ରାଜ୍ୟ

ଚଳିତ ବର୍ଷ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା: ମନ୍ତ୍ରୀ

କଟକ ଅଫିସ,୧୮ା୫: ଗୁରୁବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି। ତେବେ ଏହି ସମୟରେ ମନ୍ତ୍ରୀ କହିଛନ୍ତି, ଗତଥର ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇ ନ…

ମାଟ୍ରିକ ରେଜଲ୍ଟ ପ୍ରକାଶ, ପାସ୍‌ ହାର ୯୬.୪ ପ୍ରତିଶତ

କଟକ ଅଫିସ,୧୮ା୫: ଗୁରୁବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଏନେଇ କଟକ ବୋର୍ଡ ଅଫିସରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପୂର୍ବାହ୍ନ ୧୦ଟାରେ ଏହି ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତବର୍ଷ ମୋଟ୍‌ ପାସ୍‌…

ମଧ୍ୟବିତ୍ତଙ୍କୁ ସୁଯୋଗ, ବଢ଼ିଲା ମେଧାବୃତ୍ତି ରାଶି

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ୨୦୨୩-୨୪ ଶିକ୍ଷାବର୍ଷରୁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଆରମ୍ଭ ହେବାକୁ ଯାଉଛି। ଏଥିରେ ମଧ୍ୟବିତ୍ତ ବର୍ଗର ପିଲାଙ୍କୁ ମେଧାବୃତ୍ତି ପାଇବାର ସୁଯୋଗ ମିଳିବ। ଏହାର କାର୍ଯ୍ୟକାରିତା ନେଇ ଉଚ୍ଚଶିକ୍ଷା ବିଭାଗ ଯୋଜନା ପ୍ରସ୍ତୁତ କରିଛି। ରାଜ୍ୟ ସରକାରଙ୍କ ପୂର୍ବ…

ଆଜିଠୁ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ପୁରୀ-ହାଓଡା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗୁରୁବାର ଠାରୁ ଗଡ଼ିବା ଆରମ୍ଭ ହେବ। ଭର୍ଚୁଆଲ ମୋଡ୍‌ରେ ଏହି ହାଇସ୍ପିଡ୍‌ ଟ୍ରେନ୍‌ର ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରିବେ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ…

ଆଜି ମାଟ୍ରିକ ପରୀକ୍ଷାଫଳ

କଟକ ଅଫିସ,୧୮ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସମ୍ମେଟିଭ-୨ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇବ। ଏଥିସହ ଉକ୍ତ ଦିନ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ। ପୂର୍ବାହ୍ନ ୧୦ଟାରେ ବିଭାଗୀୟ ମନ୍ତ୍ରୀ ଓ…

ଭିଜିଲାନ୍ସ ଜାଲରେ ସିଡିପିଓ, କିରାଣି

କୋରାପୁଟ, ୧୭।୫(ସ୍ବ.ପ୍ର.): କୋରାପୁଟ ଜିଲା ବନ୍ଧୁଗାଁ  ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପରେ ଅଙ୍ଗନୱାଡ଼ି କର୍ମୀ ନିଯୁକ୍ତି ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ କାର୍ଯ୍ୟାଳୟର ବରିଷ୍ଠ କିରାଣି ଅଶ୍ୱିନୀ…

ଯୁବକଙ୍କୁ ଖଣ୍ଡଖଣ୍ଡ କାଟି ପଲିଥିନରେ କରିଥିଲେ ପ୍ୟାକିଂ

ବଲାଙ୍ଗୀର ଅଫିସ, ୧୭ା୫: ବଲାଙ୍ଗୀର ସହର ସାଲେପାଲିସ୍ଥିତ ଏକ ତାଲାବନ୍ଦ ଭଡାଘରୁ ପଲିଥିନ ପ୍ୟାକିଂ ହୋଇଥିବା ଜଣେ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ଗଳିତ ମୃତଦେହକୁ ବୁଧବାର ଟାଉନ୍‌ ପୋଲିସ ଜବତ କରିଛି। ମୃତକ ରିଙ୍କୁ ମେହେର(୨୭) ବୋଲି ଚିହ୍ନଟ କରାଯାଇଛି। ଏହା…

୫୦୦ ଟଙ୍କା ଭତ୍ତା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ ବିଏସ୍‌ଏସ୍‌ଓ, ଧରିଲା ଭିଜିଲାନ୍ସ

ବେଗୁନିଆପଡ଼ା,୧୭ା୫(ଡି.ଏନ୍‌.ଏ.): ୫୦୦ ଟଙ୍କା ଭତ୍ତା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ବିଏସ୍‌ଏସ୍‌ଓ। ବାର୍ଦ୍ଧକ୍ୟ ଭତ୍ତା କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ବିଏସ୍‌ଏସ୍‌ଓଙ୍କୁ ଭିଜିଲାନ୍ସ ଧରିଛି। ବ୍ରହ୍ମପୁର ଖଲ୍ଲିକୋଟ ଅଞ୍ଚଳରେ ଏପରି ଘଟଣା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ,…

ଗୁରୁବାର ସୁଦ୍ଧା ଏସବୁ ଜିଲାରେ କାଳବୈଶାଖୀ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ବୁଧବାର ଅପରାହ୍ନରେ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୮ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଗଞ୍ଜାମ,ଗଜପତି, କନ୍ଧମାଳ, କଟକ,…

ସବୁଦିନ ପାଇଁ ବନ୍ଦ ହେଲା ଦାରୁଠେଙ୍ଗ ଡମ୍ପିଂୟାର୍ଡ

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ଦାରୁଠେଙ୍ଗ ଡମ୍ପିଂୟାର୍ଡକୁ ନେଇ ଅନେକ ସମୟରେ ନାନା ବିବାଦ ଉପୁଜିଥିଲା। ବିବାଦର ସମାଧାନ ପାଇଁ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ତେବେ ବୈଠକର ନିଷ୍ପତ୍ତି ଅନୁଯାୟୀ, ସବୁଦିନ ପାଇଁ ଦାରୁଠେଙ୍ଗ ଡମ୍ପିଂୟାର୍ଡ ବନ୍ଦ ହୋଇଛି। ଏ ନେଇ ଦାରୁଠେଙ୍ଗ ସରପଞ୍ଚଙ୍କୁ ଚିଠି…

ଛୁଟି ସରିବା ପୂର୍ବରୁ ଓଡ଼ିଶା ଫେରୁଛନ୍ତି ରାଜ୍ୟପାଳ

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଛୁଟି ସରିବା ପୂର୍ବରୁ ସେ ଓଡ଼ିଶା ଫେରିଆସିବେ। ବୁଧବାର ସନ୍ଧ୍ୟାରେ ଦୁବାଇରୁ ଫେରି ରାଜ୍ୟପାଳ ଭୁବନେଶ୍ୱରରେ ପହଞ୍ଚିବେ। ରାଜ୍ୟପାଳ ନିର୍ଦ୍ଧାରିତ ସମୟ ପୂର୍ବରୁ ଫେରି ଆସୁଥିବା ସୂଚନା ମିଳିଛି। ରାଜ୍ୟପାଳଙ୍କ ଫେରିବା ପ୍ରସଙ୍ଗକୁ ନେଇ…

କଣାସରୁ ମିଳିଲା ପ୍ରାଚୀନ ହାତୀ ମୂର୍ତ୍ତି

ଭୁବନେଶ୍ୱର(ବ୍ୟୁରୋ)/କଣାସ,୧୬।୫(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ ଗଡ଼ବଳଭଦ୍ରପୁର ଗ୍ରାମରୁ ମିଳିଛି ଏକ ପ୍ରାଚୀନ ହାତୀ ମୂର୍ତ୍ତି। ଐତିହ୍ୟ ଗବେଷଣା ସଂସ୍ଥା ଇଣ୍ଡିଆନ ନ୍ୟାଶନାଲ ଟ୍ରଷ୍ଟ ଫର୍‌ ଆର୍ଟ ଆଣ୍ଡ କଲଚରାଲ ହେରିଟେଜ (ଇନ୍‌ଟାକ)ର ପ୍ରତ୍ନତାତ୍ତ୍ୱିକ-ଐତିହ୍ୟ ସନ୍ଧାନକାରୀ ଦଳ ଏହି ପୁରାତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri