ରାଜ୍ୟ

‘ସାମୁଦ୍ରିକ ଥାନାରେ ଖାଲି ପଦବୀ ସଂକ୍ରାନ୍ତରେ ଜଣାଅ’

କଟକ,୧୮ା୧ (କାର୍ତ୍ତିକ ସାହୁ)ସାମୁଦ୍ରିକ ଥାନାରେ ଖାଲି ପଡ଼ିଥିବା ପଦବୀ ସଂକ୍ରାନ୍ତୀୟ ତଥ୍ୟ ଏବଂ ସେଗୁଡ଼ିକର ପୂରଣ ପାଇଁ ଗ୍ରହଣ କରୁଥିବା ପଦକ୍ଷେପ ସଂକ୍ରାନ୍ତରେ ଜଣାଇବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ୍‌…

ଅଜଣା ମୃତଦେହର ଶେଷ ଠିକଣା ଗୋକର୍ଣ୍ଣେଶ୍ୱର ଶ୍ମଶାନ

ବ୍ରହ୍ମପୁର,ତା୧୮ା୧(ସୁବାସ ଚନ୍ଦ୍ର ପାଢ଼ୀ)ପ୍ରତ୍ୟେକ ମଣିଷଙ୍କ ମୃତ୍ୟୁ ପରେ ତାଙ୍କ ଅନ୍ତିମ ଠିକଣା ହେଉଛି ଶ୍ମଶାନ ଘାଟ ବା ସମାଧି ସ୍ଥଳ। କିନ୍ତୁ ଏମିତି କେତେ ଲୋକଙ୍କ ମୃତଦେହକୁ ବ୍ରହ୍ମପୁର ସହରର ଏକ ନିର୍ଦ୍ଦିଷ୍ଟ ଶ୍ମଶାନରେ ହିଁ ସତ୍କାର କରାଯାଉଛି। ଯେଉଁମାନଙ୍କ ଠିକଣା…

ପାତିସୁନାପୁରକୁ ପର୍ଯ୍ୟଟନ ମାନଚିତ୍ରରେ ଯୋଡ଼ାଯାଉ

ବ୍ରହ୍ମପୁର,୧୮ା୧(ନରସିଂହ ସାହୁ)ଗଞ୍ଜାମ ଜିଲା ଉପକୂଳ ତଥା ଚିକିଟି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମତ୍ସ୍ୟଜୀବୀ ବହୁଳ ସୁନାପୁର ଓ ପାତିସୁନାପୁର ନିକଟସ୍ଥ ବଙ୍ଗୋପସାଗରରେ ଅଞ୍ଚଳରେ ପ୍ରବାହିତ ବାହୁଦା ନଦୀ ମିଶୁଛି । ଏହି ମୁହାଣର ଦୃଶ୍ୟ ଦେଖାଣାହାରୀଙ୍କୁ ମନମୋହୁଛି। ଶୀତଦିନେ ବିରଳ ପ୍ରଜାତିର…

ନାହାନ୍ତି ଡାକ୍ତର, ମିଳୁନି ଚିକିତ୍ସା

ବଇଣ୍ଡା,୧୮ା୧ (ପରିକ୍ଷିତ ସାହୁ)ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏଠାରେ ନିଯୁକ୍ତ ଡାକ୍ତର ଉଚ୍ଚ ଶିକ୍ଷା ପାଇଁ ଯାଇଥିବାବେଳେ ତାଙ୍କ ବଦଳରେ କାହାକୁ ନିଯୁକ୍ତ କରାଯାଇ ନାହିଁ। ଫଳରେ ରୋଗୀସେବା ବ୍ୟାହତ ହେଉଛି। ଏ…

କାମରେ ଲାଗୁନି ରାତ୍ର ଆଶ୍ରୟସ୍ଥଳ

କେନ୍ଦ୍ରାପଡ଼ା,୧୮ା୧(ଜଗନ୍ନାଥ ଧଳ)ଜାନୁଆରୀ ମାସ ରାତି ସମୟରେ ବାହାରେ ପ୍ରବଳ ଥଣ୍ଡା। ଚାରିଆଡେ କୁହୁଡି ବର୍ଷୁଛି। କେନ୍ଦ୍ରାପଡ଼ା ସହରର ତିନିମୁହାଣୀ ଛକର ଏକ ଔଷଧ ଦୋକାନ ପିଣ୍ଡାରେ ଜଣେ ମହିଳା ମୁଣ୍ଡ ତଳେ କିଛି କପଡା ଦେଇ ଶୋଇଛନ୍ତି। ଖଡିଅଙ୍ଗସ୍ଥିତ ମେଡିକାଲ ଛକରେ…

ଅଙ୍ଗନଓ୍ବାଡି କେନ୍ଦ୍ର ଉପରେ ମହଙ୍ଗା ମାଡ଼

ପଟ୍ଟାମୁଣ୍ଡାଇ,୧୮ା୧ (କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ କିଛିଦିନ ହେବ ଅଣ୍ଡା ଦର ହୁ ହୁ ହୋଇ ବଢ଼ି ଚାଲିବା ସହ ଡାଲି ଓ ପରିବା ଦର କ୍ରମାଗତ ଭାବେ ବଢ଼ିଛି। ଏହାର ସିଧାସଳଖ ପ୍ରଭାବ ପଡ଼ିଛି ସରକାରଙ୍କ ପକ୍ଷରୁ ଚାଲିଥିବା…

ଇ-ନିଲାମରେ ଲୁହାପଥର ବ୍ୟବସାୟୀ ମାଲାମାଲ

ଯାଜପୁର,୧୮ା୧(ହର୍ଷବର୍ଦ୍ଧନ ବେହେରା)ସ୍ଥାନୀୟ ଇସ୍ପାତ କାରଖାନାଗୁଡ଼ିକ ଚାଲିବାପାଇଁ ଲୁହାପଥର କଞ୍ଚାମାଲ ରୂପରେ ଆବଶ୍ୟକ କରିଥାନ୍ତି। ଏହି ଆବଶ୍ୟକତାକୁ ଓଡ଼ିଶା ଖଣି ନିଗମ (ଓଏମ୍‌ସି) ଦୀର୍ଘ ବର୍ଷ ହେଲା ପୂରଣ କରିଆସୁଛି। ହେଲେ ବିଡ଼ମ୍ବନା ଯେ, ଗୋଟିଏ ପଟେ ସ୍ଥାନୀୟ ଇସ୍ପାତ କାରଖାନାଗୁଡିକ ଆବଶ୍ୟକ…

ସପ୍ତାହେ ହେଲା ଜଳ ଯୋଗାଣ ବନ୍ଦ

ଖଣ୍ଡପଡ଼ା,୧୮ା୧(ଅଜୟ କୁମାର ମହାରଣା)ଖଣ୍ଡପଡ଼ା ବ୍ଲକ୍‌ ଅଧୀନ କିଆଝର ପଞ୍ଚାୟତରେ ଏବେ ଠାରୁ ପାନୀୟ ଜଳ ସମସ୍ୟା ଉକତ୍ଟ ହେବାରେ ଲାଗିଛି। ପାଇପ ଫାଟି ଜଳ ଅପଚୟ ହେବା ସହ କିଆଝର ପଞ୍ଚାୟତର ବିଭିନ୍ନ ସାହିବସ୍ତିରେ ଦୀର୍ଘ ୭ ଦିନ ହେବ ଜଳ…

ଯୁବକମାନଙ୍କ ପାଖରେ ନାହିଁ ଖେଳ ସାମଗ୍ରୀ

ନୂଆଗାଁ,୧୮ା୧(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକର ଯୁବକମାନଙ୍କ ପାଖରେ ଖେଳିବା ପାଇଁ ଆବଶ୍ୟକ ସରଞାମ ନାହିଁ। ତେଣୁ ଯୁବକମାନେ କ୍ରିକେଟ ଖେଳିବା ସମୟରେ କିଛି ଇଟା ଓ କାଠିକୁ ଉଇକେଟ୍‌ ଭାବେ ବ୍ୟବହାର କରି ଖେଳୁଥିବା ଅଭିଯୋଗ ହେଉଛି। କ୍ରୀଡା କ୍ଷେତ୍ରରେ…

୬ ପ୍ରଜାତିର ୬୦୯ ବିଦେଶୀ ପକ୍ଷୀ

ନୟାଗଡ଼/ଗଣିଆ,୧୮।୧(ଲୋକନାଥ ମିଶ୍ର/ସନ୍ତୋଷ କୁମାର ପ୍ରଧାନ)ପକ୍ଷୀଙ୍କ କଳରବରେ ମୁଖରିତ ହୋଇ ଉଠୁଛି ମହାନଦୀର ସାତକୋଶିଆ ଗଣ୍ଡ। ନୟାଗଡ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଅନ୍ତର୍ଗତ ସାତକୋଶିଆ ଗଣ୍ଡର ଛାମୁଣ୍ଡିଆ ବନାଞ୍ଚଳର ବଡମୂଳ, କୁସଙ୍ଗ ବନାଞ୍ଚଳର ସୁନାଖଣିଆ ଅଞ୍ଚଳ ସମେତ ପ୍ରାୟ ୨୦ ୟୁନିଟରେ ଥିବା…

ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ କମିଶନ ରିପୋର୍ଟ ସାର୍ବଜନୀନ ମାମଲା: ମହଲତ ନେଲେ ରାଜ୍ୟ ସରକାର

କଟକ,୧୭ା୧(କାର୍ତ୍ତିକ ସାହୁ): ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ କମିଶନଙ୍କ ରିପୋର୍ଟ ସାର୍ବଜନୀନ କରିବା ପାଇଁ ରୁଜୁ ମାମଲାରେ ଶୁଣାଣି ବୁଧବାର ହୋଇଛି। ମାମଲାର ଶୁଣାଣି ବେଳେ ରତ୍ନଭଣ୍ଡାର ଚାବି ହଜିବା ମାମଲାର ସ୍ଥିତି ସମ୍ପର୍କରେ ସତ୍ୟପାଠ ଦାଖଲ କରିବା…

ମାହାଙ୍ଗା ଡବଲ ମର୍ଡର ଘଟଣା: ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି

କଟକ,୧୭ା୧(କାର୍ତ୍ତିକ ସାହୁ): ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ପୁଣି ଆଶ୍ୱସ୍ତି ମିଳିଛି। ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଦାୟର ମାମଲାର ଶୁଣାଣିକୁ ଆସନ୍ତା ଫେବୃଆରୀ ୧ ପର୍ଯ୍ୟନ୍ତ ହାଇକୋର୍ଟ ଘୁଞ୍ଚାଇ ଦେଇଛନ୍ତି। ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?