ରାଜ୍ୟ

୬ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଣିରେ ବୁଡ଼ି ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। ଗୁରୁବାର ଗଞ୍ଜାମ ଜିଲା ଛତ୍ରପୁର ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ୨ ଛାତ୍ରୀ ପ୍ରାଣ ହରାଇଥିଲେ। ସେହିପରି ମାଲକାନଗିରି…

ବିଷାକ୍ତ ଫଳ ଖାଇ ୪ ନାବାଳକ ଅସୁସ୍ଥ

ବାସୁଦେବପୁର,୨ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଚୂଡ଼ାମଣି ଗ୍ରାମରେ ବିଷାକ୍ତ ଫଳ ଖାଇ ଗୁରୁବାର ରାତିରେ ୪ ନାବାଳକ ଅସୁସ୍ଥ ହୋଇପଡ଼ିଥିଲେ। ସୂଚନାନୁଯାୟୀ, ଗୁରୁବାର ଅପରାହ୍ନରେ ୪ ଜଣ ନାବାଳକ ରାସ୍ତାକଡ଼ରେ ହୋଇଥିବା କଳା ସିଜୁ ଫଳ ଖାଇଥିଲେ l ରାତିରେ…

ଡଙ୍ଗାବୁଡ଼ି ଘଟଣା: ଜଣଙ୍କ ମୃତଦେହ ମିଳିଲା, ଆଉ ଜଣେ ନିଖୋଜ

ମାଲକାନଗିରି,୨ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସତୀଗୁଡ଼ା ଜଳଭଣ୍ଡାରରେ ନିଖୋଜ ୨ ଦୁଇ ଜଣଙ୍କ ମଧ୍ୟରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଉକ୍ତ ମହିଳାଙ୍କ ଜଣକ ହେଲେ ତୁଳୁସା ମାଢ଼ି। ନିଖୋଜ ଗୋବିନ୍ଦ ସର୍ଦ୍ଦାରଙ୍କୁ ଉଦ୍ଧାର ଲାଗି ଅଗ୍ନିଶମ କର୍ମଚାରୀମାନେ ଜୋରଦାର…

ବହୁ ବିଜେଡି ନେତା ଯୋଗାଯୋଗରେ ଅଛନ୍ତି: ଭାଜପା

ଭୁବନେଶ୍ବର, ୨ା୬(ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନକୁ ଆଉ କମ୍‌ ସମୟ ଥିବାବେଳେ ବିଜେଡିର ଏକାଧିକ ନେତା ଓ ବିଧାୟକ ସମ୍ପର୍କରେ ଥିବା ନେଇ ବହୁ ଭାଜପା ନେତା ବାରମ୍ବାର ଦାବି କରିବା ଆରମ୍ଭ କରିଦେଇଛନ୍ତି। ତେବେ ନିର୍ବାଚନ ଆସିଲେ ବହୁ ନେତା…

ଆନ୍ଦୋଳନକାରୀଙ୍କ ସହ ଯୋଗଦେଲା ଯୁବକଂଗ୍ରେସ

ଭୁବନେଶ୍ବର, ୨ା୬(ବ୍ୟୁରୋ): ଅଲ୍‌ ଓଡ଼ିଶା ଭୋକେଶନାଲ ଟ୍ରେନର ମହାସଂଘର ନିଯୁକ୍ତିକୁ ସ୍ଥାୟୀ ତଥା ସେମାନଙ୍କୁ ପୂର୍ଣ୍ଣ ଶିକ୍ଷକ ମାନ୍ୟତା, ସମାନ କାମକୁ ସମାନ ଦରମା ପ୍ରଦାନ ଦାବିରେ ଗତ ୪ ଦିନ ଧରି ଭୁବନେଶ୍ୱରସ୍ଥିତ ଲୋୟର ପିଏମ୍‌ଜିଠାରେ ଚାଲିଥିବା ବିକ୍ଷୋଭ ଓ…

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

ଭୁବନେଶ୍ୱର,୨ା୬(ବ୍ୟୁରୋ): ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇଛି ଚଳିତବର୍ଷର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ। ବୈଷୟିକ ଶିକ୍ଷାମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ବିଭାଗୀୟ ସଚିବ ଉଷା ପାଢ଼ୀଙ୍କ ସମେତ ଓଜେଇଇର ଅଧିକାରୀମାନେ ଉପସ୍ଥିତ…

ଦୁବାଇ ଗଲା ଢେଙ୍କାନାଳ ‘ଆମ୍ରପଲ୍ଲି’

