ରାଜ୍ୟ

ସୁରକ୍ଷିତଯାତ୍ରୀଙ୍କୁ ସ୍ବତନ୍ତ୍ର ଟ୍ରେନ୍‌ରେ ପଠାଗଲା ଚେନ୍ନାଇ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ବରର ବାହାନଗାରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣା ପରେ କରମଣ୍ଡଳ ଟ୍ରେନରୁ ଉଦ୍ଧାର କରାଯାଇଥିବା ସୁରକ୍ଷିତ ଯାତ୍ରୀଙ୍କୁ ବାହାନଗାରୁ ସତନ୍ତ୍ର ଟ୍ରେନ ଯୋଗେ ଚେନ୍ନାଇ ପାଠଯାଇଛି। ୧୯୦ଜଣ ସୁରକ୍ଷିତ ଥିବା ଯାତ୍ରୀଙ୍କୁ ଏହି ସତନ୍ତ୍ର ଟ୍ରେନ୍‌ ନେଇ ଭୁବନେଶ୍ୱରରୁ ଚେନ୍ନାଇ ଯାଇଛି।…

କାହାର ହାତ ନାହିଁ ତ କାହାର ଗୋଡ଼ ନାହିଁ…

ବାହାନଗା ଟ୍ରେନ ଦୁର୍ଘଟଣାରେ ଗୁରୁତର ଆହତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବାଲେଶ୍ୱର ଓ ଭଦ୍ରକର ବିଭିନ୍ନ ମେଡିକାଲରେ ୩୫୦ରୁ ଊର୍ଦ୍ଧ୍ୱ ଗୁରୁତରଙ୍କୁ ଭର୍ତ୍ତି କରାଯାଇଛି। ତେବେ ଗୁରୁତରଙ୍କ ମଧ୍ୟରୁ କାହାର ହାତ ନାହିଁ ତ କାହାର ଗୋଡ଼ ନାହିଁ। ପୁଣି ପ୍ରଚୁର…

ସେହି ଶୁକ୍ରବାର… ୧୪ ବର୍ଷ ତଳେ କରମଣ୍ଡଳ ନେଇଥିଲା ୧୬ ଜୀବନ

ସେହି ଶୁକ୍ରବାର… ୧୪ ବର୍ଷ ତଳେ କରମଣ୍ଡଳ ନେଇଥିଲା ୧୬ ଜୀବନ ୧୪ ବର୍ଷ ତଳେ ଯାଜପୁରରୋଡ୍‌ଠାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ୨୦୦୯ ଫେବୃୟାରୀ ୧୩ ତାରିଖ ସନ୍ଧ୍ୟାରେ କରମଣ୍ଡଳର ୧୧ଟି ସ୍ଲିପର ଓ ୨ଟି ଜେନେରାଲ ବଗିକୁ ମିଶାଇ…

ବାହାନଗା ଟ୍ରେନ ଦୁର୍ଘଟଣା: ୮୦ ମୃତ

ବାହାନଗା ଷ୍ଟେସନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚତ୍ଛି। ଆହତ ସଂଖ୍ୟା ୮୦୦ରୁ ଅଧିକ ହେବ ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ଆହତଙ୍କୁ ବାଲେଶ୍ୱର ଜିଲା ବିଭିନ୍ନ ଡାକ୍ତରଖାନା ସମେତ ଭଦ୍ରକ ଡାକ୍ତରଖାନାରେ…

ଅସମ୍ଭାଳ ତାତିରୁ ଆହୁରି ୮ ଦିନତାତି ନିସ୍ତାର ନାହିଁ

ଭୁବନେଶ୍ୱର,୨ା୬(ବ୍ୟୁରୋ): ସକାଳ ହେବା ମାତ୍ରେ ମାଡ଼ିଆସୁଛି ପ୍ରଚଣ୍ଡ ଗ୍ରୀଷ୍ମ । ଦିନ ବଢ଼ିବା ସାଙ୍ଗକୁ ତାତି ଅସହ୍ୟ ହେଉଛି। ସକାଳ ୮ଟାରୁ ପାରଦ ୩୩ ଡିଗ୍ରୀ ଟପିଯାଉଛି। ମଧ୍ୟାହ୍ନକୁ ୪୦ ଡିଗ୍ରୀ ପାରହୋଇ ଯାଉଛି। ଗରମ ସାଙ୍ଗକୁ ଗୁଳୁଗୁଳି ଅଣନିଃଶ୍ୱାସୀ କରିଦେଉଛି।…

ବିମଳେନ୍ଦୁ ସୋନପୁର ଜିଲାପାଳ

ଭୁବନେଶ୍ୱର,୨ା୬(ବ୍ୟୁରୋ)-ରାଜ୍ୟ ସରକାର ବିମଳେନ୍ଦୁ ରାୟଙ୍କୁ ସୋନପୁର ଜିଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିମଳେନ୍ଦୁ ଏବେ ପୂର୍ତ୍ତ ବିଭାଗର ସ୍ବତନ୍ତ୍ର ସଚିବ ଅଛନ୍ତି। ସୋନପୁର ଜିଲାପାଳ ଆବୋଲି…

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ: ଆକଳନ କରାଯାଇ ପାରୁନାହିଁ ମୃତକଙ୍କ ସଂଖ୍ୟା

ସୋର,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଏହି ଦୁର୍ଘଟଣାରେ ୬-୭ ବଗି ଲାଇନଚ୍ୟୁତ ହୋଇଥିବା ଅନୁମାନ କରାଯାଉଛି। ମୃତକଙ୍କ ସଂଖ୍ୟା ଏଯାବତ୍‌ ସ୍ପଷ୍ଟ ହୋଇ…

ରାଜଭବନରେ ତେଲଙ୍ଗାନା ଦିବସ ପାଳିତ

ଭୁବନେଶ୍ୱର,୨ା୬(ବ୍ୟୁରୋ)-ରାଜଭବନରେ ଶୁକ୍ରବାର ତେଲଙ୍ଗାନା ଦିବସ ପାଳିତ ହୋଇଛି। ତେଲଙ୍ଗାନା ଦିବସ ଉତ୍ସବ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି, ଭାରତ ସମଗ୍ର ବିଶ୍ୱକୁ ଆଲୋକିତ କରୁଛି। ଭାରତୀୟତାରେ ଅଛି ବିଶ୍ୱଜନୀନତା। ଏହା ଅସୀମ ଓ ଅନନ୍ତ ଆନନ୍ଦର ଉତ୍ସ ।…

୪ ଅଫିସରଙ୍କୁ ବଡ଼ ଦାୟିତ୍ୱ: ଘଟଣାସ୍ଥଳକୁ ଯିବାକୁ ମନ୍ତ୍ରୀ ଏବଂ ସିଆରସିଙ୍କୁ ନିର୍ଦ୍ଦେଶ

ସୋର,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଏହି ଦୁର୍ଘଟଣାରେ ୬-୭ ବଗି ଲାଇନଚ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୃତକଙ୍କ ସଂଖ୍ୟା ଏଯାବତ୍‌ ସ୍ପଷ୍ଟ ହୋଇ…

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା: ଜରୁରୀକାଳୀନ ନଂ ଜାରି କଲେ ସିଆର୍‌ସି

ସୋର,୨।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଦୁର୍ଘଟଣାଟି ବଡ଼ଧରଣର ହୋଇଥିବା ବେଳେ ସିଆର୍‌ସି ପକ୍ଷରୁ ଜରୁରୀକାଳୀନ ନଂ ଜାରି କରାଯାଇଛି। ଏହି ନଂ ଟି…

ଧରାପଡ଼ିଲେ ମହିଳା ଲୁଟେରା ଗ୍ୟାଙ୍ଗ: ଶାଢ଼ି ଭିତରେ ଦାମୀ ସାମଗ୍ରୀ ପୂରାଇ କରୁଥିଲେ ଲୁଟ୍‌

ଭୁବନେଶ୍ୱର,୨ା୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ୮ ଜଣିଆ ମହିଳା ଲୁଟେରା ଗ୍ୟାଙ୍ଗକୁ ଧରିଛି ନୟାପଲ୍ଲୀ ଥାନା ପୋଲିସ। ଏହି ଲୁଟେରା ଗ୍ୟାଙ୍ଗ ରାଜଧାନୀର ବଡ଼ବଡ଼ ଶପିଂ ମଲ୍‌କୁ ଟାର୍ଗେଟ କରି ବିଭିନ୍ନ ଦାମୀ ସାମଗ୍ରୀ ଲୁଟୁଥିଲେ। ବେଶ ଚତୁରତାର ସହ ଶାଢ଼ି ଭିତରେ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା: ଗରିବ, ଆଦିବାସୀଙ୍କ ଚିକିତ୍ସା କ୍ଷେତ୍ରରେ ସୁବିଧା ଜାରି ରହିବ

ଭୁବନେଶ୍ୱର,୨ା୬(ବ୍ୟୁରୋ): ବିଶାଖାପାଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଖୋଲା ଯାଇଥିବା ‘ରୋଗୀ ସହାୟତା କେନ୍ଦ୍ର’ (Patients’ Facilitation Center)ର ଅବଧିକୁ ରାଜ୍ୟ ସରକାର ଆଉ ବର୍ଷେ (୨୦୨୩-୨୪) ପାଇଁ ବୃଦ୍ଧି କରିଛନ୍ତି ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri