ରାଜ୍ୟ

କେନ୍ଦ୍ରାପଡ଼ା ଜିଲାର ଚାଷୀ ଏବେ ଚାଷ ପ୍ରତି ବିମୁଖ

ପଟ୍ଟାମୁଣ୍ଡାଇ, ୨୫ା୧ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ବହୁ ଚାଷୀ ଏବେ ଚାଷ ପ୍ରତି ବିମୁଖ ହେଉଛନ୍ତି। ଏହି ଅଞ୍ଚଳରେ ୮୦% ଲୋକେ ଚାଷ ଉପରେ ନିର୍ଭର କରିଥା’ନ୍ତି। ମାତ୍ର ଚାଷରୁ ପୂର୍ବଭଳି ଲାଭ ହେଉ ନ ଥିବାରୁ…

ଜବତ ଖଣିଜକୁ ମିଳୁନି ପରିବହନ ଅନୁମତି, ରାଜସ୍ବ ହରାଉଛନ୍ତି ସରକାର

ଯୋଡ଼ା,୨୫ା୧(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ଦୁଇଟି ରେଳ ସାଇଡିଂରୁ ଦାବିଦାର ନ ଥିବା ଲୁହାପଥରକୁ ଗତ ଡିସେମ୍ବରରେ ଖଣି ବିଭାଗ ଜବତ କରିଥିଲା। ଇତି ମଧ୍ୟରେ ତାହା ନିଲାମ ହୋଇସାରିଥିବା ବେଳେ ରେଳ ମନ୍ତ୍ରଣାଳୟ ପକ୍ଷରୁ…

ଅଦିନିଆ ବର୍ଷା: ନଷ୍ଟହେଲା ଅମଳ ହେବାକୁ ଥିବା କପା

ଅମରପାଲି,୨୫ା୧(ପୀତାମ୍ବର ସାହୁ): ଗତ ମଙ୍ଗଳବାର ରାତିରୁ ଲାଗି ରହିଥିବା ଅଦିନିଆ ବର୍ଷାରେ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଅମଳ ହେବାକୁ ଥିବା କପା ମଧ୍ୟ ନଷ୍ଟ ହୋଇଛି। ପିତାମହୁଲ,…

ଫେବୃଆରୀ ୧୬ରୁ ଓଡ଼ିଶା ମତ୍ସ୍ୟ, ପ୍ରାଣୀସମ୍ପଦ ସମାବେଶ

ଭୁବନେଶ୍ୱର,୨୫।୧(ଅନିଲ ଦାସ): ଆସନ୍ତା ଫେବୃଆରୀ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନଠାରେ ୩ ଦିନିଆ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସମ୍ପଦ ସମାବେଶ ଆୟୋଜନ ହେବ। ସମାବେଶରେ ରାଜ୍ୟରୁ ପ୍ରାୟ ୬ ହଜାର ଚାଷୀ, ମହିଳା ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟାମାନେ ଭାଗନେବେ।…

ଝାରସୁଗୁଡ଼ାରେ ପ୍ରତିଷ୍ଠା ହେବ କୋଇଲା ବାଷ୍ପୀକରଣ ପ୍ଲାଣ୍ଟ, ବ୍ୟୟ ହେବ ୧୧,୭୮୨ କୋଟି

ଭୁବନେଶ୍ୱର,୨୪।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍‌ କମିଟି (ସିସିଇଏ)ବୈଠକରେ ଆଜି ଦୁଇଟି ଇକ୍ୟୁଟି ନିବେଶ ପ୍ରକଳ୍ପକୁ ମଞ୍ଜୁରି ମିଳିଛି । ଏହି ପ୍ରକଳ୍ପଗୁଡ଼ିକ ହେଲା (i) ସିଆଇଏଲ୍‌ ଓ ଗେଲ୍‌ର ଯୌଥ ଉଦ୍ୟୋଗ…

ଶ୍ରୀମନ୍ଦିର ପରିଚାଳନା କମିଟିକୁ ଜମି କିଣାବିକା କ୍ଷମତା ପ୍ରଦାନ ବିରୋଧରେ ମାମଲା: ସମୟ ନେଲେ ରାଜ୍ୟ ସରକାର

