ଆଜି ଓଡ଼ିଶାରେ ପହଞ୍ଚିବେ ରାହୁଲ
ଭୁବନେଶ୍ୱର,୬ା୨(ସୁନିତ୍ ମିଶ୍ର):ମୋଦି ସରକାରଙ୍କ ଏକଚ୍ଛତ୍ରବାଦ ଶାସନ ବିରୋଧରେ ଲଢ଼େଇ କରି ଗରିବ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ପାଇଁ ଗତ ୧୪ ତାରିଖରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଣିପୁରରୁ ୨ୟ ପର୍ଯ୍ୟାୟ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆରମ୍ଭ କରିଛନ୍ତି। ଏହି…
ବାଛୁରିକୁ ଧରି ଜିଲାପାଳଙ୍କ କାର୍ଯ୍ୟାଳୟରେ ମାଲିକ ପ୍ରାଣୀଧନ ଚିକିତ୍ସକଙ୍କ ଆନ୍ଦୋଳନ ଯୋଗୁ …
ଅନୁଗୋଳ,୫ା୨ (ଅମିତ କୁମାର ସାମଲ): ୪ ଦିନ ତଳେ ଜନ୍ମ ହୋଇଥିବା ବାଛୁରିର ମଳଦ୍ୱାର ନାହିଁ। ଦିନକୁ ଦିନ ତା’ର ଯନ୍ତ୍ରଣା ବଢ଼ୁଛି। ଗୋଟିଏ ପରେ ଗୋଟିଏ ପ୍ରାଣୀଧନ ଚିକିତ୍ସାଳୟକୁ ନେଇଥିଲେ ମଧ୍ୟ ସେଠାରୁ ନିରାଶ ହେବାକୁ ପଡ଼ିଛି। ପ୍ରାଣୀ ଚିକିତ୍ସକମାନେ…
୧୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୫।୨(ସତ୍ୟଜିତ୍ ରାଉତ): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ଗଡ଼ିଆପଡ଼ା ଗ୍ରାମ ନିକଟରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ରବିବାର ଚଢ଼ାଉ କରି ୩ କୁଇଣ୍ଟାଲ ୩ କେଜି ଗଞ୍ଜେଇ ଜବତ କରିଛି। ଏଥିସହ ଚାଲାଣକାରୀଙ୍କୁ ଏସ୍ଟିଏଫ୍ ଗିରଫ କରିଛି।…
ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟି ଚିପି କରିଥିଲେ ହତ୍ୟା, ଆସିଲା ରାୟ…
ସମ୍ବଲପୁର,୫ା୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ରେଙ୍ଗାଲି ଥାନା ଅଧୀନ ବିଞ୍ଜିପାଲି ଗ୍ରାମରେ ୨୦୧୫ରେ ସଂଘଟିତ ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ସମ୍ବଲପୁର ପୋକ୍ସୋ ଅଦାଲତରେ ଚାଲିଥିବା ଉକ୍ତ ଘଟଣାର ରାୟ ଶୁଣାଇ ବିଚାରପତି…
ପ୍ରତି ୫ ବର୍ଷରେ ହେବ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ: ଆଉ ୩ ଦିନ ଖୋଲା ରହିବ ମ୍ୟୁଜିୟମ
ଭୁବନେଶ୍ୱର, ୫।୨(ଅସମାପିକା ସାହୁ): ପ୍ରତି ୫ ବର୍ଷରେ ଥରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବ। ଭୁବନେଶ୍ୱର ଜନତା ମଇଦାନରେ ଚାଲିଥିବା ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଉଦ୍ଯାପନ ଅବସରରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା…
ଆମ୍ବେଡକରଙ୍କ ନାମରେ ନାମିତ ହେବ ବରମୁଣ୍ଡା ବସ୍ଷ୍ଟାଣ୍ଡ
ଭୁବନେଶ୍ୱର,୫ା୨(ଅସମାପିକା ସାହୁ): ସମ୍ବିଧାନ ପ୍ରଣେତା ଡକ୍ଟର ଭୀମରାଓ ରାମଜୀ ଆମ୍ବେଡକରଙ୍କ ନାମରେ ନାମିତ ହେବ ନବନିର୍ମିତ ବରମୁଣ୍ଡା ବସ୍ଷ୍ଟାଣ୍ଡ। ଏନେଇ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଡକ୍ଟର ଆମ୍ବେଡକର ଜଣେ ଦୂରଦର୍ଶୀ ନେତା ତଥା ସମର୍ପିତ…
ସେବାୟତଙ୍କ ମଧ୍ୟରେ ତୁଟିଲା ବିବାଦ: ୩ ଘଣ୍ଟା ବିଳମ୍ବରେ ଚାଲିଛି ନୀତିକାନ୍ତି
ପୁରୀ,୫।୨: ଶ୍ରୀମନ୍ଦିରରେ ସୁଆର ଓ ମହାସୁଆର ସେବାୟତଙ୍କ ମଧ୍ୟରେ ଥିବା ବିବାଦର ଶେଷରେ ସମାଧାନ ହୋଇଛି। ପରେ ଶ୍ରୀମନ୍ଦିର ଭୋଗ ମଣ୍ଡପରୁ ରବିବାର ରାତିର ଶତାଧିକ ଅଭଡ଼ା କୂଡ଼ୁଆ ବାହାରିଛି। ମାତ୍ର ଏହି ବିବାଦ ଯୋଗୁ ମହାପ୍ରଭୁଙ୍କ ନୀତିକାନ୍ତି ୩ ଘଣ୍ଟା…
ଜାତୀୟ ରାଜପଥରେ ସିରିଜ୍ ଦୁର୍ଘଟଣା: ୩ ଟ୍ରକ, ୪ ବାଇକ୍ ଭାଙ୍ଗି ଚୁରମାର, ୭ ଆହତ
କେନ୍ଦୁଝର, ୫।୨(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ ଥାନା ଅଧୀନ ବୈଦରାଜ ସାହି ଛକ ନିକଟରେ ସୋମବାର ଏକ ସିରିଜ୍ ଦୁର୍ଘଟଣା ଘଟିଛି। ଏକ ୧୪ ଚକିଆ ଟ୍ରକ ବ୍ରେକ୍ ଫେଲ ହେବାରୁ ୩ଟି ଟ୍ରକ, ୪ଟି ବାଇକ୍କୁ ଧକ୍କା…
ରାଜ୍ୟରେ ବଢିଛି ମୁଣ୍ଡପିଛା ଆୟ, ହ୍ରାସ ପାଇଛି ବେକାରୀ ଅଭିବୃଦ୍ଧି ହାର: ରାଜ୍ୟପାଳ
ଭୁବନେଶ୍ୱର,୫।୨: ଓଡିଶା ରାଜ୍ୟପାଳ ରଘୁବର ଦାସ ସୋମବାର ବିଧାନସଭାରେ ବଜେଟ ଅଧିବେଶନରେ ନିଜର ଅଭିଭାଷଣ ରଖିଛନ୍ତି। ସେଥିରେ ସେ ରାଜ୍ୟର ଅର୍ଥନୀତି ଅଭିବୃଦ୍ଧି ଉପରେ ଆଲୋକପାତ କରିଛନ୍ତି। ସେ କହିଛନ୍ତି, କରୋନା ପରେ ରାଜ୍ୟ ଅର୍ଥନୀତି ଦୃତ ଗତିରେ ବୃଦ୍ଧି ପାଇଛି।…
ଡିସେମ୍ବର ୨୦୨୪ ସୁଦ୍ଧା ବସ୍ତିମୁକ୍ତ ସହର ହେବ ଓଡ଼ିଶା: ରାଜ୍ୟପାଳ ରଘୁବର ଦାସ
ଭୁବନେଶ୍ୱର,୫।୨: ଓଡ଼ିଶା ରାଜ୍ୟପାଳ ରଘୁବର ଦାସ ସୋମବାର ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନର ପ୍ରଥମ ଦିନକୁ ସମ୍ବୋଧିତ କରିଛନ୍ତି। ରାଜ୍ୟପାଳ ତାଙ୍କ ଅଭିଭାଷଣରେ କହିଛନ୍ତି ଯେ କିପରି ଜମି ଅଧିକାର ଯୋଗାଇବା ତଥା ବସ୍ତି ମାନଙ୍କୁ ‘ଆଦର୍ଶ’ କଲୋନୀରେ ପରିଣତ କରିବା…
ସରକାରଙ୍କ ପ୍ରଶଂସାରେ ଶତମୁଖ ରାଜ୍ୟପାଳ, ବିଧାନସଭାରେ ୧ ଘଣ୍ଟା ୫୮ ମିନିଟ ରଖିଲେ ବକ୍ତବ୍ୟ
ଭୁବନେଶ୍ୱର,୫।୨: ସୋମବାର ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ଆରମ୍ଭରେ ଅଭିଭାଷଣ ରଖି ରାଜ୍ୟ ସରକାରଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଠାରୁ ଆରମ୍ଭ କରି ନିଯୁକ୍ତି, ଆଇନ୍ଶୃଙ୍ଖଳା, କୃଷି ଆଦି ସମସ୍ତ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ସଫଳତା ବଖାଣିଛନ୍ତି ରାଜ୍ୟପାଳ…
ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ: ପରିକ୍ରମା ପ୍ରକଳ୍ପର କଲେ ପ୍ରଶଂସା, କଂଗ୍ରେସର କକ୍ଷତ୍ୟାଗ
ଭୁବନେଶ୍ୱର,୫।୨: ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ଆରମ୍ଭରେ ଅଭିଭାଷଣ ରଖି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ପ୍ରଶଂସା କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଶ୍ରୀକ୍ଷେତ୍ରକୁ ଆସୁଥିବା ଲକ୍ଷାଧିକ ଶ୍ରଦ୍ଧାଳୁମାନଙ୍କ ପାଇଁ ୮ ଶହ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ ରୂପ…

