ଫୋନ୍ପେର ନୂତନ ପ୍ଲାଟ୍ଫର୍ମ ଉନ୍ମୋଚିତ
ଭୁବନେଶ୍ୱର,୨୫।୬: ଫୋନ୍ପେର ନୂତନ ପ୍ଲାଟ୍ଫର୍ମ ‘ଫୋନ୍ପେ ବିଜ୍ନେ୍ସ ଆପ୍’ ନିକଟରେ ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ବିଶେଷକରି ଏହା ଜରିଆରେ ଫୋନ୍ପେ ବ୍ୟବସାୟୀମାନଙ୍କୁ ଋଣ ଦେବା ସହିତ ଅନ୍ୟାନ୍ୟ ସୁବିଧା ଏବଂ ସେବା ମଧ୍ୟ ଉପଭୋକ୍ତାମାନଙ୍କୁ ଯୋଗାଇଦେବ। ଏପରିକି ଉକ୍ତ ପ୍ଲାଟ୍ଫର୍ମର ଆନୁଷ୍ଠାନିକ…
ଆକୃଷ୍ଟ କରୁଛି ଆକର୍ଷଣୀୟ ଅଫର
ଭୁବନେଶ୍ୱର,୨୫।୬ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦି କାମଧେନୁ ଖଦି ଊଲ ପାନିପଥ ପକ୍ଷରୁ ୟୁନିଟ୍-୩ ପ୍ରଦର୍ଶନୀ ପଡ଼ିଆ (ଗେଟ୍ ନମ୍ବର-୩) ଠାରେ ‘ନ୍ୟୁ ରାଜସ୍ଥାନ କଟନଫାବ୍ ମେଳା’ର ଆୟୋଜନ କରାଯାଇଛି। ବିଶେଷ କରି ଉକ୍ତ…
୮୧ ମୃତଦେହ ଚିହ୍ନଟ ପାଇଁ ଡିଏନ୍ଏ ନମୁନା ଦେଲେଣି ୮୪ ଜଣ
ଭୁବନେଶ୍ୱର,୨୫।୬(ଅଭିଜିତ ଦାସ)ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ରବିବାର ୨୨ଦିନ ବିତିଯାଇଲେ ମଧ୍ୟ ଏବେ ସୁଦ୍ଧା ୮୧ ମୃତଦେହ ଚିହ୍ନଟ ହୋଇପାରିନାହିଁ। ବର୍ତ୍ତମାନ ସମସ୍ତ ମୃତଦେହକୁ ଏମ୍ସ ପରିସରରେ ୩ଟି କଣ୍ଟେନର ମଧ୍ୟରେ ସଂରକ୍ଷଣ କରି ରଖାଯାଇଛି। ମୃତଦେହ ଚିହ୍ନଟର ଶେଷ ବିକଳ୍ପ…
‘ଆପ୍ ଫ୍ରଡ୍ କରିଥିଲେ କାର୍ଯ୍ୟାନୁଷ୍ଠାନ’
ପୁରୀ,୨୫।୬(ଅଜିତ୍ ମହାନ୍ତି)ଅନଲାଇନ୍ ଆପ୍ ‘ଉତ୍ସବ’ରେ ଶ୍ରୀମନ୍ଦିର ନଁାରେ ଠକେଇ ହେଉଥିବା ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ମହାପ୍ରଭୁଙ୍କ ନଁାରେ ବିଭିନ୍ନ ପ୍ରକାର ପୂଜା ଏବଂ ଭୋଗ ପ୍ରଦାନ କରିବା ନଁାରେ ସମ୍ପୃକ୍ତ ସଂସ୍ଥା…
‘ନାବିକଙ୍କ ପାଇଁ ବିଶ୍ୱ ଅର୍ଥନୀତି ସୁଦୃଢ଼’
ପାରାଦୀପ,୨୫।୬ (ଶରତ ରାଉତ) ବିଶ୍ୱର ୯୦ ପ୍ରତିଶତ ପଣ୍ୟ ଏବେ ଜଳପଥରେ ପରିବହନ ହେଉଛି। ଏହା ସମୁଦାୟ ଅର୍ଥନୀତିର ୮୦ ଭାଗ। ଏହି କାରବାରରେ ନାବିକମାନଙ୍କ ପ୍ରମୁଖ ଭୂମିକା ରହିଛି। ଜଳପଥରେ ପଣ୍ୟବାହୀ ଜାହାଜରେ ଯେଉଁ ନାବିକମାନେ ଅତଳ ସମୁଦ୍ରରେ ନିଜ…
ଦିନକରେ ୨ ସ୍ଥାନରେ କେନ୍ଦ୍ରକୁ ନେଇ ଅସନ୍ତୋଷ
କଟକ,୨୫।୬( ସୁପ୍ରିୟା ପ୍ରିୟଦର୍ଶିନୀ)ଆସନ୍ତା ଜୁଲାଇ ୧ରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି) ଅନୁଷ୍ଠିତ ହେବ। ଉକ୍ତ ଦିନ ପରୀକ୍ଷାର୍ଥୀମାନେ ଦୁଇଟି ପେପର ପରୀକ୍ଷା ଦେଇପାରିବେ। କିଛି ପରୀକ୍ଷାର୍ଥୀ ପେପର-୧ ଗୋଟିଏ ସ୍ଥାନରେ ଏବଂ ପେପର-୨ ଆଉ…
ମାଲକାନଗିରିରେ ୨୧ ରାସ୍ତା ପ୍ରକଳ୍ପ ପାଇଁ ୧୫୮ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪ା୬(ଅନିଲ ଦାସ): ମାଓବାଦୀ ପ୍ରବଣ ମାଲକାନଗିରି ଜିଲାର ଯୋଗାଯୋଗ କ୍ଷେତ୍ରକୁ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୫୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଜିଲା ଗ୍ରାମୀଣ ବିକାଶ ବିଭାଗର ପ୍ରସ୍ତାବ ଅନୁସାରେ ୨୧ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ…
ସ୍ତ୍ରୀ ହତ୍ୟା ମାମଲାରେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ
ଭୁବନେଶ୍ୱର,୨୪ା୬(ସୂର୍ଯ୍ୟକାନ୍ତ ବେହେରା): ସ୍ତ୍ରୀଙ୍କୁ ହତ୍ୟା ମାମଲାରେ ରାୟଗଡ଼ା ଜିଲା ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଶନିବାର ଅଦାଲତଙ୍କ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଭୁବନେଶ୍ୱର ସ୍ବତନ୍ତ୍ର କୋର୍ଟ ୧୧ ଜଣ ସାକ୍ଷୀଙ୍କ ବୟାନ ଓ ୧୫ ଟି ଦସ୍ତାବିଜ ଆଧାରରେ…
ରାଜ୍ୟ ପାଇଁ ଜୁନ୍ରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ, ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୨୪ା୬(ଅନିଲ ଦାସ): ଜୁନ୍ରୁ ଅକ୍ଟୋବର ରାଜ୍ୟ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସମୟ। ଯେଉଁଥିରେ ବନ୍ୟା, ବାତ୍ୟା, ମରୁଡ଼ି ପରି ପ୍ରାକୃତିକ ବିପର୍ଯ୍ୟୟ ହେବାର ସମ୍ଭାବନା ରହିଥାଏ। ଏହି ସମୟରେ ସମସ୍ତ ବିଭାଗ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟସ୍ତରୀୟ ପ୍ରାକୃତିକ…
ବର୍ଷେ ବିତିଗଲା: ହେଲେ ଆଜିବି ମନେ ପଡ଼ନ୍ତି ରାଇମୋହନ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ‘ଏ ଅନାନି’ ବର୍ଷେ ହେଲା ଏ ଡାଇଲଗର ଅସଲି ସ୍ବର ନୀରବି ଗଲାଣି। ପଳାଶୁଣୀ ପ୍ରାଚୀବିହାରସ୍ଥିତ ଉଦୟ-ପୂର’ରେ ଆଉ ଦେଖିବାକୁ ମିଳୁନି ତାଙ୍କୁ । ଆଜିବି ‘ଏ ଅନାନି’ ଡାଇଲଗର ଶୁଣିଲେ ମନେ ପଡ଼ନ୍ତି ରାଇ ଭାଇ। ରାଇମୋହନ ପରିଡ଼ାଙ୍କୁ…
ଗିରଫ ହେଲେ ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳ
ଭୁବନେଶ୍ୱର,୨୪।୬: ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳ ପ୍ରଶାନ୍ତ ରାଉତଙ୍କୁ ଶନିବାର ଗିରଫ କରାଯାଇଛି। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ଭିଜିଲାନ୍ସ ସେଲ ଏସ୍ପି ଏମ. ରାଧାକ୍ରିଷ୍ଣନଙ୍କ ସୂଚନା ଅନୁଯାୟୀ, ପ୍ରଶାନ୍ତ ରାଉତଙ୍କଠାରୁ ୫ କୋଟିରୁ…
ମୌସୁମୀ ସକ୍ରିୟ : ୨୮ରେ ଲଘୁଚାପ
ଭୁବନେଶ୍ୱର,୨୪।୬: ରାଜ୍ୟର ସମସ୍ତ ୩୦ ଜିଲାରେ ମୌସୁମୀ ସକ୍ରିୟ ହୋଇଯାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନାମିଳିଛି। ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବବର୍ଷା ହେଉଛି। ୨୮ତାରିଖ ବେଳକୁ ବଙ୍ଗେପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।…
Archives


