ରାଜ୍ୟ

ପ୍ରବଳ ଜାଡ଼ରେ ଅସ୍ତବ୍ୟସ୍ତ ଦାରିଙ୍ଗବାଡି: ପଡୁଛି ତୁଷାରପାତ, ଏହି ସବୁ ଅଞ୍ଚଳରେ…

ଦାରିଙ୍ଗବାଡି, ୮ /୧ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ଶୀତ ଲେଉଟିଛି । ଗତ ୨ ଦିନ ହେଲା ଦାରିଙ୍ଗବାଡି ସମେତ ସିମନବାଡି, ଶ୍ରାନିକେତା, ସିଆଙ୍ଗବାଲି, ଦାସିଙ୍ଗବାଡି, ସୋନପୁର, ସିର୍କାବର୍ଗ, ଦନେକବାଡି, କିରିକୁଟି, ବାଡାବାଙ୍ଗା ଆଦି ଅଞ୍ଚକରେ…

ସରକାରଙ୍କ କଟକଣା ଯୋଗୁ ହଟହଟା ଚାଷୀ, ହୋଇପାରୁନି ଧାନ ବିକ୍ରି, ବିଳମ୍ବ ହେଉଛି ରବି ଚାଷ

ବରଗଡ଼,୮।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଏଠାରେ ସର୍ବାଧିକ ଧାନ ଉପତ୍ାଦନ ହେଉଥିବାରୁ ଜିଲାର ଏଭଳି ପରିଚୟ ରହିଛି। ମାତ୍ର ଜିଲାର ଚାଷୀଙ୍କ ସମସ୍ୟା ପିଛା ଛାଡୁନାହିଁ। କେତେବେଳେ ଅଦିନିଆ ବର୍ଷା ତ ଆଉ କେବେ ରୋଗପୋକ ଉପଦ୍ରବ…

‘ଅପାରଗତାରେ ଭାଜପା ଦେଶରେ ୧ ନମ୍ବର’

ଭୁବନେଶ୍ୱର, ୭।୧(ସୁନିତ୍‌ ମିଶ୍ର): ବାଣପୁରରେ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ ସଭାରେ ଉଦ୍‌ବୋଧନ ଦେବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ସରକାରରେ ୫-ଟି ସ୍କୁଲ ନାଁରେ ଦୁର୍ନୀତି ହୋଇଛି ବୋଲି ଦେଇଥିବା ମନ୍ତବ୍ୟ ଉପରେ ବିଜେଡି ତୀବ୍ର ପ୍ରତିକ୍ରିୟା…

ଏକତରଫା ପ୍ରେମ: ବିବାହ ପରେ ବି ଯୁବତୀଙ୍କୁ ଜୋର କରି ଉଠାଇ ବନ୍ଦି କରି ରଖିଥିଲେ, ଯୁବକଙ୍କୁ…

ମୋହନା, ୭ା୧(ମନ୍ମଥ ମିଶ୍ର)- ପ୍ରେମ ସମ୍ପର୍କକୁ ନେଇ ଗଜପତି ଜିଲା ମୋହନାରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ମୋହନା ପୋଲିସ ଜଣେ ଯୁବକଙ୍କୁ ଚନ୍ଦ୍ରଗିରିରୁ ଗିରଫ କରିଛି। ସେ ହେଲେ ଲାଜାର ପ୍ରଧାନ(୨୨) । ଘଟଣାର ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ପ୍ରଧାନ (୩୦)ବୋଲି…

ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବାପା ଓ ପଡୋଶୀକୁ ହାଣି ହତ୍ୟା

ବାରିପଦା, ୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ କୁଶପଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅର ଆକ୍ରମଣରେ ବାପା ସହ ପଡୋଶୀଙ୍କ ମୃତ୍ୟୁ ଘଟିଛି । ଏହା ସହିତ ଜଣେ ଗୁରୁତର ହୋଇ କରଞ୍ଜିଆ ଡାକ୍ତରଖାନାରେ…

ଦିଗପହଣ୍ଡି ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ, ୪୦୯ ହିତାଧିକାରୀଙ୍କୁ ବିଧାୟକ….  

ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମରେ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ପଟ୍ଟା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି । ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ…

ପିୟୁଷଙ୍କୁ କୋର୍ଟ ଝଟକା, ମଞ୍ଚ ଚଢ଼ିବା ବାରଣ

କଟକ,୭ା୧: ଚର୍ଚ୍ଚିତ ଖଳନାୟକ ତଥା ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ କୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଏକ ଯାତ୍ରା ପାର୍ଟି ସହିତ ଚୁକ୍ତି ଖିଲାପ ଅଭିଯୋଗ ମାମଲାରେ କୋର୍ଟ ତାଙ୍କ ଉପରେ ରୋକ୍ ଲଗାଇଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ପରବର୍ତ୍ତୀ ଶୁଣାଣି ନହେବା…

ଭୋଜିରେ ଯୋଗଦେବାକୁ ଯିବା ହେଲା କାଳ, ବିଦ୍ୟୁତ ଆଘାତରେ ହୋମଗାର୍ଡଙ୍କ ମୃତ୍ୟୁ

ଛତ୍ରପୁର,୭ା୧(ଦିଲ୍ଲୀପ ସାମଲ): ବିଦ୍ୟୁତ ଆଘାତରେ ଜଣେ ହୋମଗାର୍ଡଙ୍କ ମୃତ୍ୟୁ ହୋଇଛି । ମୃତ ହୋମଗାର୍ଡ ଜଣକ ହେଲେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ପୁରୁଣାପାଟଣା ଗ୍ରାମର ଦିବାକର ଗୌଡ଼ । ଖବର ଅନୁସାରେ, ଦିବାକର ନିଜ ଘର ସମ୍ମୁଖରେ ଚାଲିଥିବା…

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ଚାଲିଗଲା ୨ଜଣଙ୍କ ଜୀବନ

ପାତ୍ରପୁର,୭ା୧(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ଖାରିଆଗୁଡ଼ା ଫାଣ୍ଡି ଅଧିନସ୍ଥ ତମ୍ୱାପୂର ମନ୍ଦରଡ଼ା ରାସ୍ତା ଲୁହୁରୁଣି ବଟଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାଇକ୍ ଦୁର୍ଘଟଣା ଘଟି ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତି, କୋରାପୁଟ କଫି…

କୋରାପୁଟ, ୭ା୧(ଅମିତାଭ ବେହେରା ): କୋରାପୁଟସ୍ଥିତ ସଦଭାବନା ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ବୁଧବାର ଅପରାହ୍ନରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ…

ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ନିଜ ଗାଡ଼ିରେ ନେଇ ହସ୍ପିଟାଲ ଗଲେ ଉପଜିଲାପାଳ

ଆନନ୍ଦପୁର ୦୭/୦୧(ସୁଶାନ୍ତ କୁମାର ସାହୁ): ମାନବିକତା ଦେଖାଇଲେ ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା । ଦୁର୍ଘଟଣାର ଶିକାର ହୋଇ ରାସ୍ତା କଡରେ ପଡିଥିବା ଜଣେ ମହିଳାଙ୍କୁ ନିଜ ଗାଡିରେ ଆଣି ଡାକ୍ତରଖାନାରେ ଚିକିତ୍ସା କରାଇଛନ୍ତି । ସୂଚନା ଅନୁସାରେ, କେନ୍ଦୁଝର ଜିଲା…

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ କହିଲେ ରାଜ୍ୟରେ…

ଖୋର୍ଦ୍ଧା,୭ା୧(ପ୍ରଭାତ ପାଣିଗ୍ରାହୀ): ବାଣପୁର ପଲଟଣ ପଡ଼ିଆଠାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରିବା ସହ ସମଗ୍ର ରାଜ୍ୟରେ ୧୧୮ଟି ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ରାଜ୍ୟ ସରକାର ୨,୨୦୦ ବିଦ୍ୟାଳୟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri