ରାଜ୍ୟ

ବିକାଶ ନାମରେ ଲକ୍ଷେ ବୃକ୍ଷ ବଳି

ଅନୁଗୋଳ, ୧ା୭(ଅମିତ କୁମାର ସାମଲ): ୨୦୧୭ରୁ ୨୦୨୩ ମଧ୍ୟରେ ଅନୁଗୋଳ ଜିଲାର ଶତାଧିତ୍କ ହେକ୍ଟର ଜଙ୍ଗଲ ଜମିରୁ ହୋଇଛି ବ୍ୟାପକ ବୃକ୍ଷ ଛେଦନ। ତାଳଚେର-ବିମଳାଗଡ଼ ଓ ଅନ୍ୟ ରେଳପଥ ପାଇଁ କଟାଯାଇଛି ୭ ହଜାର ୯୩୫ ଗଛ। ଜାତୀୟ ଓ ରାଜ୍ୟ…

ବାହାନଗା ଟ୍ରେନ ଦୁର୍ଘଟଣା: ୨୯ଜଣଙ୍କ ଡିଏନ୍‌ଏ ରିପୋର୍ଟ ଚିହ୍ନଟ

ଭୁବନେଶ୍ୱର,୩୦ା୬(ଅଭିଜିତ ଦାସ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପରିଚୟ ଜାଣିବା ପାଇଁ ଭୁବନେଶ୍ୱର ଏମ୍ସ ପକ୍ଷରୁ ଡିଏନ୍‌ଏ ପରୀକ୍ଷା ପାଇଁ ନମୁନା ଦିଲ୍ଲୀ ପଠାଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ୨୯ଜଣଙ୍କ ଡିଏନ୍‌ଏ ରିପୋର୍ଟ ଚିହ୍ନଟ ହୋଇଛି। ଏହି ରିପୋର୍ଟ ଭୁବନେଶ୍ୱର…

ପ୍ରକାଶ ପାଇଲା ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ନାତକ ପରୀକ୍ଷା ଫଳ: ତାରାପ୍ରସାଦ ମାର୍ଥା ଶ୍ରେଷ୍ଠ ସ୍ନାତକ

ଖୋର୍ଦ୍ଧା,୩୦ା୬(ପ୍ରଭାତ ପାଣିଗ୍ରାହୀ): ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ପଞ୍ଚଦଶତମ ଶେଷବର୍ଷ ସ୍ନାତକ ପାଠ୍ୟକ୍ରମର ବାର୍ଷିକ ପରୀକ୍ଷା ଫଳ-୨୦୨୩ ଶିକ୍ଷା ବର୍ଷ ନିମନ୍ତେ ଶୁକ୍ରବାର ମୈତ୍ରୀଭବନ ପରିସରରେ ପ୍ରକାଶିତ ହୋଇଛି। ଏହି ପରୀକ୍ଷାରେ ଛାତ୍ରୀଛାତ୍ରଙ୍କ ମୋଟ୍‌ ପାସ୍‌ ହାର ଶତକଡ଼ା ୮୭.୮ ପ୍ରତିଶତ ରହିଥିବା…

ବାହାନଗା ଦୁର୍ଘଟଣା : ଆଜି ହୋଇପାରେ ଦାବିଦାର ନ ଥିବା ମୃତଦେହ ସତ୍କାର

ଭୁବନେଶ୍ୱର,୩୦।୬(ଅଭିଜିତ ଦାସ/ ଅନୁରାଧା ମହାରଣା): ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ୮୧ ଯାତ୍ରୀଙ୍କ ମୃତଦେହକୁ ଚିହ୍ନଟ ପାଇଁ ଏମ୍‌ସ ପରିସରରେ ସଂରକ୍ଷିତ କରି ରଖାଯାଇଛି। ତେବେ ଏଥିମଧ୍ୟରୁ ଦାବିଦାର ନ ଥିବା ମୃତଦେହଗୁଡିକୁ ସତ୍କାର ପାଇଁ ବ୍ୟବସ୍ଥା କରାଯାଉଥିବା ସୂଚନା ମିଳିଛି। ଏଥିପାଇଁ…

ଶୁଦ୍ଧିକ୍ରିୟା ହୋଇ ନ ଥିବାରୁ ଗାଁ ବାରଣ

ଭୁବନେଶ୍ୱର,୩୦।୬(ଅଭିଜିତ ଦାସ): ବାଲେଶ୍ୱର ବାହାନଗା ଟ୍ରେନ୍‌ ଦୁର୍ଘଟଣାକୁ ଇତିମଧ୍ୟରେ ୨୭ଦିନ ବିତିଛି। ହେଲେ ଏଯାଏ ୮୧ ମୃତଦେହ ଚିହ୍ନଟ ହୋଇପାରୁ ନାହିଁ। ମୃତଦେହକୁ ଅପେକ୍ଷା କରି ନିରାଶ ହେବା ପରେ ବହୁ ଦାବିଦାର ଗାଁକୁ ଫେରିଯାଇଥିବାବେଳେ ଆଉ କିଛି ପରିବାର ଏବେ…

ପାଇକ ସଂଗ୍ରହାଳୟରେ ପୁଣି ତାଲା

ଖୋର୍ଦ୍ଧା,୩୦ା୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପାଇକ ବୀରଙ୍କ ବୀରତ୍ୱ କାହାଣୀ ଏବଂ ସ୍ମୃତିକୁ ସାଉଁଟିବା ସକାଶେ ରାଜ୍ୟ ସରକାର ଖୋର୍ଦ୍ଧାରେ ଏକ ପାଇକ ସଂଗ୍ରହାଳୟ ନିର୍ମାଣ କରିଥିଲେ। ଲକ୍ଷ୍ୟ ଥିଲା ବିଟ୍ରିଶ ସହିତ ଲଢ଼େଇ କରି ବଳିଦାନ ଦେଇଥିବା ପାଇକଙ୍କ ବୀରତ୍ୱର…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ଏସ୍‌ସିବିରେ ଆଉ ଜଣେ ଯାତ୍ରୀଙ୍କ ମୃତ୍ୟୁ

କଟକ,୩୦ା୬ (କାର୍ତ୍ତିକ ସାହୁ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଗୁରୁତର ହୋଇ କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଆଉ ଜଣେ ଯାତ୍ରୀଙ୍କର ଗୁରୁବାର ମୃତ୍ୟୁ ଘଟିଛି। ସେ ହେଲେ ବିହାର ରାଜ୍ୟ ଜମୁଇ ବାସିନ୍ଦା ମନୀଷ କୁମାର(୨୪)। ସେ…

ଓବିସି/ଏସ୍‌ଇବିସି ବର୍ଗଙ୍କ ଚାକିରି ସଂରକ୍ଷଣରେ ଅବହେଳା

ଭୁବନେଶ୍ବର,୩୦ା୬(ସୁନିତ୍‌ ମିଶ୍ର): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଗୁରୁବାର ପଛୁଆ ବର୍ଗ ଜାତୀୟ କମିଶନର ଅଧ୍ୟକ୍ଷ ହଂସରାଜ ଗଙ୍ଗରାମ ଅହିରଙ୍କୁ ଚିଠି ଲେଖିଛନ୍ତି। ଜେନା ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, ଓଡ଼ିଶା ସରକାର ଜାଣିଶୁଣି ଓବିସି ଏବଂ ଏସ୍‌ଇବିସି ବର୍ଗର ଛାତ୍ରୀଛାତ୍ରଙ୍କୁ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ଜଙ୍ଗଲ ମନ୍ତ୍ରୀ

ଭୁବନେଶ୍ୱର,୩୦ା୬(ଅନିଲଦାସ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ କାର୍ଯ୍ୟରତ ୨ଜଣ ଫରେଷ୍ଟ ଗାର୍ଡ ଶିକାରୀଙ୍କ ଗୁଳିରେ ନିହତ ଘଟଣାକୁ ନେଇ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଉଦ୍‌ବେଗ ପ୍ରକାଶ କରିଛି। ଶିମିଳାପାଳ ଏବଂ ଫରେଷ୍ଟ ଗାର୍ଡଙ୍କ ସୁରକ୍ଷାକୁ କଡାକଡି…

ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ଦାରୁ ବିଗ୍ରହ

ପୁରୀ, ୨୯।୬( ଅଜିତ୍‌ ମହାନ୍ତି): ଆଷା ଶୁକ୍ଳ ଏକାଦଶୀ ତିଥିରେ ବଡ଼ଦାଣ୍ଡରେ ବିରାଜମାନ ତିନିରଥ ଉପରେ ମହାପ୍ରଭୁ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ପରମ୍ପରା ଅନୁଯାୟୀ ଏକାଦଶୀ ତିଥିରେ ରଥ ରୁଢ ଶ୍ରୀବିଗ୍ରହ ମାନଙ୍କ ରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଛି।…

ଓଏସ୍‌ଡିଏ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ସୁବ୍ରତ ବାଗଚୀ, ଅଳକା ମିଶ୍ରଙ୍କୁ ନୂଆ ନିଯୁକ୍ତି

ଭୁବନେଶ୍ବର,୨୯।୬(ଅନିଲ ଦାସ): ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ(ଓଏସ୍‌ଡିଏ) ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗ୍‌ଚୀ ଇସ୍ତଫା ଦେଇଛନ୍ତି। ବାଗ୍‌ଚୀ ଟୁଇଟ କରି ନିଜେ ଏହି ସୂଚନା ଦେଇଛନ୍ତି। ତାଙ୍କ ସ୍ଥାନରେ ୱାଲର୍ଡ ସ୍କିଲ ସେଣ୍ଟରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଅଳକା ମିଶ୍ରଙ୍କୁ…

ବାହୁଡ଼ାଯାତ୍ରା ଅଘଟଣରେ ମୃତକଙ୍କ ପାଇଁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୬(ଅସମାପିକା ସାହୁ): ବାହୁଡା଼ଯାତ୍ରା ସମୟରେ କେନ୍ଦୁଝର ଜିଲା କେନ୍ଦୁଆ ଗ୍ରାମଠାରେ ୩ ଜଣ ଓ କୋରାପୁଟ ଜିଲା କୋଲାବ ନଗରଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାର ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri