ଦୁର୍ଘଟଣା ରୋକିବ ଟ୍ରାଫିକ୍ ଟାଇମ୍ର
ଭୁବନେଶ୍ୱର,୨୩।୬(ଅଭିଜିତ୍ ଦାସ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଛକଗୁଡ଼ିକରେ ଲାଗିଥିବା ସ୍ବୟଂଚାଳିତ ଟ୍ରାଫିକ୍ ବ୍ୟବସ୍ଥାଗୁଡ଼ିକ ଅଧିକାଂଶ ସମୟରେ କାମ କରୁ ନାହିଁ। କେତେକ ସ୍ଥାନରେ ଅଧିକାଂଶ ସମୟରେ ସିଗ୍ନାଲ ୟେଲୋ ଲାଇଟ୍ ଜଳି ରହୁଛି। ତେବେ ଏହାକୁ ବ୍ୟବସ୍ଥିତ କରିବା ପାଇଁ ଏବେ…
ପଞ୍ଚାୟତ ସ୍ତରରେ ଜାତୀୟ ପେନ୍ସନ ଦିଆଯାଉ: ବିଜେଡି
ଭୁବନେଶ୍ୱର,୨୩ା୬(ଅନିଲଦାସ): ଓଡ଼ିଶାରେ ଜାତୀୟ ପେନ୍ସନ ପାଉଥିବା ୨୦ ଲକ୍ଷ ଲୋକ ଅଛନ୍ତି। ଯେଉଁଥିରୁ ୫୦% ଅର୍ଥ ଓଡ଼ିଶା ସରକାର ବହନ କରୁଛନ୍ତି। ବାର୍ଦ୍ଧକ୍ୟ ଏବଂ ଭିନ୍ନକ୍ଷମ ପେନ୍ସନ ସମେତ ଜାତୀୟ ପେନ୍ସନ ପାଉଥିବା ହିତାଧିକାରୀମାନେ ସେମାନଙ୍କ ପେନ୍ସନ ପାଇଁ ଗ୍ରାମାଞ୍ଚଳର ବହୁ…
ରାଜ୍ୟରେ ୫୦୮୬ ପିଲା ଅଧାରୁ ପାଠଛାଡ଼ିିଛନ୍ତି
ଭୁବନେଶ୍ୱର,୨୩ା୬(ଅନୁରାଧା ମହାରଣା): ଓଡ଼ିଶାରେ ସ୍କୁଲ୍ ଡ୍ରପ୍ ଆଉଟ ପିଲାଙ୍କ ପରିସଂଖ୍ୟାନ ପ୍ରତିବର୍ଷ ବଢୁଛି। ବର୍ତ୍ତମାନ ଜାତୀୟ ହାର ୧୨ ପ୍ରତିଶତରୁ ଅଧିକ ରହିଥିବାବେଳେ ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ୧୮ହଜାର ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିଲେ। ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ବିଭାଗ…
ଆଜିଠୁ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ଯାଞ୍ଚ କଡ଼ାକଡ଼ି
ଭୁବନେଶ୍ୱର, ୨୩।୬(ସତ୍ୟଜିତ୍ ରାଉତ): ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇ ନ ଥିଲେ ଚାଳକ ତଣ୍ଡ ଗଣିବେ। ଜୁନ୍ ୨୩ ଅର୍ଥାତ ଶୁକ୍ରବାରଠାରୁ ଏନେଇ ସ୍ପେଶାଲ ଡ୍ରାଇଭ୍ ଆରମ୍ଭ ହେବା ସହ ନିୟମ ପାଳନ କରୁ ନ ଥିବା ଗାଡ଼ି ଚାଳକଙ୍କଠାରୁ…
ଭବାନୀପାଟଣାରେ ନଡ୍ଡା: ସରକାରଙ୍କ ସଫଳତାର ରଖିବେ ହିସାବ
ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ଭବାନୀପାଟଣାରେ ପହଞ୍ଚିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ସେ ପ୍ରଥମେ ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ରୀଙ୍କ ଦର୍ଶନ କରିବେ। ଏହାପରେ ଲାଲାବାହଦୂର ଷ୍ଟାଡ଼ିୟମରେ ଆୟୋଜିତ ମହାଜନସମ୍ପର୍କ ସମାବେଶରେ ଦଳୀୟ କର୍ମକର୍ତ୍ତାଙ୍କୁ ଉଦ୍ବୋଧନ ଦେବେ । ଏହି…
ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ନିୟମିତ ନେଇ ଏସ୍ଓପି ଜାରି
ଭୁବନେଶ୍ୱର,୨୩ା୬(ଅନୁରାଧା ମହାରଣା): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ନିଯୁକ୍ତି ନିୟମିତ କରାଯିବା ନେଇ ଏପ୍ରିଲ ୧୩ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତେବେ ଏନେଇ ସ୍ବତନ୍ତ୍ର ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…
ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ପଡ଼ୋଶୀଙ୍କ ଛାତରୁ ମିଳିଲା ବିଡ଼ାବିଡ଼ା ଟଙ୍କା
ଭୁବନେଶ୍ୱର/ଭଦ୍ରକ,୨୩ା୬(ସତ୍ୟଜିତ ରାଉତ/ସନାତନ ରାଉତ): ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସର ଏକ ଟିମ୍ ଚଢ଼ାଉ କରିଛି। ଭୁବନେଶ୍ୱର, ନବରଙ୍ଗପୁର ସମେତ ଭଦ୍ରକର ବହୁଦରଡ଼ା ଗ୍ରାମର ବାସଭବନରେ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…
ସ୍ମୃତିରଞ୍ଜନ ପ୍ରଧାନ ଗଜପତି ଜିଲାପାଳ
ଭୁବନେଶ୍ୱର,୨୩ା୬(ଅନିଲ ଦାସ):ରାଜ୍ୟ ସରକାର ଗଜପତି ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କୁ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତି ରଞ୍ଜନ ପ୍ରଧାନଙ୍କୁ ଗଜପତି ଜିଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଗୁରୁବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ…
ଆଜିଠାରୁ ଏକକ ପିଜି ପ୍ରବେଶିକା ପରୀକ୍ଷା
ଭୁବନେଶ୍ୱର,୨୩ା୬(ଅନୁରାଧା ମହାରଣା): ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକୋତ୍ତର ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା (ସିପିଇଟି) ପରୀକ୍ଷା ଶୁକ୍ରବାର ଠାରୁ ଆରମ୍ଭ ହେବ। ଜୁନ୍ ୨୮ ଓ ୩୦ ତାରିଖକୁ ବାଦ୍ ଦେଲେ ଜୁଲାଇ…
‘ଧାର୍ଯ୍ୟ ସମୟ ଭିତରେ କାମ ଶେଷ କରିବାକୁ ନିର୍ଦ୍ଦେଶ’
ଭୁବନେଶ୍ବର,୨୩ା୬(ସୁନିତ୍ ମିଶ୍ର): ଜାତୀୟ ରାଜପଥ(ଏନ୍ଏଚ୍)-୧୬ରେ ଆସୁଥିବା ଖୋର୍ଦ୍ଧାରୁ ଚଣ୍ଡିଖୋଲ ରାସ୍ତା ମଧ୍ୟରେ ଦୁର୍ଘଟଣା ଏବଂ ମୃତ୍ୟୁହାର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ହ୍ରାସ କରିବାକୁ ଗତ ମାସରେ ଅନୁଷ୍ଠିତ ବୈଠକରେ ନିଆଯାଇଥିବା ନିଷ୍ପତ୍ତିକୁ ତ୍ୱରିତ କାର୍ଯ୍ୟକାରୀ କରିବା ସହ ଧାର୍ଯ୍ୟ ସମୟରେ…
ବନ କର୍ମଚାରୀଙ୍କୁ ମିଳିବ ଆଧୁନିକ ଅସ୍ତ୍ରଶସ୍ତ୍ର
ଭୁବନେଶ୍ୱର,୨୩ା୬(ଅନିଲ ଦାସ): ଶିମିଳିପାଳ ଅଭୟାରଣ୍ୟରେ ୨ ଜଣ ବନ କର୍ମଚାରୀଙ୍କୁ ଶିକାରୀମାନେ ହତ୍ୟା କରିବା ଘଟଣାକୁ ରାଜ୍ୟ ସରକାର ଗୁରୁତ୍ୱର ସହ ନେଇଛନ୍ତି। ଅଭୟାରଣ୍ୟର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନିଆଯାଇଛି। ଅଭୟାରଣ୍ୟର ଆଖପାଖ ଗ୍ରାମଗୁଡ଼ିକରେ ବେଆଇନ ଅସ୍ତ୍ରଶସ୍ତ୍ର ଉତ୍ପାଦନ…
ଓଡ଼ିଶାର ୨ ସ୍ବାସ୍ଥ୍ୟକର୍ମୀଙ୍କୁ ନାଇଟିଙ୍ଗେଲ୍ ଆୱାର୍ଡ
କଣାସ(ବିଭୂତି ଭୂଷଣ ତ୍ରିପାଠୀ) / ନବରଙ୍ଗପୁର (ସଦାଶିବ ପ୍ରହରାଜ),୨୩ା୬: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ଦେଶର ୩୦ ସ୍ବାସ୍ଥ୍ୟକର୍ମୀଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ୍ ଆୱାର୍ଡ ପ୍ରଦାନ କରାଯାଇଛି। ୨୦୨୨ ଓ ୨୦୨୩ ବର୍ଷ ନିମନ୍ତେ ୧୫ ଜଣ ଲେଖାଏ ସ୍ବାସ୍ଥ୍ୟକର୍ମୀଙ୍କୁ…
Archives


