ରାଜ୍ୟ

ଆଗକୁ ପଞ୍ଚାୟତ ନିର୍ବାଚନ: ଏବେଠୁ ଅଣ୍ଟାଭିଡ଼ିଲାଣି ଭାଜପା ଯୁବମୋର୍ଚ୍ଚା

ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ସୋମବାର ସରାପଶି ଲକ୍ଷ୍ମୀ ମଣ୍ଡପ ପରିସରରେ ଭାଜପା ପାଟଣା ମଣ୍ଡଳ ଯୁବମୋର୍ଚ୍ଚାର କର୍ମକର୍ତ୍ତାମାନଙ୍କୁ ନେଇ ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଏକ ସାଂଗଠାନିକ କାର୍ଯ୍ୟକ୍ରମ…

ଅଷ୍ଟମ ଦିନରେ ପହଞ୍ଚିଲା ଡଭା ସୋସାଇଟି ଚାଷୀଙ୍କ ଆମରଣ ଅନଶନ, ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ୪….

ଝାରବନ୍ଧ,୮ା୬(ଦେବେନ୍ଦ୍ର ସାହୁ ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଚାଷୀଙ୍କ ଆମରଣ ଅନଶନ ଜାରି ରହିଛି । ଟୋକନ ସମସ୍ୟା ଓ ଜମି କିସମ ପରିବର୍ତ୍ତନ ଦୁଇ ଦଫା ଦାବିନେଇ ଗତ ୧ତାରିଖରୁ…

ହଷ୍ଟେଲରୁ ପୁରୁଷ ବନ୍ଧୁ ବାହାରକୁ ଡାକି ନେଇ ହୋଟେଲରେ କଲେ ବଳତ୍କାର : ବାନ୍ଧିଲା ପୋଲିସ…

ଭୁବନେଶ୍ୱର, ୮।୬: ରାଜଧାନୀ ଭୁବନେଶ୍ୱରର ଧଉଳି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଘଟଣାରେ ପୁରୁଷ ବନ୍ଧୁଙ୍କୁ ଗିରଫ କରାଯାଇଛି।…

ମହିଳାଙ୍କ ଆକସ୍ମିକ ମୃତ୍ୟୁ, ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ଜଳିଲା ଜୁଇ

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧଖଣ୍ଡି ଗ୍ରାମର ସଚଳା ରାଉତ(୩୫)ଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ସୋମବାର ସକାଳେ ଦିଗପହଣ୍ଡି ପୋଲିସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ମୃତଦେହ ଜବତ କରି ଥାନା ଅପମୃତ୍ୟୁ ମାମଲା…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ପଡ଼ୋଶୀ, ଶିଶୁପୁତ୍ରକୁ ବିଷ ଦେଇ ମାରିବାକୁ ଚେଷ୍ଟା!

ସାଲେପୁର,୮ା୬(ଅରବିନ୍ଦ ଭୂୟାଁ): ସମ୍ପତ୍ତି ଲୋଭରେ ଛୋଟ ଶିଶୁପୁତ୍ରକୁ ବିଷ ଖୁଆଇ ମାରିବାକୁ ଉଦ୍ୟମ କରାଯାଇଛି । କଟକ ଜିଲା ସାଲେପୁର ଥାନା ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଏହି ଘଟଣା ଘଟିଛି। ସମ୍ପୃକ୍ତ ଶିଶୁ ହେଲେ ଏହି ଗ୍ରାମର ଅଜୟ ମଲ୍ଲିକଙ୍କ ପୁଅ…

‘ବିଜେଡିକୁ ଆସୁଛନ୍ତି ସୁଜାତା’: ଗ୍ରହଣ କରିବେ ନାହିଁ ପଦବୀ, ହେବେ ନାହିଁ ଉତ୍ତରାଧିକାରୀ, ହେଲେ ଏହି…

ଭୁବନେଶ୍ୱର, ୮।୬: ବିଜୁ ଜନତା ଦଳରେ ଖୁବଶୀଘ୍ର ସୁଜାତା ଆର୍‌. ପାଣ୍ଡିଆନ ଯୋଗଦେବେ ବୋଲି ଦଳର ବରିଷ୍ଠ ନେତା ମନ୍ମଥ ରାଉତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ, ସୁଜାତାଙ୍କ ବିଜେଡିରେ ଯୋଗଦାନ ପ୍ରାୟ ନିଶ୍ଚିତ ଏବଂ ଏହା “ଶତ…

ଅବହେଳିତ ଅବସ୍ଥାରେ ୩୦୦ ବର୍ଷର ଐତିହାସିକ ମଡାଗଡ଼ିଆ ଲୁଣିଆ ମେଳଣ, ସଂରକ୍ଷଣ ପାଇଁ ଉଠିଲା ଦାବି

ତିହିଡ଼ି,୮ା୬(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ଖପରପଦା ପଞ୍ଚାୟତରେ ଅବସ୍ଥିତ ଐତିହାସିକ ମଡାଗଡ଼ିଆ ଲୁଣିଆ ମେଳଣ ଆଜି ଅବହେଳାର ଶିକାର ହୋଇ ପଡ଼ିଛି । ପ୍ରାୟ ୩୦୦ ବର୍ଷର ଏହି ଦାଣ୍ଡ ମେଳଣ ଅଞ୍ଚଳର ପୁରାତନ କଳା, ସଂସ୍କୃତି…

ମୂଲ୍ୟବାନ ସରକାରୀ ଜମିର ହେଉନି ଉପଯୋଗ, ପାଲଟିଛି ଅପରାଧୀଙ୍କ ଆଡ୍ଡାସ୍ଥଳୀ

କେନ୍ଦ୍ରାପଡ଼ା,୮ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହର ରଣପଡ଼ାଠାରେ ଥିବା ଜଳସମ୍ପଦ ବିଭାଗ ପୁରୁଣା ଆବାସିକ କାର୍ଯ୍ୟାଳୟ(ବାବୁହତା) ଏବେ ଅପରାଧୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି। କେନ୍ଦ୍ରାପଡା ହାଇସ୍କୁଲ ପଡିଆ ନିକଟରେ ଥିବା ପ୍ରାୟ ୧୩ ଗୁଣ୍ଠ ପରିମିତ ଜମି ଉପରେ ଥିବା ପୁରୁଣା ଆବାସିକ…

ଧଉଳିରେ ଲଜ୍ଜା, ହଷ୍ଟେଲରୁ ନେଇ ହୋଟେଲରେ ବଳାତ୍କାର କଲେ ପୁରୁଷବନ୍ଧୁ!

ଭୁବନେଶ୍ୱର,୮।୬: ପୁଣି ରାଜଧାନୀରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଧଉଳି ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ପୀଡ଼ିତା ଧଉଳି ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ,…

ବିଜେଡିରେ ବଡ଼ ହଲଚଲ! ବୈଠକ ଡାକିଲେ ଉପସଭାପତି, କହିଲେ….

ଭୁବନେଶ୍ବର,୮।୬: ଆସନ୍ତା ୧୦ ତାରିଖରେ ବିଜେଡିର ବଡ଼ ବୈଠକ ବସିବାକୁ ଯାଉଛି ।ଉପସଭାପତି ଦେବୀପ୍ରସାଦ ମିଶ୍ର ଏକ ପ୍ରେସ ରିଲିଜ ଜାରି କରି ବୈଠକ ଡ଼ାକିଛନ୍ତି । ଏହି ବୈଠକରେ ସମସ୍ତ ନେତାଙ୍କୁ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।…

ଜୁଆଡ଼ିଙ୍କ ଘରେ ଚଢ଼ାଉ: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ କୋଟିଏ ଟଙ୍କାର ଗହଣା ଜବତ, ୪ ଅଟକ

ରାଉରକେଲା,୮ା୬(ସଙ୍ଗୀତା ଜେନା): ଦୀର୍ଘଦିନରୁ ଚାଲି ଆସୁଥିବା ଏକ ଜୁଆଆଡ୍ଡାରେ ପୋଲିସ ଚଢ଼ାଉ କରି ୧୦ ଲକ୍ଷରୁ ଅଧିକ ଟଙ୍କା ଓ ପ୍ରାୟ କୋଟିଏ ଟଙ୍କାର ଗହଣା ଜବତ କରିଛି। ସୋମବାର ସକାଳେ ଜୁଆ ମାମଲା ସହିତ ଜଡ଼ିତ ସେକ୍ଟର -୧୫ ପୋଲିସ…

ଏସଆଇଆର ସଚେତନତା, ଦେଢ଼ କିଲୋମିଟର ପଦଯାତ୍ରା କଲେ ଉପଜିଲାପାଳ

କେସିଙ୍ଗା,୮।୬(ତୁମେଶ୍ୱର ସାହୁ): ରାଜ୍ୟରେ ସ୍ଵତନ୍ତ୍ର ସଘନ ସଂଶୋଧନ(ଏସ ଆଇ ଆର)୨୦୨୬ ଯୋଗ୍ୟ ଭୋଟରମାନଙ୍କ ନାମ ଯେମିତି ନ କଟିବ ସେଥିପାଇଁ କଳାହାଣ୍ଡି ଉପ ଜିଲାପାଳଙ୍କ ନିଆରା ପ୍ରୟାସ ଦେଖିବାକୁ ମିଳିଛି । ପ୍ରଭାତ କୁମାର ପରିଡାଙ୍କ ନେତୃତ୍ୱରେ କେସିଙ୍ଗା ସହରର ବଲାଙ୍ଗିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?