କଟକ,୨୪ା୧(କାର୍ତ୍ତିକ ସାହୁ): ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିକୁ ରାଜ୍ୟ ସରକାର ନୂତନ ଆଇନ ବଳରେ ଶ୍ରୀଜଗନ୍ନାଥଙ୍କ ଜମି କିଣାବିକା କ୍ଷମତା ପ୍ରଦାନ କରିଛନ୍ତି। ଏହାକୁ ବିରୋଧ କରି ଆଗତ ମାମଲାରେ ହାଇକୋର୍ଟର ମୁଖ୍ୟ ବିଚାରପତି ଡ. ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଓ…

ବାନ୍ଧବୀଙ୍କ ସହ ଟ୍ରେନ୍‌ରେ ଖସି ପଳାଉଥିଲେ ଦିଲ୍ଲୀ ଅଭିଯୁକ୍ତ, ଧରିଲା ଆର୍‌ପିଏଫ୍‌

କଟକ,୨୪ା୧(କାର୍ତ୍ତିକ ସାହୁ): ଦିଲ୍ଲୀରେ ଘଟିଥିବା ୫୦ ଲକ୍ଷ ଟଙ୍କା ଚୋରି ମାମଲାର ଓ୍ବାଣ୍ଟେଡ୍‌ ଅଭିଯୁକ୍ତଙ୍କୁ କଟକ ରେଳଷ୍ଟେଶନରେ ବୁଧବାର ଗିରଫ କରିଛି ଆର୍‌ପିଏଫ୍‌। ନୂଆଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସ୍‌ରୁ ଅତ୍ୟନ୍ତ ସନ୍ତର୍ପଣରେ ଅଭିଯୁକ୍ତଙ୍କୁ ତାଙ୍କ ବାନ୍ଧବୀ ସହ ଠାବ କରିବାରେ…

ଓଡ଼ିଶାରେ ହ୍ରାସ ପାଉଛି ଲିଙ୍ଗଗତ ଅସମାନତା, ୭ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୨୪।୧: ଓଡ଼ିଶାରେ ହ୍ରାସ ପାଇବାରେ ଲାଗିଛି ଲିଙ୍ଗଗତ ଅସମାନତା। ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ସାତୋଟି ଜିଲାରେ ଏହା ଚିନ୍ତାଜନକ ସ୍ଥିତିରେ ରହିଛି। ବୁଧବାର ଦେଶ ଜାତୀୟ ବାଳିକା ଶିଶୁ ଦିବସ ପାଳନ କରୁଥିବାବେଳେ ଓଡିଶାରେ ଲିଙ୍ଗ ଅନୁପାତରେ ହ୍ରାସ ଚିନ୍ତା…

୪ର୍ଥ ପର୍ଯ୍ୟାୟରେ ୬ ଜିଲାରେ ୨୮୬ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧(ଅସମାପିକା ସାହୁ): ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ…

ଆଇପିଏସ ସ୍ତରରେ ବଡ଼ ଅଦଳବଦଳ, ବଦଳିଲେ ୬ ଜିଲାର ଏସ୍‌ପି

ଭୁବନେଶ୍ୱର,୨୪।୧: ଆଇପିଏସ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ଓଡ଼ିଶା ସରକାର। କଟକ-ଭୁବନେଶ୍ୱର ନୂଆ କମିଶନର ଭାବେ ନିଯୁକ୍ତି ପାଇଛନ୍ତି ୧୯୯୪ ବ୍ୟାଚ୍ ଆଇପିଏସ ଅଫିସର ସଂଜୀବ ପଣ୍ଡା। ଏବେ କମିଶନର ଥିବା ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଗୋଇନ୍ଦା ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି। ସେହିପରି…

୧୨ ଜିଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ, ୨ ଦିନ ପରେ ବଢିବ ଶୀତ

ଭୁବନେଶ୍ୱର,୨୪।୧: ଓଡ଼ିଶା ଉପରେ ଗୁରୁଚାପ ବଳୟ ସକ୍ରିୟ ରହିଥିବାରୁ ରାଜ୍ୟକୁ କ୍ରମାଗତ ଭାବେ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ କୋହଲା ପାଗ ଅନୁଭୂତ ହେଉଛି ।…

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା, ପୁଣି ନିଯୁକ୍ତି ପ୍ରକ୍ରିୟାକୁ ସ୍ଥଗିତ ରଖିଲେ ହାଇକୋର୍ଟ

କଟକ,୨୪ା୧ (କାର୍ତ୍ତିକ ସାହୁ) ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ନେଇ ଆଗତ ମାମଲାରେ ହାଇକୋର୍ଟ ପୁଣି ସତ୍ୟପାଠ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେ ପର୍ଯ୍ୟନ୍ତ ଚୟନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?