ଢେଙ୍କାନାଳ ଅଫିସ,୨।୬: ଚଳିତବର୍ଷ ଢେଙ୍କାନାଳରେ ପ୍ରଚୁର ଆମ୍ବ ଫଳିଛି। ୫୦ ହଜାର ମେଟ୍ରିକ୍‌ ଟନ୍‌ ସହ ଉତ୍ପାଦନରେ ରାଜ୍ୟରେ ଶୀର୍ଷ ସ୍ଥାନ ହାସଲ କରିଛି ଜିଲା। କୋଲକାତା, ଦିଲ୍ଲୀ, ମୁମ୍ବାଇ ଭଳି ଦେଶର ବଡ଼ ସହରରେ ଏହି ଋତୁକାଳୀନ ଫଳର ଚାହିଦା…

ପୁଞ୍ଜି ବିନିଯୋଗକୁ ଆକର୍ଷିତ କରିବାରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର,୨ା୬(ବ୍ୟୁରୋ): ଓଡ଼ିଶା ଦେଶର ଦ୍ରୁତତମ ଅଭିବୃଦ୍ଧିଶୀଳ ରାଜ୍ୟମାନଙ୍କ ମଧ୍ୟରୁ ଅନ୍ୟତମ। ପୁଞ୍ଜି ବିନିଯୋଗକୁ ଆକର୍ଷିତ କରିବାରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି। ଶିଳ୍ପନୀତି, ଭିତ୍ତିଭୂମି ବିକାଶ ଏବଂ କର୍ମକୁଶଳତାର ତିନୋଟି ବିନ୍ଦୁ ଉପରେ ଧ୍ୟାନ ରଖି ରାଜ୍ୟ ନିବେଶକମାନଙ୍କ ପାଇଁ ପସନ୍ଦଯୋଗ୍ୟ…

ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ

ଭୁବନେଶ୍ୱର,୨ା୬(ବ୍ୟୁରୋ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ଘରେ କିମ୍ବା ବାହାରେ ନିସ୍ତାର ନାହିଁ। ଏଭଳି ଉତ୍ତପ୍ତ ପରିବେଶ ଆସନ୍ତା ୧୦ ତାରିଖ ଯାଏ ବଳବତ୍ତର ରହିବ। ତେବେ ୬ରୁ ୧୦ ତାରିଖ…

ଓପିଏଚ୍‌ଡବ୍ଲ୍ୟୁସି ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପଙ୍କ ୧୧.୩୫ କୋଟିର ସମ୍ପତ୍ତି ଆଟାଚ୍‌

ଭୁବନେଶ୍ୱର,୨ା୬(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଥିବା ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ୍‌ ଓ୍ବେଲ୍‌ଫେୟାର କର୍ପୋରେଶନ(ଓପିଏଚ୍‌ଡବ୍ଲ୍ୟୁସି)ର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରତାପ, ତାଙ୍କ ସ୍ତ୍ରୀ ସସ୍ମିତା…

ବର୍ଷକୁ ଦେଶର ୧.୩୫ ନିୟୁତ ଜୀବନ ନେଉଛି ତମାଖୁ

ଭୁବନେଶ୍ୱର,୨।୬ (ବ୍ୟୁରୋ): ତମାଖୁ ସେବନ ସମାଜରେ ଏକ ବ୍ୟାଧିର ରୂପ ନେଇଛି। ଏହାର ସେବନ ଯୋଗୁ ପ୍ରତିବର୍ଷ ଭାରତରେ ୧.୩୫ ନିୟୁତ ଲୋକଙ୍କ ଜୀବନ ଯାଉଥିବାବେଳେ ଏଥିରୁ ନିର୍ଗତ ଧୂଆଁ ଯୋଗୁ ୧.୨ ନିୟୁତ ଲୋକଙ୍କ ମୃତ୍ୟୁ ଘଟୁଛି। ଭାରତରେ କ୍ୟାନ୍‌ସର…

ଜିଏସ୍‌ଟି ଆଦାୟରେ ୩୦.୨୮ ପ୍ରତିଶତ ରେକର୍ଡ ଅଭିବୃଦ୍ଧି

ଭୁବନେଶ୍ୱର,୨ା୬(ବ୍ୟୁରୋ): ରାଜ୍ୟ ଜିଏସ୍‌ଟି ଓ ସମନ୍ବିତ ଜିଏସ୍‌ଟି ଆଦାୟରେ ରେକର୍ଡ ଅଭିବୃଦ୍ଧି ହୋଇଛି। ୨୦୨୩ ମେ’ରେ ଜିଏସ୍‌ଟି ଆଦାୟରେ ୩୦.୨୮ ପ୍ରତିଶତ ଅଭିବୃଦ୍ଧି ହେବା ସହ ୧୬୭୫.୭୭ କୋଟି ଟଙ୍କା ସଂଗ୍ରହ କରାଯାଇଛି । ମୋଟ ଜିଏସ୍‌ଟି କ୍ଷେତ୍ରରେ ଓଡ଼ିଶା ଚଳିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri