ଜୋସ୍ ଭରିଲା ଦାଣ୍ଡିଆ କାର୍ନିଭାଲ୍ର ଦ୍ୱିତୀୟ ସା
ଭୁବନେଶ୍ୱର,୨୨ା୧୦(ଶର୍ମିଷ୍ଠା ପାଣିଗ୍ରାହୀ)ଦୁର୍ଗାପୂଜା ପାଇଁ ରାଜଧାନୀ ଭୁବନେଶ୍ୱରରେ ଭକ୍ତି ଓ ଉତ୍ସବର ପରିବେଶ ସୃଷ୍ଟି ହୋଇଥିବାବେଳେ ଏହାକୁ ଆହୁରି ମୁଖରିତ କରିଛି ଦାଣ୍ଡିଆ ମହୋତ୍ସବ। ସହରବାସୀଙ୍କୁ ଏକାଠି କରି ଉତ୍ସବର ନିଆରା ଅନୁଭବ ଦେବାକୁ ନେଟ୍ୱର୍କ ଇଭେଣ୍ଟ ଆଣ୍ଡ୍ ପ୍ରମୋଶନ ଏବଂ କ୍ରିଷ୍ଟାଲ…
‘ହତ୍ୟା ନୁହଁ, ଶ୍ୱାସରୁଦ୍ଧରୁ ମୃତ୍ୟୁ’
ରାଉରକେଲା,୨୨।୧୦(ସଙ୍ଗୀତା ଜେନା)ରାଉରକେଲା ଉଦିତନଗର ଥାନା ଏଏସ୍ଆଇ ଆଲିଶ ନାରମି ଲୁଗୁନଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରୁ ପରଦା ଉଠିଛି। ଆଲିଶଙ୍କୁ ହତ୍ୟା ନୁହେଁ, ବରଂ ତାଙ୍କ ଆଡ୍ରିନାଲରେ ଅଧିକ ହରମୋନ କ୍ଷରଣ ଯୋଗୁ ଶ୍ୱାସରୁଦ୍ଧ ହେବାରୁ ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ…
୧୧ ମାସର ଶିଶୁକନ୍ୟା ବିଶାଖାପାଟଣାରୁ ଉଦ୍ଧାର
ପୁରୀ, ୨୨।୧୦ (ଅଜିତ୍ ମହାନ୍ତି)୧୧ ମାସର ଶିଶୁକନ୍ୟାକୁ ବାପା ବିକ୍ରି କରିଥିବା ଅଭିଯୋଗ ହୋଇଛି। ସମୁଦ୍ରକୂଳ ଥାନା ଅନ୍ତର୍ଗତ ଧୋବାଖାଲ ବସ୍ତିରେ ଏପରି ଘଟଣା ଘଟିଛି। ପୋଲିସ ବିଶାଖାପାଟଣାରୁ ଝିଅକୁ ଉଦ୍ଧାର କରିଛି। ଏହି ଘଟଣାରେ ବାପା, ମଧ୍ୟସ୍ଥ ଓ କିଣିଥିବା…
୨ ଟ୍ରକ୍ ମଧ୍ୟରେ ଚାପିହେଲା କାର୍
ବାଙ୍ଗିରିପୋଷି, ୨୨ା୧୦(ସଞ୍ଜୟ କୁମାର ଅଗ୍ରୱାଲା)ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣୀ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ଟ୍ରକ୍ ମଧ୍ୟରେ ଏକ କାର୍ ଚାପିହୋଇଯିବାରୁ କାର୍ରେ ଥିବା ୨ ମହିଳାଙ୍କ…
କୋଟିଆରେ ପୁଣି ଆନ୍ଧ୍ର
ପଟ୍ଟାଙ୍ଗି,୨୨ା୧୦(ଶରତ ଧଳ) କିଛିଦିନ ପରେ ପୁଣି ଆନ୍ଧ୍ର ଓଡ଼ିଶାର ସୀମାନ୍ତ ଗ୍ରାମ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତରେ ଅନୁପ୍ରବେଶ କରିଛି। ଫାଟୁସିନେରି ଗ୍ରାମରେ ଶିବିର କରି ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେଇଛି। ଫଳରେ ଏହା ଓଡ଼ିଶା ପ୍ରଶାସନ ପାଇଁ…
ସମୁଦ୍ରରେ ଯିବ ବାତ୍ୟା
ଭୁବନେଶ୍ୱର,୨୨ା୧୦(ଅନିଲ ଦାସ)ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । ଏହା ଧୀରେ ଧୀରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ରବିବାର ଏହା ଉତ୍ତର-ପଶ୍ଚିମରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରି ଅଧିକ ଘନୀଭୂତ ହୋଇ…
ଦୁର୍ଘଟଣାର ଶିକାର ହେଲେ ଗଜପତି ଜିଲା ଅତିରିକ୍ତ ଜିଲାପାଳ
ବ୍ରହ୍ମପୁର/ପାରଳାଖେମୁଣ୍ଡି,୨୧ା୧୦(ସୁବାସ ଚନ୍ଦ୍ର ପାଢ଼ୀ/ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଅତିରିକ୍ତ ଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ ଶନିବାର ସନ୍ଧ୍ୟାରେ କୌଣସି ବ୍ୟକ୍ତିଗତ କାମରେ ବ୍ରହ୍ମପୁର ଅଭିମୁଖେ ଯିବା ସମୟରେ ଆନ୍ଧ୍ରପ୍ରଦେଶ ଷୋମପେଣ୍ଠ ନିକଟରେ ତାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୋଟିଏ ଟ୍ରକ୍କୁ…
ସକ୍ରିୟ ହେଉଛି ଲଘୁଚାପ: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ୱର,୨୧ା୧୦: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି। ଏହା ଧୀରେ ଧୀରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ରବିବାର ଏହା ଉତ୍ତର-ପଶ୍ଚିମରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରି ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ।…
ରମାଦେବୀ ଛାତ୍ରୀଙ୍କୁ ରାଗିଂ ଅଭିଯୋଗର ତଦନ୍ତ ନିର୍ଦ୍ଦେଶ
ଭୁବନେଶ୍ୱର,୨୧ା୧୦: ଭୁବନେଶ୍ୱର ରମାଦେବୀ ଜୁନିଅର କଲେଜରେ ଜଣେ ଯୁକ୍ତ୨ ପ୍ରଥମ ବର୍ଷର ଛାତ୍ରୀଙ୍କୁ ରାଗିଂ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏ ସମ୍ପର୍କରେ ସେ କଲେଜ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆ ନ ଯିବାରୁ ଗଣଶିକ୍ଷା ବିଭାଗକୁ ସେ…
ଜାତୀୟ କ୍ରୀଡ଼ା ବିଜେତାଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ପଦକ ପାଇଁ କେତେ…
ଭୁବନେଶ୍ୱର,୨୧ା୧୦: ଜାତୀୟ କ୍ରୀଡ଼ା ଆରମ୍ଭ ହେବା ପୂର୍ବରୁ ରାଜ୍ୟ ସରକାର ଆଥ୍ଲେଟଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି। ଅକ୍ଟୋବର ୨୬ରୁ ଗୋଆରେ ୩୭ତମ ଜାତୀୟ କ୍ରୀଡ଼ା ଆରମ୍ଭ ହେବ। ଏହି କ୍ରୀଡ଼ାର ୩୧ ବିଭାଗରେ ଓଡ଼ିଶାରୁ ୩୦୦ରୁ ଅଧିକ ଆଥ୍ଲେଟ…
ଦୁଇ ଟ୍ରକ୍ ମଝିରେ ଚାପିହୋଇଗଲା କାର୍
ଘସିପୁରା,୨୧ା୧୦(ନିରଞ୍ଜନ ସାହୁ): ୨୦ ନଂ. ଜାତୀୟ ରାଜପଥ କେନ୍ଦୁଝର ଜିଲା ଘସିପୁରା ଥାନା ବେଲବାହାଳି ଯିବା ଦୋଛକି ରାସ୍ତାରେ ଶନିବାର ଗୋଟିଏ କାର୍କୁ ଆଗରୁ ଓ ପଛରୁ ଦୁଇଟି ଟ୍ରକ୍ ଧକ୍କା ଦେଇଛି। ଫଳରେ ଟ୍ରକ୍ଟି ଚାପି ହୋଇଯାଇଛି। ଯୋଡ଼ାରୁ ଭୁବନେଶ୍ୱର…
ମା’ ତାରାତାରିଣୀଙ୍କ ମହାଗୌରୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼
ପୁରୁଷୋତ୍ତମପୁର,୨୧।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଶନିବାର ମହାଷ୍ଟମୀ ପର୍ବ ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭୋର ସାଢ଼େ ୪ରୁ ମନ୍ଦିର ଦ୍ୱାର ଫିଟାଯାଇ ମଙ୍ଗଳ ଆଳତି, ଅବକାଶ, ମାଜଣା, ମହାଆଳତି ହୋଇ ସକାଳ ୭ଟାରେ…
Archives


