ରାଜ୍ୟ

ବରମୁଣ୍ଡା ଆମ୍ବେଡକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୋଲିସ୍‌ କର୍ମଚାରୀ

ଭୁବନେଶ୍ୱର,୨୬।୨(ଅସମାପିକା ସାହୁ): ଆଗକୁ ଉଦ୍‌ଘାଟିତ ହେବାକୁ ଥିବା ଡ. ବାବା ସାହେବ ଭୀମରାଓ ଆମ୍ବେଡକର ବସ୍‌ ଟର୍ମିନାଲରେ ଏକ ପୋଲିସ୍‌ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି…

ଭାଇରାଲ ହେଲା ଗଣିତ ପ୍ରଶ୍ନପତ୍ର: ଛାତ୍ରୀଛାତ୍ର କହିଲେ- ‘ହଁ ଏହି ପ୍ରଶ୍ନ ପଡିଥିଲା’, ଖଣ୍ଡନ କଲା ବୋର୍ଡ

ଭୁବନେଶ୍ୱର,୨୬।୨: ଦଶମ ପରୀକ୍ଷାରେ ପୁଣି ସାମ୍ନାକୁ ଆସିଲା ଅନିୟମିତତା। ସୋମବାର ଗଣିତ ପରୀକ୍ଷା ଥିଲା ବେଳେ ପରୀକ୍ଷା ସରିବାର ଯଥେଷ୍ଠ ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ପ୍ରଶ୍ନପତ୍ର ଉତ୍ତର ସହିତ ଘୂରିବୁଲୁଥିବାରୁ କେଉଁ ଅଞ୍ଚଳରୁ ପ୍ରଶ୍ନପତ୍ର…

ଯୁକ୍ତ ୩, ପିଜି ଛାତ୍ରୀଛାତ୍ରଙ୍କୁ ମିଳିଲା ‘ନୂଆ-ଓ’ ସ୍କଲାରଶିପ୍‌

ଭୁବନେଶ୍ୱର,୨୬ା୨: ରାଜ୍ୟ ସରକାର ସୋମବାର ୩ଟି ଜିଲାର ଛାତ୍ରୀଛାତ୍ରଙ୍କୁ ବଡ଼ ଉପହାର ପ୍ରଦାନ କରିଛନ୍ତି। ଆଜି ସମ୍ବଲପୁର, ଦେବଗଡ଼ ଏବଂ ଅନୁଗୋଳ ଜିଲାର ଯୁକ୍ତ ୩ ତିନି ଏବଂ ପିଜି ଛାତ୍ରୀଛାତ୍ରଙ୍କୁ ନୂଆ-ଓ ସ୍କଲାରଶିପ୍‌ ବଣ୍ଟନ କରାଯାଇଛି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ…

ପୁଣି ପ୍ରଶ୍ନପତ୍ର ଭାଇରାଲକୁ ନେଇ ଚର୍ଚ୍ଚା, ସ୍ପଷ୍ଟ କରୁନି ଶିକ୍ଷା ବିଭାଗ

କେନ୍ଦୁଝର,୨୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ସୋମବାର ଗଣିତ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। କେନ୍ଦୁଝର ଜିଲାରେ ଏହି ପ୍ରଶ୍ନପତ୍ର ଭାଇରାଲ ହେଉଛି। ଏହି ପ୍ରଶ୍ନପତ୍ରର ସଠିକତା…

ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ବିଲ୍‌ ଗେଟ୍‌ସ

ଭୁବନେଶ୍ୱର,୨୬।୨: ଓଡ଼ିଶା ଆସିବାକୁ ଯାଉଛନ୍ତି ମାଇକ୍ରୋସଫ୍ଟ ସିଇଓ ବିଲ୍‌ ଗେଟ୍‌ସ। ଫେବୃଆରୀ ୨୮ ତାରିଖରେ ଆସି ସେ ଭୁବନେଶ୍ୱରରେ ପହଞ୍ଚିବେ। ଏହି ଗସ୍ତ ସମୟରେ ସେ କୃଷି ଭବନକୁ ଯାଇପାରନ୍ତି। ୨୦୧୭ରେ ମେଲିଣ୍ଡା ଫାଉଣ୍ଡେସନ ସହ ଓଡ଼ିଶା ସରକାରଙ୍କ ମଧ୍ୟରେ ଚୁକ୍ତି…

ସ୍ତ୍ରୀଙ୍କ କାଠଫାଳିଆ ମାଡ଼ରେ ସ୍ବାମୀଙ୍କ ଜୀବନ ଗଲା

ଦାରିଙ୍ଗବାଡ଼ି,୨୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ସିନ୍ଦୂରକୁ ନିଜେ ପୋଛିଛନ୍ତି ସ୍ତ୍ରୀ। ସ୍ବାମୀଙ୍କ ନିର୍ଯାତନା ସହି ନ ପାରି ସ୍ତ୍ରୀ ନେଇଛନ୍ତି ଏଭଳି ନିଷ୍ପତ୍ତି। ପ୍ରକାଶ ଯେ, ସ୍ତ୍ରୀଙ୍କ ମାଡ଼ରେ…

ଦଶମ ଗଣିତ ପ୍ରଶ୍ନ ଭାଇରାଲ ଅଭିଯୋଗ, ସୋସିଆଲ ମିଡିଆରେ ଘୂରିବୁଲୁଛି ପ୍ରଶ୍ନପତ୍ର

ଭୁବନେଶ୍ୱର,୨୬।୨: ପୁଣି ଆସିଲା ଦଶମ ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ ହୋଇଛି। ପରୀକ୍ଷା ଆରମ୍ଭ ହେବାର କିଛି ସମୟ ପରେ ଭାଇରାଲ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ପ୍ରଶ୍ନପତ୍ର ଘୂରିବୁଲୁଥିବାରୁ କେଉଁ ଅଞ୍ଚଳରୁ ପ୍ରଶ୍ନପତ୍ର ଲିକ୍ ହୋଇଛି ତାହା ସ୍ପଷ୍ଟ ହୋଇପାରିନାହିଁ।…

ଶୀତୁଆ ରାତିରେ ଦମ୍‌ଦାର ଡାଇଲାଗର ରୋମାଞ୍ଚ

ଭୁବନେଶ୍ୱର,୨୬।୨(ଶର୍ମିଷ୍ଠା ପାଣିଗ୍ରାହୀ):ଶୀତୁଆ ରାତିରେ ଅପେରାର ମଜା। ଦେହରେ ଶୀତର ଶିହରଣକୁ ମନରେ ରୋମାଞ୍ଚ ଭରୁଛି ଦମ୍‌ଦାର ଡାଇଲଗ୍‌। କେତେବେଳେ ଦର୍ଶକ ଭାବବିହ୍ବଳ ହେଉଛନ୍ତି ତ ଆଉ କେତେବଳେ ନାଟକ ଦେଖି ବେଶ୍‌ ପ୍ରଭାବିତ ହୋଇପଡ଼ୁଛନ୍ତି। ଖଣ୍ଡଗିରି ଅପେରାର ମହାସମରକୁ ନେଇ ଏବେ…

ଟିକେଟ ପାଇଁ ଆବେଦନ କଲେଣି ୧୦ ହଜାରରୁ ଅଧିକ ଆଶାୟୀ: ପ୍ରଣବ

ଭୁବନେଶ୍ୱର,୨୬।୨(ସୁନିତ୍‌ ମିଶ୍ର):ଗତ କିଛିବର୍ଷ ଧରି ଜାତୀୟସ୍ତରର ସବୁ ସର୍ଭେ ରିପୋର୍ଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଥିବାର ଗୌରବ ପ୍ରଦାନ କରିଛନ୍ତି। ସେହିଭଳି ୨୦୨୨ ପଞ୍ଚାୟତ ନିର୍ବାଚନରେ ୫୨%ରୁ ଅଧିକ ଭୋଟ ହାର ସାଙ୍ଗକୁ ୩୦ରୁ ୩୦…

ମଞ୍ଚ କଳାକାରଙ୍କୁ ନେଇ ଯାଉଥିବା ବୋଲେରୋ ଗଛରେ ପିଟିହେଲା: ୩ ମୃତ. ୪ ଗୁରୁତର

କେନ୍ଦ୍ରାପଡା,୨୬।୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ କେନାଲ ରାସ୍ତ ରାସ୍ତାର ଓସ୍ତପୁର ଠାରେ ବୋଲେରୋ ଗାଡି ସୋମବାର ସକାଳେ ଦୁର୍ଘଟଣାଗସ୍ତ ହୋଇଛି। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହିତ ନରଣପୁର ଗ୍ରାମର ଉତମ କୁମାର…

୨୯ ପର୍ଯ୍ୟନ୍ତ ମେଘୁଆ ପାଗ

ଭୁବନେଶ୍ୱର,୨୬।୨(ଅନୁରାଧା ମହାରଣା):ସପ୍ତାହ ଆରମ୍ଭରୁ ରାଜ୍ୟରେ ଗ୍ରୀଷ୍ମ ଅନୁଭୂତ ହେଉଥିବାବେଳେ ୨ଦିନ ହେଲା ପାଗ ପରିବର୍ତ୍ତନ ହୋଇଛି। ରାଜ୍ୟରେ ମେଘୁଆ ପାଗ ସହ ସ୍ଥାନେ ସ୍ଥାନେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ…

ବାରବାଟୀ ଷ୍ଟାଡିୟମର ନବୀକରଣ କାର୍ଯ୍ୟ: ୨୭ରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ, ଯୋଗ ଦେବେ ଜୟ ଶାହା

କଟକ,୨୬।୨(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତା ୨୭ ତାରିଖରେ ଐତିହାସିକ କଟକ ବାରବାଟୀ ଷ୍ଟାଡିୟମର ନବୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏଥିସହ ୩୦ ଜିଲା ପାଇଁ ୪୧ଟି କ୍ରିକେଟ୍‌ ଏକାଡେମୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?