ପ୍ରାଣୀଧନ ଚିକିତ୍ସା ପ୍ରତି ଅବହେଳା
ପଟ୍ଟାମୁଣ୍ଡାଇ, ୨୨ା୨(କଳ୍ପତରୁ ନାୟକ)ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ପାଇଁ ସରକାର ପ୍ରାଣୀଧନ ପାଳନକୁ ପ୍ରୋତ୍ସାହନ ଦେଉଛନ୍ତି। ଏଥିପାଇଁ ଚାଷୀମାନଙ୍କୁ ବ୍ୟାଙ୍କ ଜରିଆରେ ଋଣ ସହାୟତା ଯୋଗାଇ ଦିଆଯାଉଛି। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବ୍ୟାଙ୍କଗୁଡ଼ିକ ଦ୍ୱାରା ସମୟୋପଯୋଗୀ ଋଣ ବ୍ୟବସ୍ଥା କରାଯାଉ…
ଛାତ୍ର ନେତାଙ୍କୁ ଦଳରୁ ତଡିଲା ବିଜେଡି, ହତ୍ୟା ମାମଲାରେ ହୋଇଥିଲେ ଗିରଫ
ଗଜପତି,୨୨।୨: ଜଣେ ବୃଦ୍ଧାଙ୍କୁ ହତ୍ୟା ମାମଲାରେ ଗିରଫ ଛାତ୍ର ବିଜେଡି ନେତାଙ୍କୁ ନିଲମ୍ବନ କରିଛି ଦଳ । ଗଜପତି ଜିଲା ପାରଳାଖେମୁଣ୍ଡି କରଣସାହିର ସରୋଜିନୀ ପଟ୍ଟନାୟକ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ଅମିତ ପଟ୍ଟନାୟକଙ୍କୁ ଦଳରୁ ବାହାର କରିଛି ବିଜେଡି। ସେ ଗଜପତି…
ଆଜି ଓଡିଶା ଆସୁଛନ୍ତି ରାଜନାଥ ସିଂ
ଭୁବନେଶ୍ୱର,୨୨।୨: ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଦିନିକିଆ ଗସ୍ତରେ ଆସି ରାଜନାଥ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ମଙ୍ଗଳବାର ରାଜନାଥଙ୍କର ନବରଙ୍ଗପୁର, ବ୍ରହ୍ମପୁର ଓ ବାରିପଦାରେ କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୧ଟାରେ ନବରଙ୍ଗପୁରରେ…
ଆଜି କ୍ୟାବିନେଟ: ଏସବୁ ପ୍ରସ୍ତାବ ଉପରେ ଲାଗିପାରେ ମୋହର
ଭୁବନେଶ୍ୱର,୨୨ା୨(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଗୁରୁବାର ସନ୍ଧ୍ୟା ୬ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ପଞ୍ଚାୟତିରାଜ, ସ୍ବାସ୍ଥ୍ୟ, ଉଚ୍ଚଶିକ୍ଷା, ନଗର ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ,…
ଏବର୍ଷ ଅଧିକ ଗରମ: ହୋଇଯାନ୍ତୁ ସତର୍କ
ଭୁବନେଶ୍ୱର, ୨୨।୨(ଅସମାପିକା ସାହୁ):ମାଘରେ ମୁଣ୍ଡଫଟା ଖରା। ଉପାନ୍ତଠାରୁ ଉପକୂଳ ପର୍ଯ୍ୟନ୍ତ ସବୁଠି ପାରଦ ଉପରମୁହାଁ। ସକାଳ ୧୦ଟା ପରେ ଘରୁ ବାହାରିବାକୁ ବି ଡର। ପ୍ରବଳ ଖରାରେ ସାରା ରାଜ୍ୟର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବାବେଳେ ଏବର୍ଷ ଅସ୍ବାଭାବିକ ଜଳବାୟୁ ସହ ତାପମାତ୍ରା…
ହାତୀ ବେକରେ ଲାଗିଲା ରେଡିଓ କଲାର, ଓଡ଼ିଶାରେ ପ୍ରଥମ
ଛେଣ୍ଡିପଦା,୨୧।୨(ଅଜିତ ଧଳ): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳରେ ଗୁଳିବିଦ୍ଧ ଦନ୍ତାହାତୀକୁ ବନବିଭାଗ ତତ୍ତ୍ୱାବଧାନରେ ୫ଦିନ ଧରି ୩ଟି ଡାକ୍ତରୀ ଦଳ ଚିକିତ୍ସା କରିବା ପରେ ବୁଧବାର ଶୃଙ୍ଖଳ ମୁକ୍ତ କରାଯାଇଛି। ଜଙ୍ଗଲରେ ଛଡ଼ାଯିବା ପୂର୍ବରୁ ହାତୀ ବେକରେ ରେଡିଓ କଲାର ଲଗାଯାଇଛି।…
ସୋନପୁରରୁ ବଲାଙ୍ଗୀର-ଭୁବନେଶ୍ୱର ଚାଲିବ ଟ୍ରେନ୍, ପ୍ରଧାନମନ୍ତ୍ରୀଙ୍କ ଅନୁମୋଦନ
ସୋନପୁର,୨୧।୨(ମୃତ୍ୟୁଞ୍ଜୟ ଶତପଥୀ): ରେଳ ବିଭାଗ ପକ୍ଷରୁ ସୁବର୍ଣ୍ଣପୁର ଜିଲାବାସୀଙ୍କ ପାଇଁ ପୁଣି ଏକ ଖୁସି ଖବର ଆସିଛି। ଖୁବ୍ଶୀଘ୍ର ସୋନପୁରରୁ ବଲାଙ୍ଗୀର ପାସେଞ୍ଜର ଟ୍ରେନ୍ ଓ ସୋନପୁରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଏକ ଏକ୍ସପ୍ରେସ୍ ଟ୍ରେନ୍ ଚାଲିବ। ରେଳ ମନ୍ତ୍ରଣାଳୟର ଏ ସମ୍ପର୍କିତ…
ଏଆଇ ସର୍ଭିଲାନ୍ସରେ ମାଟ୍ରିକ ପରୀକ୍ଷା ଅବ୍ୟବସ୍ଥା: ୫ ଜିଲା ଶିକ୍ଷାଧିକାରୀଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ
କଟକ,୨୧ା୨(କାର୍ତ୍ତିକ ସାହୁ): ଚଳିତ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନ ମାତୃଭାଷା ପରୀକ୍ଷାରେ କେତେକ ପରୀକ୍ଷାକେନ୍ଦ୍ରର ଅବ୍ୟବସ୍ଥା ସମ୍ପର୍କରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି (ଏଆଇ) ସର୍ଭିଲାନ୍ସ ଅବଗତ କରାଇଛି। ପରୀକ୍ଷା ଡ୍ୟୁଟିରେ ଥିବା ଏଥିରେ ସମ୍ପୃକ୍ତ ଅଛନ୍ତି। ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ମୁଖ୍ୟାଳୟର କଣ୍ଟ୍ରୋଲ…
ଆଜି ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର
ଭୁବନେଶ୍ୱର,୨୧ା୨: ବୁଧବାର ରାଜ୍ୟର ୧୫ ସହରର ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ରେକର୍ଡ ଭାଙ୍ଗିଛି। ଆଜି ରାଜଧାନୀରେ ଦିନର ତାପମାତ୍ରା ୩୬.୪ ଡିଗ୍ରୀ ରେକର୍ଡ କରାଯାଇଛି। ଯାହାକି ସର୍ବୋଚ୍ଚ ତାପମାତ୍ରା। ସେହିପରି କଟକରେ ଆଜି ଦିନର…
ଭୁବନେଶ୍ୱରରେ ଟ୍ରେନ୍ ଆଗକୁ ଡେଇଁ ଜୀବନ ହାରିଲେ ଯୁବକ
ଭୁବନେଶ୍ୱର,୨୧।୨: ଭୁବନେଶ୍ୱର ପଟିଆ ଷ୍ଟେଶନ ନିକଟରେ ଟ୍ରେନ୍ ଆଗକୁ ଡେଇଁ ଯୁବକ। ସ୍ଥାନୀୟ ଲୋକଙ୍କ କହିବା ମୁତାବକ କେହି କିଛି ଭାବିବା ଆଗରୁ ଯୁବକ ଜଣକ ଟ୍ରେନ୍ ଆଗକୁ ଡେଇଁ ପଡ଼ିଥିଲେ। ଟ୍ରେନ୍ ଧକ୍କାରେ ଘଟଣାସ୍ଥଳରେ ହିଁ ତାଙ୍କର ପ୍ରାଣବାୟୁ ଉଡିଯାଇଥିଲା।…
ଆଜି ୫ ଜିଲାରେ ଗଡ଼ିଲା ୨୫୫ ବସ୍, ୯୫% ପଞ୍ଚାୟତକୁ ଯୋଡ଼ିଲା ‘ଲକ୍ଷ୍ମୀ’
ଭୁବନେଶ୍ୱର,୨୧ା୨(ଅସମାପିକା ସାହୁ): ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡ଼ା ଓ ବୌଦ୍ଧ ଜିଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ବସ୍ ରାଜ୍ୟର ସବୁ ଗାଁରେ…
ଜନଜାତି ଭଉଣୀ-ଭାଇଙ୍କ ନାଁରେ ଥିବା ମୋକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୨୧ା୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭଉଣୀ-ଭାଇମାନଙ୍କ ଉପରେ ଥିବା ଛୋଟ ଛୋଟ ମୋକଦ୍ଦମାଗୁଡ଼ିକ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ…

