ବସ୍ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬ା୬(ଅସମାପିକା ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ହୋଇଥିବା ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ…
ଓଡ଼ିଶା ଭାଜପା ଏମ୍ପି, ଜଣେ କେନ୍ଦ୍ରମନ୍ତ୍ରୀ ଷଡ଼ଯନ୍ତ୍ର ଜାରି ରଖିଛନ୍ତି: ବିଜେଡି
ଭୁବନେଶ୍ବର,୨୬ା୬ (ସୁନିତ୍ ମିଶ୍ର): ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଗତ କିଛିଦିନ ହେଲା ରାଜ୍ୟ ଭାଜପା ନେତାମାନଙ୍କଠାରୁ କେନ୍ଦ୍ରମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ରାଜ୍ୟବାସୀଙ୍କୁ ଭ୍ରମିତ କରିଆସୁଛନ୍ତି। ଅତୀତରେ ଓଡ଼ିଶାର ଭାଜପା ଏମ୍ପି ଏବଂ ରାଜ୍ୟର ଜଣେ କେନ୍ଦ୍ରମନ୍ତ୍ରୀ ଷଡ଼ଯନ୍ତ୍ର କରି…
ଭୟଙ୍କର ବସ୍ ଦୁର୍ଘଟଣା: ୧୨ ମୃତ
ଦିଗପହଣ୍ଡି,୨୬ା୬(ଅଶେଷ ନାଥ କର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ରବିବାର ବିଳମ୍ବିତ ରାତିରେ ଦୁଇ ବସ୍ ମଧ୍ୟରେ ମୁହାଁମିୁହିଁ ଧକ୍କା ହେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୪ ମହିଳା ଓ…
୫-ଟି ସଚିବଙ୍କ କାର୍ଯ୍ୟକ୍ରମକୁ ନେଇ ପୁଣି ଜୋର୍ ଧରିଲା ରାଜନୀତି
ଭୁବନେଶ୍ବର,୨୬ା୬(ସୁନିତ୍ ମିଶ୍ର): ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଗସ୍ତ ବେଳେ ଅତ୍ୟଧିକ ସୁରକ୍ଷା ବ୍ୟବସ୍ଥାକୁ ନେଇ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ସିଧାସଳଖ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଅପରାଜିତା ଟୁଇଟ୍ କରି ଡିଜିପିଙ୍କୁ ପ୍ରଶ୍ନ କରିଛନ୍ତି ଯେ, ଯଦି ଜଣେ…
ଖାଲି ବାତିଲ
ଭୁବନେଶ୍ବର,୨୬ା୬ (ସୁନିତ୍ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସବୁ ରାଜନୈତିକ ଦଳ ନିଜ ନିଜର କାର୍ଯ୍ୟକ୍ରମ ଆରମ୍ଭ କରିଦେଲେଣି। ଓଡ଼ିଶା କଥା ଦେଖିଲେ ଏଠାରେ ବିଜେଡି ସହ ଭାଜପାର କଡ଼ା ମୁକାବିଲା ହେବ ବୋଲି ବହୁ ଅସନ୍ତୁଷ୍ଟ ଶାସକ…
୨୭ରେ ମଦ୍ରାସା ବୋର୍ଡ ପରୀକ୍ଷାଫଳ
ଭୁବନେଶ୍ୱର,୨୬ା୬(ଅନୁରାଧା ମହାରଣା): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ପରିଚାଳିତ ଓଡ଼ିଶା ରାଜ୍ୟ ମଦ୍ରାସା ଶିକ୍ଷା ପରିଷଦର ବିଭିନ୍ନ ପାଠ୍ୟକ୍ରମ ପରୀକ୍ଷାଫଳ ଆସନ୍ତା ୨୭ ତାରିଖରେ ପ୍ରକାଶ ପାଇବ। ମାହିର(ଯୁକ୍ତ ୨), ଆଲିମ୍ (ଯୁକ୍ତ ୩) ଏବଂ ଫାଜିଲ(ପିଜି) ପାଠ୍ୟକ୍ରମର ପିଲାମାନେ…
