ରାଜ୍ୟ

ବିକ୍ରି ହେଉନି ଆପାର୍ଟମେଣ୍ଟ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଗତ ୧ ବର୍ଷ ହେବ ଆପାର୍ଟମେଣ୍ଟ କିଣା ବିକା ଅଟକିଛି। କମନ ଏରିଆ ମାଲିକାନାକୁ ନେଇ ବଢ଼ିଚାଲିଛି ଝମେଲା। ଆସୋସିଏଶନ ପାଇଁ ରାଜ୍ୟରେ କୌଣସି ଆଇନ ନ ଥିବାରୁ ଘର ବୁକ୍‌ କଲେ ମଧ୍ୟ ନିଜ ନାମରେ ସେଲ୍‌ଡିଡ୍‌ ବା…

ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କଲେ ମାଓବାଦୀ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୧ା୫: କନ୍ଧମାଳ ଜିଲାରେ ରକ୍ତମୁଖା ହୋଇ ଉଠିଛନ୍ତି ମାଓବାଦୀ। ପୋଲିସ ଇନ୍‌ଫର୍ମର ସନ୍ଦେହରେ ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ପଞ୍ଚାୟତର ପ୍ରଥମ ସରପଞ୍ଚଙ୍କୁ ରାତିରେ ଗୁଳିକରି ହତ୍ୟା କରିଛନ୍ତି। ମୃତ ପୂର୍ବତନ ସରପଞ୍ଚ ହେଲେ ସାଉଲିପଡା ଗାଁର ସୁବଳ କହଁର।…

ବଲିଉଡ୍‌ ଷ୍ଟାର୍‌ଙ୍କ ଫଟୋ ଲଗାଇ ବହୁ କୋଟି ଟଙ୍କା ଲୁଟ୍‌

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଅର୍ଥନେତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଏକ ଫ୍ରଡ୍‌ ଆପ୍‌ ଜଏନ ଟ୍ରେଡ’ର ୧ କୋଟି ୨୨ ଲକ୍ଷ ଟଙ୍କା ଜବତ କରିଛି। ଅକ୍ଷୟ କୁମାର ଏବଂ ମନୀଷ ପଲଙ୍କ ପରି ବଲିଉଡ୍‌ର ଲୋକପ୍ରିୟ ଅଭିନେତାଙ୍କ ଫଟୋ ଦେଇ ବିଜ୍ଞାପନ ମାଧ୍ୟମରେ ଜନସାଧାରଣଙ୍କୁ…

ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଭେଟିବା ପରେ ନବୀନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଭୁବନେଶ୍ୱର ଏୟାରପୋର୍ଟ ଟ୍ରାଫିକ ଅଧିକ ହୋଇଗଲାଣି। ସେଥିପାଇଁ ପୁରୀ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ ନେଇ ଆଲୋଚନା ହୋଇଛି।…

୪୦ ଡିଗ୍ରୀ ଉପରେ ୩ ସହର, ସମ୍ବଲପୁରରେ ସର୍ବାଧିକ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି। ସକାଳ ୯ଟାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ଦିନ ୨ ଟା ୩୦ ସୁଦ୍ଧା ୩ ସହରରେ ୪୦ଡିଗ୍ରୀ ଉପରେ ତାପମାତ୍ରା ରହିଛି। ସମ୍ବଲପୁର ୪୩.୨ ଡିଗ୍ରୀ, ଝାରସୁଗୁଡାରେ ୪୨.୪ ଡିଗ୍ରୀ,…

ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ପରଲୋକ

କଟକ ଅଫିସ,୧୧ା୫: ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ଗୁରୁବାର ପରଲୋକ ଘଟିଛି। ତେଲଙ୍ଗାବଜାରସ୍ଥିତ ତାଙ୍କ ବାସଭବନରେ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା।ସୂଚନାଯୋଗ୍ୟ, ସେ କିଛିଦିନ ହେଲା ଲିଭର ଜନିତ ରୋଗରେ ପୀଡ଼ିତ ଥାଇ ଚିକିତ୍ସିତ…

ଭର୍ଚୁଆଲ ମୋଡ୍‌ରେ ଜଟଣୀରେ ହସ୍ପିଟାଲ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଖୋର୍ଦ୍ଧା ଅଫିସ,୧୧ା୫: ଖୋର୍ଦ୍ଧା ଜିଲା ଜଟଣୀଠାରେ ଗୁରୁବାର ହୋମି ଭାବା କ୍ୟାନସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟରର ଭର୍ଚୁଆଲ ମୋଡ୍‌ରେ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ କେନ୍ଦ୍ରମନ୍ତ୍ରୀ ଡ. ଜିତେନ୍ଦ୍ର…

୩ ଜଣଙ୍କୁ ହତ୍ୟା ଉଦ୍ୟମ: ଖଣ୍ଡା ବାଇକ୍‌ ଜବତ, ୪ ଗିରଫ

ବ୍ରହ୍ମପୁର ଅଫିସ,୧୧ା୫: ଗୋଷାଣୀ ନୂଆଗାଁ ଥାନା ଅନ୍ତର୍ଗତ ହିଲ୍‌ପାଟଣା ଗଣେଶ ମନ୍ଦିର ନିକଟରେ ଥିବା ସମ୍ପର୍କ ଟ୍ରାଭେଲର୍ସ ମାଲିକ ସମେତ ୩ଜଣଙ୍କୁ ବୁଧବାର ରାତିରେ ହତ୍ୟା ଉଦ୍ୟମ ହୋଇଥିଲା। ଏଥିରେ ଟ୍ରାଭେଲର୍ସ ମାଲିକ କୁମୁଦ ରଞ୍ଜନ ବ୍ରହ୍ମା, ଡ୍ରାଇଭର ସୁଦର୍ଶନ ଦାସ…

ସନାତନ ମହାକୁଡ଼ଙ୍କ ଘରେ ଚଢ଼ାଉ

କେନ୍ଦୁଝର,୧୧ା୫(ସ୍ବ.ପ୍ର.): ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଗୁରୁବାର ଚଢ଼ାଉ ଚାଲିଥିବା ଜଣାପଡ଼ିଛି। କେନ୍ଦୁଝର, ଭୁବନେଶ୍ୱର ଏବଂ ପୈତୃକ ଗ୍ରାମ ନମ୍ବିରା ସହ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୨୦…

ଛତୁଆ ନିମ୍ନମାନର, କମୁନି ପୁଷ୍ଟିହୀନତା

ଯାଜପୁର ଅଫିସ,୧୧ା୫: ଶିଶୁ, ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ପୁଷ୍ଟିହୀନତା ଓ ରକ୍ତହୀନତାର ନିରାକରଣ ଲକ୍ଷ୍ୟ ନେଇ ଛତୁଆ ବଣ୍ଟନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ଏହି ଛତୁଆରେ ପରିପୂରକ ପୁଷ୍ଟିକର ଖାଦ୍ୟ ଦେବା ବଦଳରେ ଆବଣ୍ଟିତ ଅର୍ଥକୁ କିପରି ବର୍ଷ…

ମହୁମାଛି ଆକ୍ରମଣରେ ଚାଲିଗଲା ସିପିଏମ୍‌ ନେତାଙ୍କ ଜୀବନ

ନୀଳଗିରି,୧୦ା୫(ସ୍ବ.ପ୍ର.): ମହୁମାଛି ଆକ୍ରମଣରେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଗରଡି ପଞ୍ଚାୟତ ବାଙ୍କିସାହି ଗ୍ରାମର ବରିଷ୍ଠ ସିପିଏମ୍‌ ନେତା ରାମଚନ୍ଦ୍ର ସ(୭୨) ବୁଧବାର ପ୍ରାଣ ହରାଇଛନ୍ତି। ଏଥିରେ ତାଙ୍କ ନାତି ମଧ୍ୟ ଆହତ ହୋଇଛନ୍ତି। ରାମଚନ୍ଦ୍ର ଆଜି ବାଡ଼ି ସଫା କରୁଥିବା…

ଝାରସୁଗୁଡ଼ାରେ ମତଦାନ ଶେଷ

ଝାରସୁଗୁଡ଼ା ଅଫିସ,୧୦ା୫: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଚାଲିଥିବା ମତଦାନ ଇତିମଧ୍ୟରେ ଶେଷ ହୋଇଛି। ମତଦାନ ବୁଧବାର ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟାରେ ସରିଛି। ପୂର୍ବାହ୍ନ ୧୧ ଟା ସୁଦ୍ଧା ୨୦.୩୮ ପ୍ରତିଶତ ମତଦାନ ହୋଇଥିବା ବେଳେ ଅପରାହ୍ନ ୧ଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri