ରାଜ୍ୟ

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର ପୋଲିସ ଉଦ୍ଧାର କରିଛି । ମହିଳା ଜଣକ ହଞ୍ଜରପେଣ୍ଠ ଗ୍ରାମର ଗୌରୀମଣି ପାଙ୍ଗି…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ ସମ୍ପର୍କ ରଖିବା ପରେ ତାଙ୍କୁ ଧୋକା ଦେଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା ରହିଛି । ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ବେଳେ ଶିଶୁ ୱାର୍ଡରେ…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି । ଫଳରେ ମନ୍ଦିରର ଉପର ଭାଗ କିଛି ଅଂଶ ଭାଙ୍ଗି ଯାଇଥିବା ଦେଖିବାକୁ…

ମୁକୁଳା ୧୧ କେଭି ଟ୍ରାନ୍ସଫର୍ମର ସାଙ୍ଗକୁ ଗଭୀର ଗର୍ତ୍ତ: ବଡ଼ ଅଘଟଣ ଆଶଙ୍କାରେ ଧୁଲିଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର,୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୁଲିଗୁଡ଼ା (ମାନିଆଁଗୁଡ଼ା) ଠାରେ ବିଦ୍ୟୁତ ବିଭାଗର ଅବହେଳା ଦେଖିବାକୁ ମିଳିଛି । ଥୁଆମୂଳ ରାମପୁର-ଭବାନୀପାଟଣା ମୁଖ୍ୟ ରାସ୍ତା କଡ଼ରେ ଥିବା ଏକ ଆବାସିକ ଗୃହ ନିକଟରେ…

ଲେବଲକ୍ରସିଂ ପାର୍‌ ବେଳେ ଧକ୍କା ଦେଲା ଟ୍ରେନ୍‌, ଆଉ ତା’ପରେ ଯାହା ଘଟିଲା…

ଭଦ୍ରକ,୭।୬(ସନାତନ ରାଉତ): ଭଦ୍ରକ-ଧାମରା ରେଳପଥର ତିହିଡି଼ ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ରାସ୍ତା ଲେବଲକ୍ରସିଂ ନିକଟରେ ରବିବାର ଏକ ଟ୍ରେନ ଧକ୍କାରେ ଜଣେ ବାଇକ୍‌ ଆରୋହୀ ଯୁବକଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା…

ଋଣ ଆଦାୟ ଟଙ୍କା ଆତ୍ମସାତ ଅଭିଯୋଗ, ଫାଇନାନ୍ସ କର୍ମଚାରୀ ଗିରଫ

ବଞ୍ଚୋ/ଆନନ୍ଦପୁର/ହାଟଡିହୀ,୭ା୬(ପ୍ରଦୋଷ କୁମାର/ବିଶ୍ୱାଳସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ ): ଋଣଗ୍ରାହକଙ୍କ ଠାରୁ ଆଦାୟ ହୋଇଥିବା ଇଏମଆଇ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଘସିପୁରା ପୋଲିସ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ଯାଜପୁର ଜିଲା ଧର୍ମଶାଳା ଥାନା…

ଘରେ କେହି ନଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର, ସହଯୋଗ କରିଥିଲେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଅଭାବନୀୟ ଘଟଣା ଦେଖାଯାଇଛି । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫ ବର୍ଷୀୟା ଛାତ୍ରୀଙ୍କୁ ୯ମ ଶ୍ରେଣୀରେ ପଢ଼ୁଥିବା ସେହି ଗ୍ରାମର ଜଣେ ୧୭…

ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…

ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍‌ ଷ୍ଟପ୍‌ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ବାପ, ଝିଅଙ୍କ ଉପରେ ଚଢି ଯିବାର ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଛି…

ମୁଗୁପୁର ହାଇସ୍କୁଲ ୨୦୧୦ ମ୍ୟାଟ୍ରିକ ବ୍ୟାଚର ବନ୍ଧୁମିଳନ ଉତ୍ସବ, ସୁବର୍ଣ୍ଣ ସମୟକୁ ଜିଇଁବାର ପ୍ରୟାସ…

ହାଟଡିହୀ/ଛେନାପଦୀ,୭।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମୁଗୁପୁର ହାଇସ୍କୁଲ ପରିସରରେ ୨୦୧୦ ମସିହା ମ୍ୟାଟ୍ରିକ ବ୍ୟାଚର ପୁରାତନ ଛାତ୍ରୀଛାତ୍ର ମାନଙ୍କୁ ନେଇ ଏକ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ୧୬ ବର୍ଷ ପରେ ପୁରୁଣା ସାଙ୍ଗମାନଙ୍କୁ…

ଲଣ୍ଡା ହୋଇ ଶପଥ ନେଲେ…ଗ୍ରାମବାସୀ କହିଲେ ଆମେ ଆଉ ମଦ ପିଇବୁନି

ଆନନ୍ଦପୁର,୭ା୬(ସୁଶାନ୍ତ କୁମାର ସାହୁ ): ମଦ ପରିତ୍ୟାଗ କରି ୧୫ରୁ ଊର୍ଦ୍ଧ୍ବ ବ୍ୟକ୍ତି ଲଣ୍ଡା ହେବା ସହ ନଦୀରେ ବୁଡ଼ ପକାଇଛନ୍ତି ଏବଂ ଠାକୁରଙ୍କ ପାଖରେ ଶପଥ କରିଛନ୍ତି । ଏଭଳି ନିଆରା ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ଘସିପୁରା…

ଜଳୁଛି ଲକ୍ଷ୍ମୀପୁର… ଆଦିବାସୀ ଯୁବକଙ୍କୁ ଛୁରାମାଡ଼ ଘଟଣା, ଗିରଫ ଦାବିରେ ଦୋକାନ ଭାଙ୍ଗିଲେ ଆଦିବାସୀ

ଲକ୍ଷ୍ମୀପୁର,୭।୬(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଶନିବାର ସନ୍ଧ୍ୟାରେ କୌଣସି ଏକ ଘଟଣାକୁ ନେଇ ବଡ଼ ଶଙ୍ଖା ଗ୍ରାମରେ ଜଣେ ଆଦିବାସୀ ଯୁବକକୁ ଲକ୍ଷ୍ମୀପୁରର ରେଲି ସାହିର କିଛି ଯୁବକ ମରଣାନ୍ତକ ଆକ୍ରମଣ କରିଥିଲେ । ଉକ୍ତ ଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?