ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ୧୩ ଜୁନ ୧୯୫୧ରେ ଜନ୍ମଗ୍ରହଣ କରିଥିବା ରବି ଓଡ଼ିଆ…
୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର ସଂଖ୍ୟା ଓ ଉପଲବ୍ଧ ଡାକ୍ତର ପଦବୀ ସଂଖ୍ୟାର ଅନ୍ତର ବିଶ୍ଳେଷଣ କରାଯାଇ ନିଅଣ୍ଟ…
ପୂର୍ବତନ ବିଧାୟକ, ପୂର୍ବତନ ଏମ୍ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ
ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ସୋମବାର ନିଲମ୍ବିତ କରାଯାଇଛି। ଏନେଇ ବିଜେଡିର ଉପସଭାପତି…
କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ
ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ ହୋଇଥିବା କୁଆପଥର, ପବନ ଓ ବର୍ଷାରେ ଏଭଳି ଅଘଟଣ ଘଟିଛି। ପରବର୍ତ୍ତୀ ପର୍ଯ୍ୟାୟରେ…
ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?
ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଆଇଟିଡିଏ (ITDA) ପକ୍ଷରୁ ଜମି ଚିହ୍ନଟ ପାଇଁ ତହସିଲଦାରଙ୍କୁ ପତ୍ର…
କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….
କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ ବିଧାୟକ ତାଙ୍କର ଶତାଧିକ ସମର୍ଥକଙ୍କ ସହ ଏକ ବିଶାଳ ଶୋଭାଯାତ୍ରାରେ କୋରାପୁଟ ଜିଲାପାଳଙ୍କ…
ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…
ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ ସଦସ୍ଯ ଅରୁଣକୁମାର ପଣ୍ଡାଙ୍କ ସଂଯୋଜନାରେ ସୋମବାର ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ…
ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ
ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ ତାଲିକା ଘୋଷଣା କରିଛନ୍ତି। କୋରାପୁଟ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧକ୍ଷଭାବେ ନନ୍ଦପୁର…
କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….
ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ ଶିକ୍ଷକ ଜଣକ ଶିବଶକ୍ତି ନଗର ଲେନ ୨ ରେ ବାସିନ୍ଦା କୃଷ୍ଣ ଚନ୍ଦ୍ର…
ରନ୍ଧନ ଗ୍ୟାସ୍ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ
ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍ ସମୟରେ ଗ୍ୟାସ୍ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି ପାଉଥିବା ନେଇ ଅଭିଯୋଗ ଆସିବାରୁ ରାଜ୍ୟ ସରକାର କଡା କଟକଣା ଲଗାଇଛନ୍ତି। ଖୋଲା…
ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା
କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍ବିବିଏସ୍ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ କରି ଗତବର୍ଷ ମେ’ ମାସରେ ଓପିଏସସି ଦ୍ୱାରା ୫୨୮୪ ପଦବୀ ଆହ୍ୱାନ କରାଯାଇଥିବା…
ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ
ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ ନୂଆ ପ୍ରଶ୍ନ ଉଠାଇଛି। ୬ ଏପ୍ରିଲର ସକାଳେ ବାଲିବା ଗାଁ ନିକଟସ୍ଥ ଚଡ୍ରା…
Archives


