ରାଜ୍ୟ

୫ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୪ା୭(ଅନିଲ ଦାସ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ। ବିଶେଷ…

ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ

ଭୁବନେଶ୍ୱର, ୪।୭(ସୂର୍ଯ୍ୟକାନ୍ତ ବେହେରା): ଆଇପିଏସ୍‌ ଅଫିସର ତଥା ବାଲେଶ୍ବର ଏସ୍‌ପିଙ୍କ ମା’, ବାପାଙ୍କଠାରୁ ଲୁଟ ଉଦ୍ୟମ ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଚିହ୍ନଟ କରିଥିଲେ ମଧ୍ୟ ଏଯାବତ ଧରିପାରିନାହିଁ। ସେମାନେ ବ୍ୟବହାର କରୁଥିବା ଚୋରା ବାଇକକୁ ଜବତ କରି ପୋଲିସ ତଦନ୍ତ ଚଳାଇଛି।…

ରିପୋର୍ଟ ମାଗିଲେ ଲୋକାୟୁକ୍ତ

ଯାଜପୁର,୪ା୭(ହର୍ଷବର୍ଦ୍ଧନ ବେହେରା): ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବୀକୃତି ମିଳିଥିବା ନିର୍ଦ୍ଦିଷ୍ଟ ବ୍ରାଣ୍ଡେଡ୍‌ କମ୍ପାନୀ ବଦଳରେ ଅତି ନିମ୍ନମାନର କମ୍ପ୍ୟୁଟର ସେଟ୍‌ ଯୋଗାଣ ଯାଜପୁର ଜିଲା ସମଗ୍ର ଶିକ୍ଷା ଅଭିଯାନ ବିଭାଗକୁ ମହଙ୍ଗା ପଡ଼ିଛି। ଟେଣ୍ଡର ଫିକ୍ସିଂ କରି ଏକ ନିର୍ଦ୍ଦିଷ୍ଟ ଯୋଗାଣକାରୀ…

ଦଳିତ ବୋଲି ମିଳୁନି ଘରଭଡ଼ା

ସମ୍ବଲପୁର,୪ା୭(ଶୁଭାଶିଷ ପାଢ଼ୀ): ଜାତିକୁ ନେଇ ଆଜି ବି ସମାଜରେ ବିଭେଦ ଲାଗିରହିଛି। ଛଆଁଅଛୁଆଁ ଭାବ ସତେ ଯେମିତି ଲୋକଙ୍କୁ କବଳିତ କରିରଖିଛି। ଦଳିତ ଶ୍ରେଣୀର ହୋଇଥିବାରୁ ପରିବାରକୁ ମିଳିଲାନାହିଁ ଘରଭଡ଼ା। ଫଳରେ ଖୋଲା ଆକାଶ ତଳେ ଦୟନୀୟ ଭାବେ କାଳ କାଟୁଛନ୍ତି…

ପେଟରୁ ବାହାରିଲା ୨ କେଜିର ମାଂସ ପିଣ୍ଡୁଳା

ମାଲକାନଗିରି,୪ା୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଚିମିଟାପାଲ୍ଲୀ ଗ୍ରାମର ଶୁକ୍ରା ମୁଦୁଲି(୫୫) ଦୀର୍ଘ ବର୍ଷ ହେଲା ପେଟ ଯନ୍ତ୍ରଣା ଭୋଗୁଥିଲେ। ଏଥିସହ ତାଙ୍କ ପେଟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିଲା। ସେ ବହୁ ଚେରମୂଳୀ ଔଷଧ ବ୍ୟବହାର କରୁଥିଲେ…

୩ ମାସରେ ଗଲାଣି ୧୬୦୦ ଜୀବନ

ଭୁବନେଶ୍ୱର,୩ା୭(ଅନିଲ ଦାସ): ରାଜ୍ୟରେ ସଡ଼କ ଦୁର୍ଘଟଣାକୁ ନିୟନ୍ତ୍ରଣ କରାଯାଇ ପାରୁନାହିଁ। ବେପରୁଆ ଗାଡ଼ି ଚାଳନା ଯୋଗୁ ଉଜୁଡ଼ି ଯାଉଛିି ବହୁମୂଲ୍ୟ ଜୀବନ। ରାସ୍ତାଘାଟ ନିର୍ମାଣରେ ଉନ୍ନତି ହେବା ସହ ଗମନାଗମନ ସୁଗମ ହୋଇଥିଲେ ମଧ୍ୟ ଅନିୟନ୍ତ୍ରିତ ଗାଡ଼ି ଚାଳନା ଦୁର୍ଘଟଣାକୁ ବଢ଼ାଇ…

ସମଲେଶ୍ୱରୀ ମନ୍ଦିର ପୁନରୁଦ୍ଧାର ପ୍ରସଙ୍ଗରେ ସରକାରଙ୍କୁ ଆଶ୍ୱସ୍ତି

ଭୁବନେଶ୍ୱର,୪ା୭ (ଅନିଲ ଦାସ): ସମଲେଶ୍ୱରୀ ମନ୍ଦିର ପୁନରୁଦ୍ଧାର ପାଇଁ ରାଜ୍ୟ ସରକାରଙ୍କ ପୁନର୍ବାସ ଓ ଥଇଥାନ ଯୋଜନାକୁ ବିରୋଧ କରି ଦାଖଲ ହୋଇଥିବା ସ୍ପେଶାଲ ଲିଭ୍‌ ପିଟିଶନକୁ ସୋମବାର ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି। ୨ ଜଣିଆ ଖଣ୍ଡପୀଠ ଜଷ୍ଟିସ ବି.ଆର.…

ଓଲଟିଲା ପଥର ବୋଝେଇ ଟ୍ରକ, ଡ୍ରାଇଭର ମୃତ

ଭୁବନେଶ୍ୱର,୪।୭: ଖୋର୍ଦ୍ଧାରୁ ଭୁବନେଶର ଆସୁଥିବା ଏକ ପଥର ବୋଝେଇ ଟ୍ରକ ୧୬ ନମ୍ବର ଜାତୀୟ ରାଜପଥ ଜାଆଁଳା ନିକଟରେ ମଙ୍ଗଳବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦ୍ରୁତ ଗତିରେ ଆସୁଥିବା ଟ୍ରକ(ନଂ.ଓଆର୦୯-ଇ ୩୬୬୨) ଭାରସାମ୍ୟ ହରାଇ ରାସ୍ତା ମଝି ଡିଭାଇଡରରେ ପିଟି ହୋଇ…

‘ରେଙ୍ଗାଲୀ ନଦୀବନ୍ଧ ବିସ୍ଥାପିତଙ୍କୁ ସ୍ଥାୟୀ ପଟ୍ଟା ଦିଆଯାଉ’

ଭୁବନେଶ୍ବର, ୪ା୭(ସୁନିତ୍‌ ମିଶ୍ର): ରେଙ୍ଗାଲୀ ନଦୀବନ୍ଧ ଯୋଜନା ଦ୍ୱାରା ବିସ୍ଥାପିତ ହୋଇଥିବା ଲୋକଙ୍କ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ପୂର୍ବରୁ ଘୋଷଣା ହୋଇଥିବା କ୍ଷତିପୂରଣ ରାଶି ଦିଆଯାଉ। ଏହାସହ ସେମାନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯିବା ସହିତ ସେମାନଙ୍କ ଗ୍ରାମଗୁଡ଼ିକୁ ରାଜସ୍ବ…

ଯାମିନୀ ଷଡ଼ଙ୍ଗୀ ହେଲେ ଓଏଭିର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ

ଭୁବନେଶ୍ବର, ୪ା୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଇଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୨୦୦୮ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଯାମିନୀ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି) ସଙ୍ଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନୂଆ…

ତାରିଣୀଙ୍କ ସନ୍ଧ୍ୟା ଆଳତି ଅଧାରୁ ବନ୍ଦ

ଘଟଗାଁ, ୪।୭(ରାଜେନ୍ଦ୍ର କୁମାର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁବାସିନୀ ମା’ ତାରିଣୀଙ୍କ ନୀତିକାନ୍ତିରେ ବିଶୃଙ୍ଖଳା ଦେଖାଯାଇଛି। ସନ୍ଧ୍ୟା ଆଳତି ସମୟରେ ଲାଇଟ୍‌ ଓ ବାଜା ବନ୍ଦ କରିଦିଆଯାଇଥିବା ଅଭିଯୋଗ ହୋଇଛି। ଫଳରେ ଅଧାରୁ ଆଳତି ବନ୍ଦ ହୋଇଯିବାରୁ ଭକ୍ତ ଉତ୍ତେଜିତ ହୋଇ…

ଚଳିତବର୍ଷରୁ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍‌ ଏମ୍‌ଏପିଏଚ୍‌ଡିରେ ନାମଲେଖା

ଭୁବନେଶ୍ୱର,୪ା୭(ଅନୁରାଧା ମହାରଣା): ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଚଳିତ ୨୦୨୩-୨୪ ଶିକ୍ଷାବର୍ଷଠାରୁ ଇଣ୍ଟିଗ୍ରେଟେଡ୍‌ ଏମ୍‌ଏପିଏଚ୍‌ଡିରେ ନାମଲେଖା ଅନୁଷ୍ଠିତ ହେବ। ଓଡ଼ିଆ ଭାଷା ଓ ସାହିତ୍ୟ, ଭାଷା ବିଜ୍ଞାନ ଏବଂ ପ୍ରାକୃତିକ ଭାଷା ପ୍ରକ୍ରିୟାକରଣ ଏବଂ ଆଞ୍ଚଳିକ ଏବଂ ଜନଜାତି ଭାଷା ଓ ଐତିହ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri