ରାଜ୍ୟ

ଲୁଟେରାଙ୍କ ଟାର୍ଗେଟରେ ମେଡିସିନ ବ୍ୟବସାୟୀ

ବଇଣ୍ଡା,୧୮।୨(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା, ଜରପଡା, କିଶୋରନଗର ଥାନା ଇଲାକାରେ କିଛିଦିନ ହେବ ଚୋରି ବଢିବାରେ ଲାଗିଛି। ବିଶେଷ କରି ମେଡିସିନ ବ୍ୟବସାୟୀଙ୍କୁ ଲୁଟେରାମାନେ ଟାର୍ଗେଟ କରୁଥିବାବେଳେ ଏବେ ଜାତୀୟ ରାଜପଥରେ ଯାତାୟାତ ସମ୍ପୂର୍ଣ୍ଣ ଅସୁରକ୍ଷିତ…

କ୍ଷତିଗ୍ରସ୍ତ ଚାଷୀଙ୍କ ନିକଟକୁ ଆସିଲେନି ନେତା, ଅଧିକାରୀ

ରସୁଲପୁର,୧୮ା୨(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅନ୍ତର୍ଗତ ବଡ଼କଇଞ୍ଚତ୍ ପଞ୍ଚାୟତ ଗରୁଆଳ ଗ୍ରାମର ଚାଷୀ ରବୀନ୍ଦ୍ର ପରିଡ଼ା ଫୁଲକୋବି ଫସଲର ଅଭାବୀ ବିକ୍ରିର ଶିକାର ହୋଇଛନ୍ତି। ଫଳରେ ସେ ୨ ସପ୍ତାହ ତଳେ ୫୦ ଡିସିମିଲିରୁ ଊର୍ଦ୍ଧ୍ୱ କୋବି ଫସଲ ଉଜାଡ଼ି ଦେଇଛନ୍ତି। ଫୁଲକୋବି…

ସାଉଣ୍ଡ୍‌ ସିଷ୍ଟମ ଜାଳିଦେଲେ ଦୁର୍ବୃତ୍ତ: ୫ ଲକ୍ଷ ଟଙ୍କାର ସାମଗ୍ରୀ ନଷ୍ଟ

ବଡ଼ବିଲ,୧୭ା୨(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହିସ୍ଥିତ ଟଣ୍ଟୋ ଗ୍ରାମରେ ମାଗେ ପର୍ବ ପାଳନ ପାଇଁ ହୋଇଥିବା ମଞ୍ଚ ନିକଟରେ ଲାଗିଥିବା ସାଉଣ୍ଡ ସିଷ୍ଟମକୁ ଶୁକ୍ରବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ବେଳେ ସାଉଣ୍ଡ…

ପାଚିକା-ସହାୟିକାଙ୍କ ପାରିଶ୍ରମିକ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, କାର୍ଯ୍ୟକାଳ ମଧ୍ୟରେ ଦେହାନ୍ତ ହେଲେ ମିଳିବ ୧ ଲକ୍ଷ ଟଙ୍କା

ଭୁବନେଶ୍ୱର,୧୭ା୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଯୋଜନାରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ପାଚିକା ଓ ସହାୟିକାମାନଙ୍କ ପାରିଶ୍ରମିକ ରାଶି ୧,୪୦୦ ଟଙ୍କାରୁ ୨,୦୦୦…

କୃଷକସାଥୀଙ୍କ ଆବଶ୍ୟକୀୟ ଖର୍ଚ୍ଚ ୧୨ ହଜାରୁ ୧୮ ହଜାରକୁ ବଢାଇଲେ ସରକାର

ଭୁବନେଶ୍ବର,୧୭।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର କୃଷକସାଥୀ ମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର…

ଅବାଧ ଓ ମୁକ୍ତ ନିର୍ବାଚନ ଲାଗି କଳାଟଙ୍କା-ମଦ ବ୍ୟବହାର ରୋକିବାକୁ ନିର୍ବାଚନ କମିଶନର ଗୁରୁତ୍ୱ

ଭୁବନେଶ୍ୱର,୧୭।୨: ସାଧାରଣ ନିର୍ବାଚନ-୨୦୨୪ ତାରିଖ ଘୋଷଣା ପୂର୍ବରୁ ପ୍ରସ୍ତୁତି ସମୀକ୍ଷା କରିବାକୁ କେନ୍ଦ୍ରୀୟ ନିର୍ବାଚନ ଆୟୁକ୍ତ ଓଡ଼ିଶା ଆସିଛନ୍ତି। ଗସ୍ତର ତୃତୀୟ ଦିନରେ ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଏବଂ ନିର୍ବାଚନ କମିଶନଙ୍କ ୭ ଜଣିଆ ପଦାଧିକାରୀ ଦଳ…

ଭର୍ଚୁଆଲରେ ‘ଆମ ହସ୍ପିଟାଲ’ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୭ା୨(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ସଦରମହକୁମାରେ ଥିବା ଛତ୍ରପୁର ଉପଖଣ୍ଡ ହସ୍ପିଟାଲ ୫-ଟି ଉପକ୍ରମରେ ‘ଆମ ହସ୍ପିଟାଲ’ ଯୋଜନାରେ ରୂପାନ୍ତରିତ ହୋଇଛି। ଶନିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଲୋକାର୍ପଣ କରିଛନ୍ତି। ଏଥିସହ ଆଇଭିଆର ପଦ୍ଧତିରେ…

‘ଆମ ହସ୍ପିଟାଲ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ରହିଛି ଏସବୁ ସୁବିଧା…

ଦାରିଙ୍ଗବାଡ଼ି,୧୭ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ରୂପାନ୍ତର କାର୍ଯ୍ୟ କରାଯିବା ପରେ ଶନିବାର ତା’ର ଶୁଭାରମ୍ଭ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରିଥିଲେ। ତାଙ୍କ ସହ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ…

ନିରପେକ୍ଷ ଓ ଶୃଙ୍ଖଳିତ ନିର୍ବାଚନ ପରିଚାଳନା ପାଇଁ ଜିଲାପାଳ-ଏସ୍‌ପିଙ୍କୁ ଆୟୋଗଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୨: ସାଧାରଣ ନିର୍ବାଚନ-୨୦୨୪ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ଭାରତର ମୁଖ୍ୟ ନିର୍ବାଚନ ଆୟୋଗ । ଆଗାମୀ ବିଧାନସଭା ନିର୍ବାଚନରେ ମୋଟ ୩ କୋଟି ୩୨ ଲକ୍ଷ ଭୋଟର ମତଦାନ ସାବ୍ୟସ୍ତ କରିବେ। ନିର୍ବାଚନକୁ ନିରପେକ୍ଷ ଓ ଶୃଙ୍ଖଳିତ ପରିଚାଳନା…

‘ନିର୍ବାଚନ ପାଇଁ ଆମେ ପୂରା ପ୍ରସ୍ତୁତ, ଓଡ଼ିଶାରେ ଭୋଟ୍ ଦେବେ ୩ କୋଟି ୩୨ ଲକ୍ଷ ଭୋଟର’: ମୁଖ୍ୟ ନିର୍ବାଚନ ଆୟୁକ୍ତ

ଭୁବନେଶ୍ୱର,୧୭।୨: ସାଧାରଣ ନିର୍ବାଚନ-୨୦୨୪ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ଥିବା କହିଛନ୍ତି ମୁଖ୍ୟ ନିର୍ବାଚନ ଆୟୁକ୍ତ। ଗଲା ତିନିଦିନ ହେଲା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା ନେଇ ଭୁବନେଶ୍ୱରରେ ବୈଠକ ଚାଲିଛି। ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଏବଂ ନିର୍ବାଚନ କମିଶନଙ୍କ…

ପ୍ରଫୁଲ୍ଲ ଓ ପୁଅ ପ୍ରୟାସକାନ୍ତିଙ୍କୁ ଇଡିର ସମନ, କାଗଜପତ୍ର ସହ ହାଜର ହେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୦୨: ଭଣ୍ଡାରିପାଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଅଡ଼ୁଆ ବଢିଛି। ବିଜେଡି ବିଧାୟକ ପ୍ରଫୁଲ୍ଲ ଓ ପୁଅ ପ୍ରୟାସକାନ୍ତିଙ୍କୁ ସମନ କରିଛି ଇଡି। ବାରିପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ତାଙ୍କୁ ସମନ ପଠାଯାଇଛି। କାଗଜପତ୍ର ସହ ହାଜର ହେବାକୁ କୁହାଯାଇଛି। ଗତ…

ଯୁବବର୍ଗଙ୍କ ପାଇଁ ଖୁସିଖବର: ନିଯୁକ୍ତି ପରେ ନିଯୁକ୍ତି, କଟକ ଚୌଦ୍ୱାରରେ ନୂତନ ଶିଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଚୌଦ୍ବାର,୧୭।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଚୌଦ୍ୱାରରେ ନୂତନ ଶିଳ୍ପର ଶିଳାନ୍ୟାସ କରିଛନ୍ତି । ୱେଲସ୍ପନ ଇଣ୍ଟିଗ୍ରେଟେଡ ଟେକ୍ସଟାଇଲ ପାର୍କ ନିର୍ମିତ ହେବ । ପ୍ରକଳ୍ପ ପାଇଁ ୩ ହଜାର କୋଟି ଟଙ୍କା ନିବେଶ ହେବ । ୧୦ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?