ରାଜ୍ୟ

ବିଜେଡି ଛାଡ଼ିଲେ ପୂର୍ବତନ ନଗରପାଳ

ଢେଙ୍କାନାଳ,୨୮।୨(ରତନ ନାୟାର): ଢେଙ୍କାନାଳ ପୌରସଂସ୍ଥାର ପୂର୍ବତନ ନଗରପାଳ ସୁଧାଂଶୁ କୁମାର ଦଳେଇ(ନବୀନ) ମଙ୍ଗଳବାର ବିଜୁ ଜନତା ଦଳ ଛାଡ଼ିଛନ୍ତି। ସେ ରାଜ୍ୟ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କୁ ଇସ୍ତଫା ପ୍ରଦାନ କରିଥିବା ସନ୍ଧ୍ୟାରେ ସୂଚନା ଦେଇଛନ୍ତି। ଏହାର ନକଲ ସେ ଜିଲା…

ଆଖି ଆଗରେ ଝିଅର ଭବିଷ୍ୟତ: ଓଟିପି ପାଇଁ ୩୦ କି.ମି. ଚାଲିଲେ ବାପା

ଉଦଳା,୨୮।୨(ସନ୍ତୋଷ କୁମାର ବାଚ୍ଛିନୀ): ଦେଶରେ ୫-ଜି ଟେଲି ସେବା ଉପଲବ୍ଧ ହୋଇଥିବା ବେଳେ ନେଟ୍‌ଓ୍ବର୍କ ନ ଥିବାରୁ ଝିଅର ଭବିଷ୍ୟତ ପାଇଁ ଜଣେ ବ୍ୟକ୍ତି ୩୦ କି.ମି. ଦୂରକୁ ଯାଇ ଓଟିପି ନମ୍ବର ଦେବା ଭାରତ ସଞ୍ଚାର ନିଗମ ଲିମିଟେଡ୍‌(ବିଏସ୍‌ଏନ୍‌ଏଲ୍‌)ର ବ୍ୟବସ୍ଥା…

ଆସନ ରେଢ଼ାଖୋଲ, ବସୁଛନ୍ତି ବାହାର ନେତା

ସମ୍ବଲପୁର,୨୮।୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାର ରେଢ଼ାଖୋଲ ବ୍ଲକ, ନାକଟିଦେଉଳ, ଯୁଯୋମୁରା ଓ ମାନେଶ୍ୱର ବ୍ଲକର ୭ଟି ପଞ୍ଚାୟତକୁ ନେଇ ଗଠିତ ରେଢ଼ାଖୋଲ ବିଧାନସଭା ନିର୍ବାଚନମଣ୍ଡଳୀ। ୨୦୦୦ ପରଠାରୁ ନିରବଚ୍ଛିନ୍ନ ଭାବେ ବିଜେଡି ଏହାକୁ ଅକ୍ତିଆର କରିଆସିଛି। ଆସନର ରେଢ଼ାଖୋଲର ହୋଇଥିବା ବେଳେ…

କ୍ରିକେଟ ପାଇଁ ବୃହତ୍‌ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୨(ଅନିଲ ଦାସ): ଓଡ଼ିଶା କ୍ରିକେଟ ଖେଳ ଇତିହାସରେ ଏକ ନୂଆ ଫର୍ଦ୍ଦ ଯୋଡ଼ିହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମର ପୁନଃନିର୍ମାଣ ଘୋଷଣା କରିବା ସହ ସମ୍ବଲପୁରର ବୀର ସୁରେନ୍ଦ୍ର ସାଏ କ୍ରିକେଟ ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି…

ଶିମିଳିପାଳରେ ଛଡ଼ାଯିବ ବାହାର ବାଘୁଣୀ

ଭୁବନେଶ୍ୱର, ୨୮।୨(ଅସମାପିକା ସାହୁ): ଶିମିଳିପାଳରେ ଏବେ କଳା ବାଘ ବଂଶ ବୃଦ୍ଧି ପାଉଛି। ଯଦିଓ ଏହିଭଳି କଳାବାଘ କେବଳ ଶିମିଳିପାଳରେ ଦେଖାଯାଉଥିବାରୁ ବନ ବିଭାଗ ଖୁସି ହେଉଛି, ତଥାପି ଏହାର ସଂଖ୍ୟା ବଢ଼ୁଥିବାରୁ ଚିନ୍ତା ମଧ୍ୟ ଘାରୁଛି। ତେଣୁ ଏହାର ସମାଧାନ…

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୮।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବେ। ପ୍ରଥମେ ରାଷ୍ଟ୍ରପତି ନିଜ ଜିଲା ମୟୂରଭଞ୍ଜ ଗସ୍ତ…

ମିଶନ ଶକ୍ତି ବଜାର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୨(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ବରରେ ମିଶନ ଶକ୍ତି ବଜାରକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ରାଜ୍ୟର ଗ୍ରାମାଞ୍ଚଳ ଏବଂ ଅର୍ଦ୍ଧ ସହରାଞ୍ଚଳରେ ବାସ କରୁଥିବା ମହିଳାମାନଙ୍କ ପାଇଁ ଦୀର୍ଘମିଆଦୀ ଜୀବିକାର୍ଜନ ଲାଗି ମିଶନ ଶକ୍ତି ବଜାର…

ଅବକାରୀ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ, ପାଉଁଶ ହୋଇଗଲା ମୋଟରସାଇକେଲ

କାମାକ୍ଷାନଗର,୨୭।୨: ଭୟାବହ ଅଗ୍ନିକାଣ୍ଡରେ ଜଳିପୋଡ଼ି ପାଉଁଶ ହୋଇଗଲା ପାଞ୍ଚରୁ ଅଧିକ ମୋଟରସାଇକେଲ। ଏଭଳି ଏକ ଦୁର୍ଘଟଣା ଘଟିଛି କାମାକ୍ଷାନଗର ଅବକାରୀ କାର୍ଯ୍ୟାଳୟ ପରିସରରେ। ସୂଚନାଥାଉ କି, କୁହାଯାଉଛି କି ପ୍ରଥମେ କାର୍ଯ୍ୟାଳୟର ପଛପଟେ ନିଆଁ ଲାଗିଥିଲା । ଏହାପରେ ଚାହୁଁ ଚାହୁଁ…

ଭୁବନେଶ୍ୱର ପହଞ୍ଚିଲେ ମାଇକ୍ରୋସଫ୍ଟ ସିଇଓ ବିଲ ଗେଟ୍ସ

ଭୁବନେଶ୍ୱର,୨୭।୨: ଭୁବନେଶ୍ବରରେ ପହଞ୍ଚିଲେ ମାଇକ୍ରୋସଫ୍ଟର ପୂର୍ବତନ ସିଇଓ ବିଲ ଗେଟ୍ସ। ବୁଧବାର ଅର୍ଥାତ୍‌ କାଲି କୃଷି ଭବନ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ଏହି ଗସ୍ତରେ ବିଲ ଗେଟ୍ସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ସହ ଭୁବନେଶ୍ବର ସ୍ଥିତ କୃଷି ଭବନ ପରିଦର୍ଶନ…

୫୯ନମ୍ବର ଜାତୀୟ ରାଜପଥର ୨୭କିମି ରାସ୍ତା ପ୍ରଶସ୍ତିକରଣ ପାଇଁ ୭୧୮କୋଟି ମଞ୍ଜୁର କଲା କେନ୍ଦ୍ର

ଭୁବନେଶ୍ୱର,୨୭।୨: ସାଧାରଣ ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାର ୫୯ନମ୍ବର ଜାତୀୟ ରାଜପଥର ୨୬.୯୬କିମି ରାସ୍ତାର ପ୍ରଶସ୍ତିକରଣ ପାଇଁ ୭୧୮.୨୬କୋଟି ଟଙ୍କା ମଞ୍ଜୁର କରିଛନ୍ତି। କନ୍ଧମାଳ ଓ ଗଞ୍ଜାମ ଜିଲା ଦେଇ ଯାଇଥିବା ଏହି ୫୯ ନମ୍ବର ଜାତୀୟ ରାଜପଥ ଦାରିଙ୍ଗିବା ଘାଟି…

ବାପାଙ୍କୁ ହତ୍ୟା କରି ଅଖାରେ ପୋତିଦେଲେ ପୁଅ!

ସମ୍ବଲପୁର,୨୭।୨: ପାରିବାରିକ ବିବାଦରୁ ବାପାଙ୍କୁ ହତ୍ୟା କଲେ ସୈତାନ ପୁଅ। ଏପରି ବୀଭତ୍ସ ହତ୍ୟାକାଣ୍ଡ ସମ୍ବଲପୁର ଜିଲାରେ ଘଟିଛି। ହତ୍ୟା କରି ଫେରାର ହୋଇଛି ପୁଅ। ସୂଚନା ଥାଉ କି, ଲିଙ୍ଗରାଜ କୁମୁରାଙ୍କ ଘର ହେଉଛି ସଦର ଥାନା ଘେନୁପାଲି ଗାଁରେ।…

ବରଗଡ଼ରେ ପ୍ରବଳ ବର୍ଷା

ବରଗଡ,୨୭।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ସମେତ ଆଖପାଖ ଅଞ୍ଚଳରେ ମଙ୍ଗଳବାର ରାତି ପ୍ରାୟ ୮ଟା ୪୦ ମିନିଟରୁ ପ୍ରବଳ ବର୍ଷା ଲାଗି ରହିଛି । ବର୍ଷା ଯୋଗୁ ପୂର୍ବାପେକ୍ଷା ସାମାନ୍ୟ ଅଧିକ ଥଣ୍ଡା ଅନୁଭୂତ ହୋଇଛି। ମାତ୍ର ବର୍ଷା ପ୍ରଭାବରେ ଅମ୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?