ପିଲାଙ୍କୁ ସିଟ ଯୋଗାଇବା ନେଇ ଚିନ୍ତା
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ରେକର୍ଡ ସଂଖ୍ୟକ ପିଲା ପାସ୍ କରିବା ପରେ ଯୁକ୍ତ ୨ରେ ସମସ୍ତଙ୍କୁ ସିଟ ଯୋଗାଇଦେବା ନେଇ ଉଚ୍ଚଶିକ୍ଷା ବିଭାଗର ଚିନ୍ତା ବଢ଼ିଛି। ଚଳିତ ବର୍ଷ ରାଜ୍ୟର ୫ଲକ୍ଷ ୧୨ ହଜାର ପିଲା ମାଟ୍ରିକ ପାସ କରିଛନ୍ତି।…
ନିରଞ୍ଜନଙ୍କ ହାତରୁ ଗଲା ଅର୍ଥ ବିଭାଗ
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ପୂର୍ବତନ ମନ୍ତ୍ରୀଙ୍କୁ ପୁଣିଥରେ ନିଜ କ୍ୟାବିନେଟ୍ରେ ସାମିଲ କରିଛନ୍ତି। ସେମାନେ ହେଲେ ବିକ୍ରମ କେଶରୀ ଆରୁଖ, ସାରଦା ପ୍ରସାଦ ନାୟକ ଓ ସୁଦାମ ମାରାଣ୍ଡି। ଏହି ୩ ଜଣ ସୋମବାର କ୍ୟାବିନେଟ୍ ମନ୍ତ୍ରୀ ଭାବେ…
ରାଜଧାନୀରୁ ୧.୩୦ କେଜି ଗଞ୍ଜେଇ ଜବତ: ୨ ଗିରଫ
ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି। ଏଥିସହ ୨ ଚୋରା ଚାଲାଣକାରୀଙ୍କୁ କମିଶନରେଟ ପୋଲିସ ଗିରଫ କରିଛି। ଅଭିଯୁକ୍ତଦ୍ୱୟ ହେଲେ ରାୟଗଡ଼ା ଜିଲାର ବିନାୟକ ରାଉତ (୨୮) ଓ ନୟାଗଡ଼ର ସୃଜନ ବେହେରା (୨୭)। ଏମାନଙ୍କଠାରୁ…
ଅନ୍ଲାଇନରେ ହେବ ଯୁକ୍ତ ୨ ସ୍ପଟ୍ ଆଡ୍ମିଶନ
ଭୁବନେଶ୍ୱର,୨୨ା୫(ବ୍ୟୁରୋ): ଚଳିତ ବର୍ଷଠାରୁ ଅନ୍ଲାଇନରେ ଯୁକ୍ତ ୨ ସ୍ପଟ୍ ଆଡ୍ମିଶନ ହେବ। ମେରିଟ୍ ଲିଷ୍ଟ ଆଧାରରେ ଛାତ୍ରୀଛାତ୍ରମାନେ ସିଟ୍ ପାଇବେ। ସ୍ପଟ୍ ଆଡ୍ମିଶନ ପାଇଁ ସିଲେକ୍ସନ ହୋଇଥିବା ଛାତ୍ରୀଛାତ୍ରଙ୍କ ପଞ୍ଜୀକୃତ ମୋବାଇଲ୍ ନମ୍ବରକୁ ହ୍ବାଟ୍ସଆପ୍ କିମ୍ବା ଏସ୍ଏମ୍ଏସ୍ରେ ମେସେଜ୍ ପଠାଯିବ। କାଗଜପତ୍ରରେ…
ମଙ୍ଗଳବାର ନିକଟତର ହେବେ ଶୁକ୍ର ଓ ଚନ୍ଦ୍ର -ଖାଲି ଆଖିରେ ଦେଖିହେବ
ଭୁବନେଶ୍ୱର,୨୨ା୫(ବ୍ୟୁରୋ): ମଙ୍ଗଳବାର ସନ୍ଧ୍ୟାରେ ଉଜ୍ଜ୍ୱଳ ଶୁକ୍ରର ଖୁବ୍ ନିକଟରେ ଚନ୍ଦ୍ର ଦେଖାଯିବ। ସେମାନଙ୍କ ଭିତରେ କୌଣିକ ଦୂରତା ପ୍ରାୟ ୨ ଡିଗ୍ରୀ ରହିବ। ଏହା ପରଦିନ ଅର୍ଥାତ୍ ୨୪ ତାରିଖରେ ସେମାନଙ୍କ ଭିତରେ କୌଣିକ ଦୂରତା ବଢ଼ିଯାଇ ପ୍ରାୟ ୧୫ଡିଗ୍ରୀ ହେବ।…
ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ସୁଧାଂଶୁ ଷଡ଼ଙ୍ଗୀ
ଭୁବନେଶ୍ୱର,୨୨।୫(ବ୍ୟୁରୋ): ବରିଷ୍ଠ ଆଇପିଏସ୍ ଅଫିସର ସୁଧାଂଶୁ ଷଡ଼ଙ୍ଗୀ ଅଗ୍ନିଶମ ଡିଜି ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବତନ ଅଗ୍ନିଶମ ଡିଜି ବିନୟତୋଷ ମିଶ୍ରଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତ ସପ୍ତାହରେ ରାଜ୍ୟ ସରକାର ତାଙ୍କୁ ଅଗ୍ନିଶମ ଡିଜି…
ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ
ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସୋମବାର ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟର ୩ ମନ୍ତ୍ରୀ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ବର୍ତ୍ତମାନ ଏହି ୩ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମନ୍ତ୍ରୀଙ୍କୁ ବିଭାଗ ଦାୟିତ୍ୱ ବଣ୍ଟନ…
ଶପଥ ନେଲେ ୩ ନୂଆ ମନ୍ତ୍ରୀ
ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସୋମବାର ରାଜ୍ୟର ତିନି ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା। ବିକ୍ରମ କେଶରୀ ଆରୁଖ, ସୁଦାମ ମାରାଣ୍ଡି ଓ ସାରଦା ନାୟକଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍…
ଶପଥ ନେଲେ ବିକ୍ରମ କେଶରୀ ଆରୁଖ
ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସୋମବାର ଲୋକସେବା ଭବନରେ ଶପଥ ଗ୍ରହଣ ସମାରୋହ ଆୟୋଜନ କରାଯାଇଛି। ସର୍ବପ୍ରଥମେ ବିକ୍ରମ କେଶରୀ ଆରୁଖ ଶପଥ ନେଇଛନ୍ତି। ସେ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ବିକ୍ରମ କେଶରୀଙ୍କୁ ପଦ ଗୋପନୀୟତାର ଶପଥ…
ଗାଇସିଲେଟ ଥାନା ଆଇଆଇସିଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ
ବରଗଡ଼ ଅଫିସ,୨୨ା୫: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ସକାଳୁ ଭିଜିଲାନ୍ସ ପକ୍ଷରୁ ବରଗଡ଼ ଜିଲା ଗାଇସିଲେଟ ଥାନା ଆଇଆଇସି ବୀରବର ଭଗତଙ୍କ ବାସଭବନରେ ଚଢ଼ାଉ ଚାଲିଛି। ଭଗତଙ୍କ ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅନୁଗୁଳିଆପଡ଼ା ବାସଭବନ ଗାଇସିଲେଟ ଥାନା…
ଏଣିକି ଏକା ବେଞ୍ଚରେ ସମାନ ମାମଲାର ଜାମିନ ଆବେଦନ
କଟକ ଅଫିସ,୨୨ା୫: ସୁପ୍ରିମକୋର୍ଟଙ୍କ ଗତ ୧୫ ତାରିଖର ନିର୍ଦ୍ଦେଶନାମା ଆଧାରରେ ଓଡ଼ିଶା ହାଇକୋର୍ଟ ଜାମିନ ଆବେଦନ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ହାଇକୋର୍ଟରେ ବିଚାରାଧୀନ କିମ୍ବା ଫଇସଲା ହୋଇଥିବା ମାମଲାରେ ନିୟମିତ ବା ଆଗୁଆ ଜାମିନ ଆବେଦନ ଏକା…
ଆଜି ମନ୍ତ୍ରୀ ଭାବେ ଶପଥ ନେବେ ସୁଦାମ, ସାରଦା, ବିକ୍ରମ
ଭୁବନେଶ୍ବର, ୨୨ା୫(ବ୍ୟୁରୋ): ରାଜ୍ୟରେ ଖାଲି ପଡ଼ିଥିବା ମନ୍ତ୍ରୀ ପଦ ପାଇଁ ଲାଗି ରହିଥିବା ଚର୍ଚ୍ଚାରେ ଏବେ ବ୍ରେକ୍ ଲାଗିବାକୁ ଯାଉଛି। ରାଜ୍ୟର ନୂଆ ମନ୍ତ୍ରୀ ଭାବେ ପୂର୍ବତନ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ରାଉରକେଲା ବିଧାୟକ ସାରଦା ନାଏକ ଏବଂ ପୂର୍ବତନ…
Archives


