ମୃତକଙ୍କ ଚିହ୍ନଟ ପାଇଁ କେବଳ ଏମ୍ସ ଯିବାକୁ କହିଲା ପୂର୍ବତଟ ରେଳପଥ
ଭୁବନେଶ୍ୱର,୭ା୬(ବ୍ୟୁରୋ): ବାଲେଶ୍ବର ଜିଲା ବାହାନଗା ରେଳ ଦୁର୍ଘଟଣାରେ ମୃତକମାନଙ୍କୁ ଚିହ୍ନଟ କରିବା ପାଇଁ ସମ୍ପର୍କୀୟମାନେ ଅନ୍ୟ କୌଣସି ହସ୍ପିଟାଲ ନ ଯାଇ କେବଳ ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲରେ ପହଞ୍ଚିବାକୁ ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି। ବାହାନଗା ରେଳ ଦୁର୍ଘଟଣାରେ ପ୍ରାଣ…
ବାହାନଗା ରେଳ ଦୁର୍ଘଟଣା: ମୃତକଙ୍କ ପରିବାରର ଜଣଙ୍କୁ ଚାକିରି ଓ ପିଲାଙ୍କୁ ମାଗଣା ଶିକ୍ଷା ଦେବ କିଟ୍
ଭୁବନେଶ୍ୱର,୭ା୬(ବ୍ୟୁରୋ): ବାଲେଶ୍ୱର ବାହାନଗାଠାରେ ଘଟିଥିବା ଶତାବ୍ଦୀର ସବୁଠାରୁ ଦୁଃଖଦ ରେଳ ଦୁର୍ଘଟଣାରେ ଓଡ଼ିଶାର ମୃତକଙ୍କ ପରିବାରର ଜଣେ ଯୋଗ୍ୟ ବ୍ୟକ୍ତି ଓ ତାଙ୍କ ପରିବାରର ପିଲାଙ୍କୁ କିଟ୍ରେ ମାଗଣା ଶିକ୍ଷାଦାନ କରିବାକୁ କିଟ୍ ବୁଧବାର ଘୋଷଣା କରିଛି। ଆଜି ଏ ସମ୍ପର୍କରେ…
ବାହାଘର ପୂର୍ବରୁ ଜଳିବ ଜୁଇ
ଭୁବନେଶ୍ୱର,୭।୬(ବ୍ୟୁରୋ): ଆଉ ୩ଦିନ ପରେ ଘରେ ଆରମ୍ଭ ହୋଇଥାନ୍ତା ଭାଇର ବାହାଘର। ସବୁକିଛି କାମ ସାରି ଭାଇ ଦିନେଶ ଯାଦବ ଯଶୋବନ୍ତ-ହାଓଡା ଏକ୍ସପ୍ରେସରେ ଶାଲିମାର ଆସୁଥିଲା। ସେଠୁ ଲୋକାଲ ଟ୍ରେନ୍ ମାଧ୍ୟମରେ ଝାଡଖଣ୍ଡର ଦେବଘର ଜିଲାକୁ ଆସିଥାନ୍ତେ। କିନ୍ତୁ କାଳର କରାଳ…
ବାପା ଡାକ ଶୁଣିପାରିଲେନି, ଆଙ୍ଗୁଠି ଦେଖି ଚିହ୍ନିଲେ ସ୍ତ୍ରୀ
ଭୁବନେଶ୍ୱର,୬।୬(ବ୍ୟୁରୋ): ଝିଅକୁ ୨୧ ମାସ। ଆଉ କେଇଟା ଦିନରେ ବାପା ବାପା ବୋଲି ଡାକିଥାନ୍ତା ସୁକନ୍ୟା। କିନ୍ତୁ ବାପ ଡାକ ଶୁଣିବା ପୂର୍ବରୁ ଟ୍ରେନ୍ ଦୁର୍ଘଟଣାରେ ଆରପାରିକୁ ଚାଲିଗଲେ ବାପା କାର୍ତ୍ତିକ। ଝିଅକୁ କାଖରେ ଧରି ୨ଦିନ ହେଲା ସ୍ବାମୀଙ୍କ ମୃତଦେହ…
ଲୁଟ୍ କରି ଅନ୍ୟ ରାଜ୍ୟକୁ ପଳାଉଥିଲେ
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବିଭିନ୍ନ ଚୋର ଗ୍ୟାଙ୍ଗ ସକ୍ରିୟ ହୋଇଉଠିଥିବା ବେଳେ କମିଶନରେଟ ପୋଲିସ ପକ୍ଷରୁ କଡ଼ା ଯାଞ୍ଚ ଓ ଚଢ଼ାଉ କରି ଅନେକ ଗ୍ୟାଙ୍ଗର ସଦସ୍ୟମାନଙ୍କୁ ଧରିବାରେ ସଫଳ ହୋଇଛି। ନିକଟରେ ଡକାୟତି କରୁଥିବା ବାଓ୍ବରିଆ ଗ୍ୟାଙ୍ଗର କେତେଜଣ…
ମୃତଦେହ ଗଦାରେ ହଜି ଯାଉଛି ମାନବିକତା, ନକଲି ଦାବିଦାରଙ୍କ ସଂଖ୍ୟା ବଢୁଛି, ଏବେ ଅସଲି ପ୍ରିୟପରିଜନଙ୍କ ଚିହ୍ନଟ ପାଇଁ ହେବ ଡିଏନଏ ଟେଷ୍ଟ…
ବାହାନଗା,୭।୬ : ବାହାନଗା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ମୃତଦେକୁ ନେଇ ଦ୍ୱନ୍ଦ୍ୱ ବଢ଼ିବାରେ ଲାଗିଛି। ମୃତଦେହ ଗଦାରେ ମାନବିକତା, ହଜି ଯାଉଛି। ଟଙ୍କା ଲୋଭରେ ନକଲି ଦାବିଦାରଙ୍କ ସଂଖ୍ୟା ବଢୁଛି। ଏଭଳି ସମ୍ବେଦନଶୀଳ ଘଟଣାରେ କିଏ ଅସଲି ଅବା…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୨.୫ ଲକ୍ଷ ସହାୟତା
ଭୁବନେଶ୍ବର, ୭।୬(ବ୍ୟୁରୋ): ବାହାନଗା ରେଳ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ ପରିପ୍ରେକ୍ଷୀରେ ଓଡ଼ିଶା ପ୍ରାଣୀ ସମ୍ପଦ ସେବା ସଂଘ ତରଫରୁ ୨୦ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି। ସଂଘର କର୍ମକର୍ତ୍ତାମାନେ ମଙ୍ଗଳବାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ…
୪୩ ଡିଗ୍ରୀ ଉପରେ ୩ ସହର
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ ପାରଦ ପୁଣି ଉପରମୁହଁା ହୋଇଛି। ୩ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲ୍ସିୟସ ଟପି ଯାଇଥିବା ବେଳେ ୧୭ଟି ସ୍ଥାନରେ ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ସୂଚନା ମୁତାବକ ମଙ୍ଗଳବାର ଝାରସୁଗୁଡ଼ାରେ ସର୍ବୋଚ୍ଚ…
ଓଡ଼ିଶାରୁ ୩୯ ମୃତ, ବାଲେଶ୍ୱରରୁ ସର୍ବାଧିକ ୧୪
ଭୁବନେଶ୍ବର, ୭।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡ଼ିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କାର ଅନୁକମ୍ପା ରାଶି ମଞ୍ଜୁର କରିଛନ୍ତି। ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ…
ଉପଭୋକ୍ତାଙ୍କୁ ଶୋଷଣ କରାଯାଉଛି: କଂଗ୍ରେସ
ଭୁବନେଶ୍ବର, ୭ା୬(ବ୍ୟୁରୋ): ଓଡ଼ିଶାର ବିଦ୍ୟୁତ୍ ବିତରଣ ଦାୟିତ୍ୱରେ ଥିବା ଟାଟା ପାୱାର ଦୀର୍ଘବର୍ଷ ଧରି ରାଜ୍ୟର ଉପଭୋକ୍ତମାନଙ୍କୁ ଶୋଷଣ କରିଚାଲିଛି। ଏକଥା ରାଜ୍ୟ ସରକାରଙ୍କ ଶକ୍ତିମନ୍ତ୍ରୀ, ଶକ୍ତି ସଚିବ, ଗ୍ରୀଡ୍କୋର ପଦାଧିକାରୀ, ଓଇଆର୍ସିର ଅଧ୍ୟକ୍ଷଙ୍କୁ ଜଣାଯାଇଛି। ହେଲେ ସେମାନଙ୍କ ଦୀର୍ଘକାଳୀନ ମୌନବ୍ରତ…
ମାମଲା ରୁଜୁ କଲା ସିବିଆଇ
ବାଲେଶ୍ୱର ଅଫିସ/ବାହାନଗା(ଡି.ଏନ.ଏ.)/ ଭୁବନେଶ୍ୱର,୭ା୬ (ବ୍ୟୁରୋ): କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମଙ୍ଗଳବାର ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍ ଦୁର୍ଘଟଣାରେ ମାମଲା ରୁଜୁ କରିବା ସହ ୧୦ ଜଣିଆ ଟିମ୍ ତଦନ୍ତ କରିଛି। ୨୮୮ ଲୋକଙ୍କ ଜୀବନ ନେଇଥିବା ଏହି ଭୟାବହ ଦୁର୍ଘଟଣା…
ସମସ୍ତ ପ୍ରକାର ଯାଞ୍ଚ ପରେ ଚୂଡ଼ାନ୍ତ ମୃତ୍ୟୁ ସଂଖ୍ୟା ୨୮୮: ମୁଖ୍ୟ ଶାସନ ସଚିବ
ଭୁବନେଶ୍ବର ୬।୬: ବାଲେଶ୍ବର ଜିଲା ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮ । ସମସ୍ତ ପ୍ରକାର ଯାଞ୍ଚ ପରେ ଚୂଡ଼ାନ୍ତ ମୃତ୍ୟୁ ସଂଖ୍ୟା ୨୮୮ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ମଙ୍ଗଳବାର ସ୍ପଷ୍ଟ କରିଛନ୍ତି । ୨୮୮…
Archives


