ରାଜ୍ୟ

ପୁରୀରୁ ସୋନପୁରକୁ ଗଡ଼ିବ ଟ୍ରେନ୍‌

ପୁରୀ,୨ା୨: ଶ୍ରୀକ୍ଷେତ୍ର ପୁରୀରୁ ପାତାଳି ଶ୍ରୀକ୍ଷେତ୍ର ସୋନପୁରକୁ ଗଡ଼ିବ ଟ୍ରେନ୍‌। ସପ୍ତାହକୁ ଏହି ଟ୍ରେନ୍‌ ଥରେ ଚଳାଚଳ କରିବ ବୋଲି ପୂର୍ବତଟ ରେଳ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଏହି ଟ୍ରେନ୍‌ର ଶୁଭାରମ୍ଭ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ବସ୍‌କୁ ପଛପଟୁ ଧକ୍କାଦେଲା ହାଇଓ୍ବା: ୧୭ ଯାତ୍ରୀ ଆହତ

ଖୋର୍ଦ୍ଧା,୨ା୨(ପ୍ରଭାତ ପାଣିଗ୍ରାହୀ): ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଶିଳ୍ପାଞ୍ଚଳ ଥାନା ଖୋର୍ଦ୍ଧା ଗଡ଼ଖୋର୍ଦ୍ଧା ଛକରେ ରାସ୍ତାକଡ଼ରେ ଠିଆ ହୋଇଥିବା ବସ୍‌କୁ ହାଇଓ୍ବା ଧକ୍କା ଦେବାରୁ ୧୭ଜଣ ଯାତ୍ରୀ ଆହତ ହୋଇଛନ୍ତି। ଜିଲା ପ୍ରଶାସନ ଅଧିକାରୀ ଓ ପୋଲିସ ଆହତଙ୍କୁ ଉଦ୍ଧାର କରି…

ଦ୍ୱିତୀୟ ବିବାହ କରୁଥିଲେ ସ୍ୱାମୀ, ମଣ୍ଡପରେ ପହଞ୍ଚି ବାହାଘର ଅଟକାଇଲେ ସ୍ତ୍ରୀ

ବଲାଙ୍ଗୀରି,୨।୨: ପ୍ରଥମ ସ୍ତ୍ରୀ ଥାଉ ଥାଉ ଦ୍ୱିତୀୟ ବିବାହ କରୁଥିଲେ ସ୍ୱାମୀ, ବିବାହ ମଣ୍ଡପରେ ପହଞ୍ଚି ବାହାଘର ଅଟକାଇଲେ ସ୍ତ୍ରୀ। ଏଭଳି ଏକ ନାଟକୀୟ ଘଟଣା ଗୁରୁବାର ଦିନ ବଲାଙ୍ଗୀର ଜିଲାର ପାଟଣାଗଡ଼ ସହରରେ ଦେଖିବାକୁ ମିଳିଛି। ଦ୍ୱିତୀୟ ଥର ପାଇଁ…

ସମ୍ବିତଙ୍କ ପ୍ରଭାବୀ ପ୍ରଦର୍ଶନ

ଭୁବନେଶ୍ୱର,୨।୨ (ତପନ ସ୍ବାଇଁ):ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ଅନ୍ତର୍ଜାତୀୟ ଗ୍ରାଣ୍ଡମାଷ୍ଟର୍ସ ଚେସ୍‌ର ୭ମ ରାଉଣ୍ଡ ଖେଳ ଗୁରୁବାର ଶେଷ ହୋଇଛି। ସପ୍ତମ ରାଉଣ୍ଡ ଶେଷରେ ତେଲେଙ୍ଗାନାର ବିଗ୍ନେଶ ଭେମୁଲା ୬ ପଏଣ୍ଟ ପାଇ ଏକକ ଅଗ୍ରଣୀ ଲାଭ…

ଓଡ଼ିଶାରେ ଏନ୍‌ଟିପିସିର ୨୮,୯୭୮କୋଟି ପୁଞ୍ଜି ବିନିଯୋଗ, ୩ରେ ତିନି ପ୍ରକଳ୍ପର ଶୁଭାରମ୍ଭ କରିବେ ମୋଦି

ଭୁବନେଶ୍ୱର,୨।୨ (ଅଭୟ ଦାଶ): ଦେଶର ପ୍ରମୁଖ ଶକ୍ତି ଉତ୍ପାଦକ ତଥା ଭାରତ ସରକାରଙ୍କ ଅଗ୍ରଣୀ ଏଣ୍ଟପ୍ରାଇଜେସ୍‌ ଏନ୍‌ଟିପିସି ଲିମିଟେଡ୍‌ (ନ୍ୟାଶନାଲ ଥର୍ମାଲ ପାଓ୍ବାର କର୍ପୋରେଶନ ବା ଏନ୍‌ଟିପିସି)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଓଡ଼ିଶା ୩ଟି ପ୍ରମୁଖ ପ୍ରକଳ୍ପକୁ…

ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀ: ପରିବର୍ତ୍ତନ ନ ହେଲେ ପରିସ୍ଥିତି ବଦଳିପାରେ

କାମାକ୍ଷାନଗର, ୨।୨ (ଅମଜାଦ ଖାନ୍‌) ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀ କଙ୍କଡ଼ାହାଡ଼ ବ୍ଲକର ୨୧ ପଞ୍ଚାୟତ, ପରଜଙ୍ଗ ବ୍ଲକର ୨୯ ସହିତ କାମାକ୍ଷାନଗର ବ୍ଲକର ୬ ପଞ୍ଚାୟତକୁ ନେଇ ଗଠିତ। ୨୦୦୯ ମସିହାରେ କଂଗ୍ରେସ ଛାଡ଼ି ବିଜେଡିକୁ ଆସିଥିବା ଡ.…

କଂଗ୍ରେସ ଟିକେଟ ପାଇଁ ଅନ୍‌ଲାଇନ ଆବେଦନ: ଅଜୟ କୁମାର

ଭୁବନେଶ୍ୱର, ୨।୨(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସ ଟିକେଟ ପାଇବାକୁ ହେଲେ ଆଉ ଲବି କାମ ଦେବନାହିଁ। ଯେଉଁମାନେ ଆସନ୍ତା ନିର୍ବାଚନରେ ପ୍ରାର୍ଥୀ ହେବାକୁ ଚାହିଁବେ ସେମାନେ ଅନ୍‌ଲାଇନ ଜରିଆରେ ନିଜର ଆବେଦନପତ୍ର ଦାଖଲ କରିପାରିବେ। ଏ ସମ୍ପର୍କିତ ଇ-ଫର୍ମ…

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ସୁରକ୍ଷା ବାଟାଲିଅନ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୨ା୨(ଅସମାପିକା ସାହୁ): ଶ୍ରୀଜଗନ୍ନାଥ ମନ୍ଦିରର ସୁରକ୍ଷା ପାଇଁ ଏକ ସ୍ବତନ୍ତ୍ର ସୁରକ୍ଷା ବାଟାଲିଆନ୍‌ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ବୁଧବାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଗୃହ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ ସ୍ପେସାଲ୍‌ ବାଟାଲିୟାନ୍‌ର ବିଭିନ୍ନ ବର୍ଗ ପାଇଁ…

ରାଜେଶ ପ୍ରଭାକର ପାଟିଲ ସମବାୟ ସଚିବ

ଭୁବନେଶ୍ୱର,୨ା୨(ଅନିଲ ଦାସ): ଆନ୍ତଃରାଜ୍ୟ ଡେପୁଟେଶନରୁ ଫେରିବା ପରେ ୨୦୦୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ରାଜେଶ ପ୍ରଭାକର ପାଟିଲଙ୍କୁ ରାଜ୍ୟ ସମବାୟ ସଚିବ ଭାବେ ନିଯୁକ୍ତି ମିଳିଛି। ସେ ଅତିରିକ୍ତ ଭାବେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ସ୍ବତନ୍ତ୍ର ସଚିବ ଭାବେ…

ବିଧାୟକ ପ୍ରତାପ ଜେନାଙ୍କ ରିଭିଜନ୍‌ ପିଟିସନ୍‌ ମାମଲା: ବଢ଼ିଲା ଅନ୍ତରୀଣ ସୁରକ୍ଷା ଅବଧି

କଟକ,୧ା୨(କାର୍ତ୍ତିକ ସାହୁ): ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧିକୁ ହାଇକୋର୍ଟ ପୁଣି ଫେବୃଆରୀ ୧୩ ତାରିଖ ଯାଏ ବୃଦ୍ଧି କରିଛନ୍ତି। ସେ ପର୍ଯ୍ୟନ୍ତ ତାଙ୍କ ବିରୋଧରେ କୌଣସି ଆଇନ୍‌ଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ ନାହିଁ। ମାହାଙ୍ଗା ଡବଲ ମର୍ଡର…

ରେଳ ବଜେଟ: ଓଡିଶାକୁ ୧୦,୫୩୬ କୋଟି ଅନୁଦାନ

ନୂଆଦିଲ୍ଲୀ,୧।୨: ଗୁରୁବାର ଲୋକସଭାରେ ଅନ୍ତରୀଣ ବଜେଟ ଆଗତ ହୋଇଥିଲା ବେଳେ ରେଳ ପାଇଁ ଓଡ଼ିଶାକୁ ୧୦,୫୩୬ କୋଟି ଟଙ୍କା ଅନୁଦାନ ମିଳିଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏକ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନ ଦେଇଛନ୍ତି। ସେ କହିଛନ୍ତି, ଚଳିତ ଆର୍ଥିକ…

ବଲାଙ୍ଗୀରରେ ଦାୟିତ୍ୱ ଗ୍ରହଣ କଲେ ନୂଆ ଜିଲାପାଳ

ବଲାଙ୍ଗୀର,୧।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ନୂତନ ଜିଲାପାଳ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଗୌରବ ଶିଓ୍ବାଜୀ ଇସଲଓ୍ବାର। ୨୦୧୯ ଆଇଏଏସ୍‌ ବ୍ୟାଚ୍‌ର ଏହି ଅଧିକାରୀ ଏଥିପୂର୍ବରୁ କୋରାପୁଟ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?