ରାଜ୍ୟ

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ମୟୂରଭଞ୍ଜ ଜିଲା ତିରିଂ ଅଞ୍ଚଳରୁ ତିରିଂ ଥାନା ପୋଲିସ ତାଙ୍କୁ ଉଦ୍ଧାର…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ସହକାରୀ ଶିକ୍ଷକ ଭବାନୀ…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ ବଦଳି କରାଯାଇଥିବା ପ୍ରତିବାଦରେ ମଙ୍ଗଳବାର ଜେନ୍ ଆଲଫା ଛାତ୍ରୀଛାତ୍ର,ପୂର୍ବତନ ସରପଞ୍ଚ କୈଳାସ ଷଡଙ୍ଗୀ,ସରପଞ୍ଚ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ଜୟପୁରରେ ବାଘ ଛାଲ କାରବାର ହେଉଥିବା…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ ହୋଇ ଘଟଣା ସମ୍ପର୍କରେ କୁଆଁରମୁଣ୍ଡା ବିଡିଓ ଡା. ଜଗଦୀଶ ପ୍ରସାଦ ମହାନନ୍ଦଙ୍କୁ ଜଣାଇଥିଲେ।…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଭାବେ ଦାୟିତ୍ୱ ଦିଆଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଯୁକ୍ତ ଜଣକ ଘରେ ପଶି ପଡ଼ୋଶୀ ମହିଳାଙ୍କୁ ବଳାତ୍କାର…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟ ପକ୍ଷରୁ ଦୁର୍ଗାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଦୁର୍ଗା କନ୍ଧମାଳ DRCSରେ SARCS…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ ଆଠଗଡ଼ ଉପଜିଲାପାଳ, ପ୍ରଜ୍ଞାନନ୍ଦନ ଗିରିଙ୍କୁ ତାଳଚେର ଉପଜିଲାପାଳ, କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତି ଜଣକ ମହିଜୋରର ଗୋଲବଦନ ପାଣ୍ଡେ (୫୫) ବୋଲି ଜଣାପଡ଼ିଛି। କିଛିଦିନ ଧରି…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ରାୟଗଡ଼ା ଜିଲା ଭାଜପା ସଭାପତି ଗୋପୀ ଆନନ୍ଦଙ୍କ…

୫ ଓରାଙ୍ଗଉଟାନଙ୍କୁ ଆଣିବା ପାଇଁ ନନ୍ଦନକାନନରୁ ବାହାରିଲା ଏକ ଟିମ୍ : ଅନ୍ତର୍ଜାତୀୟ ସ୍ମଗଲିଂ ସନ୍ଦେହ

ନନ୍ଦନକାନନ,୮।୯: ଓଡ଼ିଶାରେ କେବେ ଓରାଙ୍ଗଉଟାନ ଦେଖାଯାଇଥିବା ନଜିର ନ ଥିବା ବେଳେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରୁ ୫ଟି ଓରାଙ୍ଗଉଟାନ ଠାବ ହେବା ଘଟଣାକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଏହା ପଛରେ ଅନ୍ତର୍ଜାତୀୟ ସ୍ମଗଲିଂର ସନ୍ଦେହ କରାଯାଉଛି ବୋଲି ପିସିସିଏଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?