ରାଜ୍ୟ

ଯୁବକଙ୍କୁ ରାସ୍ତାରେ ନିସ୍ତୁକ ପିଟିଲେ ଏଏସ୍‌ଆଇ

ପିପିଲି, ୮ା୨(ପ୍ରଭାତ ମହାପାତ୍ର/ଦୁର୍ଗାମାଧବ ମିଶ୍ର)ପିପିଲି ପୋଲିସର ଦବଙ୍ଗଗିରି। ଜଣେ ଯୁବକଙ୍କୁ ରାସ୍ତାରେ ନିସ୍ତୁକ ମାଡ଼ ମାରିଲେ ପୋଲିସ ଅଧିକାରୀ। ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ପୋଲିସ ଅଧିକାରୀ ଜଣକ ବାଡ଼ିରେ ଯୁବକଙ୍କ ହାତ ଓ ଗୋଡ଼କୁ ନିସ୍ତୁକ ପିଟୁଥିବାର…

ସରକାର ପାଇଛନ୍ତି ୨୮ ନୂଆ ଜିଲା ପ୍ରସ୍ତାବ

ଭୁବନେଶ୍ୱର,୮।୨(ଅନିଲ ଦାସ)ବରଗଡ଼ ଜିଲାର ପଦ୍ମପୁର ନିର୍ବାଚନମଣ୍ଡଳୀକୁ ଜିଲା ଘୋଷଣା କରିବାକୁ ରାଜ୍ୟ ସରକାରଙ୍କ ପ୍ରସ୍ତାବ ଥିବାବେଳେ ରାଜ୍ୟର ଅନ୍ୟାନ୍ୟ ଜିଲାରୁ ମଧ୍ୟ ନୂତନ ଜିଲା ଗଠନ ଦାବି ବଢ଼ିବାରେ ଲାଗିଛି। ୧୫ ଜିଲାରୁ ପଦ୍ମପୁର ସମେତ ୨୮ଟି ନୂଆ ରାଜସ୍ବ ଜିଲା…

ଓଡ଼ିଆ ଭାଷା ଗବେଷଣା ପାଇଁ କର୍ପସ ପାଣ୍ଠି

ଭୁବନେଶ୍ୱର,୮।୨(ସୁନିତ୍‌ ମିଶ୍ର)ଓଡ଼ିଆ ଭାଷାରେ ଅନ୍ତର୍ଜାତୀୟ ଓ ଜାତୀୟ ସ୍ତରରେ ଗବେଷଣା ନିମନ୍ତେ ୧୦ କୋଟି ଟଙ୍କା ଅନୁଦାନରେ ଏକ କର୍ପସ ପାଣ୍ଠି ଗଠନ କରାଯିବ। ପୁରୀ ଜିଲା ସତ୍ୟବାଦୀଠାରେ ପ୍ରତିଷ୍ଠିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ଜରିଆରେ ଏହା କାର୍ଯ୍ୟକାରୀ ହେବା ନେଇ ନିଷ୍ପତ୍ତି…

ରଙ୍ଗିନ କୋବିର ଆଦର ବଢୁଛି

ଚମ୍ପୁଆ,୮ା୨(ମହେଶ୍ୱର ଦାସ)କେନ୍ଦୁଝର ଜିଲା ଚମ୍ପୁଆ ଦୈନିକ ବଜାରରେ ଦିନକୁ ଦିନ ରଙ୍ଗିନ କୋବିର ଆଦର ବଢ଼ିବାରେ ଲାଗିଛି। ଏହି କୋବି ବିକ୍ରି କରି ଚାଷୀ ବେଶ ଲାଭବାନ ହୋଇପାରୁଛନ୍ତି। ସାଧାରଣ କୋବିଠାରୁ ଏହି କୋବି ଅଧିକ ସୁଆଦିଆ ଓ ରଙ୍ଗିନ ଦେଖାଯାଉଥିବାରୁ…

ବନ୍ଦ ହୋଇପଡ଼ିଛି ଏଣ୍ଡୋସ୍କୋପି ମେଶିନ

ବ୍ରହ୍ମପୁର,୮ା୨(ସୁବାସ ଚନ୍ଦ୍ର ପାଢ଼ୀ)ରୋଗୀଙ୍କ ଚିକିତ୍ସା ସେବା ନିମନ୍ତେ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଏହାସତ୍ତ୍ୱେ ବି ଏମକେସିଜି ମେଡିକାଳ କଲେଜ ଓ ହସ୍ପିଟାଲରେ ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ଅବହେଳା ପରିଲିଖିତ ହୋଇଛି। ଏହି ହସ୍ପିଟାଲରେ ଏଣ୍ଡୋସ୍କୋପି ପରୀକ୍ଷା…

ଉଠିଯିବ ଦ୍ୱୀପାଞ୍ଚଳ ଡିଭିଜନ, ଚାଷୀମୁଣ୍ଡରେ ହାତ

କେନ୍ଦ୍ରାପଡ଼ା, ୮ା୨ (ଜଗନ୍ନାଥ ଧଳ)ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ଏବେ ଚାଷୀଙ୍କ ପାଇଁ ମରୀଚିକା ପାଲଟିଛି। ପ୍ରକଳ୍ପ ଅଧୀନ କେନାଲ ଉଦ୍‌ଘାଟନକୁ ପ୍ରାୟ ୨ ବର୍ଷ ହୋଇଥିଲେ ମଧ୍ୟ ଖରିଫ ଓ ରବି ଚାଷ ପାଇଁ ବୁନ୍ଦାଏ ପାଣି ଆସିନାହିଁ। ଅଦ୍ୟାବଧି…

ଭୂଇଁରୁ ଉଠିପାରୁନି କୋରେଇ ଭବନ

କୋରେଇ,୮।୨(ଚନ୍ଦ୍ରକାନ୍ତ ପତି)ଯାଜପୁର ଜିଲାର ଅନ୍ୟ ନିର୍ବାଚନମଣ୍ଡଳୀରେ ଭବନମାନ ନିର୍ମାଣ ହୋଇଥିବା ବେଳେ କୋରେଇ ଭବନ ନିର୍ମାଣ କାର୍ଯ୍ୟ ରାଜନୈତିକ ଓ ପ୍ରଶାସନିକ ଚାପରେ ଦିଗହରା ହୋଇଥିବା ଅଭିଯୋଗ ହୋଇଛି। ୨୦୦୯ରେ କୋରେଇ ଭବନ ନିର୍ମାଣ ପାଇଁ ପ୍ରସ୍ତାବ ଦିଆଯାଇଥିବା ବେଳେ ରାଜନୈତିକ…

ଅସ୍ତ୍ରୋପଚାର ପରେ ମହିଳାଙ୍କୁ ଚଟାଣରେ ଶୁଆଇଦେଲେ

ରାଜକନିକା,୮ା୨(ସଞ୍ଜୟ କୁମାର ଦାଶ)ଜନସାଧାରଣଙ୍କ ମୌଳିକ ସମସ୍ୟା ମଧ୍ୟରୁ ସ୍ବାସ୍ଥ୍ୟସେବା ପ୍ରମୁଖ । ଏହାକୁ ନଜରରେ ରଖି ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବାର ଉନ୍ନତି ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ମାଗଣା ଔଷଧ ସହ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ମହିଳା ବାକରଣ…

ସମସ୍ୟା ବଳୟରେ ବିଧାୟକଙ୍କ ଗ୍ରାମ, ୧୦୦ ପରିବାର ଗୋଟିଏ ନଳକୂପ ଉପରେ ନିର୍ଭରଶୀଳ

କେନ୍ଦୁଝର, ୭/୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ରାଇକଳା ଗ୍ରାମ ପଞ୍ଚାୟତ ରାଇକଳା ଗ୍ରାମର ଢିପାସାହି ପାଣି ପାଇଁ ଅବ୍ୟବସ୍ଥା। ଏ ସାହିରେ ପାଖାପାଖି ୧୦୦ ପରିବାର ଥିବାବେଳେ ପ୍ରାୟ ଏକ ହଜାର ଲୋକ ବସବାସ କରି ଆସୁଛନ୍ତି ।…

କୋଣାର୍କରେ ଓଡ଼ିଶା ଟ୍ରାଭେଲ୍‌‌ ବଜାର ୨୦୨୪ ଉଦ୍‌‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ପୁରୀ,୭।୨: ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଭାରତୀୟ ବାଣିଜ୍ୟ ଓ ଶିଳ୍ପ ମହାସଂଘର ମିଳିତ ସହଯୋଗରେ ଆଜିଠାରୁ କୋଣାର୍କଠାରେ ଓଡ଼ିଶା ଟ୍ରାଭେଲ୍‌‌ ବଜାର ୨୦୨୩-୨୪ର ପଞ୍ଚମ ସଂସ୍କରଣ ଆରମ୍ଭ ହୋଇଛି । ଏହାକୁ ପ୍ରଦର୍ଶନୀକୁ…

କପା ମିଲ୍‌ରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର କପା ପୋଡ଼ି ପାଉଁଶ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତକେଲା ପଞ୍ଚାୟତର କୋକୋମୁଣ୍ଡା ଛକ ପାଖରେ ଥିବା ଗୋପାଲ ଏଗ୍ରୋ କପା ମିଲ୍‌ରେ ବୁଧବାର ନିଆଁ ଲାଗି ଲକ୍ଷାଧିକ ଟଙ୍କାର କପା ଜଳି ପାଉଁଶ ହୋଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, କୋକୋମୁଣ୍ଡାସ୍ଥିତ ଗୋପାଲ ଏଗ୍ରୋ…

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ

କଟକ,୭ା୨ (କାର୍ତ୍ତିକ ସାହୁ) ରାଜ୍ୟ ସରକାରଙ୍କ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପ୍ରକଳ୍ପ ଚୟନ ଓ ସେଗୁଡ଼ିକର କାର୍ଯ୍ୟକାରିତା କ୍ଷେତ୍ରରେ ପଞ୍ଚାୟତର ନିର୍ବାଚିତ ଲୋକପ୍ରତିନିଧିଙ୍କର ସହଭାଗିତା ରହିବା ଉଚିତ ବୋଲି ମତ ଦେଇଛନ୍ତି ହାଇକୋର୍ଟ। ରାଜ୍ୟ ସରକାର ତୃଣମୂଳ ସ୍ତରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?