ରାଜ୍ୟ

ଛତୁଆ ନିମ୍ନମାନର, କମୁନି ପୁଷ୍ଟିହୀନତା

ଯାଜପୁର ଅଫିସ,୧୧ା୫: ଶିଶୁ, ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ପୁଷ୍ଟିହୀନତା ଓ ରକ୍ତହୀନତାର ନିରାକରଣ ଲକ୍ଷ୍ୟ ନେଇ ଛତୁଆ ବଣ୍ଟନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ଏହି ଛତୁଆରେ ପରିପୂରକ ପୁଷ୍ଟିକର ଖାଦ୍ୟ ଦେବା ବଦଳରେ ଆବଣ୍ଟିତ ଅର୍ଥକୁ କିପରି ବର୍ଷ…

ମହୁମାଛି ଆକ୍ରମଣରେ ଚାଲିଗଲା ସିପିଏମ୍‌ ନେତାଙ୍କ ଜୀବନ

ନୀଳଗିରି,୧୦ା୫(ସ୍ବ.ପ୍ର.): ମହୁମାଛି ଆକ୍ରମଣରେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଗରଡି ପଞ୍ଚାୟତ ବାଙ୍କିସାହି ଗ୍ରାମର ବରିଷ୍ଠ ସିପିଏମ୍‌ ନେତା ରାମଚନ୍ଦ୍ର ସ(୭୨) ବୁଧବାର ପ୍ରାଣ ହରାଇଛନ୍ତି। ଏଥିରେ ତାଙ୍କ ନାତି ମଧ୍ୟ ଆହତ ହୋଇଛନ୍ତି। ରାମଚନ୍ଦ୍ର ଆଜି ବାଡ଼ି ସଫା କରୁଥିବା…

ଝାରସୁଗୁଡ଼ାରେ ମତଦାନ ଶେଷ

ଝାରସୁଗୁଡ଼ା ଅଫିସ,୧୦ା୫: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଚାଲିଥିବା ମତଦାନ ଇତିମଧ୍ୟରେ ଶେଷ ହୋଇଛି। ମତଦାନ ବୁଧବାର ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟାରେ ସରିଛି। ପୂର୍ବାହ୍ନ ୧୧ ଟା ସୁଦ୍ଧା ୨୦.୩୮ ପ୍ରତିଶତ ମତଦାନ ହୋଇଥିବା ବେଳେ ଅପରାହ୍ନ ୧ଟା…

ଜିଲାପାଳଙ୍କୁ ହାଜର ହେବା ପାଇଁ ମାନବାଧିକାର କମିଶନଙ୍କ ନୋଟିସ

କେନ୍ଦୁଝର,୧୦ା୫(ସ୍ବ.ପ୍ର.): ଜାତୀୟ ମାନବାଧିକାର କମିଶନ ବୁଧବାର ଏକ ମାମଲାର ଶୁଣାଣି କରି କେନ୍ଦୁଝର ଜିଲାପାଳଙ୍କୁ ସର୍ତ୍ତମୂଳକ ବ୍ୟକ୍ତିଗତ ହାଜର ହେବା ପାଇଁ ଆଦେଶ କରିଛନ୍ତି। ନନ୍ଦିପଦା ଥାନା ଅନ୍ତର୍ଗତ ନୂଆ ରମ୍ପାସ ଗ୍ରାମରେ ଜମି ବିବାଦକୁ ନେଇ ଦମ୍ପତିଙ୍କୁ କଙ୍ଗାରୁ କୋର୍ଟ…

କପଡ଼ା ବଜାର ଉଚ୍ଛେଦକୁ ନେଇ ତେଜିଲା ଆନ୍ଦୋଳନ

ବରଗଡ଼ ଅଫିସ୍‌,୧୦।୫: ବରଗଡ଼ ବ୍ଲକ ଅଧୀନ ବେହେରା ବଜାର ପ୍ରାଙ୍ଗଣରେ ରହିଥିବା ସର୍ବପୁରାତନ ସମ୍ବଲପୁରୀ କପଡ଼ା ବଜାର ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ ବିଭାଗୀୟ କର୍ତ୍ତୃପକ୍ଷ ବଜାର ଉପରେ ନିର୍ଭରଶୀଳ ବୁଣାକାରଙ୍କୁ ନୋଟିସ୍‌ କରିଥିବା ସୂଚନା ମିଳିଛି ।…

ଅପରାହ୍ନ ୫ଟା ସୁଦ୍ଧା ୬୮.୧୨ ପ୍ରତିଶତ ମତଦାନ

ଝାରସୁଗୁଡ଼ା ଅଫିସ,୧୦ା୫: ବୁଧବାର ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ବର୍ତ୍ତମାନ ସୁଦ୍ଧା ଜାରି ରହିଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ୬୮.୧୨ ପ୍ରତିଶତ ମତଦାନ ହୋଇଥିବା ପ୍ରେସ୍‌ମିଟ୍‌ରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସୂଚନା…

୨ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ୍‌

କେନ୍ଦୁଝର,୧୦ା୫(ସ୍ବ.ପ୍ର.): କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଏକ ଦୁର୍ନୀତି ମାମଲରେ ବିଚାର କରି ସହକାରୀ ଯନ୍ତ୍ରୀ ଶଙ୍କର୍ଷଣ ବେହେରା ଓ କନିଷ୍ଠ ଯନ୍ତ୍ରୀ ଅଶୋକ କୁମାର କରଙ୍କୁ ୩ ବର୍ଷ ଜେଲ୍‌ ଏବଂ ୩ ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି।…

ଅପରାହ୍ନ ୩ଟା ସୁଦ୍ଧା ୫୫.୨୦ ପ୍ରତିଶତ ମତଦାନ

ଝାରସୁଗୁଡ଼ା ଅଫିସ,୧୦ା୫: ବୁଧବାର ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ବର୍ତ୍ତମାନ ସୁଦ୍ଧା ଜାରି ରହିଛି। ତେବେ ଅପରାହ୍ନ ୩ଟା ସୁଦ୍ଧା ୫୫.୨୦ ପ୍ରତିଶତ ମତଦାନ ହୋଇଥିବା ପ୍ରେସ୍‌ମିଟ୍‌ରେ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ସୂଚନା…

କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ ଅଭିଯୋଗ: ୪ ଗିରଫ

ପୋଲସରା,୧୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ପକ୍ଷରୁ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ପୋଲସରା ଥାନାଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ମୁଖ୍ୟ ଅଭିଯୁକ୍ତ ଥିବା ଜଣେ ମହିଳାଙ୍କ ସମେତ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ…

ଓଡିଶା ଆସିପାରନ୍ତି ମୋଦି

ଭୁବନେଶ୍ବର,୧୦।୫: ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ ଉତ୍ସବ ପୁରୀରେ ଅନୁଷ୍ଠିତ ହେବାକୁ ଯାଉଛି।ତେବେ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇପାରନ୍ତି ବୋଲି ସୂଚନା ଦେଇଛନ୍ତି ଭାଜପା ସାଧାରଣ ସମ୍ପାଦକ ପୃଥ୍ବ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଯେ, ମୋଦି ବନ୍ଦେ ଭାରତ…

ପୂର୍ବାହ୍ନ ୧୧ଟା ସୁଦ୍ଧା ୨୦.୩୮ ପ୍ରତିଶତ ମତଦାନ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଉପନିର୍ବାଚନ ଲାଗି ସକାଳ ୭ଟାରୁ ଶାନ୍ତିଶୃଙ୍ଖଳାର ସହ ମତଦାନ ଚାଲିଛି। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ଝରସୁଗୁଡାରେ ୨୦.୩୮ ପ୍ରତିଶତ ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ସେହିପରି ସକାଳ ୯ଟା ସୁଦ୍ଧା ୯.୭୫…

ଭୋଟ ଦେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଉପନିର୍ବାଚନ ଲାଗି ସକାଳ ୭ଟାରୁ ମତଦାନ ଚାଲିଛି। ଏହି କ୍ରମରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନିଜର ମତସାବ୍ୟସ୍ତ କରିଛନ୍ତି। ଏହା ପୂର୍ବରୁ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ମତଦାନ କରିଥିବା ଜଣାପଡିଛି। ସୂଚନାଯୋଗ୍ୟ, ସକାଳ ୭ଟାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri