୨୦ ତାରିଖରେ ମାଟ୍ରିକ୍ ପରୀକ୍ଷା: ତା ପୂର୍ବରୁ ଏହି ୱେବ୍ସାଇଟ ଅପ୍ଲୋଡ କରାଯାଇଛି ସମସ୍ତ ତଥ୍ୟ, ଅଧିକ ଜାଣିବା ପାଇଁ….
ଭୁବନେଶ୍ବର,୧୦।୯: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଆସନ୍ତା ୨୦ ତାରିଖଠାରୁ ଆରମ୍ଭ ହେବ। ଏ ନେଇ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟର ସମସ୍ତ ତଥ୍ୟ ବୋର୍ଡର ୱେବସାଇଟ www.bseodisha.ac.inରେ ଅପ୍ଲୋଡ କରାଯାଇଛି । ଏହି ୱ୍ସୋଇଟରେ କେଉଁ…
ଲାଞ୍ଚ ନେଇ ଧରା ପଡ଼ିଲେ ପ୍ରଧାନ ଶିକ୍ଷକ, ପୂରା ଘଟଣା ଜାଣିଲେ…
ଭୁବନେଶ୍ବର,୧୦।୨: ଭିଜିଲାନ୍ସ ଜାଲରେ ଶିକ୍ଷକ। ଲାଞ୍ଚ ନେଇ ପଡ଼ିଲେ ଧରା। କେନ୍ଦ୍ରାପଡ଼ା ସରକାରୀ ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷକ ନିରଞ୍ଜନ ଆତି ଜଣେ ଅଭିଯୋଗକାରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ବିଭାଗର କର୍ମଚାରୀଙ୍କ ହାତରେ ଧରାପଡ଼ିଛନ୍ତି। ଆତି ସ୍କୁଲର…
କଂଗ୍ରେସରେ ସାମିଲ ହେଲେ ଅଭିନେତା ମନୋଜ ମିଶ୍ର
ଭୁବନେଶ୍ୱର,୧୦।୨: କଂଗ୍ରେସରେ ସାମିଲ ହେଲେ ଅଭିନେତା ମନୋଜ ମିଶ୍ର । ଶନିବାର ବିଧିବଦ୍ଧ ଭାବେ ଅଭିନେତା କଂଗ୍ରେସରେ ସାମିଲ ହୋଇଛନ୍ତି। ଏହି ସମୟରେ ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଅଜୟ କୁମାର ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ…
ପରଲୋକରେ ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ
ଭୁବନେଶ୍ୱର,୧୦।୨: ଖଲ୍ଲିକୋଟ ରାଜ ପରିବାରର ଶେଷ ଦାୟାଦ ରାଣୀସାହେବା ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କର ପରଲୋକ ଘଟିଛି। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ରାତି ୧୨ଟା ୪୪ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ…
ସୁପାରି ଦେଇ ସାନଭାଇଙ୍କୁ ହତ୍ୟା
ବାଲେଶ୍ୱର (ମାନସ ବିଶ୍ୱାଳ)/ ନୀଳଗିରି(ପ୍ରଶାନ୍ତ ବିଶ୍ୱାଳ), ୧୦ା୨: ପାରିବାରିକ କଳହ, ଜମି ଭାଗବଣ୍ଟା ଓ ଟଙ୍କା ଦେଣନେଣକୁ ନେଇ ସାଇଭାଇଙ୍କୁ ବଡ଼ ଭାଉଜଭାଇ ୧ଲକ୍ଷ ୪୦ହଜାର ଟଙ୍କା ସୁପାରି ଦେଇ ହତ୍ୟା କଲେ। ଏପରି କି ଘଟଣାକୁ ଲୁଚାଇବାକୁ ଦୁର୍ଘଟଣାର ରୂପ…
ବଦଳିବ ବାଲେଶ୍ୱର ରେଳଷ୍ଟେଶନ ରୂପ
ଭୁବନେଶ୍ୱର,୧୦।୨(ଅନୁରାଧା ମହାରଣା): ବାଲେଶ୍ୱର ରେଳ ଷ୍ଟେଶନର ନବୀକରଣ କରାଯିବ। ଏଥିପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ୧୯୭ କୋଟି ଟଙ୍କା ବ୍ୟୟ ମଞ୍ଜୁର କରାଯାଇଥିବାବେଳେ ଆସନ୍ତା ୫୦ବର୍ଷ ପାଇଁ ଏହି ଉନ୍ନତିକରଣ ହେବ। ବାଲେଶ୍ୱରର ପାରମ୍ପରିକ ସ୍ଥାପତ୍ୟ ଆଧାରରେ ଷ୍ଟେଶନର ଡିଜାଇନ ପ୍ରସ୍ତୁତ…
ସୁବର୍ଣ୍ଣପୁରରୁ ଗଡ଼ିଲା ସୋନପୁର-ପୁରୀ ଏକ୍ସପ୍ରେସ୍
ସୋନପୁର,୧୦।୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାବାସୀଙ୍କ ଦୀର୍ଘବର୍ଷର ସ୍ବପ୍ନ ପୂରଣ ହୋଇଛି । ପ୍ରଥମକରି ସୁବର୍ଣ୍ଣପୁରକୁ ରେଳ ଗଡ଼ିଛି। ସୋନପୁର ଷ୍ଟେଶନରୁ ସୋନପୁର-ପୁରୀ ସାପ୍ତାହିକ ଏକ୍ସପ୍ରେସ୍ ଶୁକ୍ରବାର ସନ୍ଧ୍ୟାରୁ ନିୟମିତ ଚାଲିଲା। ଜିଲାବାସୀ ଷ୍ଟେଶନରେ ଉପସ୍ଥିତ ରହି ଟ୍ରେନ୍ ଓ ଯାତ୍ରୀମାନଙ୍କୁ ଭବ୍ୟ…
ବିନା ଅସ୍ତ୍ରୋପଚାରରେ ଫୁସ୍ଫୁସ୍ରୁ ବାହାରିଲା ଛୁଞ୍ଚି
ଭୁବନେଶ୍ୱର, ୧୦।୨ (ବନ୍ଦନା ସେଠୀ): ବିରଳ ଚିକିତ୍ସା କ୍ଷେତ୍ରରେ ଏମ୍ସ ଭୁବନେଶ୍ୱରକୁ ଆଉଏକ ସଫଳତା ମିଳିଛି। ଏମ୍ସ ଶିଶୁ ବିଭାଗର ଡାକ୍ତରୀ ଟିମ୍ ବିନା ଅସ୍ତ୍ରୋପଚାରରେ ଜଣେ ୯ ବର୍ଷୀୟ ବାଳକଙ୍କ ଫୁସ୍ଫୁସ୍ରୁ ଏକ ଛୁଞ୍ଚତ୍ ବାହାର କରି ତାଙ୍କ ଜୀବନ…
ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ, କାରରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା
ଭୁବନେଶ୍ୱର,(ସତ୍ୟଜିତ୍ ରାଉତ)/ ରାୟଗଡ଼ା,୯ା୨(ଆଶିଷ ରଞ୍ଜନ ପଣ୍ଡା): କ୍ଷମତାର ଦୁରୁପଯୋଗ କରି ବେଆଇନ ଭାବେ ବିପୁଳ ସମ୍ପତ୍ତି ଠୁଳ କରୁଛନ୍ତି ସରକାରୀ ବାବୁ। କିଏ ଖସିଯାଉଛନ୍ତି ତ ଆଉ କିଏ ଧରାପଡୁଛନ୍ତି। ଏବେ ଭିଜିଲାନ୍ସ ପଞ୍ଝାରେ ଫସିଛନ୍ତି ଆଉଜଣେ ସରକାରୀ ବାବୁ। ସେ…
ଭି.ସୁଜ୍ଞାନ କୁମାରୀ ଦେଓ କିଏ, ଯାହାଙ୍କୁ ଭେଟିବାକୁ ଅଚାନକ ଚେନ୍ନାଇ ଗଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯ା୨(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସନ୍ଧ୍ୟାରେ ସ୍ବତନ୍ତ୍ର ବିମାନ ଯୋଗେ ଚେନ୍ନାଇ ଯାଇଛନ୍ତି। ବିଜେଡିର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲକୁ ଗସ୍ତ କରିଥିବା…
ନବମ, ଦଶମ ପିଲାଙ୍କୁ ମଧ୍ୟାହ୍ନଭୋଜନ ପାଇଁ ଦାବି କଲେ ଅଷ୍ଟମ ଶ୍ରେଣୀ ଛାତ୍ର
ସମ୍ବଲପୁର,୯ା୨(ପ୍ରମୋଦ ବହିଦାର): ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଇଛି। ସେଥିମଧ୍ୟରେ ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ବଣ୍ଟନ ଅନ୍ୟତମ। ଏହି ଯୋଜନାରେ ବିଦ୍ୟାଳୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…
ପଦାର୍ଥ ବିଜ୍ଞାନ ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟା ଉପରେ ରହିତାଦେଶ ଲଗାଇଲେ ହାଇକୋର୍ଟ, ଜାଣନ୍ତୁ ନିଯୁକ୍ତି ଲାଗି କାହିଁକି କରାଯାଇଥିଲା ଚ୍ୟାଲେଞ୍ଜ
କଟକ,୯ା୨(କାର୍ତ୍ତିକ ସାହୁ): ରାଜ୍ୟ ସରକାରଙ୍କ ପଦାର୍ଥ ବିଜ୍ଞାନ ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ନିର୍ଦ୍ଧାରିତ ସର୍ବନିମ୍ନ ଯୋଗ୍ୟତା ମାନଦଣ୍ଡ ଉଲ୍ଲଂଘନ ନେଇ ରୁଜୁ ମାମଲାରେ ହାଇକୋର୍ଟ ଶୁକ୍ରବାର ରହିତାଦେଶ ଜାରି କରିଛନ୍ତି। ହାଇକୋର୍ଟର…

