ରାଜ୍ୟ

ମିଲର୍ସଙ୍କ ଦାବି ମାନିନେଲେ ସରକାର:ସ୍ବାଭାବିକ ହେଲା ଧାନ କିଣା

ଭୁବନେଶ୍ୱର,୭।୧:ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି, ଆଜିଠୁ ସ୍ବାଭାବିକ ହେଲା ଧାନ କିଣା। ମିଲର୍ସଙ୍କ କିଛି ଦାବିକୁ ମାନିଛନ୍ତି ସରକାର।୧୯ ଜିଲାରେ ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ ହୋଇଛି। ୧୯ ଜିଲାରେ ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ…

ବଙ୍ଗୋପସାଗରରେ ଅବପାତ ରୂପ ନେଲା ଲଘୁଚାପ, ୨୪ ଘଣ୍ଟାରେ…

ଭୁବନେଶ୍ୱର,୭।୧: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତ ରୂପ ନେଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତ ସମ୍ଭାବନା ରହିଛି। ଓଡ଼ିଶା ଉପରେ ପ୍ରଭାବ ନେଇ କୌଣସି ସୂଚନା ମିଳି ନାହିଁ। ଲଘୁଚାପକୁ ନେଇ ପାଣିପାଗ ବିଶେଷଜ୍ଞ ଶରତ ସାହୁ…

ପୂର୍ବତନ ସମିତିସଭ୍ୟାଙ୍କ ପରଲୋକ, ରାଜନୈତିକ କ୍ୟାରିୟରରେ…

ପାଟଣା,୭ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖୋରୀ ପଞ୍ଚାୟତ ପୂର୍ବସମିତି ସଭ୍ୟା ଯଶୋଦା ସେଠୀଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ଦେହାନ୍ତ ଘଟିଛି। ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁବେଳକୁ ତାଙ୍କୁ ୮୦ବର୍ଷ ହୋଇଥିଲା। ସେ ଜଣେ ମିଷ୍ଟଭାଷୀ,…

କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡ଼କରୀଙ୍କୁ ଭେଟି ୩ ବଡ଼ ଦାବି କଲେ ଅପରାଜିତା: ମିଳିଲା ଅନୁମୋଦନ, ୧୧୧ କୋଟିରେ ହେବ…

ଭୁବନେଶ୍ୱର,୭।୧: କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡ଼କରୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ନୂଆଦିଲ୍ଲୀରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀଙ୍କୁ  ଅପରାଜିତା ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ ୩ଟି ମୁଖ୍ୟ ଦାବି ରଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ସେଗୁଡିକ…

ଆନ୍ଦୋଳନକୁ ଏଡ଼ାଇ ଗୁରୁତର ରୋଗୀଙ୍କୁ ମୃତ୍ୟୁ ମୁଖରୁ ବଞ୍ଚାଇଲେ ଡାକ୍ତର, ନଚେତ୍‌…

କେସିଙ୍ଗା,୭ା୧(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ଡାକ୍ତର ସଂଘ(ଓମ୍‌ସା) ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ପୂର୍ବାହ୍ନ ୧୦ଟାରୁ ୧୧ଟା ଯାଏ ଆଉଟ୍‌ଡୋରରେ କେବଳ ଏକ ଘଣ୍ଟା ରୋଗୀ ସେବା କରୁଛନ୍ତି। ଆଉଟ୍‌ଡୋର ବନ୍ଦ ହୋଇ ଗଲେ ଦୂର ଦୁରାନ୍ତରୁ ଆସିଥିବା ରୋଗୀମାନେ ନିରାଶରେ…

ଗଛ କାଟି ଶାଗୁଆନ ଗଣ୍ଡିକୁ ଲୁଚାଇ ରଖିଥିଲେ, ଖବର ପାଇ ଅଚାନକ ଚଢାଉ କଲା ବନବିଭାଗ, ଆଉ ତା’ପରେ…

ବଲାଙ୍ଗୀର, ୬।୧( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନବିଭାଗ ପକ୍ଷରୁ ମଙ୍ଗଳବାର ତୁଳସୀନଗର ଦୁର୍ଗାମଣ୍ଡପରୁ ଶାଗୁଆନ ଗଣ୍ଡି ଜବତ ହୋଇଛି। ଏହି ସଂକ୍ରାନ୍ତରେ ବଲାଙ୍ଗୀର ରେଞ୍ଜରେ ଏକ ମାମଲା (୧୩/୨୫-୨୬) ରୁଜୁ କରିଛି । ଏହି ଚଢାଉ ଅଭିଯାନରେ ବଲାଙ୍ଗୀର ବନବିଭାଗ…

କୁମ୍ଭୀର ଗଣନା ପାଇଁ ୩ ଦିନ ଭିତରକନିକା ବନ୍ଦ

କେନ୍ଦ୍ରାପଡା,୭।୧: ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ପାଇଁ ଭିତରକନିକା ବନ୍ଦ ନିଷ୍ପତ୍ତି ନିଆଯାଇଛି। କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ ଭିତରକନିକା ସଂଲଗ୍ନ ନଦୀ ନାଳରେ ଗଣନା…

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ଶୀତ ମହୋତ୍ସବ ଥିବାରୁ ଦାରିଙ୍ଗବାଡିକୁ ଧାଇଁ ଆସୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୭।୧(ଅରୁଣ ସାହୁ ): ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି । ଶୀତ କମିବାରେ ନାମ ଧରୁନି । ଆହୁରି ପ୍ରବଳ ଶୀତ ପଡିବ । ଏବେ ସନ୍ଧ୍ୟା ନଇଁ…

ବଣାଇଁରେ ହାଡ଼ଭଙ୍ଗା ଶୀତ: ପଡିଲା ଚଳିତ ବର୍ଷର ପ୍ରଥମ ତୁଷାରପାତ

ବଣାଇଁ, ୭।୧(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡରେ ଚଳିତ ବର୍ଷ ପ୍ରଥମଥର ପାଇଁ ତାପମାତ୍ରା ୫ ଡିଗ୍ରୀ ଛୁଇଁଛି। ସାରା ବଣାଇଁ ବର୍ତ୍ତମାନ ଜାଡରେ ଥରୁଥିବା ବେଳେ କୋଇଡାରେ ଚଳିତ ବର୍ଷର ପ୍ରଥମ ତୁଷାରପାତ ଦେଖିବାକୁ ମିଳିଛି । ଅନ୍ୟପଟେ…

ଡାକ୍ତରଙ୍କ ଆନ୍ଦୋଳନ: ସରକାର ଲଗାଇଲେ ‘ଏସ୍‌ମା’

ଭୁବନେଶ୍ୱର,୭ା୧(ରବିନାରାୟଣ ଜେନା): ରାଜ୍ୟରେ ଡାକ୍ତର ସଂଘ(ଓମ୍‌ସା) ପକ୍ଷରୁ ଜାରି ରହିଥିବା ଆନ୍ଦୋଳନକୁ ପ୍ରଶମିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର କଠୋର କାର୍ଯ୍ୟାନୁଷ୍ଠାନସ୍ବରୂପ ଜରୁରୀ ସେବା ପରିଚାଳନା ଆଇନ(ଏସ୍‌ମା) ଲାଗୁ କରାଯାଇଛି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ…

ଯାତ୍ରୀଙ୍କୁ ହଇରାଣ କରୁଛନ୍ତି ଟିକେଟ୍‌ କାଉଣ୍ଟର ହକର: ଟଙ୍କା ଫେରେଇବାକୁ କହିବାରୁ… ସାମାଜିକ ଗଣମାଧ୍ୟମରେ ଦୁଃଖ ବଖାଣିଲେ ବିଧବା ମହିଳା

ଦାରିଙ୍ଗବାଡି, ୭ ।୧ (ଅରୁଣ ସାହୁ ): କନ୍ଧମାଳ ଜିଲାଦାରିଙ୍ଗବାଡି ଥାନା ଗୌଡ଼ ସାହିର ଜଣେ ବିଧବା ମହିଳାଙ୍କୁ ଘରୋଇ ବସର ଟିକେଟ୍‌ କାଉଣ୍ଟରର ହକର ଟିକେଟ ପଇସା ନ ଫେରାଇ ଓଲଟା ମହିଳାଙ୍କୁ ଅଶ୍ମୀଳ ଭାଷାରେ ଗାଳି ଗୁଲଜ କରୁଥିବା…

ଦିବ୍ୟାଙ୍ଗ ଯୁବତୀଙ୍କୁ ଜଣଙ୍କ ପରେ ଜଣେ କରିଥିଲେ ବଳାତ୍କାର: ୩ ଜଣ ଜଣଙ୍କୁ ଅଟକ ରଖି…

ରାୟଗଡ଼ା/ଗୁଡ଼ାରି,୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଛି। ଜଣେ ୧୮ବର୍ଷୀୟା ଦିବ୍ୟାଙ୍ଗ ଯୁବତୀ ମାନସିକ ଦୁରବସ୍ଥା ଥିବାରୁ ଏହାର ଫାଇଦା ଉଠାଇ ସୋମବାର ଅପରାହ୍ନ ପ୍ରାୟ ୪ଟାରେ ୩ ଜଣ ଯୁବକ ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri