ରାଜ୍ୟ

କେନ୍ଦୁପତ୍ର ତୋଳାଳିଙ୍କୁ ଡବଲ ବୋନସ୍‌ ଘୋଷଣା କଲେ ସରକାର

ଭୁବନେଶ୍ୱର,୧୧ା୨: କେନ୍ଦୁପତ୍ର ତୋଳାଳିଙ୍କୁ ଡବଲ ବୋନସ୍‌ ମିଳିବ ବୋଲି ରବିବାର ରାଜ୍ୟ ସରକାର ଘୋଷଣା କରିଛନ୍ତି। ସମ୍ବଲପୁର ଚାରମାଳ ଗସ୍ତରେ ଥାଇ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ କାର୍ଯ୍ୟକ୍ରମରେ ଭର୍ଚୁଆଲରେ ଯୋଗ ଦେଇ ଏପରି ଐତିହାସିକ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…

ବିଶିଷ୍ଟ ସାହିତି୍ୟକ ସାତକଡ଼ି ହୋତାଙ୍କ ପରଲୋକ

ଭୁବନେଶ୍ୱର,୧୧ା୨: ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ତଥା ବିଶିଷ୍ଟ ସାହିତି୍ୟକ ସାତକଡ଼ି ହୋତାଙ୍କ ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରରେ ତାଙ୍କର ଦେହାନ୍ତ ହୋଇଛି। ସୂଚନାଯୋଗ୍ୟ, ସେ ଓଡ଼ିଆରେ ସାମାଜିକ ଚେତନାର ଜଣେ…

ରାତିରେ ସଜାଗ କମିସନରେଟ ପୋଲିସ: ରାଜଧାନୀର ବିଭିନ୍ନ ସ୍ଥାନରୁ ୨୧ ମଦୁଆ ଡ୍ରାଇଭର ଗିରଫ

ଭୁବନେଶ୍ୱର,୧୧।୨: ଶନିବାର ରାତିରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ୨୧ ଜଣ ମଦ୍ୟପ ଡ୍ରାଇଭରଙ୍କୁ ଗିରଫ କରିଛି କମିସନରେଟ ପୋଲିସ। ୨୧ ଟି ମାମଲା ରୁଜୁ କରିବା ସହ ବହୁ ଗାଡି ମଧ୍ୟ ଜବତ କରିଛି। ଖବର ଅନୁଯାୟୀ ଭୁବନେଶ୍ୱର ସହରାଞ୍ଚଳ ପୋଲିସ…

ଝାରସୁଗୁଡ଼ା: ଭ୍ୟାନକୁ ଧକ୍କା ଦେଲା ଟ୍ରକ, ୪ ମୃତ

ଝାରସୁଗୁଡ଼ା,୧୧।୨: ରବିବାର ଲଖନପୁର ବ୍ଲକ ବେହେରାଗୁଡ଼ା ରାସ୍ତାରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ଏକ ଭ୍ୟାନକୁ ଟ୍ରକ ଧକ୍କା ଦେବା ଫଳରେ ୪ ଜଣ ମୃତ୍ୟୁ ବରଣ କରିଥିଲା ବେଳେ ୯ ଜଣ ଗୁରୁତର। ଯାତ୍ରୀଙ୍କୁ ଧରି ବେଲପାହାଡ଼ ଅଭିମୁଖେ ଯାଉଥିବା ବେଳେ…

ଆଜି ହେବ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କର ଶେଷକୃତ୍ୟ

ଭୁବନେଶ୍ୱର,୧୧।୨:୧୦ ଥରର ବିଧାୟିକା ତଥା ଖଲ୍ଲିକୋଟ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କର ରବିବାର ଶେଷକୃତ୍ୟ ହେବ । ଗଞ୍ଜାମ ଜିଲା ଖଲ୍ଲିକୋଟରେ ଥିବା ରାଜ ପରିବାରର ଶ୍ମଶାନ ଘାଟରେ ତାଙ୍କର ଶେଷକୃତ୍ୟ କରାଯିବ। ଶନିବାର ମଧ୍ୟ ରାତ୍ରିରେ ତାଙ୍କ ପାର୍ଥିବ…

ରାସ୍ତାରୁ ଯାଇ ବିଲ ହିଡ଼ରେ ପିଟିହେଲା ଏମ୍‌ପିଙ୍କ କାର, ପରେ…

ନବରଙ୍ଗପୁର,୧୧।୨: ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଏମ୍‌ପି ମାଝି ଏବଂ ତାଙ୍କ ଡ୍ରାଇଭରଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି। ଉମରକୋଟ ଥାନା ଚିକଲପଦର ନିକଟରେ ତାଙ୍କ ଗାଡ଼ି ଭାରସାମ୍ୟ ହରାଇ ରାସ୍ତାରୁ…

ସମ୍ବଲପୁର VSS ଷ୍ଟାଡିୟମରେ କ୍ରିକେଟ ଖେଳିଲେ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ

ସମ୍ବଲପୁର,୧୧।୨: ରବିବାର ସକାଳୁ 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ ସମ୍ବଲପୁର ଗସ୍ତରେ ଆସି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମଲେଇ ପ୍ରକଳ୍ପ ବୁଲିବା ସହିତ କିଭଳି ସମଲେଇ ପ୍ରକଳ୍ପ ଶ୍ରଦ୍ଧାଳୁଙ୍କୁ ଆକର୍ଷିତ କରିପାରିବ ସେନେଇ ବ୍ୟବସ୍ଥା କରାଯାଉଛି ବୋଲି କହିଛନ୍ତି…

ଭାଲେଣ୍ଟାଇନ୍ସ ଡେରେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ଆଣିଛି ଧମାକା ଅଫର୍‌, ଜାଣନ୍ତୁ କଣ ରହିଛି….

ଭୁବନେଶ୍ୱର,୧୧।୨: ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ପକ୍ଷରୁ ଚଳିତ ବର୍ଷର ଭାଲେଣ୍ଟାଇନ୍ସ ଡେ ଅଫର୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଚଳିତ ବର୍ଷର ପ୍ରେମ ସପ୍ତାହ (ଭାଲେଣ୍ଟାଇନ୍‌ ଓ୍ବିକ୍‌)କୁ ଦୃଷ୍ଟିରେ ରଖି ସୁନା, ରୁପା ଏବଂ ହୀରାର ସର୍ବୋତ୍କୃଷ୍ଟ ସଂଗ୍ରହ ଉପରେ ଆକର୍ଷଣୀୟ ଅଫର ଓ…

ଲୋକପ୍ରିୟତାରେ ପୁଣି ୧ନଂ ହେଲେ ନବୀନ

ଭୁବନେଶ୍ୱର,୧୧।୨: ଲୋକପ୍ରିୟତାରେ ପୁଣି ୧ନଂ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ଲୋକପ୍ରିୟତାରେ ସବୁଠୁ ଆଗରେ । ଇଣ୍ଡିଆ ଟୁଡେ ମୁଡ ଅଫ ଦ ନେଶନ ସର୍ଭେରେ ନିଜ ରାଜ୍ୟରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ପୁଣି ସମସ୍ତଙ୍କୁ ପଛରେ…

ଧାନତଳି କିଆରିରେ ରାଷ୍ଟ୍ରପତିଙ୍କ ଚିତ୍ର

ଭବାନୀପାଟଣା,୧୧।୨(ଉତ୍ତମ କୁମାର ଦାଶ)ଧାନତଳି କିଆରିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଚିତ୍ର କରି ଚର୍ଚ୍ଚାରେ ଏବେ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକର ଯୁବ ଚାଷୀ ପ୍ରାଣରଞ୍ଜନ ବେହେରା। ଭାରତୀୟ ରାଜନୈତିକ ପଟ୍ଟଚିତ୍ରରେ ଦିନେ ଭୋକର ଭୂଗୋଳ ପାଲଟିଥିବା କଳାହାଣ୍ଡି ଜିଲା ଆଜି ଚାଷ…

ଚିନାବାଦାମ ଚାଷ ଦେଇଛି ରୋଜଗାର

କର୍ଲାମୁଣ୍ଡା,୧୧।୨(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସରଗୁଲ ମାଲପଡା ଗ୍ରାମପଞ୍ଚାୟତ ପୁଟିଗାଁ ଶୈବ ପୀଠ ନିକଟରେ ବୋହିଯାଉଥିବା ତେଲ ନଦୀ କୂଳର ୨ ଏକର ଆଟ କିସମ ଜାଗାରେ ଚିନା ବାଦାମ ଚାଷ କରନ୍ତି ପୁଟିଗାଁ ଚାଷୀ ମୁକ୍ତି ସିଆନ…

ମଣ୍ଡିକୁ ଯାଉନି, ଛତିଶଗଡ଼ ଚାଲାଣ

ରାଉରକେଲା,୧୧।୨(ବିପ୍ଳବ ରଞ୍ଜନ ଦାଶ)ମଣ୍ଡି ଖୋଲିଛି। କିନ୍ତୁ ମଣ୍ଡିକୁ ଧାନ ଆସୁନି। ଏହି ଧାନ ଏବେ ଛତିଶଗଡ଼ ଚାଲାଣ କରାଯାଉଛି। ଫଳରେ ସରକାରଙ୍କ ଧାନ ସଂଗ୍ରହ ଟାର୍ଗେଟ୍‌ ପୂରଣ ହେବା ନେଇ ଆଶଙ୍କା ପ୍ରକାଶ ପାଇଛି। ପାନପୋଷ କୃଷି ଜିଲା ଅଧୀନ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?