ରାଜ୍ୟ

ଆଜିଠୁ ତିନିଦିନିଆ ଓଡ଼ିଶା ଗସ୍ତରେ ରେଳମନ୍ତ୍ରୀ

ଭୁବନେଶ୍ୱର,୧୯।୬(ଅଭିଜିତ ଦାସ): ସୋମବାରଠାରୁ ତିନିଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରାକୁ ଦୃଷ୍ଟିରେ ରଖି ସନ୍ଧ୍ୟାରେ ପୁରୀ ରେଳ ଷ୍ଟେଶନର ନିରୀକ୍ଷଣ କରିବା ସହ ଦୂରଦୂରାନ୍ତରୁ ଆସୁଥିବା ଯାତ୍ରୀଙ୍କ ଲାଗି ହୋଇଥିବା ବିଭିନ୍ନ…

ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ବନ କର୍ମଚାରୀ

ଭୁବନେଶ୍ୱର,୧୯।୬(ଅଭିଜିତ ଦାସ): ଜଙ୍ଗଲ ସୁରକ୍ଷା ଦାୟିତ୍ୱରେ ଥିବା ବନ କର୍ମଚାରୀମାନେ ଦିନକୁ ଦିନ ଅସୁରକ୍ଷିତ ହୋଇପଡୁଛନ୍ତି। କେତେବେଳେ ଶିକାରୀ ତ ଆଉ କେତେବେଳେ କାଠ ଚୋରଙ୍କ ଆକ୍ରମଣ ଓ ହତ୍ୟାର ଶିକାର ହେଉଛନ୍ତି। ବିଶେଷକରି ଶିମିଳିପାଳରେ ଗତ ମେ’ ୨୪ରେ ବନରକ୍ଷୀ…

ନିଯୁକ୍ତି ପାଇବେ ୧୬୦ ଓଡ଼ିଶା ଶିକ୍ଷା ସେବା ଅଧିକାରୀ

ଭୁବନେଶ୍ୱର,୧୯ା୬(ଅନୁରାଧା ମହାରଣା): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୧୬୦ଜଣ ଓଡ଼ିଶା ଶିକ୍ଷା ସେବା ଅଧିକାରୀ ନିଯୁକ୍ତି ପାଇବେ। ରବିବାର ଭୁବନେଶ୍ୱରସ୍ଥିତ କୃଷିଭବନ ସମ୍ମିଳନୀ କକ୍ଷରେ ଏମାନଙ୍କ ପାଇଁ ଏକ କାଉନ୍‌ସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଓପିଏସ୍‌ସି ଦ୍ୱାରା ମନୋନୀତ ୧୬୦…

ଆଜି ନବଯୌବନ ଦର୍ଶନ

ପୁରୀ,୧୯ା୬(ଅଜିତ ମହାନ୍ତି): ଅନବସର ଗୁପ୍ତ ନୀତି ସରିବା ପରେ ସୋମବାର ନେତ୍ର ଉତ୍ସବରେ ଦୁର୍ଲଭ ନବଯୌବନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ ସହ ନୀତିକାନ୍ତି ଓ ଦର୍ଶନ ନେଇ ସମୟ…

ଅଂଶୁଘାତ ନେଲାଣି ୧୦୦ରୁ ଊର୍ଦ୍ଧ୍ୱ ଜୀବନ

ଲକ୍ଷ୍ନୌ/ପାଟନା/ଭୁବନେଶ୍ୱର(ଅନୁରାଧା ମହାରଣା),୧୯ା୬: ମୌସୁମୀ ଆଗମନରେ ବିଳମ୍ବ ହେତୁ ଦେଶର ବିଭିନ୍ନ ଭାଗରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବରେ ଉତ୍ତର ପ୍ରଦେଶ, ବିହାର, ତାମିଲନାଡୁ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନା ସମେତ ଅନ୍ୟ କେତେକ ରାଜ୍ୟରେ…

ନଦୀରେ ଭାସୁଛି କୁଢ଼ କୁଢ଼ ମଲାମାଛ

ଆନନ୍ଦପୁର,୧୮।୬(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଜଳସୁଆଁ ନିକଟ କୁଶେଇ ନଦୀର ଗଣ୍ଡଠାରୁ ୧ କି.ମି. ପର୍ଯ୍ୟନ୍ତ ତଳମୁଣ୍ଡରେ କୁଢ଼ କୁଢ଼ ମଲାମାଛ ଭାସିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ରବିବାର ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିବା ବେଳେ…

