ରାଜ୍ୟ

ଆଜି କ୍ୟାବିନେଟ୍‌, ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୧୫ା୯(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଶୁକ୍ରବାର ସନ୍ଧ୍ୟା ୬ଟାରେ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହାପରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ମନ୍ତ୍ରୀ ପରିଷଦ ବୈଠକରେ ୨୦୨୩-୨୪ ଆର୍ଥିକବର୍ଷ ପାଇଁ ଆସନ୍ତା…

ବଲିଉଡ୍‌ ଷ୍ଟାର ଗୋବିନ୍ଦାଙ୍କୁ ଜେରା କରିବ ଇଓଡବ୍ଲ୍ୟୁ

ଭୁବନେଶ୍ୱର,୧୫।୯(ସୂର୍ଯ୍ୟକାନ୍ତ ବେହେରା): ଏସ୍‌ଟିଏ ଟୋକନ କ୍ରିପ୍ଟୋ ପୁଞ୍ଜି ନିବେଶ ନାଁରେ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ ଓଡ଼ିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ତଦନ୍ତ ଜାରି ରଖିଛି। ତେବେ ଏହି ମାମଲାରେ ବଲିଉଡ ଷ୍ଟାର୍‌ ଗୋବିନ୍ଦାଙ୍କୁ ସମନ…

ଇରାନୀଙ୍କ ମାୟାଜାଲରେ ଫସିଛନ୍ତି ବଡ଼ବଡ଼ିଆ

ଭୁବନେଶ୍ୱର,୧୫।୯(ସତ୍ୟଜିତ୍‌ ରାଉତ): ଡାକ୍ତରଙ୍କୁ ହନିଟ୍ରାପ୍‌ ମାୟାଜାଲରେ ଫସାଇ ଲୁଟିବା ମାମଲାରେ ତମାଣ୍ଡୋ ଥାନା ପୋଲିସ ଦ୍ୱାରା ଗିରଫ ହୋଇଥିବା ଇରାନୀ ପାତ୍ର, ତାଙ୍କ ସ୍ବାମୀ ଏବଂ ସହଯୋଗୀଙ୍କ ସମ୍ପର୍କରେ ବହୁ ଗୁମର ଖୋଲିବାରେ ଲାଗିଛି। ଅର୍ଚ୍ଚନା ନାଗଙ୍କ ଭଳି ଇରାନୀ ଜଣେ…

୨୦୨୭ ସୁଦ୍ଧା ଫାଇଲେରିଆମୁକ୍ତ ହେବ ଓଡ଼ିଶା

ଭୁବନେଶ୍ବର,୧୫ା୯(ଅଭିଜିତ ଦାସ): ରାଜ୍ୟରେ ଡେଙ୍ଗୁର ପ୍ରକୋପ ଥିବାବେଳେ ପାଖାପାଖି ୬୦ ପ୍ରତିଶତ ଲୋକ ଫାଇଲେରିଆ ରୋଗରେ ଆକ୍ରାନ୍ତ ଅଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨୦୨୭ ମସିହା ସୁଦ୍ଧା ରାଜ୍ୟରେ ଫାଇଲେରିଆ ରୋଗକୁ ନିର୍ମୂଳ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏଥିଲାଗି ଦୁଇଟି…

କୋରାପୁଟ ବିଧାୟକଙ୍କୁ ହତ୍ୟା ଧମକ

କୋରାପୁଟ,୧୫ା୯(ଅମିତାଭ ବେହେରା): କୋରାପୁଟ ବିଧାୟକ ତଥା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ରଘୁରାମ ପଡ଼ାଲଙ୍କୁ ଫେସ୍‌ବୁକରେ ଜଣେ ଯୁବକ ହତ୍ୟା ଧମକ ଦେଇଛନ୍ତି। ଏଥିରେ ଭୟଭୀତ ହୋଇ ବିଧାୟକ ପଡ଼ାଲ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ କରି…

ଆଜି ଶ୍ରୀମନ୍ଦିରରେ ସାତପୁରୀ ଭୋଗ ଲାଗି

ପୁରୀ,୧୫ା୯( ଅଜିତ୍‌ ମହାନ୍ତି): ପବିତ୍ର ଭାଦ୍ରବ ମାସ ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା ଭାବରେ ବିବେଚନା କରାଯାଇଥାଏ। ସପ୍ତପୁରୀ ଅମାବାସ୍ୟାରେ ଶ୍ରମନ୍ଦିରରେ ମହାପ୍ରଭୁଙ୍କୁ ମାଟିରେ ନିର୍ମିତ ତାଡ଼ ମଧ୍ୟରେ ସାତପୁର ଦିଆ ପିଠା ଭୋଗ ହୋଇଥାଏ। ଶୁକ୍ରବାର ସପ୍ତପୁରୀ ଅମାବାସ୍ୟା (ମଳ) ପଡୁଥିବାରୁ…

ଭାରତ-ଶ୍ରୀଲଙ୍କା ଫାଇନାଲ

କଲମ୍ବୋ,୧୫ା୯: ଏସିଆ କପ୍‌ ଫାଇନାଲରେ ପରସ୍ପରକୁ ଭେଟିବେ ଭାରତ ଓ ଶ୍ରୀଲଙ୍କା। ଗୁରୁବାର ସୁପର-୪ ମ୍ୟାଚରେ ପାକିସ୍ତାନକୁ ୨ ଉଇକେଟରେ ପରାସ୍ତ କରି ଶ୍ରୀଲଙ୍କା ଦ୍ୱିତୀୟ ଦଳ ଭାବରେ ଫାଇନାଲରେ ପ୍ରବେଶ କରିଛି। ବର୍ଷା କାରଣରୁ ମ୍ୟାଚ୍‌ଟି ୪୨ ଓଭର ବିଶିଷ୍ଟ…

ବିିଜେଡିରେ ଯୋଗଦେଲେ ୪ ସ୍ବାଧୀନ କାଉନସିଲର

ହିଞ୍ଜିଳିକାଟୁ, ୧୪ା୯( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପୌର ନିର୍ବାଚନରେ ବିଜୟୀ ହୋଇଥିବା ୪ ସ୍ବାଧୀନ କାଉନସିଲର ଓ ପରାଜିତ ୨ ସ୍ବାଧୀନ କାଉନସିଲର ପ୍ରାର୍ଥୀ ସମର୍ଥକଙ୍କ ସହ ଗୁରୁବାର ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଏମପିସି ପରିସରରେ ଆୟୋଜିତ ନଗର…

ନବବିବାହିତା ସ୍ତ୍ରୀଙ୍କୁ ଖଣ୍ଡ ଖଣ୍ଡ କରି ନଦୀକୁ ଫିଙ୍ଗିଲେ ସ୍ବାମୀ

ସୋରଡ଼ା, ୧୪ା୯(ଲମ୍ବୋଦର ପାଣିଗ୍ରାହୀ): ନବବିବାହିତା ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ଖଣ୍ଡ ଖଣ୍ଡ କରି କାଟି ନଦୀକୁ ଫିଙ୍ଗିଦେଇଛନ୍ତି ସ୍ବାମୀ। ଏଭଳି ବୀଭତ୍ସ ଓ ଲୋମହର୍ଷଣକାରୀ ଘଟଣା ଘଟିଛି ଗଞ୍ଜାମ ଜିଲା ସୋରଡ଼ା ଥାନା ଭଗବାନପୁର ଗ୍ରାମରେ। ଭଗବାନପୁର ଗାଁର ନାରଣ…

ହୀରାକୁଦରୁ ଖୋଲିଲା ୧୪ ଗେଟ୍‌

ସମ୍ବଲପୁର,୧୪ା୯(ଶୁଭାଶିଷ ପାଢ଼ୀ): ହୀରାକୁଦର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଡ୍ୟାମ୍‌କୁ ଜଳପ୍ରବେଶ ପରିମାଣ ବୃଦ୍ଧି ପାଇଛି। ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ଫୁଟ୍‌ ରହିଥିବା ବେଳେ ଏବେ ଜଳସ୍ତର ୬୨୮.୫୮ଫୁଟ୍‌ରେ ପହଞ୍ଚିଛି। ଜଳସ୍ତର ବୃଦ୍ଧି ଯୋଗୁ ଗେଟ୍‌ ଖୋଲିବା ସଂଖ୍ୟା ବୃଦ୍ଧି ହୋଇ…

ଶଶୁର ଘରେ ଜୀବନ ହାରିଲେ ଜ୍ୱାଇଁ

ଜଗନ୍ନାଥପ୍ରସାଦ,୧୪ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ କୁମ୍ଭାରସାହିରେ ଏକ କଇଁଆ ଗଛରେ ଦଉଡି ଦେଇ ତାମନାଡ ଗ୍ରାମର କାର୍ତ୍ତିକ ନାଇକ ଆତ୍ମହତ୍ୟା କରିଥିବା ଜଣାପଡିଛି। କାର୍ତ୍ତିକ କୁମ୍ଭାରସାହିର ସ୍ବର୍ଗତ ରାମ ନାଇକଙ୍କ ଝିଅ ଲକ୍ଷ୍ମୀଙ୍କୁ ବିବାହ କରିଥିଲେ। କିଛି ବର୍ଷ…

ମହାନଦୀକୁ ଡେଇଁପଡ଼ିଲେ ଯୁବତୀ

ସମ୍ବଲପୁର,୧୪ା୯(ଶୁଭାଶିଷ ପାଢ଼ୀ): ସମ୍ବଲପୁର ଟାଉନ ଥାନା ଚାଉଁରପୁର ମହାନଦୀ ବ୍ରିଜ୍‌ ଉପରୁ ଡେଇଁ ଗୁରୁବାର ଜଣେ ଯୁବତୀ ନିଖୋଜ ହୋଇଯାଇଛନ୍ତି। ସନ୍ଧ୍ୟା ପର୍ଯ୍ୟନ୍ତ ଓଡ୍ରାଫ ଟିମ୍‌ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ ମଧ୍ୟ ତାଙ୍କ ପତ୍ତା ମିଳିପାରି ନାହିଁ। ପ୍ରତ୍ୟକ୍ଷଦର୍ଶୀ ସୁରଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri