ରାଜ୍ୟ

ପଶ୍ଚିମବଙ୍ଗର ୩୧ ଜଣ ନିଖୋଜ ଥିବା କହିଲେ ମମତା

ଭୁବନେଶ୍ୱର,୬।୬(ବ୍ୟୁରୋ) ବାଲେଶ୍ୱର ଜିଲା ବାହାନଗାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ଆହତ ହୋଇ କଟକ ବ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ପଶ୍ଚିମବଙ୍ଗର ଲୋକଙ୍କୁ ଦେଖିବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ଓଡ଼ିଶା ଆସିଥିଲେ। ଆହତମାନଙ୍କୁ ଭେଟି ଫେରିବା ବେଳେ ମମତା ଗଣମାଧ୍ୟମକୁ କହିଛନ୍ତି…

ବାହାନଗା ଦୁର୍ଘଟଣା: ଓଡିଶାର ୩୯ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର,୬।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡିଶାର ୩୯ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଉଛି। ମୃତକଙ୍କ ମଧ୍ୟରେ ଭଦ୍ରକର…

ଘଟଣାସ୍ଥଳରୁ ଫେରିଲେ ସିବିଆଇ ଟିମ୍‌

ବାଲେଶ୍ୱର ଅଫିସ,୬।୬: ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାସ୍ଥଳରୁ ସିବିଆଇ ଟିମ୍‌ ଛାନଭିନ କରି ଫେରିଛନ୍ତି। ପ୍ରାଥମିକ ତଦନ୍ତ ସାରି ସିବିଆଇ ଟିମ୍‌ ଫେରିଛନ୍ତି। ମଙ୍ଗଳବାର ସକାଳେ ସିବିଆଇ ଟିମ୍‌ ବାହାନଗାରେ ପହଞ୍ଚିବା ପରେ ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିଥିଲେ। ସେମାନେ…

ସିକନ୍ଦରାବାଦ-ଅଗରତାଲା ଏକ୍ସପ୍ରେସ ଟ୍ରେନରେ ଧୂଆଁ : ଯାତ୍ରୀ ଭୟଭୀତ

ଭୁବନେଶ୍ୱର,୬।୬: ସିକନ୍ଦରାବାଦ-ଅଗରତାଲା ଏକ୍ସପ୍ରେସ ବି-୫ ବଗିରେ ଧୂଆଁ ବାହାରୁଥିବା ଦେଖି ଯାତ୍ରୀ ଭୟଭୀତ। ଟ୍ରେନଟି ବ୍ରହ୍ମପୁର ଷ୍ଟେସନରେ ଅଟକି ଥିବାବେଳେ ଧୂଆଁ ବାହାରୁଥିବା ଯାତ୍ରୀମାନେ ଦେଖି ଟ୍ରେନରୁ ଓହ୍ଲାଇପଡିଥିଲେ। ରେଳ ବିଭାଗ ପକ୍ଷରୁ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା। ଅଗ୍ନିଶମ ବାହିନୀ…

ଅଲାରନାଥ ପୀଠରେ ଅନବସର ଦର୍ଶନ

ବ୍ରହ୍ମଗିରି,୬ା୬(ଡି.ଏନ୍‌.ଏ): ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହ ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରାରେ ସ୍ନାନ କରି ଜ୍ୱରରେ ପଡ଼ିଛନ୍ତି। ଫଳରେ ମହାପ୍ରଭୁ ଏବେ ଅଣସରରେ ୧୪ଦିନ ରହିବେ। ଏହି ସମୟରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ଦର୍ଶନ ପାଇପାରିବେ ନାହିଁ। ତେବେ ଅଗଣିତ ଶ୍ରଦ୍ଧାଳୁଙ୍କ ଭକ୍ତିକୁ ଦେଖି ମହାପ୍ରଭୁ…

ସ୍ବାମୀକୁ ଝୁରି ହେଉଛନ୍ତି ୭ ମାସର ଗର୍ଭବତୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡି ପରେ ଏବେ ମୃତଦେହ ହସ୍ତାନ୍ତର ପ୍ରକ୍ରିୟା ଜାରି ରହିଛି। ଭୁବନେଶ୍ୱର ଏମ୍ସ ସହ ଅନ୍ୟ ହସ୍ପିଟାଲରେ ସମ୍ପର୍କୀୟମାନେ ମୃତଦେହ ନେବାକୁ ଅପେକ୍ଷା କରିଛନ୍ତି। ଏଥିପାଇଁ ପ୍ରଶାସନ ଓ ହସ୍ପିଟାଲ ପକ୍ଷରୁ ସେମାନଙ୍କୁ ସମସ୍ତ ସହଯୋଗ ଯୋଗାଇ…

ବାହାନଗାରେ ସିବିଆଇ ଟିମ୍‌: ଅପରାଧିକ ଷଡ଼ଯନ୍ତ୍ର ନେଇ ଖୋଳତାଡ଼

ବାଲେଶ୍ୱର ଅଫିସ,୬।୬: ବାଲେଶ୍ୱର ଜିଲା  ବାହାନଗା ଟ୍ରେନ୍‌ ଦୁର୍ଘଟଣାସ୍ଥଳରେ ସିବାଇ ଟିମ୍‌ ପହଞ୍ଚିଛନ୍ତି। ସେଠାରେ ସେମାନେ ପହଞ୍ଚି ସ୍ଥିତି  ଅନୁଧାନ କରୁଛନ୍ତି।  ସିବିଆଇର ଏହି  ସ୍ବତନ୍ତ୍ର ଟିମ କେମିତି ଓ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ସେ ନେଇ ତଦନ୍ତ କରୁଛନ୍ତି।…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ: ଏକକାଳୀନ ୭ଟି ସ୍ଥାନରେ ଚଢାଉ

ସୁନ୍ଦରଗଡ଼/ଭଦ୍ରକ,୬।୬(ଡି.ଏନ୍‌.ଏ.): ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜିଲା ଗ୍ରାମୀଣ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ବେହେରାଙ୍କ ଘର ସମେତ ସୁନ୍ଦରଗଡ଼ ଏବଂ ଭଦ୍ରକ ଜିଲାର ୭ଟି ସ୍ଥାନରେ ମଙ୍ଗଳାବର ଭିଜିଲାନ୍ସ ଚଢାଉ କରାଯାଇଛି। ଏହି ଚଢାଉରେ ୪…

ବାହାନଗା ଟ୍ରେନ ଦୁର୍ଘଟଣା: ମଙ୍ଗଳବାର, ବୁଧବାର ପାଇଁ ୭୪ଟି ଟ୍ରେନ ବାତିଲ

ଭୁବନେଶ୍ୱର,୬।୬: ବାଲେଶ୍ୱର ବାହାନଗା ନିକଟରେ ଟ୍ରେନ ଦୁର୍ଘଟଣା ପରେ ସେହି ରୁଟ୍‌ରେ ରେଳ ଚଳାଚଳ ସ୍ବାଭାବିକ ହୋଇଥିଲେ ମଧ୍ୟ ମଙ୍ଗଳବାର ଏବଂ ବୁଧବାର ପାଇଁ ୭୪ଟି ଟ୍ରେନ ବାତିଲ କରାଯାଇଛି। ଏନେଇ ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଭୁବନେଶ୍ୱର-ହାୱଡା…

ମହାନଦୀ ଜଳକୁ ନେଇ ଆଶଙ୍କାରେ ଜିଲାବାସୀ

କେନ୍ଦ୍ରାପଡ଼ା ଅଫିସ,୬ା୬: ମହାନଦୀ ଜଳ ବିବାଦର ସମାଧାନ ପାଇଁ ନିକଟରେ ଏକ ଟ୍ରିବ୍ୟୁନାଲ ସଦସ୍ୟ ଟିମ୍‌ ଓଡ଼ିଶା ଗସ୍ତ ସାରିଛନ୍ତି। ଏହି ଟିମ୍‌ର ରିପୋର୍ଟ ଉପରେ ବିବାଦର ସମାଧାନ ହେବ ବୋଲି ଆଶା ରହିଛି। ତେବେ ଏହି ଗସ୍ତ କାର୍ଯ୍ୟକ୍ରମରେ ଟିମ୍‌…

୪୦ ହଜାର ବୁଥ୍‌ରେ ପ୍ରତିନିଧି ନିଯୁକ୍ତ କରିବ ଛାତ୍ର କଂଗ୍ରେସ

ଭୁବନେଶ୍ବର, ୬ା୬(ବ୍ୟୁରୋ): ବୁଥ୍‌ସ୍ତରରେ ଏଣିକି ଛାତ୍ର କଂଗ୍ରେସର ସକ୍ରିୟ ପ୍ରତିନିଧି ନିଯୁକ୍ତ ହେବେ। ତୃଣମୂଳସ୍ତରରୁ ଲଢ଼େଇକୁ ଅଧିକ କ୍ରୀୟାଶୀଳ କରିବା ପାଇଁ ୪୦ ହଜାର ବୁଥ୍‌ରେ ଛାତ୍ର କଂଗ୍ରେସ ପ୍ରତିନିଧି ନିଯୁକ୍ତ କରିବ। ଏ ନେଇ ଛାତ୍ର କଂଗ୍ରେସ ସଭାପତି ୟାସିର…

ଦାଣ୍ଡ ଦୁଆରେ କଚାଡ଼ ମାରିଦେଲା ଦନ୍ତା

ନିରାକାରପୁର,୬।୬(ଡି.ଏନ୍‌.ଏ.): ମଙ୍ଗଳବାର ଭୋରରେ ହାତୀ ଆକ୍ରମଣ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖୋର୍ଦ୍ଧା ରେଞ୍ଜ ଅଧୀନ ଦଲକ ଗ୍ରାମର ଦେବରାଜ ହରିଚନ୍ଦନ (୫0)। ମିଳିଥିବା ସୂଚନା ମୁତାବକ, ଦେବରାଜ ଭୋରୁ ଉଠି ଦାଣ୍ଡ ଦୁଆରକୁ ଆସିଥିଲେ। ସେତିକିବେଳେ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri