ରାଜ୍ୟ

ଚତୁର୍ଥ ଦିନରେ ୫ ଜିଲାରେ ୩୫୯ ରୂପାନ୍ତରିତ ସ୍କୁଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୫(ବ୍ୟୁରୋ): ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନାଠାରୁ ଆରମ୍ଭ କରି ରୂପାୟନର ସବୁ ସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି। କେଉଁ କାର୍ଯ୍ୟରେ କେତେ ଖର୍ଚ୍ଚ…

ସମୂହ ଇସ୍ତଫା ଦେଲେ ପ୍ରାଣୀ ଚିକିତ୍ସକ

କେନ୍ଦୁଝର,୪ା୫(ସ୍ବ.ପ୍ର.): ପ୍ରାଣୀ ଚିକିତ୍ସକଙ୍କ ୧୦ ଦଫା ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଗୁରୁବାର ଚରମ ସୀମାରେ ପହଞ୍ଚିଛି। ସେମାନେ ଆଜି ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଏବଂ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀଙ୍କ ଦ୍ୱାରା ମତ୍ସ୍ୟ ଓ ପଶୁପାଳନ ବିଭାଗର ପ୍ରମୁଖ ଶାସନ…

ଆସନ୍ତାକାଲି ଝଡ଼ବର୍ଷା, ୨୦ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ମେ’ ୫ରୁ ରାଜ୍ୟର ଅଧିକାଂଶ ଜିଲାରେ ଝଡ଼ବର୍ଷା ହେବା ସହ କିଛି ସ୍ଥାନରେ କୁଆପଥର ମାଡ଼ ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ରାଜ୍ୟର ବାଲେଶ୍ୱର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,…

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧିପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଅଲଚିକି ଲିପିର ଉଦ୍ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧିପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସାନ୍ତାଳି ସମାଜ ଓ ସାନ୍ତାଳି ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ…

ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବାରିପଦା ଅଫିସ,୪।୫: ଜନ୍ମମାଟି ମୟୁରଭଞ୍ଜ ଜିଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୁରୁବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି। ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ବାଗତ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ଏବଂ କେନ୍ଦ୍ର ମନ୍ତ୍ରୀ…

ରାଷ୍ଟ୍ରପତିଙ୍କ ଅପେକ୍ଷାରେ ଜନ୍ମମାଟି

ବାରିପଦା ଅଫିସ,୪ା୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୩ ଦିନିଆ ମୟୂରଭଞ୍ଜ ଗସ୍ତକୁ ନେଇ ରାଇସିନାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଚଳଚଞ୍ଚଳ ହୋଇପଡ଼ିଛି। ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ ଗସ୍ତ କାର୍ଯ୍ୟକ୍ରମ ସଫଳ କରିବା ପାଇଁ ପ୍ରଶାସନ ତତ୍ପର ହୋଇପଡ଼ିଛି। ସମଗ୍ର ମୟୂରଭଞ୍ଜବାସୀ…

ଉଚ୍ଛେଦ ହେବ ଅନାବଶ୍ୟକ ଅଣଶିକ୍ଷକ ପଦବୀ

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ବିଭିନ୍ନ ଅଣଶିକ୍ଷକ ପଦବୀ ଖାଲି ପଡ଼ିଥିବାବେଳେ ସେଥିମଧ୍ୟରୁ ଅନେକ ପଦବୀ ଅନାବଶ୍ୟକ ରହିଛି। ତେଣୁ ଉକ୍ତ ପଦବୀଗୁଡ଼ିକ ଉଚ୍ଛେଦ କରିବାକୁ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ପ୍ରକ୍ରିୟା ଆରମ୍ଭ କରିଛି। ଏନେଇ ବିଭାଗର ସ୍ବତନ୍ତ୍ର ସଚିବ ବୀରେନ୍ଦ୍ର…

ସମ୍ଭାବ୍ୟ ବାତ୍ୟା କଥା ଶୁଣି ବୋହିନେଲେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ: କଳାବଜାରୀ ଆଶଙ୍କା

ଭୁବନେଶ୍ୱର,୪।୫ (ବ୍ୟୁରୋ): ଆସନ୍ତା ୯ ତାରିଖରେ ଓଡ଼ିଶାରେ ବାତ୍ୟା ସମ୍ଭାବନା ରହିଥିଲେ ମଧ୍ୟ ବର୍ତ୍ତମାନ ପାଇଁ ରାଜ୍ୟକୁ ପାଣିପାଗ ବିଭାଗରୁ ଏନେଇ ସତର୍କ ସୂଚନା ଜାରି କରାଯାଇନାହିଁ। ଏହାସତ୍ତ୍ୱେ ବୁଧବାର ବାତ୍ୟା ଖବର ପାଇବା ମାତ୍ରେ ରାଜଧାନୀବାସୀଙ୍କ ମଧ୍ୟରେ ଭୟ ସୃଷ୍ଟି…

ସ୍ବତନ୍ତ୍ର ହସ୍ତତନ୍ତ ମେଳା ଉଦ୍‌ଘାଟିତ

ଭୁବନେଶ୍ୱର,୪।୫: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସହଯୋଗୀ ସଂସ୍ଥା ସମ୍ବଲପୁରୀ ବସ୍ତ୍ରାଳୟ ଦ୍ବାରା ଚଳିତ ବର୍ଷର ସାବିତ୍ରୀ ବ୍ରତ ଉପଲକ୍ଷେ ଏକ ସ୍ବତନ୍ତ୍ର ହସ୍ତତନ୍ତ ମେଳା-୨୦୨୩ ଆରମ୍ଭ ହୋଇଛି। ସ୍ଥାନୀୟ ଏକାମ୍ର ହାଟଠାରେ ଖୋଲିଥିବା ଏହି ମେଳାକୁ…

ବାଉନ୍‌ସର ଗ୍ୟାଙ୍ଗ୍‌ ମୁଖ୍ୟ ରାଘବ ଜେନା ଗିରଫ

ଭୁବନେଶ୍ୱର,୪।୫(ବ୍ୟୁରୋ): ଭୁବନେଶ୍ୱରରେ ଏକ ବିବାଦୀୟ ଜମିକୁ ଅକ୍ତିଆର କରିବାକୁ ଯାଇ ରାତି ଅଧରେ ଜେସିବି ଲଗାଇ ଦୋକାନ ଭାଙ୍ଗି ଲୁଟ୍‌ ଘଟଣାରେ ଫେରାର ଥିବା ବାଉନ୍‌ସର ଗ୍ୟାଙ୍ଗର ମୁଖ୍ୟ ରାଘବ ଜେନା ଦେଢ଼ମାସ ପରେ କମିଶନରେଟ ପୋଲିସ ହାତରେ ଧରାପଡ଼ିଛନ୍ତି। ନୟାପଲ୍ଲୀ…

ସେଓ ଚାଷ କରି ଉଦାହରଣ ସୃଷ୍ଟିକଲେ ରବୀନ୍ଦ୍ର

କୋରେଇ,୪ା୫(ଡି.ଏନ.ଏ.): ଗଛ ଡାଳରେ ଝୁଲୁଛି ପିଜୁଳି, ସପେଟା, ଆମ୍ବ ଏବଂ ସେଓ। ଧୀର ପବନରେ ଝୁଲିଝୁଲି ସତେ ଯେପରି ଆନନ୍ଦରେ ନାଚୁଛି ସେଓ ପେନ୍ଥା। ଏହା କଶ୍ମୀର କିମ୍ବା ଅନ୍ୟ କୌଣସି ରାଜ୍ୟର ଦୃଶ୍ୟ ନୁହେଁ। ଏହା ହେଉଛି ଯାଜପୁର ଜିଲା…

ଗୋପାଳପୁର ବିଧାୟକ, ପାଠକ ବାପ-ପୁଅ କୋର୍ଟରେ ହାଜର

ବ୍ରହ୍ମପୁର ଅଫିସ,୪ା୫: ଗଞ୍ଜାମ ଜିଲା ଗୋପାଳପୁର ଟାଟା ମୋଟର୍ସରେ ଚାକିରି କରାଇ ଦେବା ପାଇଁ କୋଟି କୋଟି ଟଙ୍କା ଠକେଇ କରିଥିବା ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହ ପୂର୍ବତନ ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri