ଆଜି ବନକଲାଗି: ୫ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ,୭ା୧(ଅଜିତ୍ କୁମାର ମହାନ୍ତି): ମାଘ କୃଷ୍ଣପକ୍ଷ ଚତୁର୍ଥୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକ ଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ବୁଧବାର ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ…
ବିଦେଶୀ ଶିକ୍ଷାର୍ଥୀଙ୍କୁ ଆପଣାଇବାରେ କିଟ୍ ଦେଶର ୫ମ
ଭୁବନେଶ୍ୱର,୭।୧(ଅନୁରାଧା ମହାରଣା): ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ବୃତ୍ତିଗତ ପ୍ରତିଷ୍ଠାନଗୁଡ଼ିକୁ ବିଦେଶୀ ଶିକ୍ଷାର୍ଥୀଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧିପାଉଛି ବୋଲି ନିକଟରେ ନୀତି ଆୟୋଗଙ୍କ ରିପୋର୍ଟ ପ୍ରକାଶ ପାଇଛି। ଭାରତରେ ଉଚ୍ଚଶିକ୍ଷାର ଅନ୍ତର୍ଜାତୀୟକରଣ ଉପରେ ନୀତି ଆୟୋଗଙ୍କ ରିପୋର୍ଟ ଅନୁଯାୟୀ, ୨୦୨୧-୨୨…
ଓଟିଇଟି ପରୀକ୍ଷାକୁ ନେଇ ବଡ଼ ଖବର: : ଦୁଇବର୍ଷିଆ ବିଏଡ୍ ଛାତ୍ରୀଛାତ୍ର…
ଭୁବନେଶ୍ୱର,୭।୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି ପେପର୍-୨ ପରୀକ୍ଷା ଦେଇପାରିବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମ…
ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ନିର୍ଦ୍ଦେଶ: ମାର୍ଚ୍ଚ ୮ ସୁଦ୍ଧା ବାଳିକାଙ୍କ…
ଭୁବନେଶ୍ୱର,୭ା୧(ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର, ବାଳିକା ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ମାର୍ଚ୍ଚ ୮ ପୂର୍ବରୁ ଯେପରି ଶୌଚାଳୟ ସୁନିଶ୍ଚିତ ହେବ ସେନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସଂପୃକ୍ତ ବିଭାଗୀୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନୂଆଦିଲ୍ଲୀଠାରେ ଡିସେମ୍ବର…
ଝାରସୁଗୁଡ଼ାରେ ୭୨ବର୍ଷର ରେକର୍ଡ ଭାଙ୍ଗିଲା ତାପମାତ୍ରା: ଆସନ୍ତା ୫ଦିନ ପର୍ଯ୍ୟନ୍ତ…
ଭୁବନେଶ୍ୱର,୭ା୧(ବନ୍ଦନା ସେଠୀ): ରାଜ୍ୟକୁ ପୁଣି ଲେଉଟିଲା ଶୀତ। ଗତ ୨ଦିନ ହେବ ଶୀତ ସାମାନ୍ୟ କମ୍ ଥିବାବେଳେ ମଙ୍ଗଳବାରଠାରୁ ଶୀତ ପ୍ରକୋପ ପୁଣି ବୃଦ୍ଧି ପାଇଛି। ଆଗାମୀ ୪ଦିନରେ ଏହା ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା…
ଚାଷୀଙ୍କଠାରୁ ଲାଞ୍ଚ ନେଇ ଗିରଫ ହେଲେ ଫରେଷ୍ଟର, ଅଫିସ ରୁମ୍ରୁ ବାହାରିଲା ନଗଦ ଏତେ ଟଙ୍କା
ଟିଟିଲାଗଡ଼,(ଶରତ ମିଶ୍ର)/ବଲାଙ୍ଗୀର,(ବୀରେନ୍ଦ୍ର କୁମାର ଝାଙ୍କର/ ଭୁବନେଶ୍ୱର,୭।୧(ସତ୍ୟଜିତ ରାଉତ): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ଗୁଲ୍ମି ସେକ୍ସନ ଫରେଷ୍ଟର ଅଶୋକ କୁମାର ନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଜଣେ ଚାଷୀଙ୍କଠାରୁ ନାୟକ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ତାଙ୍କୁ…
‘ନୋ ପିୟୁସିସି, ନୋ ଫ୍ୟୁଏଲ’ ନୀତି ଉପରେ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ
କଟକ,୬।୧: ରାଜ୍ୟରେ ବୈଧ ପ୍ରଦୂଷଣ ମୁକ୍ତ ପ୍ରମାଣପତ୍ର (PUCC) ନଥିଲେ ଗାଡ଼ିକୁ ପେଟ୍ରୋଲ କିମ୍ବା ଡିଜେଲ ନଦେବା ପାଇଁ ସରକାର ନେଇଥିବା ନିଷ୍ପତ୍ତିକୁ ନେଇ ଓଡ଼ିଶା ଉଚ୍ଚ ନ୍ୟାୟାଳୟ କ୍ଷୋଭ ପ୍ରକାଶ କରିଛନ୍ତି। ମଙ୍ଗଳବାର ଏହି ମାମଲାର ଶୁଣାଣି କରି ହାଇକୋର୍ଟ…
ଚାଷୀଙ୍କ ମୁଣ୍ଡରେ ଚଡ଼କ: ମଣ୍ଡିରେ ପଡ଼ିଛି ଧାନ, ଆସୁଛି ବର୍ଷା; ଦାବିରେ ଅଟଳ ମିଲର୍ସ ସଂଘ
ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଏବେ ସମ୍ପୂର୍ଣ୍ଣ ଅଚଳାବସ୍ଥା ଆଡ଼କୁ ଗତି କରୁଛି। ଗୋଟିଏ ପଟେ ରାଇସ୍ ମିଲରମାନେ ନିଜ ଜିଦ୍ରେ ଅଟଳ ଥିବାବେଳେ, ଅନ୍ୟପଟେ ବର୍ଷା ଓ ଲଘୁଚାପ ସୂଚନା ଚାଷୀଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଦେଇଛି। ମଙ୍ଗଳବାର ଖାଦ୍ୟ…
ଓଟିଇଟି ପରୀକ୍ଷା ଦେଇପାରିବେ ଦୁଇବର୍ଷିଆ ବିଏଡ୍ ଛାତ୍ରୀଛାତ୍ର; ଜାଣନ୍ତୁ ସବିଶେଷ…
ଭୁବନେଶ୍ୱର,୬ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି ପେପର୍-୨ ପରୀକ୍ଷା ଦେଇପାରିବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମ…
ପୁଣି ବିଫଳ ହେଲା ମନ୍ତ୍ରୀ-ମିଲର୍ସ ଆଲୋଚନା: ଧାନ କିଣା ଅଚଳାବସ୍ଥା ଜାରି, ଚାଷୀ ସହିବେ କ୍ଷତି
ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ସଂକଟ ଦୂର ହେବାର ନାଁ ଧରୁନି। ମଙ୍ଗଳବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସହ ରାଇସ୍ ମିଲର ସଂଘର ବୈଠକ ପୁଣିଥରେ ବିଫଳ ହୋଇଛି। ଗତକାଲି ପରେ…
ତାମିଲନାଡୁରେ ଆଖି ବୁଜିଦେଲେ ଓଡ଼ିଆ ଶ୍ରମିକ: ବାହୁନି ବାହୁନି କାନ୍ଦୁଛି ସ୍ତ୍ରୀ, ବିଧବା ମା’ ଆଖିରୁ ଶୁଖୁନି ଲୁହ
ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୯ ନଂ ୱାର୍ଡ ଦଳିତ ସାହିର ଦାଦନ ଶ୍ରମିକ ବିଜୟ ନାଇକ(୩୬) ତାମିଲନାଡୁର ର୍ତିଚ୍ଚିରେ ମୃତ୍ୟୁବରଣ କରିଛନ୍ତି। ଗତ ୧ ତାରିଖ ନୂଆବର୍ଷ ସକାଳେ ବିଜୟ ମେସ ପାଇଁ ବଜାରରୁ ସଉଦା…
ପୁରୁଷୋତ୍ତମପୁର ସବ-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: ବନ୍ଧାହେବେ ଦୂର୍ନିତିକାରୀ
ପୁରୁଷୋତ୍ତମପୁର, ୬ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟ୍ରାର ଅଫିସରେ ଘଟିଥିବା ଜମି ଦୁର୍ନୀତି ଘଟଣାରେ ପୋଲିସ ମାମଲା ରୁଜୁ ତଦନ୍ତ ଆରମ୍ଭ କରିଛି। ଫଳରେ ଏହି ଚର୍ଚ୍ଚିତ ଜମି ଦୁର୍ନୀତିର ଗୁମୁର ଫିଟିବ ବୋଲି ଆଶା କରାଯାଉଛି। ସବରେଜିଷ୍ଟ୍ରାର ପ୍ରଫୁଲ୍ଲ…
Archives


