ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା
କଟକ ଅଫିସ,୨୪ା୫: ମାଟ୍ରିକ ପରୀକ୍ଷା ଢାଞ୍ଚା ବଦଳିଥିବା ବୋର୍ଡ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ବୋର୍ଡ ସଭାପତି ରାମାଶିଷ ହାଜରା ଏକ ପ୍ରେସ୍ମିଟ୍ରେ ଏହା ପ୍ରକାଶ କରିଛନ୍ତି। କରୋନା ପାଇଁ ସମ୍ମେଟିଭ୍ ପରୀକ୍ଷା ବ୍ୟବସ୍ଥା ହୋଇଥିଲା। ଏଣିକି ପୁରୁଣା ପଦ୍ଧତିରେ ପୁଣି…
ଲୁଗା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ : ଜଳିଗଲା କୋଟିଏ ଟଙ୍କାର କପଡା
କେନ୍ଦ୍ରାପଡା ଅଫିସ,୨୪।୫: ଆଳି ବଡ଼ବଜାରଠାରେ ବୁଧବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ରିଲାଇନ୍ସ ସ୍ମାର୍ଟ ପଏଣ୍ଟ ଉପରେ ଥିବା ରଞ୍ଜିତ ବେହେରାଙ୍କ ନିୟୁ ଟ୍ରେଣ୍ଡ ଲୁଗା ସୋରୁମରେ ଅଗ୍ନିକାଣ୍ଡ ଘଟି ପାଖାପାଖି କୋଟିଏ ଟଙ୍କାର କପଡା ପୋଡିଜଳି ପାଉଁଶ ହୋଇଯାଇଛି। ଖବରପାଇ…
ଚନ୍ଦ୍ରର ଅତି ନିକଟରେ ଦେଖାଗଲା ଶୁକ୍ର
ଭୁବନେଶ୍ୱର, ୨୪।୫ (ବ୍ୟୁରୋ): ମଙ୍ଗଳବାର ଆକାଶରେ ଉଜ୍ଜ୍ୱଳ ଗ୍ରହ ଶୁକ୍ରର ଖୁବ୍ ନିକଟତର ହୋଇଥିଲା ଚନ୍ଦ୍ର। ସନ୍ଧ୍ୟା ୬ଟା ୩୦ରୁ ରାତି ୯ଟା ୧୫ ପର୍ଯ୍ୟନ୍ତ ଏହି ବିରଳ ମହାଜାଗତିକ ଦୃଶ୍ୟ ଦେଖାଯାଇଥିଲା। ଏହି ସମୟରେ ଶୁକ୍ର ଓ ଚନ୍ଦ୍ର ମଧ୍ୟରେ…
୩ ଅଭିଯୁକ୍ତଙ୍କଠାରୁ ମିଳିଲା ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ପାକିସ୍ତାନର ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍ ଇଣ୍ଟେଲିଜେନ୍ସ (ଆଇଏସ୍ଆଇ)ର ଏଜେଣ୍ଟଙ୍କୁ ମୋବାଇଲ୍ ଓଟିପି ଶେୟାରିଂ ମାମଲାରେ ଜେରା ହେଉଥିବା ୩ ଅଭିଯୁକ୍ତଙ୍କ ମଙ୍ଗଳବାର ୩ ଦିନିଆ ରିମାଣ୍ଡ ଅବଧି ସରିଛି। ତେଣୁ ଅଭିଯୁକ୍ତ ପଠାଣିସାମନ୍ତ ଲେଙ୍କା, ସରୋଜ କୁମାର ନାୟକ…
ଅଭିଯୁକ୍ତ ବାବିନାଙ୍କ ବ୍ୟବସାୟିକ ଆଡ୍ଡା ଭାଙ୍ଗିଲା ପୋଲିସ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ପୂର୍ବ ଶତ୍ରୁତାରୁ ନବଘନ ପାଟ୍ଟଶାଣୀ ଓରଫ ବାଙ୍କା ନାମକ ବ୍ୟକ୍ତିଙ୍କୁ ଖଣ୍ଡାରେ ଆକ୍ରମଣ ମାମଲାରେ ଖଣ୍ଡଗିରି ଥାନା ପୋଲିସ ଦ୍ୱାରା ଗିରଫ ହୋଇ ଜେଲରେ ଅଛନ୍ତି ମୁଖ୍ୟ ଅଭିଯୁକ୍ତ ବାବିନା ଓରଫ ଶଶାଙ୍କ ଶେଖର ବଳିଆର୍ସିଂ। ତେବେ ଖୋଳତାଡ଼ ପରେ…
ଏନ୍. ମୁନିଙ୍କ ସୁଆଦିଆ ନନ୍ଭେଜ୍ ଆଚାର
ଭୁବନେଶ୍ୱର,୨୪।୫(ବ୍ୟୁରୋ): ଓଡ଼ିଆଙ୍କ ବିଭିନ୍ନ ଖାଦ୍ୟ ମଧ୍ୟରେ ଆଚାରର ସ୍ଥାନ ସ୍ବତନ୍ତ୍ର। ଆଚାର ଦେଖିଲେ ଅନେକଙ୍କର ପାଟିରୁ ଲାଳ ବି ବୋହିଥାଏ। ଆମ୍ବ ଆଚାର, ଲଙ୍କା ଆଚାର, କରମଙ୍ଗା ଆଚାର, ଲେମ୍ବୁ ଆଚାର, କୋଳି ଆଚାର, ମିକ୍ସ ଆଚାର ଭଳି ବିଭିନ୍ନ ପ୍ରକାର…
ମା’ ପାର୍ବତୀଙ୍କୁ ଚୋରିକଲେ ପଞ୍ଚମହାଦେବ
ପୁରୀ ଅଫିସ, ୨୪।୫: ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଚତୁର୍ଥୀ ଅବସରରେ ମଙ୍ଗଳବାର ଶ୍ରୀକ୍ଷେତ୍ରର ପଞ୍ଚମହାଦେବଙ୍କ ପୀଠରେ କନ୍ୟାଚୋରି ନୀତି ସମ୍ପନ୍ନ ହୋଇଛି। ପରମ୍ପରା ମୁତାବକ, ପଞ୍ଚମହାଦେବ ପାର୍ବତୀଙ୍କୁ ଚୋରି କରିଛନ୍ତି। ବୁଧବାର ରୀତିନୀତି ଅନୁଯାୟୀ, ମା ପାର୍ବତୀଙ୍କୁ ମହାଦେବ ବିବାହ କରିବେ।…
ରାଜ୍ୟରେ ଆଗୁଆ ନିର୍ବାଚନ ଚର୍ଚ୍ଚା
ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ଆଗୁଆ ବିଧାନସଭା ନିର୍ବାଚନ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ୨୦୨୩ ଡିସେମ୍ବରରୁ ୨୦୨୪ ଜାନୁୟାରୀ ମଧ୍ୟରେ ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼, ତେଲଙ୍ଗାନା ଓ ମିଜୋରାମରେ ବିଧାନସଭା କାର୍ଯ୍ୟକାଳ ଶେଷହେବାକୁ ଯାଉଛି। ଉକ୍ତ ରାଜ୍ୟଗୁଡ଼ିକରେ ଚଳିତବର୍ଷ ଡିସେମ୍ବରରେ ନିର୍ବାଚନ ହେବାକୁ…
୪୦ ଡିଗ୍ରୀ ଉପରେ ୨୨ ସହର: ବଲାଙ୍ଗୀର ୪୩.୩
ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ମଙ୍ଗଳବାର ରାଜ୍ୟର ୨୨ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ…
ଇସ୍ତାହାରରେ କୁହାଯାଇଥିଲା ହଜାରେ, ସରିଲାଣି ୬୮୦୦’
ଭୁବନେଶ୍ବର, ୨୪।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ତ୍ତ ବିଭାଗର ପ୍ରମୁଖ କାର୍ଯ୍ୟକ୍ରମ ଗୁଡ଼ିକର ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ସରକାରଙ୍କର ନିର୍ବାଚନୀ ଇସ୍ତାହାର-୨୦୧୯ର କାର୍ଯ୍ୟକାରିତା ଉପରେ ଆଲୋକପାତ କରି କହିଛନ୍ତି, ରାଉରକେଲାଠାରୁ ଆମପାଣି ପର୍ଯ୍ୟନ୍ତ…
ଶିବ ମନ୍ଦିରରେ ଗଞ୍ଜେଇ ନିଷେଧକୁ ନେଇ ଧାର୍ମିକ ଦ୍ୱନ୍ଦ୍ୱ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ଶୈବପୀଠରେ ଗଞ୍ଜେଇ ବ୍ୟବହାରକୁ ନିଷେଧ କରିବା ଲାଗି ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ପରେ ଏହି ପ୍ରସଙ୍ଗରେ ଭିନ୍ନ ମତ ଦେଖା ଦେଇଛି। କେତେକ ମହଲରେ ଏହାକୁ ସ୍ବାଗତ କରାଯାଇଥିବା ବେଳେ ଆଉ କେତେକେ ବିରୋଧ…
ଏଣିକି ଶୈବପୀଠରେ ଗଞ୍ଜେଇ ଅପବ୍ୟବହାର ଉପରେ ଲାଗିବ।ରୋକ
ଭୁବନେଶ୍ୱର,୨୩।୫(ବ୍ୟୁରୋ): ଏଣିକି ଶୈବପୀଠରେ ଗଞ୍ଜେଇର ଅପବ୍ୟବହାର ଉପରେ ରୋକ ଲାଗିବ। ଏ ନେଇ ରାଜ୍ୟ ସଂସ୍କୃତି ବିଭାଗ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛି । ମହାଦେବଙ୍କ ନିକଟରେ ଗଞ୍ଜେଇ ଭୋଗ ଲାଗେ । ମାତ୍ର ଯେପରି ମନ୍ଦିରରେ ବ୍ୟବହାର ନାଁରେ ଅପବ୍ୟବହାର…
Archives