ରାଜଗାଙ୍ଗପୁର ଲେଭଲ କ୍ରସିଂ: ଓଭରବ୍ରିଜ୍ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର,୨୬ା୬(ସୁନିତ୍ ମିଶ୍ର): ରାଜଗାଙ୍ଗପୁର ଲେଭଲ କ୍ରସିଂଠାରେ ହେଉଥିବା ଓଭର ବ୍ରିଜ୍ ନିର୍ମାଣ (ଆର୍ଓବି ପ୍ରୋଜେକ୍ଟ) ପ୍ରକିୟା ତ୍ୱରାନ୍ବିତ ହୋଇଛି। ନିର୍ମାଣ କାର୍ଯ୍ୟ ନିମନ୍ତେ ବର୍ତ୍ତମାନ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି। ସୋନାଖାନ ଓ କାଂସବାହାଲ ମଧ୍ୟରେ ଥିବା ଏହି ପ୍ରକଳ୍ପ…
୨୭ ଯାଏ ବର୍ଷିବ
ଭୁବନେଶ୍ୱର,୨୬ା୬(ଅନୁରାଧା ମହାରଣା): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ଆଗାମୀ ଦୁଇଦିନ ଯାଏ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡିଶା-ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ…
ଶ୍ରୀମନ୍ଦିର, ଗୁଣ୍ଡିଚା ମନ୍ଦିର ଭିତର ଫଟୋ ଭାଇରାଲ୍
ପୁରୀ, ୨୬ା୬(ଅଜିତ୍ ମହାନ୍ତି): କିଛି ମାସ ତଳେ ଶ୍ରୀମନ୍ଦିର ଭିତର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଦେଖିବାକୁ ମିଳିଥିଲା। ଏବେ ପୁଣି ଶ୍ରୀଗୁଣ୍ଡିଚା ମନ୍ଦିର ଓ ଶ୍ରୀମନ୍ଦିର ଭିତରବେଢ଼ା, ଆନନ୍ଦ ବଜାରର ଭିଡିଓ ଜଣେ ବ୍ୟକ୍ତି ତାଙ୍କ ଇନଷ୍ଟାଗ୍ରାମ୍ରେ ଭାଇରାଲ…
ଅର୍ଦ୍ଧଭଗ୍ନ ଅବସ୍ଥାରେ ରାଜ୍ୟର ପ୍ରଥମ ଡପ୍ଲର ରାଡାର କେନ୍ଦ୍ର
ପାରାଦୀପ,୨୬।୬(ଶରତ ରାଉତ): ଓଡ଼ିଶାର ପ୍ରଥମ ଡପ୍ଲର ରାଡାର ଘର ଏବେ ଅର୍ଦ୍ଧଭଗ୍ନ ଅବସ୍ଥାରେ ରହିଛି। ପ୍ରାୟ ୨୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଖର୍ଚ୍ଚରେ ନିର୍ମାଣ ହୋଇଥିବା ୩୯ ମିଟର ଉଚ୍ଚତା ବିଶିଷ୍ଟ ଏହି ୭ ମହଲା ଘର ଏବେ ମଳିନ ଦେଖାଯାଉଛି।…
ପରୀକ୍ଷାର୍ଥୀଙ୍କ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରାଯାଉଛି: ବୋର୍ଡ
କଟକ,୨୬ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ଆସନ୍ତା ଜୁଲାଇ ୧ରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି) ଅନୁଷ୍ଠିତ ହେବ। ଉକ୍ତ ଦିନ ପରୀକ୍ଷାର୍ଥୀମାନେ ଦୁଇଟି ପେପର ପରୀକ୍ଷା ଦେଇପାରିବେ। କେତେଜଣ ପରୀକ୍ଷାର୍ଥୀ ପେପର-୧ ଗୋଟିଏ ସ୍ଥାନରେ ଏବଂ ପେପର-୨ ଆଉ…
ଆଜି ସରୁଛି ଯୁକ୍ତ୨ ନାମଲେଖା ଆବେଦନ
ଭୁବନେଶ୍ୱର,୨୬ା୬(ଅନୁରାଧା ମହାରଣା): ରାଜ୍ୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା ଜୁନିୟର କଲେଜଗୁଡ଼ିକରେ +୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ପ୍ରଥମ ବର୍ଷ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ସୋମବାର ଶେଷ ହେଉଛି। ସାମସ୍ ପୋର୍ଟାଲରୁ ମିଳିଥିବା ସୂଚନା ଅନୁସାରେ,…
Archives


