ରାଜ୍ୟ

ଲାଞ୍ଚ ନେଇ ଧରାପଡ଼ିଲେ ସେକ୍ସନ ଅଫିସର

ଭୁବନେଶ୍ବର,୧୮।୫(ବ୍ୟୁରୋ): ଖାଦ୍ୟ ସୁରକ୍ଷା କମିଶନ ଅଫିସର ସେକ୍ସନ ଅଫିସର ଗିରିଜା ଦାସ ଲାଞ୍ଚ ନେଇ ଧରାପଡ଼ଛନ୍ତି। । ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରି ନେଇଛି। ମେଡିସିନ ଷ୍ଟୋରର ଫାର୍ମାସିଷ୍ଟଙ୍କ ନା ବଦଳାଇବା…

୧୪ ଜିଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ବର,୧୮।୫(ବ୍ୟୁରୋ):ରାଜ୍ୟରେ ଆହୁରି ୫ ଦିନ ଯାଏ ଗରମ ଓ ଗୁଳୁଗୁଳି ଜାରି ରହିବ । ଏହାସହ କିଛି କିଛି ସ୍ଥାନରେ କାଳବୈଶାଖୀର ପ୍ରଭାବ ମଧ୍ୟ ଦେଖିବାକୁ ମିଳିବ । ଗୁରୁବାର ୧୪ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କାଳବୈଶାଖୀ ସତର୍କତା…

ଆରୁରି ୫ ଦିନ ଯାଏ ଗୁଳୁଗୁଳି

ଭୁବନେଶ୍ବର,୧୮।୫(ବ୍ୟୁରୋ): ତାତିରୁ ନିସ୍ତାର ନାହିଁ । ରାଜ୍ୟରେ ଆହୁରି ୫ ଦିନ ଯାଏ ଗରମ ଓ ଗୁଳୁଗୁଳି ଜାରି ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି । ଆଭ୍ୟନ୍ତରୀଣ ଓଡିଶାର କିଛି କିଛି ସ୍ଥାନରେ…

ଝଡବର୍ଷା, ବଜ୍ରପାତ ନେଇ ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଝଡବର୍ଷା ଓ ବଜ୍ରପାତ ନେଇ ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହି ଜିଲାଗୁଡିକ ହେଉଛି କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ଜଗତ୍‌ସିଂହପୁର, ପୁରୀ, ନୟାଗଡ ଏବଂ କନ୍ଧମାଳ…

ଚୋର ସନ୍ଦେହରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ପୁରୁଷୋତ୍ତମପୁର,୧୮ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡ଼ିଘାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ବାଡ଼ିପଟେ ଶବ୍ଦ ହୋଇଥିଲା। ଏହାଶୁଣି ଘରମାଲିକ ଉଠିଯାଇ ଦେଖିବା ବେଳେ ଜଣେ ଅପରିଚିତ ବ୍ୟକ୍ତିଙ୍କୁ ଦେଖିବାକୁ ପାଇଥିଲେ।…

ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍‌

ପୁରୀ ଅଫିସ,୧୮ା୫: ପୁରୀ-ହାଓ୍ବଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗୁରୁବାର ଠାରୁ ଗଡ଼ିଛି। ଭର୍ଚୁଆଲ ମୋଡ୍‌ରେ ସବୁଜ ପତାକା ହଲାଇ ଏହି ହାଇସ୍ପିଡ୍‌ ଟ୍ରେନ୍‌ର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ୮ହଜାର କୋଟି ଟଙ୍କାରୁ ଅଧିକ ବିଭିନ୍ନ ରେଳ ପ୍ରକଳ୍ପର…

ଓଡ଼ିଶାରେ ଆଉ ଦୁଇ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଚଳାଚଳ ଦାବି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ କଟକ ଓ ପୁରୀ ରେଳ ଷ୍ଟେଶନର ପୁନଃ ବିକାଶ ସହ ଅନ୍ୟ କେତେକ ଯୋଜନାର ଗୁରୁବାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଡ଼ି ହୋଇ…

୩,୨୨୨ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ

କଟକ ଅଫିସ, ୧୮।୫: ଗୁରୁବାର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ରେଜଲ୍ଟ  ଭଲ ହୋଇଥିବା ବେଳେ ଚଳିତ ବର୍ଷ ମାଟ୍ରିକ ପାସ ହାର ୯୬.୪% ରହିଛି। ଏଥିସହ କଟକ ଓ ଜଗତସିଂହପୁର ଜିଲାରେ ପାସ୍‌ହାର ସର୍ବାଧିକ…

ଚଳିତ ବର୍ଷ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା: ମନ୍ତ୍ରୀ

କଟକ ଅଫିସ,୧୮ା୫: ଗୁରୁବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି। ତେବେ ଏହି ସମୟରେ ମନ୍ତ୍ରୀ କହିଛନ୍ତି, ଗତଥର ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇ ନ…

ମାଟ୍ରିକ ରେଜଲ୍ଟ ପ୍ରକାଶ, ପାସ୍‌ ହାର ୯୬.୪ ପ୍ରତିଶତ

କଟକ ଅଫିସ,୧୮ା୫: ଗୁରୁବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଏନେଇ କଟକ ବୋର୍ଡ ଅଫିସରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପୂର୍ବାହ୍ନ ୧୦ଟାରେ ଏହି ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତବର୍ଷ ମୋଟ୍‌ ପାସ୍‌…

ମଧ୍ୟବିତ୍ତଙ୍କୁ ସୁଯୋଗ, ବଢ଼ିଲା ମେଧାବୃତ୍ତି ରାଶି

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ୨୦୨୩-୨୪ ଶିକ୍ଷାବର୍ଷରୁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଆରମ୍ଭ ହେବାକୁ ଯାଉଛି। ଏଥିରେ ମଧ୍ୟବିତ୍ତ ବର୍ଗର ପିଲାଙ୍କୁ ମେଧାବୃତ୍ତି ପାଇବାର ସୁଯୋଗ ମିଳିବ। ଏହାର କାର୍ଯ୍ୟକାରିତା ନେଇ ଉଚ୍ଚଶିକ୍ଷା ବିଭାଗ ଯୋଜନା ପ୍ରସ୍ତୁତ କରିଛି। ରାଜ୍ୟ ସରକାରଙ୍କ ପୂର୍ବ…

ଆଜିଠୁ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ପୁରୀ-ହାଓଡା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗୁରୁବାର ଠାରୁ ଗଡ଼ିବା ଆରମ୍ଭ ହେବ। ଭର୍ଚୁଆଲ ମୋଡ୍‌ରେ ଏହି ହାଇସ୍ପିଡ୍‌ ଟ୍ରେନ୍‌ର ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରିବେ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri