ରାଜ୍ୟ

ଓଏସ୍‌ଏଲ୍‌ଏସ୍‌ଏ ସଦସ୍ୟ ସଚିବ ଭାବେ ଦାୟିତ୍ୱ ନେଲେ ବିଦ୍ୟୁତ୍‌ ମିଶ୍ର

କଟକ ଅଫିସ,୧୪ା୪: ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ (ଓଏସ୍‌ଏଲ୍‌ଏସ୍‌ଏ)ର ସଦସ୍ୟ ସଚିବ ଭାବେ ବିଦ୍ୟୁତ୍‌ କୁମାର ମିଶ୍ର ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ କଟକସ୍ଥିତ ବିଭାଗୀୟ କାର୍ଯ୍ୟାଳୟରେ ଡେପୁଟି ସେକ୍ରେଟାରି ଜ୍ୟୋତି ରଞ୍ଜନ ଦାଶ ଓ କମଳାକାନ୍ତ...

ଏପ୍ରିଲ ୧୭ରେ ବିଜୁ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଆସନ୍ତା ୧୭ ତାରିଖରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ ହେବ। ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ରାଜ୍ୟସ୍ତରରେ ତଥା ନିର୍ବାଚନମଣ୍ଡଳୀସ୍ତରରେ କୋଭିଡ୍‌ ନିୟମ ଅନୁଯାୟୀ ପାଳନ କରିବାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ...

ଭର୍ତ୍ତୃହରିଙ୍କୁ ନେଇ ବିଜେଡି-ଭାଜପା ରାଜନୀତି ତେଜିଲା

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): କଟକ ଏମ୍‌ପି ଭର୍ତ୍ତୃହରି ମହତାବଙ୍କୁ ନେଇ ବିଜେଡି-ଭାଜପା ମୁହାଁମୁହିଁ ହୋଇଛନ୍ତି। ଭର୍ତ୍ତୃହରି ମହତାବଙ୍କ ଅଭିଜ୍ଞତା କଥା କହି ବିଜେଡିକୁ ଟାର୍ଗେଟ କରିଛି ଭାଜପା। ଏହାକୁ ବିଜେଡି ମଧ୍ୟ ପ୍ରସଙ୍ଗ କରି ଭାଜପା ଉପରେ ବର୍ଷିଛି। ଭର୍ତ୍ତୃହରିଙ୍କୁ ନେଇ...

ୟାକୁବଙ୍କୁ ୭ଦିନିଆ ରିମାଣ୍ଡରେ ନେଲା ପୋଲିସ

କଟକ ଅଫିସ, ୧୪।୪: ଏସ୍‌ସିବିରୁ ଫେରାର ଗ୍ୟାଙ୍ଗ୍‌ଷ୍ଟର ହାଇଦରଙ୍କ ସହଯୋଗୀ ୟାକୁବ ଖାନ୍‌ଙ୍କୁ ମଙ୍ଗଳବାର କମିଶନରେଟ ପୋଲିସ ୭ଦିନିଆ ରିମାଣ୍ଡରେ ନେଇଛି। ୟାକୁବ୍‌ ସୋମବାର ଚାଉଳିଆଗଞ୍ଜ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିଲେ। ନିଲମ୍ବିତ କନଷ୍ଟେବଳ ମହମ୍ମଦ ମୌସୁମ୍‌ଙ୍କ ଅଭିଯୋଗକ୍ରମେ ରୁଜୁ...

ପ୍ରତିଷ୍ଠା ହେବ ଓଡ଼ିଶା ଜଳ ଏକାଡେମୀ

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ଭୁବନେଶ୍ୱରରେ ଏକ ସେଣ୍ଟର ଅଫ୍‌ ଏକ୍ସେଲେନ୍ସି ଭାବେ ‘ଓଡ଼ିଶା ଜଳ ଏକାଡେମୀ’ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଏକାଡେମୀ ଜଳ ଏବଂ ବର୍ଜ୍ୟଜଳ ସେବା ଯୋଗାଣ କ୍ଷେତ୍ରରେ ଗ୍ରାହକ ସନ୍ତୁଷ୍ଟି ଓ ସେବାର...

ଏ ବର୍ଷ ଭଲ ବର୍ଷିବ

ଭୁବନେଶ୍ୱର, (ବ୍ୟୁରୋ)/ ନୂଆଦିଲ୍ଲୀ, ୧୪ା୪: ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ବାଭାବିକ ରହିବ। ପ୍ରଶାନ୍ତ ମହାସାଗରରେ ଏଲ-ନିନ୍ୟୋର ପ୍ରଭାବ ନାହିଁ। ପାଗ ଅନୁକୂଳ ରହିବ। ଓଡ଼ିଶା ସମେତ ସମଗ୍ର ଦେଶରେ ଭଲ ବର୍ଷା ହେବ। ଘରୋଇ ପାଣିପାଗ ସଂସ୍ଥା...

ଚିନ୍ତା ବଢ଼ାଇଛି ଟିକା ଅଭାବ

୧୧ ଜିଲାରେ ଟିକାକରଣ ବନ୍ଦ ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ି ଚାଲୁଥିବା ବେଳେ ଟିକା ଅଭାବ ଚିନ୍ତା ବଢ଼ାଇଦେଲାଣି। ଟିକା ଅଭାବରୁ ଏବେ ୧୧ଟି ଜିଲାରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ...

ପଣା ସଂକ୍ରାନ୍ତି-ରମ୍‌ଜାନ ପାଇଁ ଗାଇଡ୍‌ଲାଇନ୍‌; ଏସବୁ ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଓଡ଼ିଆ ନବବର୍ଷ ତଥା ପଣାସଂକ୍ରାନ୍ତି ଓ ରମଜାନ୍‌କୁ ନେଇ କଟକ ମ୍ୟୁନିସିପାଲ କର୍ପୋରେଶନ(ସିଏମ୍‌ସି) ଏବଂ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ନୂଆ ଗାଇଡଲାଇନ୍‌ ଜାରି କରାଯାଇଛି। ବୁଧବାରଠାରୁ ରମ୍‌ଜାନ ଆରମ୍ଭ ହେଉଥିବାରୁ ଗହଳିକୁ ଏଡ଼ାଇବା ଲାଗି ସିଏମ୍‌ସି କଠୋର...

ରାଜଧାନୀରେ ବିଗୁଡ଼ୁଛି କରୋନା ସ୍ଥିତି: ଆଜି ଚିହ୍ନଟ ହେଲେ ୧୯୧ ଆକ୍ରାନ୍ତ; ଖଣ୍ଡଗିରି-ପଟିଆରୁ ସର୍ବାଧିକ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଦିନକୁ ଦିନ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସହରରେ ଆଉ ୧୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଫ୍ୟା ୩୩୮୯୩କୁ ବୃଦ୍ଧିପାଇଛି। ସେଥିରୁ ୩୨୩୮୬ ସୁସ୍ଥ...

ବାଲେଶ୍ୱର ସହର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୫୫ କୋଟିର ପ୍ୟାକେଜ୍‌ ଘୋଷଣା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ବାଲେଶ୍ୱର ସହରର ବିକାଶ ପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫୫ କୋଟିର ପ୍ୟାକେଜ୍‌ ଘୋଷଣା କରିଛନ୍ତି। ତଦନୁଯାୟୀ ସହଦେବଖୁଣ୍ଟାରେ ଥିବା ବସ୍‌ଷ୍ଟାଣ୍ଡର ବିକାଶ କରାଯିବ। ଏଥିପାଇଁ ୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେହିଭଳି ତୁମୁଳିଆ ଗେଟ୍‌...

ଶ୍ରୀମନ୍ଦିର ସହ ସମ୍ପୃକ୍ତ ୨୩ ଜଣ କରୋନା ପଜିଟିଭ

ପୁରୀ ଅଫିସ, ୧୩।୪: ପୁରୀ ଜିଲାରେ ଦ୍ରୁତ ଗତିରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ଜିଲାରୁ ୫୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଶ୍ରୀମନ୍ଦିରର ୨୩ ସେବାୟତ, କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ...

ଗଞ୍ଜାମରେ ସବୁ ଧର୍ମାନୁଷ୍ଠାନ ବନ୍ଦ

ବ୍ରହ୍ମପୁର ଅଫିସ, ୧୩।୪: ଗଞ୍ଜାମ ଜିଲାର ସମସ୍ତ ଧର୍ମାନୁଷ୍ଠାନକୁ ୭ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ବୁଧବାରଠୁ ୨୧ ତାରିଖ ଯାଏ ସବୁ ଧର୍ମାନୁଷ୍ଠାନ ବନ୍ଦ ରହିବ । କୋଭିଡ୍‌ ସଂକ୍ରମଣ ବୃଦ୍ଧିପରେ ଜିଲା ପ୍ରଶାସନ ଏହି ନିଷ୍ପତ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri