ନୂଆ ଦଳ ଗଠନ ଉପରେ ବଡ଼ ସୂଚନା ଦେଲେ ମୋକିମ୍: ଆସନ୍ତା ୧୨ ତାରିଖରେ…
ଭୁବନେଶ୍ୱର,୫।୧: ଆସନ୍ତା ୧୨ ତାରିଖରେ ମୋକିମ୍ଙ୍କ ନୂଆ ଦଳ ପାଇଁ ପଡ଼ିବ ମୂଳଦୁଆ। ଏନେଇ ଏକ ଗଣମାଧ୍ୟମକୁ ମହମ୍ମଦ ମୋକିମ୍ ପ୍ରତିକ୍ରିୟା ଦେଇ ଏହି ସୂଚନା ଦେଇଛନ୍ତି। ଜାତୀୟ ଯୁବ ଦିବସରେ ନୂଆ ଦଳ ପାଇଁ ମୂଳଦୁଆ ପଡ଼ିବ । ମାର୍ଚ୍ଚ…
ଭାଜପା ପ୍ରତିନିଧି ଦଳର ମହୋତ୍ସବ ପଡିଆ ପରିଦର୍ଶନ: ବିଡିଓଙ୍କ ସହ ଆଲୋଚନା
ଦାରିଙ୍ଗବାଡି,୫।୧(ଅରୁଣ ସାହୁ): ଶୀତ ମହୋତ୍ସବ ଯେତେ ପାଖେଇ ଆସୁଛି ସେତିକି ଦାରିଙ୍ଗବାଡ଼ି ଅଞ୍ଚଳରେ ଉତ୍କଣ୍ଠା ଦେଖାଯାଇଛି। ସେପଟେ ଶୀତ ମହୋତ୍ସବକୁ ସଫଳ କରିବା ପାଇଁ ସ୍ଥାନୀୟ ପ୍ରଶାସନ ସମେତ ଜିଲା ପ୍ରଶାସନ ଏବଂ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି। ସୋମବାର…
ହଠାତ୍ ବିଦ୍ୟାଳୟ ପରିସରରେ ଲାଗିଲା ନିଆଁ: ୪ ଛାତ୍ର ଗୁରୁତର
ବିଷମକଟକ,୫।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକରୁ ଏକ ଅତ୍ୟନ୍ତ ଦୁଃଖଦ ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ପାଇକଡାକୁଲୁଗୁଡା ସ୍ଥିତ ପ୍ରାଇମେରୀ ବିଦ୍ୟାଳୟରେ ହଠାତ୍ ଅଗ୍ନିକାଣ୍ଡ ଘଟିବାରୁ ୪ ଜଣ ଛାତ୍ର…
ଜନ ଅଭିଯୋଗ ଶୁଣାଣିରେ ୧.୩ ଲକ୍ଷ ଲୋକଙ୍କ ଦୁଃଖ ଦୂର ହେଲାଣି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବର୍ଷର ପ୍ରଥମ ଜନ ଅଭିଯୋଗ ଶୁଣାଣି କରିଛନ୍ତି। ୟୁନିଟ୍-୨ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ଏହି ୧୬ଶ ଶୁଣାଣିରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଲୋକଙ୍କ ସମସ୍ୟା ଶୁଣିବା ସହ ଏହାର ତ୍ୱରିତ ସମାଧାନ…
AQI ବୃଦ୍ଧିକୁ ନେଇ ବାଲେଶ୍ବର ପାଇଁ ଜାରି ହେଲା ପ୍ରଦୂଷଣ କଟକଣା, ଆଗାମୀ ୭ ଦିନ ପାଇଁ ଗାଇଡ୍ଲାଇନ…
ବାଲେଶ୍ୱର,୫ା୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାରେ ବର୍ତ୍ତମାନ ପ୍ରଦୂଷଣର ମାତ୍ରା ବୃଦ୍ଧି ପାଉଥିବା ବେଳେ ଜିଲ୍ଲାପାଳ ଗାଇଡ୍ଲାଇନ ଜାରି କରିଛନ୍ତି । GRAP ଷ୍ଟେଜ୍–II ମାର୍ଗଦର୍ଶିକା ଅନୁସାରେ, ସାଧାରଣ ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ଭାରତୀୟ ନାଗରିକ ସୁରକ୍ଷା ସଂହିତା (BNSS) ଧାରା–୧୬୩…
ଓଡ଼ିଶାର ଏହି ଅଭୟାରଣ୍ୟକୁ ଆସିବେ ଦୁଇଟି ନୂଆ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଦେଲେ ସୂଚନା
ଭୁବନେଶ୍ୱର: ରାଜ୍ୟରେ ବାଘ ବଂଶ ବୃଦ୍ଧି ପାଇଁ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ବରଗଡ଼ ଜିଲାସ୍ଥିତ ଦେବ୍ରୀଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ଖୁବଶୀଘ୍ର ଦୁଇଟି ନୂଆ ବାଘ ଅଣାଯିବ। ସୋମବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ…
ଲୋକ ଭବନ ଉଦ୍ୟାନକୁ କିଭଳି ଯିବେ ଜାଣନ୍ତୁ…
ଭୁବନେଶ୍ୱର,୫ା୧: ଆସନ୍ତା ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ଲାଗି ଲୋକ ଭବନ ଉଦ୍ୟାନ ଖୋଲିବ। ସ୍କୁଲ୍ ଛାତ୍ରୀଛାତ୍ରଙ୍କ ପାଇଁ ସକାଳ ୮ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ଓ ଅପରାହ୍ନ ୨ଟା ୩୦ରୁ ସା ୬ଟା ୧୫ ପର୍ଯ୍ୟନ୍ତ…
ଓଡ଼ିଶାରେ ଗର୍ଜିଲା S-400: ଅପରେଶନ ସିନ୍ଦୂରରେ ହଜାଇଥିଲା ପାକିସ୍ତାନ ନିଦ
ଭୁବନେଶ୍ୱର,୫ା୧: ଭାରତୀୟ ପ୍ରତିରକ୍ଷା କ୍ଷେତ୍ରରେ ସୋମବାର ଏକ ବଡ଼ ସଫଳତା ମିଳିଛି। ଓଡ଼ିଶା ଉପକୂଳସ୍ଥିତ ଅବଦୁଲ କଲାମ ଦ୍ବୀପରୁ ଅତ୍ୟାଧୁନିକ ଏୟାର ଡିଫେନ୍ସ ସିଷ୍ଟମ୍ S-400 ଇଣ୍ଟରସେପ୍ଟର ମିଜାଇଲ୍ର ବ୍ୟବହାରିକ ପରୀକ୍ଷଣ ସଫଳତାର ସହ ସମ୍ପନ୍ନ ହୋଇଛି। ଅପରାହ୍ନ ୩ଟା ୪୦…
ସରକାରଙ୍କ ସହ ଆଲୋଚନା ବିଫଳ: ବଡ ନିଷ୍ପତ୍ତି ନେଲେ ମିଲର, ମୁଣ୍ଡରେ ହାତ ଦେଲେ ଚାଷୀ
ଭୁବନେଶ୍ୱର,୫ା୧: ରାଜ୍ୟରେ ସୃଷ୍ଟି ହୋଇପାରେ ଚାଉଳ ସଙ୍କଟ। ବିଭିନ୍ନ ଦାବିକୁ ନେଇ ରାଜ୍ୟ ସରକାରଙ୍କ ସହ ଚାଉଳ ମିଲର ସଂଘର ଆଲୋଚନା ବିଫଳ ହୋଇଛି। ଫଳରେ ମିଲରମାନେ ସେମାନଙ୍କ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ପକ୍ଷରୁ ଦାବି ପୂରଣ…
ଜିଲାର ବିଭିନ୍ନ ସମସ୍ୟା ନେଇ ମୁଖ୍ୟ ଶାସନସଚିବଙ୍କୁ ଭେଟିଲେ ବିଧାୟକ
ଗଜପତି,୫।୧(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀ ସୋମବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅନୁଗର୍ଗଙ୍କୁ ସାକ୍ଷାତ କରି ମୁଖ୍ୟଶାସନ ସଚିବ ଭାବରେ ଦ୍ବାୟିତ୍ୱ ନେଇଥିବା ବେଳେ ସେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ…
ମେଳି ସରୁସରୁ ଭୟଙ୍କର ରାଗିଲେ ପ୍ରମିଳା: କହିଲେ..
ଭୁବନେଶ୍ୱର,୫।୧: ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ମେଳି ଘଟଣାରେ ଭୟଙ୍କର ରାଗିଲେ ପ୍ରମିଳା। ସେ ଗଣମାଧ୍ୟମ ପ୍ରତିନିଧିଙ୍କୁ କହିଛନ୍ତି, ମେଳି କ’ଣ? କାହିଁକି କଦର୍ଯ୍ୟ ରୂପ ଦେଉଛନ୍ତି। ଆମେ ବସିବୁନି, କଥା ହେବୁନି ଜିଲାକୁ ନେଇ ଆମର ଆଲୋଚନା…
ପ୍ରେମ ସମ୍ପର୍କକୁ ନେଇ ଗାଁରେ ଗୁଳିମାଡ଼ କଲେ ପ୍ରେମିକ, ଫେରାର ହୋଇଯିବା ବେଳେ ଗୋଡ଼ାଇ ଗୋଡ଼ାଇ…
ମୋହନା୫ା୧( ମନ୍ମଥ ମିଶ୍ର ): ପ୍ରେମ ସମ୍ପର୍କକୁ ନେଇ ଯୁବକକୁ ଗୁଳିମାଡ଼ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଢେପାସାହି ଗାଁରେ। ଗାଁରେ ଦୀର୍ଘଦିନ ଧରି ପ୍ରେମ ସମ୍ପର୍କକୁ ନେଇ ବିବାଦ ଲାଗି…
Archives


