ରାଜ୍ୟ

ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

କଟକ,୩ା୭: ସୋମବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଏହି ପରୀକ୍ଷା ସହ ଷ୍ଟେଟ୍‌ ଓପନ ସ୍କୁଲ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହୋଇଛି। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୧ଟାରେ ସରିଛି। ସାରା ରାଜ୍ୟରେ ମୋଟ୍‌ ୮୦ଟି କେନ୍ଦ୍ରରେ…

ରତ୍ନଭଣ୍ଡାର ଖୋଲିବା ଦାବି ଥମୁନି

ଭୁବନେଶ୍ବର,୩ା୭(ସୁନିତ୍‌ ମିଶ୍ର): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ନେଇ ରାଜନୀତି ଥମିବାର ନଁା ଧରୁନାହିଁ। ରତ୍ନଭଣ୍ଡାର ଖୋଲିବା ସମ୍ପର୍କରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଗ୍ରହ ପ୍ରକାଶ କରାଯାଉ ନ ଥିବାବେଳେ ବିରୋଧୀ କିନ୍ତୁ ଏହି କଥାକୁ ଜାବୁଡି ଧରିଛନ୍ତି। ରତ୍ନଭଣ୍ଡାର…

ଆସନ୍ତା ୬ରେ ଗୁଆହାଟୀରେ ବସିବ ଓଡ଼ିଶା ଭାଜପାର ବୈଠକ

ଭୁବନେଶ୍ବର,୩ା୭(ସୁନିତ୍‌ ମିଶ୍ର): ଦେଶର ସବୁ ରାଜ୍ୟକୁ ନେଇ ଭାଜପା ଗୁଆହାଟୀଠାରେ ଆସନ୍ତା ୬ ତାରିଖରୁ ୩ ଦିନିଆ ବୈଠକ ଡାକିଛି। ଆସନ୍ତା ୬, ୭ ଏବଂ ୮ ତାରିଖରେ ହେବାକୁ ଥିବା ଏହି ବୈଠକରେ ଦେଶକୁ ୩ଟି ଜୋନ୍‌ରେ ଭାଗ କରି…

ନୂଆ ରୂପରେ ‘ଦି କ୍ରାଉନ’ ଭୁବନେଶ୍ୱର

ଭୁବନେଶ୍ୱର,୩।୭: (ଅଭୟ ଦାଶ): ସ୍ମାର୍ଟସିଟି ଭୁବନେଶ୍ୱରର ଜଣାଶୁଣା ହୋଟେଲ ‘ଦି କ୍ରାଉନ’ର ଆନୁଷ୍ଠାନିକ ଉଦଘାଟନୀ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ବିଶେଷ କରି ଦୀର୍ଘ ମାସ ହେବ ନବୀକରଣ ହେଉଥିବା କ୍ରାଉନ ଅତ୍ୟାଧୁନିକ ସୁବିଧା ସହ ନୂଆ ରୂପରେ ପୁନଃ ଆରମ୍ଭ…

ଖୋଜାଚାଲିଛି ୫୨ ମୃତକଙ୍କ ପରିଚୟ

ଭୁବନେଶ୍ୱର,୩।୭(ଅଭିଜିତ ଦାସ): ଗତ ଜୁନ୍‌ ୨ରେ କରମଣ୍ଡଳ ଟ୍ରେନ୍‌ ହାଓଡାରୁ ଚେନ୍ନାଇ ଅଭିମୁଖେ ଯାତ୍ରା କରୁଥିଲା। କିଏ ପରିବାର ସହ ଯାଉଥିଲା ତ ଆଉ କିଏ ସାଙ୍ଗସାଥିଙ୍କ ସହ ହସଖୁସିରେ ମଜି ଯାଇଥିଲେ। କିନ୍ତୁ ବାହାନଗା ରେଳଷ୍ଟେଶନ ନିକଟରେ ସବୁକିଛି ଛାରଖାର…

ଆବର୍ଜନାମୟ ମାର୍କେଟ ବିଲ୍ଡିଂ

ଭୁବନେଶ୍ୱର,୩।୭ (ବନ୍ଦନା ସେଠୀ): ୟୁନିଟ-୨ ମାର୍କେଟ ବିଲ୍ଡିଂ ସ୍ଥିତି ଏବେ ଦୟନୀୟ ହୋଇପଡିଛି। ସବୁଠି ଅଳିଆ ଭର୍ତ୍ତି ହୋଇଥିବାବେଳେ ମାର୍କେଟ ଆସୋସିଏଶନ୍‌ ପକ୍ଷରୁ ସଫେଇ କାର୍ଯ୍ୟ ବନ୍ଦ ରହିଛି। ଅସ୍ଥାୟୀ ବ୍ୟବସାୟୀମାନେ ବସୁଥିବା ସ୍ଥାନକୁ ସଫା ନକରି ଚାଲିଯାଉଛନ୍ତି। ଫଳରେ ଏଣେତେଣେ…

ଡେଙ୍ଗୁ ହଟ୍‌ସ୍ପଟ୍‌ ଭୁବନେଶ୍ୱର

ଭୁବନେଶ୍ୱର,୩।୭ (ବନ୍ଦନା ସେଠୀ): ରାଜ୍ୟରେ କାୟା ମେଲାଉଛି ଡେଙ୍ଗୁ। ଆଉ ଡେଙ୍ଗୁର ହଟ୍‌ସ୍ପଟ୍‌ ପାଲଟିଛି ରାଜଧାନୀ ଭୁବନେଶ୍ୱର। ଜୁଲାଇ ୧ ସୁଦ୍ଧା ରାଜ୍ୟରୁ ୧୭୫ଜଣ ଡେଙ୍ଗୁରୋଗୀ ଚିହ୍ନଟ ହୋଇଥିବାବେଳେ ସେଥିରୁ ସର୍ବାଧିକ ୯୨ଜଣ ଭୁବନେଶ୍ୱରରୁ ରହିଥିଲେ। ତେବେ ରବିବାର ସୁଦ୍ଧା ଭୁବନେଶ୍ୱରରେ…

ଗୁଳୁଗୁଳି ଜାରି, ଆଜିଠୁ ବର୍ଷା ବଢ଼ିବ

ଭୁବନେଶ୍ୱର,୩ା୭(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସାରା ଦେଶକୁ ଅଗ୍ରସର ହୋଇଛି। ତେବେ ଓଡ଼ିଶାରେ ମୌସୁମୀ ପ୍ରବାହ ଦୁର୍ବଳ ରହୁଥିବାରୁ ଦିନରେ ଆର୍ଦ୍ରତା ଯଥେଷ୍ଟ ଅଧିକ ରହୁଛି। ତେଣୁ ରାଜ୍ୟର ବିଭିନ୍ନ ଜିଲାରେ ଟାଇଁଟାଇଁ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି।…

ଶ୍ରୀମନ୍ଦିର ସିଂହଦ୍ୱାର କବାଟରେ ଓଲଟା ସିଂହମୂର୍ତ୍ତି

ପୁରୀ,୩ା୭(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ସିଂହଦ୍ୱାରକୁ ରୁପା ଛାଉଣି କରାଯାଇଛି। ତେବେ ସିଂହଦ୍ୱାର ରୁପା ଛାଉଣି କବାଟରେ ଓଲଟା ସିଂହମୂର୍ତ୍ତି ସ୍ଥାନିତ ହୋଇଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଥିବାବେଳେ ବିବାଦ ସୃଷ୍ଟି ହୋଇଛି। ତୁରନ୍ତ ଏହାକୁ ଠିକ୍‌…

ନକଲି ଡାକ୍ତର ଗିରଫ

ଲାଠୋର, ୨ା୭(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଆରକ୍ଷୀ ଅଧୀକ୍ଷକ ଋଷିକେଷ ଖିଲାରିଙ୍କ ନିର୍ଦ୍ଦେଶ କ୍ରମେ ଲାଠୋର ଥାନା ଅଧୀନ ବେନ୍ଦେର ଗ୍ରାମରୁ ଲାଠୋର ପୋଲିସ ଜଣେ ନକଲି ଡାକ୍ତରଙ୍କୁ ଗିରଫ କରିଛି। ପୋଲିସ କ୍ଳିନିକରୁ ବିପୁଳ ପରିମାଣରେ ଔଷଧ ଜବତ କରିଛି।…

କୋଦାଳରେ ସ୍ତ୍ରୀଙ୍କୁ ହାଣି ହତ୍ୟା

ଝାରବନ୍ଧ,୨।୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଭଣ୍ଡାରପୁରୀ ପଞ୍ଚାୟତ ଅଧୀନ ଜାମପାଲି ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶିବ ପ୍ରସାଦ ସାହୁ(୭୦) ତାଙ୍କ ସ୍ତ୍ରୀ ଶ୍ରୀୟା(୬୫)ଙ୍କୁ କୋଦାଳରେ ହାଣି ହତ୍ୟା କରିଛନ୍ତି। ରବିବାର ପୋଲିସ ମୃତଦେହ ଜବତ କରି…

ଅଧ୍ୟାପିକାଙ୍କୁ କମେଣ୍ଟ ମାରି ବନ୍ଧା ହେଲେ ପୂର୍ବତନ ଛାତ୍ର

ନବରଙ୍ଗପୁର,୨।୭(ସଦାସିବ ପ୍ରହରାଜ): ନବରଙ୍ଗପୁର ବିନୋଦ ବିହାରୀ କଲେଜର ଜଣେ ଅଧ୍ୟାପିକାଙ୍କୁ କମେଣ୍ଟ ମାରି ହଇରାଣ କରିବା ଅଭିଯୋଗରେ ଜଣେ ପୂର୍ବତନ ଛାତ୍ରଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ନବରଙ୍ଗପୁର ସହରର ବଡହରିଜନ ସାହିର ପର୍ଶୁରାମ ନାଗେଶ। ମିଳିଥିବା ସୂଚନା ଅନୁଯାୟୀ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri