଓ ମେଲିଣ୍ଡା ଗେଟ୍ସ ଫାଉଣ୍ଡେଶନ୍‌ (ବିଏମ୍‌ଜିଏଫ୍‌)ର ପ୍ରତିଷ୍ଠାତା ଓ କୋଚେୟାର ବିଲ୍‌ ଗେଟ୍ସ ଓଡ଼ିଶା ଗସ୍ତରେ ଆସି ବୁଧବାର କୃଷି ଭବନ ପରିଦର୍ଶନ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହାପରେ ସେ ସ୍ଥାନୀୟ ମା’ ମଙ୍ଗଳା…

ଆନ୍ଧ୍ର ଉପକୂଳରେ ସୃଷ୍ଟି ହେଲା ଗୁରୁଚାପ, ୭ରୁ ବଢ଼ିବ ତାତି

ଭୁବନେଶ୍ୱର,୨୮ା୨: ଆନ୍ଧ୍ର ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ଆସୁଥିବାରୁ ପାଗ ମେଘୁଆ ରହିବା ସହ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ତଳେ ରହୁଛି। ତେବେ ଆସନ୍ତା ମାର୍ଚ୍ଚ ୨ ତାରିଖରୁ ବାୟୁ…

ଇଞ୍ଜିନିୟରିଂ କଲେଜ ପାଣ୍ଠି ଅନିୟମିତତା ମାମଲାରେ ବିଧାୟକଙ୍କୁ ଆଠ ଘଣ୍ଟା ଜେରା କଲା ଇଡି

ଭୁବନେଶ୍ୱର,୨୮ା୨: ଭଦ୍ରକର ବରପଡା ଇଞ୍ଜିନିୟରିଂ କଲେଜରେ ହୋଇଥିବା ଆର୍ଥିକ ଅନ୍ୟାୟ ତଥା ପରିଚାଳନାଗତ ଅନିୟମିତତା ଘଟଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଅଧିକାରୀମାନେ ଓଡିଶାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି) ବିଧାୟକ ପ୍ରଫୁଲ୍ଲ ସାମଲଙ୍କୁ ପ୍ରାୟ ଆଠ ଘଣ୍ଟା ପଚରାଉଚରା…

ବିଜ୍ଞାନ ବିନା ବିକାଶ ଅସମ୍ପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୨: ଜାତୀୟ ବିଜ୍ଞାନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲା ଜୟପୁରରେ ଜିଲା ବିଜ୍ଞାନ କେନ୍ଦ୍ର, ରାୟଗଡ଼ାରେ ପ୍ଲାନେଟାରିୟମ, କେନ୍ଦୁଝର ଜିଲା ଘଟଗାଁରେ ଜିଲା ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ,ମୟୂରଭଞ୍ଜ ଜିଲା ବାରିପଦାଠାରେ ଜିଲା ବିଜ୍ଞାନ କେନ୍ଦ୍ର ଓ…

୩ ଜିଲାର ଜିଲାପାଳଙ୍କୁ ସର୍ତ୍ତମୂଳକ ସମନ ଜାରି କଲେ ଏନ୍‌ଏଚ୍‌ଆର୍‌ସି

କେନ୍ଦୁଝର,୨୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି) କେନ୍ଦୁଝର, ମୟୂରଭଞ୍ଜ ଓ ଭଦ୍ରକ ଜିଲାପାଳଙ୍କୁ ସର୍ତ୍ତମୂଳକ ସମାନ କରି ଏପ୍ରିଲ ୧୦ ତାରିଖ ପୂର୍ବାହ୍ନ ୧୧ଟାରେ କମିଶନ ନିକଟରେ ହାଜର ହେବାକୁ ଆଦେଶ କରିଛନ୍ତି। ସାପକାମୁଡ଼ାରେ ମୃତ୍ୟୁବରଣ କରିଥିବା ପରିବାରଙ୍କୁ ପ୍ରଦାନ…

ମାଟ୍ରିକ ପରୀକ୍ଷା: ହିନ୍ଦୀ, ସଂସ୍କୃତରେ କପି କରି ଧରାପଡ଼ିଲେ ୭

କଟକ,୨୮ା୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାର ବୁଧବାର ତୃତୀୟ ଭାଷା ପରୀକ୍ଷାରେ ୭ ଜଣ ପରୀକ୍ଷାର୍ଥୀ ଅସାଧୁ ଉପାୟ ଅବଲମ୍ବନ କରି ସ୍କ୍ବାଡ୍‌ ହାତରେ ଧରାପଡ଼ିଛନ୍ତି। ତେବେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ସୁଚାରୁ…

ମାର୍ଚ୍ଚ ୬ରୁ ୯ମ ଶ୍ରେଣୀ ବାର୍ଷିକ ପରୀକ୍ଷା

କଟକ,୨୮ା୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ହାଇସ୍କୁଲ ଓ ମଧ୍ୟମାର ନବମ ଶ୍ରେଣୀ ବାର୍ଷିକ ପରୀକ୍ଷା ମାର୍ଚ୍ଚ ୬ରୁ ଆରମ୍ଭ ହୋଇ ୧୫ରେ ଶେଷ ହେବ। ଛାତ୍ରୀଛାତ୍ର ବାର୍ଷିକ ପରୀକ୍ଷା ନିଜ ହାଇସ୍କୁଲ ଓ ଟୋଲ୍‌ରେ ଦେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?