ପ୍ରଥମ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ
ଝାରସୁଗୁଡା ଅଫିସ,୧୩।୫: ଝାରସୁଗୁଡା ଉପନିର୍ବାଚନ ପାଇଁ ଆଜି ସକାଳ ୮ଟାରୁ କଡ଼ା ସୁରକ୍ଷା ମଧ୍ୟରେ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ ଗଣତି କରାଯାଇଥିଲା। ସାଢ଼େ ୮ଟାରୁ ଇଭିଏମ ଭୋଟ ଗଣତି କରାଯାଉଛି। ତେବେ ପ୍ରଥମ ରାଉଣ୍ଡ…
ଅଜଣା ଗାଡି ଧକ୍କାରେ ୩ ବାଇକ୍ ଆରୋହୀ ମୃତ
ଚଣ୍ଡିଗଡ, ୧୩।୫(ଡି.ଏନ.ଏ.): ଛତିଆ ୧୬ ନଂ ଜାତୀୟ ରାଜପଥ ବଡ଼ଚଣ ର କଢେଇ ପୋଲ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ୩ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଚଣ୍ଡିଖୋଲରୁ କଟକ ଆଡକୁ ଗୋଟିଏ…
ଝାରସୁଗୁଡାରେ ଆରମ୍ଭ ହେଲା ଭୋଟ ଗଣତି
ଝାରସୁଗୁଡା ଅଫିସ,୧୩।୫: ଝାରସୁଗୁଡା ଉପନିର୍ବାଚନ ପାଇଁ ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ପ୍ରଥମେ ପୋଷ୍ଟାଲ ବାଲଟ ଏବଂ ୮ଟା ୩୦ ମିନଟ୍ରେ ଇଭିଏମ ଗଣତି ଆରମ୍ଭ ହେବ। ଭୋଟ ଗଣତି ନିମନ୍ତେ ସମସ୍ତ ପ୍ରକାର ସୁବ୍ୟବସ୍ଥା କରାଯାଇଥିବା ଜିଲା…
ଯୋରନ୍ଦା ହେବ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ
ଢେଙ୍କାନାଳ ଅଫିସ, ୧୩।୫: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦାରେ ବଳ୍କଳଧାରୀ ଏବଂ କୌପୀନଧାରୀ ସନ୍ନ୍ୟାସୀ ଗୋଷ୍ଠୀ ମଧ୍ୟରେ ଦୀର୍ଘ ୧୩୦ବର୍ଷ ଧରି ଲାଗି ରହିଥିବା ବିବାଦର ଅନ୍ତ ଘଟିଛି। ଏହାପରେ ଯୋରନ୍ଦା ମହିମାଗାଦିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ଲାଗି ରାଜ୍ୟ…
୩ ରଥର ଚକ-ଅଖ ଡେରା ନୀତି ସମ୍ପନ୍ନ
ପୁରୀ ଅଫିସ, ୧୩ା୫: ମହାପ୍ରଭୁଙ୍କ ଭଉଁରି ଯାତ୍ରା ଅବସରରେ ଶୁକ୍ରବାର ଶ୍ରୀକ୍ଷେତ୍ରରେ ତିନି ରଥର ଚକ-ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିରରୁ ତିନିଜଣ ପୂଜାପଣ୍ଡା ସାମନ୍ତ ସେବକ ମହାପ୍ରଭୁଙ୍କ ଆଜ୍ଞାମାଳ ରଥଖଳାକୁ ବିଜେ କରାଇବା ପରେ ତିନି ରଥର ଦୁଇଟି…
ରାଜ୍ୟପାଳଙ୍କୁ ରିପୋର୍ଟ ଦେଲେ କୁଳପତି
ବାରିପଦା ଅଫିସ, ୧୩ା୫: ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ବିଦ୍ୟୁତ୍ ବିଭ୍ରାଟ ଘଟଣାକୁ ନେଇ ଶୁକ୍ରବାର କୁଳପତି ସନ୍ତୋଷ କୁମାର ତ୍ରିପାଠୀ ରାଜ୍ୟପାଳଙ୍କୁ ରିପୋର୍ଟ ପ୍ରଦାନ…
ଓଟିଇଟି ନିୟମ ବଦଳିଲା
ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ (ଓଟିଇଟି) ବୈଧତା ସୀମା ବୃଦ୍ଧି କରିଛନ୍ତି। ଥରେ ଓଟିଇଟି ପାସ୍ କଲେ ଆଉ ପରୀକ୍ଷା ଦେବାକୁ ପଡ଼ିବ ନାହିଁ। ପୂର୍ବରୁ ଓଟିଇଟି ପାସ୍ କଲେ ଏହାର ବୈଧତା ୭ ବର୍ଷ ରହୁଥିଲା।…
ଦୁର୍ଗମ ତୁଳସୀ ଗାଁରେ ବରିଷ୍ଠ ପୋଲିସ ଅଧିକାରୀ
ମାଲକାନଗିରି,୧୩ା୫(ଡି.ଏନ୍.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକରେ ଥିବା ଦୁର୍ଗମ ତୁଳସୀ ଘାଟିରେ ଗତ ମାସଠାରୁ ଅସ୍ଥାୟୀ ବିଏସ୍ଏଫ୍ କ୍ୟାମ୍ପ ଖୋଲାଯାଇଛି। ଶୁକ୍ରବାର ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଏଡିଜି ଅପରେଶନ ଅମିତାଭ ଠାକୁର, କୋରାପୁଟ ଡିଆଇଜି ରାଜେଶ ପଣ୍ଡିତ, ବିଏସ୍ଏଫ୍ର…
ଖଗେଶ୍ୱରଙ୍କ ଜାମିନ ଖାରଜ
ଭୁବନେଶ୍ୱର,୧୩ା୫(ବ୍ୟୁରୋ): ବହୁଚର୍ଚ୍ଚିତ ହନିଟ୍ରାପ୍ ଓ ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଦୀର୍ଘଦିନ ହେବ ଝାରପଡ଼ା ଜେଲରେ ରହିଛନ୍ତି। ଏଭଳିସ୍ଥିତିରେ ଖଗେଶ୍ୱରଙ୍କ ପାଇଁ ଅଡ଼ୁଆ ବଢ଼ିଛି। ଇଡି ମାମଲାରେ…
ଆଇଟିଆଇ ଛାତ୍ରଙ୍କ ଆତ୍ମହତ୍ୟା
ଭୁବନେଶ୍ୱର ,୧୩ା୫ (ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଥିବା ଏକ ବୈଷୟିକ ଶିକ୍ଷାନୁଷ୍ଠାନ ହଷ୍ଟେଲରେ ଜଣେ ଆଇଟିଆଇ ଛାତ୍ର ଫ୍ୟାନ୍ରେ ଗାମୁଛା ଦ୍ୱାରା ଝୁଲି ଆତ୍ମହତ୍ୟା କରିଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦପଦା ଥାନା ଅନ୍ତର୍ଗତ ହାଟସାହିର ରୁଦ୍ର ମାଧବ…
୧୫ରୁ ଦୁବାଇକୁ ସିଧାସଳଖ ଉଡ଼ିବ ବିମାନ
ଭୁବନେଶ୍ୱର, ୧୩।୫ (ବ୍ୟୁରୋ): ଆସନ୍ତା ୧୫ ତାରିଖ ସୋମବାରଠାରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବ। ଏଥିପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ସନ୍ଧ୍ୟା ୬ଟା ୪୫ରେ ବିମାନଟି ଭୁବନେଶ୍ୱର ଛାଡିବ ଏବଂ ରାତି…
ରାଜଧାନୀ ସୁପରଫାଷ୍ଟରେ ନିଆଁ
ବାଲେଶ୍ୱର ଅଫିସ/ ଜଳେଶ୍ୱର,୧୩ା୫(ଡି.ଏନ.ଏ.): ନୂଆଦିଲ୍ଲୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ୨୨୮୨୪ ଡାଉନ୍ ରାଜଧାନୀ ଟ୍ରେନ୍ର ପେଣ୍ଟ୍ରିକାର୍ ଚକରେ ଶୁକ୍ରବାର ନିଅଁା ଲାଗିଯାଇଥିଲା। ହେଲେ ଲୋକୋ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରେନ୍କୁ ବ୍ରେକ୍ ଦେଇ ଜଳେଶ୍ୱର ଷ୍ଟେଶନର ଅନତି ଦୂରରେ ଅଟକା…
Archives


