ରାଜ୍ୟ

ଭର୍ତ୍ତୃହରିଙ୍କ ଗତିବିଧିକୁ ନେଇ ଚର୍ଚ୍ଚା

କଟକ,୨୦ା୧(ଶିଳ୍ପା ପ୍ରିୟଦର୍ଶିନୀ)-ସାଧାରଣ ନିର୍ବାଚନ ପୂର୍ବରୁ କଟକ ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ଗତିବିଧିକୁ ନେଇ ଚର୍ଚ୍ଚା ଚାଲିଛି। ବିଜେଡିର ଏହି ବରିଷ୍ଠ ନେତା ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବାର ଫଟୋ ଭାଇରାଲ ହେବା ପରଠାରୁ ସେ ଭାଜପା ଆଡ଼କୁ ଢଳୁଛନ୍ତି…

ବିନା ପ୍ରେସକ୍ରିପସନରେ ଆଣ୍ଟିବାୟୋଟିକ ବିକ୍ରି କଲେ ଲାଇସେନ୍ସ ରଦ୍ଦ

ଭୁବନେଶ୍ୱର, ୨୦।୧(ଅସମାପିକା ସାହୁ)- ବିନା ପ୍ରେସକ୍ରିପସନରେ ଆଣ୍ଟିବାୟୋଟିକ ବିକ୍ରି କରି ଧରା ପଡ଼ିଲେ ମେଡିସିନ ଦୋକାନୀଙ୍କ ଲାଇସେନ୍ସ ରଦ୍ଦ ହେବ। ରାଜ୍ୟ ସରକାର ଏଭଳି କଡ଼ା ଚେତାବନୀ ଦେଇଛନ୍ତି। ଆଣ୍ଟିବାୟୋଟିକର ଅତ୍ୟଧିକ ବ୍ୟବହାର ରୋକିବାକୁ କେନ୍ଦ୍ର ସରକାର ନୂଆ ଗାଇଡ଼ଲାଇନ୍‌ ଆଣିବା…

ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ସବୁ ଜାଣି ଅଜଣା ହେଉଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୦।୧(ଅନିଲ ଦାସ)-ଶିକ୍ଷକ ନିଯୁକ୍ତି ସଂକ୍ରାନ୍ତରେ ସବୁ ଜାଣି ଅଜଣା ହେବାର ନାଟକ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ର ସରକାରଙ୍କ ମିନି ରତ୍ନ ସଂସ୍ଥା କରିଛି ଶିକ୍ଷକ ନିଯୁକ୍ତି। ଟୁଇଟ୍‌ ଜରିଆରେ ଧର୍ମେନ୍ଦ୍ରଙ୍କୁ ଏଭଳି ଜବାବ ଦେଇଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ…

ନିଜକୁ ଡାକ୍ତର ପରିଚୟ ଦେଇ ବ୍ୟାଙ୍କରୁ ଉଠାଉଥିଲେ ଋଣ, ବନ୍ଧାହେଲେ ଯୁବକ

କଟକ,୨୦ା୧(କାର୍ତ୍ତିକ ସାହୁ): ନକଲି କାଗଜପତ୍ର ଦ୍ୱାରା ବ୍ୟାଙ୍କରୁ ଋଣ ଉଠାଇ ଅର୍ଥ ଆତ୍ମସାତ୍‌ କରୁଥିବା ଜଣେ ଯୁବକଙ୍କୁ ସଦର ଥାନା ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ନିଜକୁ ଡାକ୍ତର ବୋଲି ପରିଚୟ ଦେଇ ବ୍ୟାଙ୍କ ଅଧିକାରୀଙ୍କ ନିକଟତର ହୋଇଥିଲେ। ଆଉ…

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ କଟାକ୍ଷ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପଚାରିଲେ-‘ଏ ମାହଲ ମାଣ୍ଡା କେଉଁଠୁ ଆସିଲା’

ଭୁବନେଶ୍ୱର,୨୦।୧: କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ଆସିଥିବା ଆଡମିଟ କାର୍ଡରେ ”ମାହାଲ ମାଣ୍ଡା” ନାଁ ଆସିବା ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଲାଗି ରହିଛି। ଏହାପରେ ପରୀକ୍ଷାର୍ଥୀମାନେ ଓଡ଼ିଶା ପ୍ରାଥମିକ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ଦ୍ୱାରା ଚୟନ ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା…

୧୩ ଜିଲାରେ ୧୯ ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଭିତ୍ତି ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର ୧୩ ଜିଲାରେ ୧୯ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଲୋକମାନଙ୍କ…

ଶାମ୍ବ ଦଶମୀ: ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ୱର,୨୦।୧: ଶନିବାର ପବିତ୍ର ଶାମ୍ବ ଦଶମୀ । ଏହି ଅବସରରେ ଅର୍କକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। କୋଣାର୍କ ଚନ୍ଦ୍ରଭାଗା ବେଳାମାର୍ଗରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସୂର୍ଯ୍ୟ ଉପାସକମାନେ ଭୋରୁଭୋରୁ ଚନ୍ଦ୍ରଭାଗାଠାରେ ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କୁ ଦୀପ ଦାନ ଦେବା ସହ ସହ…

ଆଜି ପବିତ୍ର ଶାମ୍ବ ଦଶମୀ: ଚନ୍ଦ୍ରଭାଗାରେ ସୂର୍ଯ୍ୟ ଦେବତାଙ୍କୁ ପୂଜା କରି ବୁଡ଼ ପକାଇଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର,୨୦।୧: ଆଜି ପବିତ୍ର ଶାମ୍ବ ଦଶମୀ। ଏହି ପବିତ୍ର ଦିନରେ କୋଣାର୍କରେ ସୂର୍ଯ୍ୟଙ୍କ ରଥ ଯାତ୍ରା ଅନୁଷ୍ଠିତ ହୋଇଥାଏ। ରଥ ସ୍ଥାନୀୟ ଅନନ୍ତ ଅବଧୂତ ମଠରୁ ବାହାରି ଚନ୍ଦ୍ରଭଗା ପର୍ଯ୍ୟନ୍ତ ରଥ ଯାତ୍ରା ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏପରିକି ୫…

ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ

ଜଳେଶ୍ୱର,୨୦।୧(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଶନିବାର ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ୧୯୪୮ ମସିହାରେ ଜୟନାରାୟଣ…

ପରଲୋକରେ ପ୍ରାକ୍ତନ ଏମ୍‌ପି ଅନାଦି ଚରଣ ସାହୁ

କଟକ,୨୦ା୧ (କାର୍ତ୍ତିକ ସାହୁ): ଅବସରପ୍ରାପ୍ତ ପୋଲିସ ଅଧିକାରୀ ତଥା ପ୍ରାକ୍ତନ ଏମ୍‌ପି ଅନାଦି ଚରଣ ସାହୁଙ୍କର ସିଡିଏ ସେକ୍ଟର-୬ସ୍ଥିତ ବାସଭବନରେ ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ…

ମାଟ୍ରିମୋନିରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ଠକୁଥିଲେ

ଭୁବନେଶ୍ୱର,୨୦ା୧(ସତ୍ୟଜିତ୍‌ ରାଉତ): ଶିକ୍ଷାଗତ ଯୋଗ୍ୟତା ନବମ ଫେଲ୍‌, ହେଲେ କାମ ଥିଲା ଅତି ଚତୁର। ମାଟ୍ରିମୋନି ଆପ୍‌ରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ପ୍ରୋଫାଇଲ୍‌ରେ ଦେଇଥିଲେ ସୁନ୍ଦରୀ ଯୁବତୀଙ୍କ ଫଟୋ। ବିବାହ ପାଇଁ କନ୍ୟା ଖୋଜୁଥିବା ଯୁବକଙ୍କ ସହ ଚାଟ୍‌ କରି…

ଓଡ଼ିଶାରୁ ଅଧିକ ଉଷୁନା ଚାଉଳ ସଂଗ୍ରହ କରିବ କେନ୍ଦ୍ର: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୦।୧(ଅନିଲ ଦାସ): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତ୍ର ଲେଖିବା ପରେ ତ୍ୱରିତ ପଦକ୍ଷେପ ସ୍ବରୂପ ଚଳିତ ଖରିଫ ବିପଣନ ଋତୁରେ ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍‌ ଟନ ଉଷୁନା ଚାଉଳ ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?