ରାଜ୍ୟ

‘ଦୀଘା ଜଗନ୍ନାଥ ଧାମ’ ନାମ ପରିବର୍ତ୍ତନ ପାଇଁ ଶୁଭେନ୍ଦୁ ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯।୬: ପଶ୍ଚିମବଙ୍ଗର ଦୀଘାସ୍ଥିତ ଜଗନ୍ନାଥ ମନ୍ଦିରର ନାମକରଣକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଏକ ଚିଠି ଲେଖିଛନ୍ତି। ଚିଠିରେ ସେ ‘ଦୀଘା ଜଗନ୍ନାଥ ଧାମ’ ନାମକରଣକୁ ପରିବର୍ତ୍ତନ…

ସୁଜାତା ଆର୍. ପାଣ୍ଡିଆନଙ୍କ ବିଜେଡିରେ ଯୋଗଦାନକୁ ନେଇ ଜୋର ଧରିଛି ଚର୍ଚ୍ଚା : ଏପଟେ ବୁଲେଇ ବଙ୍କେଇ ଏମିତି କିଛି କହିଦେଲେ ଭୂପିନ୍ଦର

ଭୁବନେଶ୍ୱର, ୯।୬: ବିଜୁ ଜନତା ଦଳ (ବିଜେଡି)ରେ ସୁଜାତା ଆର୍. ପାଣ୍ଡିଆନଙ୍କ ସମ୍ଭାବ୍ୟ ଏଣ୍ଟ୍ରିକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଦଳର ବରିଷ୍ଠ ନେତା ଭୂପିନ୍ଦର ସିଂ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ରଖିଛନ୍ତି। ସେ ଦଳର ଗତ ନିର୍ବାଚନୀ…

ଚାଲୁଥିଲା ଅନୁଭବଙ୍କ କାର୍ଯ୍ୟକ୍ରମ: ମଝିରେ ପଶି ଅଟକାଇଲା ପୋଲିସ, ଆଉ ତା’ପରେ…

ଭୁବନେଶ୍ୱର,୯।୬: ଓଲିଉଡ ସୁପରଷ୍ଟାର୍‌ ତଥା ପୂର୍ବତନ ସାଂସଦ ଅନୁଭବ ମହାନ୍ତିଙ୍କୁ ନେଇ ପୁଣି ଏକ ବଡ଼ ଖବର ସାମ୍ନାକୁ ଆସିଛି। ବାଲେଶ୍ୱର ଜିଲାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିଥିବା ବେଳେ ପୋଲିସ ପ୍ରଶାସନ ପକ୍ଷରୁ ଏହାକୁ ଅଧାରୁ ବନ୍ଦ…

ଦିଗପହଣ୍ଡି ବସଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ ; ପ୍ରତିବାଦରେ ୪ ଘଣ୍ଟା ରାସ୍ତାରୋକୋ, ପ୍ରତିଶ୍ରୁତି ପରେ ପ୍ରତ୍ୟାହୃତ

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଗଞ୍ଜାମ ଜିଲାର ଏକ ପ୍ରମୁଖ ବାଣିଜ୍ୟ ପେଣ୍ଠସ୍ଥଳୀ ହୋଇଥିବା ବେଳେ ପ୍ରତିଦିନ ଏହି ବସଷ୍ଟାଣ୍ଡ ଇଲାକାକୁ ଆଖପାଖ ଅଞ୍ଚଳରୁ ହଜାର ହଜାର ଲୋକ ବ୍ୟବସାୟ ପାଇଁ ଆସିଥାନ୍ତି । ଏଠାରେ ୪ ଟି ପ୍ରମୁଖ…

ଦେବାଶିଷ ସାମନ୍ତରାୟଙ୍କ ପ୍ରାର୍ଥିପତ୍ର କାଏମ୍

ଭୁବନେଶ୍ୱର, ୯।୬: ରାଜ୍ୟସଭା ଉପନିର୍ବାଚନ ପାଇଁ ଦାଖଲ ହୋଇଥିବା ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହେବା ପରେ ଭାଜପା ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କ ପ୍ରାର୍ଥିପତ୍ର କାଏମ୍ ରହିଛି। ଯାଞ୍ଚ ସମୟରେ ତାଙ୍କ ଦାଖଲ କରିଥିବା ସମସ୍ତ ଦସ୍ତାବେଜ ଓ ପ୍ରସ୍ତାବକଙ୍କ ବିବରଣୀ…

ଏମିତି ବି ଆସେ ମୃତ୍ୟୁ…ପ୍ରାକ୍ଟିକାଲ୍ ରେକର୍ଡ଼ ଲେଖି ସକାଳେ ଶୋଇଲେ ଆଉ ଉଠିଲେନି ସଂଗ୍ରାମିକା..

ପୁରୀ,୯।୬( ଅଜିତ୍ କୁମାର ମହାନ୍ତି ): ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ, ପୁରୀର ଦ୍ଵିତୀୟ ବର୍ଷର ଛାତ୍ରୀ ସଂଗ୍ରାମିକା ପଣ୍ଡାଙ୍କ ଅକାଳ ବିୟୋଗ ହୋଇଛି । ସଂଗ୍ରାମିକା ତାଙ୍କ ମା’ ବାପାଙ୍କ ସହ ଭଢା ଘରେ ରହୁଥିଲେ । ତେବେ ଶନିବାର ରାତି…

୩ ଇଞ୍ଜିନିୟର ସସ୍‌ପେଣ୍ଡ୍‌: ଜଳ ସମ୍ପଦ ବିଭାଗର ବଡ଼ କାର୍ଯ୍ୟନୁଷ୍ଠାନ, ବରଗଡର…

ବରଗଡ/ଭୁବନେଶ୍ୱର,୯।୬(ପ୍ରେମାନନ୍ଦ ଖମାରୀ): ଜଳ ସମ୍ପଦ ବିଭାଗର ୩ ଇଞ୍ଜିନିୟରଙ୍କୁ ସସ୍‌ପେଣ୍ଡ କରାଯାଇଛି। ବରଗଡ଼ ସୁପରିଟେଣ୍ଡେଣ୍ଟ ଇଂଜିନିୟର ମଦନ ମୋଦନ ସେଠୀ, ଭେଡେନ ଆସିଷ୍ଟାଣ୍ଟ ଏକଜିକ୍ୟୁଟିଭ ଇଂଜିନିୟର ରାଜ କୁମାର ମିଶ୍ର, ବରଗଡ଼ କେନାଲ ସେକ୍ସନର ଆସିଷ୍ଟାଣ୍ଟ ଇଂଜିନିୟର ରଂଜନ ପଟେଲଙ୍କୁ କେନାଲ…

କୂଅ ସଫା ବେଳେ ଶ୍ବାସରୁଦ୍ଧ ହୋଇ ଚାଲିଗଲା ଜୀବନ, ବାପା-ପୁଅ….

ଆଳି,୯।୬(ବନମାଳୀ ସେନାପତି): କୂଅ ସଫା ବେଳେ ସ୍ୱାସରୁଦ୍ଧ ହୋଇ ଜଣେ ଶ୍ରମିକ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଦୁଇ ଶ୍ରମିକ ଗୁରୁତର ହୋଇଥିବା ଜଣାପଡିଛି । ଏଭଳି ଅଘଟଣ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ମାନପୁର ଗ୍ରାମରେ ।…

ସ୍କୁଟି ସ୍ଲିପ ହେବାରୁ ରାସ୍ତାରେ ପଡ଼ିଗଲେ ମା’ ଝିଅ; ମୁଣ୍ଡ ଉପରେ ଚଢ଼ିଗଲା ଟ୍ରକ, ତାପରେ….

ବଲାଙ୍ଗୀର,୯ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀ ନଗର ପଡା ଏନ୍ ଏଚ ୨୬ ନମ୍ବର ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ମା’-ଝିଅ ଦୁଇ ଜଣଙ୍କ ଜୀବନ ଯାଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ମା’ ଝିଅ…

ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୫ ତମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ବର,୯।୬: ସୃଜନର ସ୍ରୋତସ୍ବିନୀ ନନ୍ଦିନୀ ଶତପଥୀ । ରାଜନୀତିରେ ସେ ଯେମିତି ପ୍ରବୀଣା, ସାହିତ୍ୟ ସାଧନାରେ ମଧ୍ୟ ସେମିତି ଧୂରୀଣା। କେବଳ ଓଡ଼ିଶା ନୁହେଁ ଭାରତୀୟ ରାଜନୀତିର ସେ ଥିଲେ ଜଣେ ଅପ୍ରତିଦ୍ୱନ୍ଦୀ ଜନନାୟିକା। ଓଡ଼ିଶାର ଏକ ମାତ୍ର ମହିଳା ମୁଖ୍ୟମନ୍ତ୍ରୀ…

୪୫୦୦ ଗଛ କଟାଗଲା, କିନ୍ତୁ ଚଉଡ଼ା ହେଲାନି ରାସ୍ତା ! ଭଦ୍ରକ-ଆରଡ଼ି ସଡ଼କ ସମ୍ପ୍ରସାରଣକୁ ନେଇ ଉଠିଲା ପ୍ରଶ୍ନ

ତିହିଡ଼ି,୯।୬( କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡ଼ି ଛକରୁ ଆରଡ଼ି ପୀଠ ପର୍ଯ୍ୟନ୍ତ ପ୍ରାୟ ୩୬ କିଲୋମିଟର ଦୀର୍ଘ ରାସ୍ତା ଓଡ଼ିଶାର ଅନ୍ୟତମ ପ୍ରମୁଖ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ପୀଠକୁ ସଂଯୋଗ କରୁଥିବା ଏକ ଗୁରୁତ୍ୱପୂର୍ଣ୍ଣ ସଡ଼କ। ପ୍ରତିଦିନ ହଜାର ହଜାର…

ଜିରାଙ୍ଗ ବୌଦ୍ଧ ମନ୍ଦିର ପରିଦର୍ଶନ କଲେ ରାଜ୍ୟପାଳ, ବୁଦ୍ଧଙ୍କ ନିକଟରେ କଲେ….

ମୋହନା,୯।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଗସ୍ତରେ ମହାମହିମ ରାଜ୍ୟପାଳ । ରାଜ୍ୟପାଳ ମହେନ୍ଦ୍ରଗିରିରେ ଆୟୋଜିତ ମହେନ୍ଦ୍ରମେଳାରେ ଯୋଗ ଦେବା ପରେ ସେଠାରୁ ଜିରାଙ୍ଗ ସ୍ଥିତ ବୌଦ୍ଧ ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିରର ବଡ ଗୁରୁଜୀ ଜିଗମେ ରିମ୍ପୋଚେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?