ରାଜ୍ୟ

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବ୍ଲକ ମୁଖ୍ୟ ଉନ୍ନୟନ ଅଧିକାରୀ

ଲାଞ୍ଜିଗଡ଼,୧୧ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପରିଦର୍ଶନ କରି ପ୍ରଧାନମନ୍ତ୍ରୀ-ଜନମନ ଗୃହ ପ୍ରକଳ୍ପର ଅଗ୍ରଗତି ଓ ଅନ୍ୟାନ୍ୟ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ ମୁଖ୍ୟ ଉନ୍ନୟନ ଅଧିକାରୀ ସୌମ୍ୟ ରଞ୍ଜନ ପ୍ରଧାନ। ଲାଞ୍ଜିଗଡ଼ ବ୍ଲକର ଭଟାଙ୍ଗପଦର ପଞ୍ଚାୟତର ଟୁଟୁଗୁମା,…

ଭୁବନେଶ୍ୱରରେ ଗୋଟିଏ ଟ୍ରାକ୍‌ରେ ମୁହାଁମୁହିଁ ହେଲା ୨ ଟ୍ରେନ୍‌, ଆଉ ତା’ ପରେ…

ଭୁବନେଶ୍ୱର,୧୧ା୬: ରାଜଧାନୀ ଭୁବନେଶ୍ୱରରେ ଗୋଟିଏ ଟ୍ରାକ୍‌ରେ ମୁହାଁମୁହିଁ ହୋଇଛି ଦୁଇ ଟ୍ରେନ୍‌। ଗୋଟିଏ ଟ୍ରେନ୍‌ ମାଷ୍ଟରକ୍ୟାଣ୍ଟିନ୍‌ରୁ ମଞ୍ଚେଶ୍ୱର ସଫେଇ ପାଇଁ ଆସୁଥିବାବେଳେ ଆଉ ଗୋଟିଏ ଟ୍ରେନ୍‌ ମଞ୍ଚେଶ୍ୱରରୁ ମାଷ୍ଟରକ୍ୟାଣ୍ଟିନ୍‌ ଯାଉଥିଲା। ଝାରପଡ଼ା ବ୍ରିଜ୍‌ ନିକଟରେ ମୁହାଁମୁହିଁ ହୋଇଥିଲା। ଟ୍ରେନ୍‌ରେ କୌଣସି ଯାତ୍ରୀ…

ରଜରେ ଭିଜିବ ଓଡ଼ିଶା: ଆସନ୍ତା ୩ ଦିନ ଯାଏ ଝଡ଼ ପବନ, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୧ା୬ (ସୌମ୍ୟରଞ୍ଜନ ରାଉତ):ରଜରେ ଭିଜିବ ଓଡ଼ିଶା। ତାତିରୁ ମିଳିବ ମୁକ୍ତି, ବର୍ଷା ଆଣୁଛି ଆଶ୍ୱସ୍ତି। ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିବ। ଏହାର ପ୍ରଭାବରେ ରଜ ସମୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା…

ଭୟଙ୍କର ସଡ଼କ ଦୁର୍ଘଟଣା: ବାପା-ଝିଅଙ୍କ ଚାଲିଗଲା ଜୀବନ

ସମ୍ବଲପୁର,୧୧ା୬(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଭତରା ଶଙ୍କର ମଠ ଝଙ୍କାର ବନ୍ଧ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସିରିଜ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ସିମେଣ୍ଟ ମିକ୍ସର ଟ୍ରକ(ଓଡି-୧୪-ଏଏଲ-୫୭୧୦) ପ୍ରଥମେ ଏକ ଇଭି ଅଟୋ(ଓଡି-୧୫-ଏବି-୨୨୩୨)କୁ ଧକ୍କା ଦେବା…

ବିନା ବିଦ୍ୟୁତ୍‌ରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଅସହ୍ୟ ଗରମରେ ରୋଗୀ ହନ୍ତସନ୍ତ

ଅମରପାଲି,୧୧ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦୀର୍ଘଦିନ ଧରି କାର୍ଯ୍ୟକ୍ଷମ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ସଂଯୋଗ ପାଇନାହିଁ। ଫଳରେ ପ୍ରଚଣ୍ଡ ଖରା ଓ ଅସହ୍ୟ ଗରମ ମଧ୍ୟରେ ରୋଗୀ,…

ନିୟମଗିରିକୁ ପୁଣି ଫେରିଲେ ହାତୀପଲ, କଦଳୀ ବଗିଚା ନଷ୍ଟ କରିବା ସହ…

କଲ୍ୟାଣସିଂହପୁର,୧୧ା୬(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳକୁ ପୁଣି ଫେରିଛନ୍ତି ହାତୀପଲ। କଲ୍ୟାଣସିଂହପୁର ବ୍ଲକ ପାର୍ସଲି ପଞ୍ଚାୟତର ଲମ୍ବା ନ୍‌ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ବୁଧବାର ବିଳମ୍ବିତ ରାତିରେ ୧୦ ଟିକିଆ ହାତୀପଲ ଲମ୍ବା ଗାଁକୁ ପ୍ରବେଶ କରି ନଳକୂପ…

ଦୁର୍ଦ୍ଦାନ୍ତ ଅପରାଧୀ ପପୁଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଆପରାଧିକ କାଣ୍ଡ ଘଟାଇବାକୁ ଯୋଜନାବେଳେ…

ଭଦ୍ରକ,୧୧ା୬(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଫୁଲ୍ଲ ମଲ୍ଲିକ ଓରଫ ପପଙ୍କୁ ଏନ୍‌କାଉଣ୍ଟର କରିଛି। ପପୁଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପପୁଙ୍କ ନାଁରେ ରାଜ୍ୟର ବିଭିନ୍ନ ଥାନାରେ ୨୨ଟି ଆପରାଧିକ ମାମଲା…

ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ, ତୁରନ୍ତ କାର୍ଯ୍ୟ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

ମହାକାଳପଡ଼ା,୧୧ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ବ୍ଲକ ସଭା ଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ ଓ ଜିଲାପାଳ ରଘୁରାମ ଆର…

ଘରେ ଶୋଇଥିବାବେଳେ ଲାଗିଲା ନିଆଁ, ଜଳିଗଲା ସ୍ପେୟାର ପାଟର୍‌ସ ଦୋକାନ ସହ ଦୋକାନୀଙ୍କ ଘର

ନନ୍ଦପୁର/ପାଡୁଆ,୧୧ା୬(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କାଳବୈଶାଖୀ ପ୍ରଭାବରେ ଗଛ ଉପୁଡ଼ି କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ଥିବାବେଳେ ବୁଧବାର ରାତିରେ ପାଡୁଆ ବଜାରରେ ସୀମା ନାୟକଙ୍କ ସ୍ପେୟାର ପାଟର୍‌ସ ଦୋକାନରେ ନିଆଁ ଲାଗି ଦୋକାନ ଓ ଘର…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ ପୁରୁଷବନ୍ଧୁ ଭୀମସେନ ପ୍ରସାଦ ଟୁଡୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗତ ୮ ତାରିଖରେ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ ପେଟ୍ରୋଲ ଢାଳି ଜୀବନ୍ତ ଜାଳିଦେବାକୁ ଉଦ୍ୟମ କରିଛି। ଏହି ସଂଘାତିକ ଆକ୍ରମଣରେ ଶାଶୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ ଭାଙ୍ଗି ପଡ଼ିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୋରାପୁଟ ମୁନିସିପାଲିଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?