ଗଛରେ ପିଟିହେଲା କାର୍‌, ୨ ମୃତ, ୩ ଗୁରୁତର

ଢେଙ୍କାନାଳ,୧୮ା୬ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ମହୁଲପୁଞ୍ଜିଠାରେ ରବିବାର ଅପରାହ୍ନରେ ଏକ କାର୍‌ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ କାର୍‌ରେ ଥିବା ୫ ଯୁବକଙ୍କ ମଧ୍ୟରୁ ୨ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ…

ରଥଯାତ୍ରା ଉପଲକ୍ଷେ ପୁରୀରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ଜାରି ହେଲା ନିର୍ଦ୍ଦେଶନାମା

ଭୁବନେଶ୍ୱର,୧୮ା୬(ଅସମାପିକା ସାହୁ): ଆସନ୍ତା ୨୦ ତାରିଖ ମଙ୍ଗଳବାର ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁରୀ ସହରରେ କିପରି ଟ୍ରାଫିକ ନିୟନ୍ତ୍ରଣ ସୁରୁଖୁରୁ ହେବ ସେନେଇ ସମସ୍ତ ବ୍ୟବସ୍ଥା କରାଯାଇଛି। ଟ୍ରାଫିକ ନିୟନ୍ତ୍ରଣ ପାଇଁ ୪୪…

ଡାସଲ୍‌ଟ ସିଷ୍ଟମ ଆପଣାଇବ ଜେଏସ୍‌ଏଲ୍‌

ଭୁବନେଶ୍ୱର,୧୮।୬: ଦେଶର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ତଥା ଭାରତର ଅଗ୍ରଣୀ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ନିର୍ମାତା ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ସମସ୍ତ ୟୁନିଟ୍‌ରେ ଅତ୍ୟାଧୁନିକ ଜ୍ଞାନକୌଶଳର ପ୍ରୟୋଗ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଜିନ୍ଦଲ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଡାସଲ୍‌ଟ ସିଷ୍ଟମକୁ…

ନିଟ୍‌ (ୟୁଜି) ୨୦୨୩ରେ ଜିନ୍ଦେଗୀ ଫାଉଣ୍ଡେଶନର ବାଜିମାତ୍‌

ଭୁବନେଶ୍ୱର,୧୮।୬: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ନିଟ୍‌ (ୟୁଜି) ଫଳାଫଳରେ ଜିନ୍ଦେଗୀ ଫାଉଣ୍ଡେଶନର ୧୩ରୁ ୧୩ ଜଣ ଛାତ୍ର ବାଜିମାତ୍‌ କରିଛନ୍ତି। ଉଲ୍ଲେଖଯୋଗ୍ୟ, ନିଟ୍‌ (ୟୁଜି) ୨୦୨୩ର ଫଳାଫଳ ନିକଟରେ ପ୍ରକାଶିତ ହୋଇଯାଇଛି। ଉକ୍ତ ଫଳାଫଳ ଅନୁଯାୟୀ ଜିନ୍ଦେଗୀ ଫାଉଣ୍ଡେଶନର ୧୩…

ଖିମ୍‌ଜୀ ଜୁଏଲର୍ସର ବୈକୁଣ୍ଠ କଲେକ୍ସନ

ଭୁବନେଶ୍ୱର,୧୮।୬ (ଅଭୟ ଦାଶ): ରାଜ୍ୟର ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ ଅଳଙ୍କାରର ବ୍ୟାପକ ଡିଜାଇନ ‘ବୈକୁଣ୍ଠ କଲେକ୍ସନ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷର ପବିତ୍ର ରଥଯାତ୍ରା ଉପଲକ୍ଷେ ଖିମ୍‌ଜୀ ଜୁଏଲର୍ସର…

୨୪ ଘଣ୍ଟିଆ ବିଜୁଳି ଯୋଗାଣ ପ୍ରତାରଣା: ଶରତ

ଭୁବନେଶ୍ୱର,୧୮।୬(ଅନିଲ ଦାସ): ପ୍ରଚଣ୍ଡ ରାୈଦ୍ରତାପରେ ସମଗ୍ର ଓଡ଼ିଶା ସିଝୁଥିବା ବେଳେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ରାଜ୍ୟବାସୀଙ୍କ ସମସ୍ୟା ପ୍ରତି ଉଦାସୀନ ରହି ଦାଉ ସାଧୁଛନ୍ତି। ବିଜେଡି ସରକାର ରାଜ୍ୟବାସୀଙ୍କୁ ନିରବଚ୍ଛିନ୍ନ ୨୪ ଘଣ୍ଟିଆ ଗୁଣାମତ୍କ ବିଜୁଳି ଯୋଗାଇ ଦେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri