ରାଜ୍ୟ

ଦୁଇ ଶିଶୁଙ୍କୁ କୂଅକୁ ଠେଲି ହତ୍ୟା ଘଟଣା: ମାଆଙ୍କୁ ୮ବର୍ଷ ଓ ବାପାଙ୍କୁ ୫ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଲେ କୋର୍ଟ

ବାଲିଗୁଡା,୧୬।୧:(ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନା ଅଞ୍ଚଳରେ ୨୦୨୧ ଜୁଲାଇ ୧୭ ତାରିଖ ଦିନ ଏକ ଲୋମହର୍ଷଣକାରୀ ଘଟଣା ଘଟିଥିଲା। ଏହି ମାମଲାର ରାୟ ମଙ୍ଗଳବାର ଆସିଛି। ବାଲିଗୁଡାର ଅତିରିକ୍ତ ଜିଲା ଜଜ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ମାମଲା: ଆବେଦନକାରୀଙ୍କୁ ଆୟର ଉତ୍ସ ସଂକ୍ରାନ୍ତରେ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୬ା୧ (କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ଦାୟର ମାମଲାରେ ଆବେଦନକାରୀଙ୍କୁ ଆୟର ଉତ୍ସ ସଂକ୍ରାନ୍ତରେ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି…

୨୨ ତାରିଖରେ ଓଡ଼ିଶା ଛୁଟି ଘୋଷଣା ଦାବି

ଭୁବନେଶ୍ୱର,୧୬।୧: ରାଜ୍ୟ ସରକାର ଆସନ୍ତା ୨୨ ତାରିଖକୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରନ୍ତୁ। ଏହାସହ ସେ ଦିନ ରାଜ୍ୟରେ ସମସ୍ତ ମଦ ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଭାଜପା ରାଜ୍ୟ ମୁଖପାତ୍ର…

ଜଗନ୍ନାଥ କହିଲେ ସୁର ପୁରୀ ଯାଆନି

ଭୁବନେଶ୍ୱର,୧୬।୧: ଜଟଣୀ ବିଧାୟକ ସୁରେଶ ରାଉୟରାୟଙ୍କୁ ଜଗତର ନାଥ ଜଗନ୍ନାଥ ସ୍ବପ୍ନାଦେଶ ହୋଇଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟନ ସମାରୋହରେ ସେଯୋଗ ନ ଦେବାକୁ ମନା କରିଛନ୍ତି। ଜଗନ୍ନାଥଙ୍କ ଲାଗୁନି ଡୋରି। ମୁଁ କିପରି ଯିବି ପୁରୀ ବୋଲି ସୁର କହିଛନ୍ତି।…

ବଢ଼ିଲା (BSKY) ଆବେଦନ ଅବଧି ତାରିଖ

ଭୁବନେଶ୍ୱର,୧୬।୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ((BSKY) ) ଆବେଦନ ଅବଧି ତାରିଖ ବଢ଼ିଛି। ମଙ୍ଗଳବାର ଆବେଦନର ଶେଷ ତାରିଖ ଥିବା ବେଳେ ଏହାକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତ। ଫଳରେ ଆସନ୍ତା ଜାନୁଆରୀ ୨୬ ତାରିଖ ପର୍ଯ୍ୟନ୍ତ (BSKY) କାର୍ଡ…

ଅଲୋଡ଼ା ହେଲା ଶିଶୁ କନ୍ୟା: ପ୍ରସବ ପରେ ତେଲଟାଙ୍କି ନିକଟରେ ଫିଙ୍ଗିଦେଲେ ମା’

ଚାନ୍ଦବାଲି,୧୬।୧(ଅଶୋକ କୁମାର ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଧାମରା ତେଲ ଟାଙ୍କି ନିକଟରୁ ଏକ ନବଜାତ ଶିଶୁକନ୍ୟାଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତିରେ ସାମାଜିକ କର୍ମୀ ସୁମନ୍ତ ମହାନ୍ତି କାର୍ଯ୍ୟସାରି ଫେରୁଥିବା ସମୟରେ ଛୋଟପିଲା କାନ୍ଦ ଶୁଣି ସେ…

ମୋବାଇଲରେ କଥା ହେବାକୁ ବାରଣ କରିବାରୁ ମା’ବାପାଙ୍କୁ ପନିକିରେ ହାଣିଲେ ଝିଅ

ସୋର,୧୬।୧(ଜନ୍ମେଜୟ ମିଶ୍ର): ମୋବାଇଲରେ କଥା ହେବାକୁ ବାରଣ କରିବାରୁ ମା’ବାପାଙ୍କୁ ପନିକିରେ ହାଣିଲେ ଝିଅ। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ସରଶଙ୍ଖ ପଞ୍ଚାୟତ ହାତିଗାଡ଼ିଆରେ। ଗୁରୁତର ବାପା ରଞ୍ଜିତ ସିଂ ଓ ସ୍ତ୍ରୀ ବୁଦୁନି…

ଜଣେ ସୁଶ୍ରୀ, ଆଉ ଜଣେ ବାବା

ନିମାପଡ଼ା, ୧୬ା୧(ରଞ୍ଜନ କୁମାର ପଟ୍ଟନାୟକ): ନିର୍ବାଚନ ଯେତେ ପାଖେଇ ଆସୁଛି କିଏ କେଉଁଠାରେ ପ୍ରାର୍ଥୀ ହେଉଛନ୍ତି ତାହା ଜାଣିବା ଲାଗି ଭୋଟରଙ୍କ ମଧ୍ୟରେ ଉତ୍ସୁକତା ଦେଖାଦେଉଛି l ଏହି କ୍ରମରେ ନିମାପଡ଼ା ନିର୍ବାଚନମଣ୍ଡଳୀ କଥା ଦେଖିଲେ ଏବେ ବିଜେଡିରୁ ବିଧାୟକ ଅଛନ୍ତି…

ବିଜେଡିରେ ୪, ଭାଜପାରେ ୨, କଂଗ୍ରେସରେ ଜଣେ

ସାଲେପୁର,୧୬।୧ (ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର-ଟାଙ୍ଗୀ ବିଧାନସଭା ନିର୍ବାଚନମଣ୍ଡଳୀ କଂଗ୍ରେସ ଓ ଅଣକଂଗ୍ରେସ ରାଜନୀତି ପାଇଁ ଚର୍ଚ୍ଚାରେ ରହିଆସିଛି। ନିକଟ ଅତୀତକୁ ଦେଖିଲେ ୨୦୦୦, ୨୦୦୪ ଓ ୨୦୦୯ରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଥିବା ବେଳେ ୨୦୧୪ରେ କଂଗ୍ରେସ ପ୍ରାର୍ଥୀ…

ରକ୍ତ ରଞ୍ଜିତ ହେଲା ଶୁଳିଆ ପୀଠ

ଦେଓଗାଁ,୧୫।୧(କୃଷ୍ଣପ୍ରସାଦ ପାଣିଗ୍ରାହୀ):ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରା ଏବଂ କୁମୁରିଆସ୍ଥିତ ବଡ଼ଖଳା, ସାନଖଳା ଓ ନୂଆଖଳାରେ ମଙ୍ଗଳବାର ଶୁଳିଆ ଯାତ୍ରା ଆରମ୍ଭ ହୋଇଯାଇଛି। ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ପରେ ଉଭୟ ଖଳାରେ ମାନସିକଧାରୀ ପଶୁ ପକ୍ଷୀ ବଳି ଦେଇଛନ୍ତି। ଫଳରେ ଶୁଳିଆ…

ପଦ୍ମପୁରକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳନ

ପଦ୍ମପୁର,୧୬ା୧(ପ୍ରଦୀପ୍ତ ଦାଶ ): ପଦ୍ମପୁରକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବି ନେଇ ଜିଲା ଗଠନ ମିଳିତ କ୍ରିୟାନୁଷ୍ଠାନ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ…

ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ ମା’: ଆସିଲା ବ୍ୟବଚ୍ଛେଦ ରିପୋର୍ଟ

ବ୍ରହ୍ମପୁର,୧୬ା୧(ସୁବାସ ଚନ୍ଦ୍ର ପାଢ଼ୀ): ଗୋଳନ୍ଥରା ଥାନା ହଳଦିଆପଦରସ୍ଥିତ ଏକ ହୋଟେଲରେ ଗତ ଶୁକ୍ରବାର ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ନେଇ ତାଙ୍କ ମା’ ଅଭିଯୋଗ କରିଥିଲେ। ତେବେ ମୃତଦେହ ବ୍ୟବଚ୍ଛେଦର ପ୍ରାଥମିକ ରିପୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?