ରାଜ୍ୟ

Video: ନାଲକୋ ପ୍ଲାଣ୍ଟରେ ଅଘଟଣ: ଲୁହା ରଡ଼ ପଡ଼ି ଚାଳିଗଲା ୨ ଶ୍ରମିକଙ୍କ ଜୀବନ

କୋରାପୁଟ,୨୭।୨(ଅମିତାଭ ବେହେର): କୋରାପୁଟ ଜିଲା ଦାମନଯୋଡ଼ିରେ ଥିବା ନାଲକୋ ପ୍ଲାଣ୍ଟ ପରିସରରେ ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର ଏକ ଅଘଟଣ ଘଟିଛି। ସାଇଡ୍‌ ବିମ୍‌ କାର୍ଯ୍ୟ ବେଳେ ଲୁହା ରଡ଼ ପଡି ଶ୍ରମିକମାନେ ଚାପି ହୋଇଯାଇଥିଲେ। ଫଳରେ ଘଟଣା ସ୍ଥଳରେ…

ମିଶନ ଶକ୍ତି ମା’ଙ୍କ ପାଇଁ ଖୁସି ଖବର, ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ

ଭୁବନେଶ୍ୱର,୨୭।୨: ମିଶନ ଶକ୍ତି ମା’ଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେ ବଡ଼ ଉପହାର । ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ। ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ…

ମଝି ରାସ୍ତାରେ ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କୁ ଧକ୍କା ଦେଇ ମୁଣ୍ଡରେ ଚଢ଼ିଗଲା ଟ୍ରକ୍‌

ସୁନ୍ଦରଗଡ଼,୨୭।୨(ଜୟ ନାରାୟଣ ମେଣ୍ଡୁଳି): ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ମୁଣ୍ଡ ଉପରେ ଚଢ଼ିଗଲା ଟ୍ରକ୍‌। ଏଭଳି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼- ହେମଗିର ରାସ୍ତା ଚକ୍ରାମାଲ ନିକଟରେ। ବାଇକରେ ଯାଉଥିବା ଜଣେ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ (ଓଡି ୨୩…

ଆହୁରି ୬ ଦିନ କୋହଲା ପାଗ ସାଙ୍ଗକୁ ବର୍ଷା

ଭୁବନେଶ୍ୱର,୨୭।୨: ରାଜ୍ୟର କୋହଲା ପାଗ ସାଙ୍ଗକୁ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି। ବଙ୍ଗୋପ ସାଗରରେ ପ୍ରବାହିତ ଥଣ୍ଡା ବାୟୁ ପ୍ରଭାବରେ ତାପମାତ୍ରା କମିବାରୁ ଗରମରୁ ଆଶସ୍ତି ମିଳିଛି। ମାର୍ଚ୍ଚ ୬ ତାରିଖ ଯାଏ ଏଭଳି କୋହଲା ପାଗ ରହିବା…

ସ୍କୁବା ଡାଇଭିଂ ଓଡ଼ିଶାର ବାପଝିଅଙ୍କ ସଫଳତା

ଦୁବାଇ,୨୭।୨: ଦୁବାଇରେ ରହୁଥିବା ବାପଝିଅ ସ୍କୁବା ଡାଇଭିଂ କରି ଆଉ ଏକ ଅନନ୍ୟ ସଫଳତା ହାସଲ କରିଛନ୍ତି। ପ୍ରିୟଦର୍ଶୀ ପାଣିଗ୍ରାହୀ ଓ ତାଙ୍କର ୧୩ ବର୍ଷର ଝିଅ ତିସ୍ୟା ସ୍କୁବା ଡାଇଭିଂ କରି ଜୋର୍ଡାନ ନିକଟବର୍ତ୍ତୀ ଲୋହିତ ସାଗରର ୫୫ ଫୁଟ…

ରାଜ୍ୟବ୍ୟାପୀ ଗ୍ରାମ ପରିକ୍ରମା ଚାଲ ଅଭିଯାନ କରିବ ଭାଜପା

ଭୁବନେଶ୍ୱର,୨୭।୨(ସୁନିତ୍‌ ମିଶ୍ର):ରାଜ୍ୟର ସବୁ ପଞ୍ଚାୟତରେ ଗ୍ରାମ ପରିକ୍ରମା ଚାଲ ଅଭିଯାନ କାର୍ଯ୍ୟକ୍ରମ ସଫଳ କରିବାକୁ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ୱର ସାହୁଙ୍କ ସଭାପତିତ୍ୱରେ ସୋମବାର ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭାଜପା…

ନୂଆ ଏନ୍‌ଏସି ଘୋଷଣା କେବଳ ନିର୍ବାଚନୀ ଧୂଆଁବାଣ: ଭାଜପା

ଭୁବନେଶ୍ୱର,୨୭।୨(ସୁନିତ୍‌ ମିଶ୍ର):ରାଜ୍ୟ ସରକାରଙ୍କ ନୂଆ ଏନ୍‌ଏସି ଘୋଷଣା କେବଳ ଏକ ନିର୍ବାଚନୀ ଧୂଅଁାବାଣ। ଏହାର କୌଣସି ସାମ୍ବିଧାନିକ ବୈଧାନତା ନାହିଁ। ନୂଆ ଏନ୍‌ଏସି ଘୋଷଣା କରିବା ପାଇଁ ହେଲେ ସେହି ପ୍ରସ୍ତାବକୁ କ୍ୟାବିନେଟ୍‌ରେ ପାରିତ କରିବାକୁ ପଡ଼େ। କ୍ୟାବିନେଟ୍‌ ପ୍ରସ୍ତାବକୁ ବିଧାନସଭାରେ…

ମୋ ବସ୍‌ ଇଞ୍ଜିନରେ ଲାଗିଗଲା ନିଆଁ

ଭୁବନେଶ୍ୱର,୨୭।୨(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଷ୍ଟୁଡିଓ ଛକରେ ଏକ ମୋ ବସ୍‌ ଇଞ୍ଜିନରେ ସୋମବାର ମଧ୍ୟାହ୍ନରେ ନିଆଁ ଲାଗି ଯାଇଥିଲା। ଡ୍ରାଇଭର ସଙ୍ଗେ ସଙ୍ଗେ ଗାଡି ଷ୍ଟାର୍ଟ ବନ୍ଦ କରି ଯାତ୍ରୀଙ୍କୁ ବସରୁ ଓହ୍ଲାଇ ଦେଇଥିଲେ। ଷ୍ଟାର୍ଟ ବନ୍ଦ ହେବା ପରେ ନିଆଁ…

ଆର୍‌ଟିଇ ସୁବିଧାରୁ ବଞ୍ଚିତ ହେବେ ୩୫ ହଜାର ପିଲା

ଭୁବନେଶ୍ୱର, ୨୭।୨(ଅସମାପିକା ସାହୁ):ରାଜ୍ୟରେ ୩୫ହଜାରରୁ ଊର୍ଦ୍ଧ୍ୱ ଆର୍ଥିକ ଦୁର୍ବଳ ଶ୍ରେଣୀର ଛାତ୍ରୀଛାତ୍ର ଚଳିତବର୍ଷ ଶିକ୍ଷା ଅଧିକାର ଆଇନ(ଆର୍‌ଟିଇ) ଅନୁସାରେ ୨୫% ମାଗଣା ସିଟ୍‌ରେ ନାମ ଲେଖାରୁ ବଞ୍ଚତ୍ତ ହେବେ। ଗତବର୍ଷ ୪,୨୬୪ଟି ବେସରକାରୀ ବିଦ୍ୟାଳୟ ଆର୍‌ଟିଇରେ ପଞ୍ଜୀକରଣ କରିଥିବାବେଳେ ପ୍ରାୟ ୬୦ହଜାରରୁ…

ଯେଉଁ ଜାତିର ଜନସଂଖ୍ୟା ଯେତେ, ସେମାନଙ୍କୁ ଭାଗ ମିଳୁ ସେତେ:ରାମ ମୂର୍ତ୍ତି

ଭୁବନେଶ୍ୱର,୨୭ା୨(ସୁନିତ୍‌ ମିଶ୍ର):ଓଡ଼ିଶାର ବିଭିନ୍ନ ଜିଲାରୁ ଆସିଥିବା ଦଳିତ ବର୍ଗର ପ୍ରତିନିଧିଙ୍କୁ ନେଇ ସୋମବାର ଅଖିଳ ଭାରତ ଦଳିତ ଅଧିକାର ଆନ୍ଦୋଳନର ପ୍ରଥମ ରାଜ୍ୟ ସମ୍ମିଳନୀ ସ୍ଥାନୀୟ ଭଗତୀ ଭବନ ସମ୍ମିଳନୀ କକ୍ଷରେ କେଏମୟୁ ରାଜ୍ୟ ସମ୍ପାଦକ ସୁର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଓଡ଼ିଶାରେ ୩୦ ମହାବଳ

ଭୁବନେଶ୍ୱର, ୨୭ା୨ (ଅସମାପିକା ସାହୁ):ରାଜ୍ୟରେ ମହାବଳ ବାଘ ସଂଖ୍ୟା ବୃଦ୍ଧି ପାଇଛି। ଏବେ ରାଜ୍ୟରେ ୩୦ଟି ମହାବଳ ରହିଥିବା ସୋମବାର ପ୍ରକାଶିତ ବାଘ ଗଣନା ରିପୋର୍ଟରୁ ଜଣାପଡ଼ିଛି। ଏମାନଙ୍କ ମଧ୍ୟରେ ଏକବର୍ଷରୁ କମ୍‌ ବୟସର ୮ଟି ଶାବକ ରହିଛନ୍ତି। ତେବେ ୨୭ଟି…

୮,୫୧୧ ମାଧ୍ୟମିକ ସ୍କୁଲ ପିଲାଙ୍କୁ ମିଳିବ ମୌଳିକ ଆଇଟି ଶିକ୍ଷା

ଭୁବନେଶ୍ୱର, ୨୬।୨(ଅସମାପିକା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିକାଶ, ସଂଖ୍ୟାଲଘୁ ଏବଂ ପଛୁଆ ଶ୍ରେଣୀ କଲ୍ୟାଣ ବିଭାଗ ଅଧୀନରେ ଥିବା ରାଜ୍ୟର ୮,୫୧୧ଟି ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର ଛାତ୍ରୀଛାତ୍ର ସୂଚନା ପ୍ରଯୁକ୍ତି (ଆଇଟି)ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?