ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନରଙ୍କୁ ପ୍ରଶିକ୍ଷଣ
ଭୁବନେଶ୍ୱର,୬ା୬(ବ୍ୟୁରୋ): ଆଗୁଆ ସାଧାରଣ ନିର୍ବାଚନ ନେଇ ଚର୍ଚ୍ଚା ଜୋର୍ ଧରିଲାଣି। ଅନ୍ୟପକ୍ଷରେ ନିର୍ବାଚନ ପାଇଁ ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କଲେଣି। ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନର(ଏସ୍ଏଲ୍ଏମ୍ଟି) ମାନଙ୍କର ଟ୍ରେନିଂ କାର୍ଯ୍ୟ ଆରମ୍ଭ ହେଲାଣି।…
ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରାଯିବ: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୬ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କର ପ୍ରସ୍ତୁତି ଓ ଜନସାଧାରଣଙ୍କ ସହଯୋଗ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ସର୍ବଦା ସଫଳତା ଦେଇଆସିଛି। ଆଗାମୀ ଦିନରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମିକୁ ଆହୁରି ଅଧିକ ସୁଦୃଢ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା…
କାର୍ଟୁନିଷ୍ଟ ଅଶ୍ୱିନୀ-ଅବନୀଙ୍କୁ ସ୍ବତନ୍ତ୍ର ପୁରସ୍କାର
ବଲାଙ୍ଗୀର ଅଫିସ, ୬ା୬: ଛତିଶଗଡ଼ ପରିବେଶ ସଂରକ୍ଷଣ ମଣ୍ଡଳ ଏବଂ ରାୟପୁର(ଛତିଶଗଡ଼)ରୁ ପ୍ରକାଶିତ ମାସିକ କାର୍ଟୁନ୍ ପତ୍ରିକା ‘କାର୍ଟୁନ୍ ୱାଚ୍’ର ମିଳିତ ଆବାହକତ୍ୱରେ ଆୟୋଜିତ ସର୍ବଭାରତୀୟସ୍ତରୀୟ କାର୍ଟୁନ୍ ପ୍ରତିଯୋଗିତାରେ ଓଡ଼ିଶାର କାର୍ଟୁନିଷ୍ଟ ଭ୍ରାତୃଦ୍ୱୟ ଅଶ୍ୱିନୀ-ଅବନୀଙ୍କ ଏକ କାର୍ଟୁନ୍ ସ୍ବତନ୍ତ୍ର ପୁରସ୍କାର ଲାଭ…
ଭିଜିଲାନ୍ସକୁ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ
ଯାଜପୁର ଅଫିସ,୬ା୬: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଲୁଣିବର ପାହାଡ଼ର କଳାପଥର ଖାଦାନରେ ଗତ ୩୧ ତାରିଖ ମଧ୍ୟରାତ୍ରିରେ ଜଣେ ଶିଶୁ ଶ୍ରମିକଙ୍କ ସହ ୨ ଜଣଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାରେ ଓଡ଼ିଶା ଲୋକାୟୁକ୍ତ ନିଜ ଆଡୁ…
ସିଗ୍ନାଲ୍ ବ୍ୟବସ୍ଥାର ହେବ ସୁପର ଚେକ୍
ଭୁବନେଶ୍ୱର,୬ା୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗାଠାରେ ହୋଇଥିବା ଟ୍ରେନ ଦୁର୍ଘଟଣା ପରେ ରେଲଓ୍ବେ ବୋର୍ଡ ତତ୍ପରତା ପ୍ରକାଶ କରିଛି। ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସିଗ୍ନାଲ ବ୍ୟବସ୍ଥାର ‘ସୁପର ଚେକ୍’ (ଯାଞ୍ଚ) କରିବାକୁ ବୋର୍ଡ ପକ୍ଷରୁ ସୋମବାର ସମସ୍ତ ୧୯ ରେଲଓ୍ବେ…
ମୃତକଙ୍କୁ ଚିହ୍ନିବା କଷ୍ଟକର
ଭୁବନେଶ୍ୱର,୬।୬ (ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ସୋମବାର ୪ ଦିନ ପୂରିଛି। ଘଟଣାସ୍ଥଳରୁ ଆହତ ଏବଂ ମୃତକଙ୍କ ଉଦ୍ଧାର କାର୍ଯ୍ୟ ସରିଥିବାବେଳେ ଏବେ ମୃତବ୍ୟକ୍ତିଙ୍କର ଚିହ୍ନଟୀକରଣ ଚିନ୍ତାର କାରଣ ହୋଇଛି। କେତେକ ମୃତଦେହ କ୍ଷତବିକ୍ଷତ ହୋଇଯାଇଥିବାରୁ ସେଗୁଡ଼ିକୁ ଚିହ୍ନଟ…
ଓଡ଼ିଶାରେ ମମତା : ଆହତମାନଙ୍କର ଚିକିତ୍ସା ନେଇ କରିଛନ୍ତି ଆଲୋଚନା
ଭୁବନେଶ୍ୱର ଅଫିସ,୬।୬(ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦିନ ୨ଟା ବେଳେ ସେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି। ସେଠାରୁ ସେ କଟକ ଗସ୍ତ କରିଥିଲେ। ରେଭେନ୍ସା ପରିସରରେ ସେ ହେଲିପ୍ୟାଡରୁ ଓହ୍ଲାଇଥିଲେ । ଏହାପରେ ଶେ ଏସସିବି ମେଡିକାଲକୁ ଯାଇଛନ୍ତି।…
ଦୁଇ ଦିନ ପରେ ପୁଅର ଶବ ଚିହ୍ନିଲେ ବାପା
ଭୁବନେଶ୍ୱର,୫।୬(ବ୍ୟୁରୋ): ବିହାରର ଉପେନ୍ଦ୍ର ରାମ । ୧୭ ବର୍ଷର ପୁଅ ରେତୁଲ ରାମଙ୍କ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପୋଲିସଠାରୁ ଖବର ପାଇଥିଲେ । ଏହାପରେ ବିହାର ରାଜ୍ୟରୁ ପ୍ରାୟ ୮୫୦ କିଲୋମିଟର (୫୨୦ ମାଇଲ) ଯାତ୍ରା କରିବା ପରେ ରବିବାର…
ନିର୍ବାଚନ ପ୍ରସ୍ତୁତି: ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନରଙ୍କୁ ପ୍ରଶିକ୍ଷଣ
ଭୁବନେଶ୍ୱର,୫ା୬(ବ୍ୟୁରୋ): ଆଗୁଆ ସାଧାରଣ ନିର୍ବାଚନ ନେଇ ଚର୍ଚ୍ଚା ଜୋର୍ ଧରିଲାଣି। ଅନ୍ୟପକ୍ଷରେ ନିର୍ବାଚନ ପାଇଁ ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କଲେଣି। ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନର(ଏସ୍ଏଲ୍ଏମ୍ଟି) ମାନଙ୍କର ଟ୍ରେନିଂ କାର୍ଯ୍ୟ ଆରମ୍ଭ ହେଲାଣି।…
ଓଡ଼ିଶା ଆସିବେ ମମତା: ମୃତକଙ୍କ ପରିବାର ଜଣଙ୍କୁ ଦେବେ ଚାକିରି
ଭୁବନେଶ୍ୱର,୫।୬(ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସନ୍ତା ୭ ତାରିଖରେ ଭୁବନେଶ୍ବର ଓ କଟକ ଆସିବେ । ବାହାନଗା ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ଭେଟିବା ସହ ସହାୟତା ପ୍ରଦାନ କରିବେ। ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଓ ନିଯୁକ୍ତିପତ୍ର ପ୍ରଦାନ…
ବିନାଯାଞ୍ଚରେ ଦିଆଯିବ ନାହିଁ ମୃତଦେହ
ଭୁବନେଶ୍ବର,୫।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଭୁବନେଶ୍ବର ଏମ୍ସକୁ ଆସିଥିବା ମୃତଦେହ ଗୁଡିକ ବିନା ଯାଞ୍ଚରେ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଏ ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି। ଭୁବନେଶ୍ବର ଏମ୍ସକୁ ଆସିଥିବା ମୃତଦେହ ଗୁଡିକ…
ମୃତଦେହ ରଖିବା ପାଇଁ ନାହିଁ ଜାଗା, ଆସିବ କଣ୍ଟେନର
ଭୁବନେଶ୍ୱର,୫।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ରେଳ ଦୁର୍ଘଟଣାରେ ବାଲେଶ୍ୱରରୁ ଭୁବନେଶ୍ୱର ଏମ୍ସକୁ ୧୨୩ ମୃତଦେହ ଆସିଥିଲା। ୪୩ ମୃତଦେହକୁ ସେମାନଙ୍କ ସମ୍ପର୍କିୟଙ୍କୁ ଚିହ୍ନଟ କରିବା ପରେ ହସ୍ତାନ୍ତର କରାଯାଇଛି। ଏବେ ପ୍ରାୟ ୮୦ ମୃତଦେହ ରହିଛି। ତେବେ ଏମ୍ସରେ ସ୍ଥାନ…
Archives


